ଆଜିର ଖବର ଆସନ୍ତା ୨୯ ରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ, ଅକ୍ଟୋବର ୮ରେ ଖୋଲିବ ଅଦାଲତ By odishadarpan September 26, 2025September 26, 2025 ଆରମ୍ଭ ହେଲାଣି ପାର୍ବଣ। ଆସନ୍ତା ୨୯ ତାରିଖ ସୋମବାରରୁ ହାଇକୋର୍ଟର ଦଶହରା ଅବକାଶ ଆରମ୍ଭ ହେଉଛି। ଶୁକ୍ରବାର ଶେଷ କାର୍ଯ୍ୟ ଦିବସ । ଅକ୍ଟୋବାର ୮ରେ ଅଦାଲତ ଖୋଲିବ । ଏହି ଛୁଟି ସମୟ ମଧ୍ୟରେ ଜରୁରି ମାମଲାର ଶୁଣାଣି ପାଇଁ ଆସନ୍ତା ୨୯ ତାରିଖ, ଅକ୍ଟୋବର ୧ ତାରିଖ ଓ ୬ ତାରିଖରେ ଅବକାଶକାଳୀନ ଅଦାଲତ ବସିବ ।
ଆଜିର ଖବର ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଏପ୍ରିଲ ୧ରୁ ମିଳିବ ମାଣ୍ଡିଆ ଲଡୁ By odishadarpan March 27, 2025March 27, 2025
ଆଜିର ଖବରନୟାଗଡ ନ୍ୟୁଜ ବନ ଅଧିକାରୀମାନଙ୍କୁ ନେଇ ସଚେତନତା ଶିବିର ଅନୁଷ୍ଠିତ By odishadarpan April 8, 2025April 8, 2025