ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏଣିକି ପ୍ରିମାଟ୍ରିକ୍ ସ୍କଲାରସିପ୍‌ରେ ମିଳିବ ୧୬ ହଜାର ଟଙ୍କା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ଏଣିକି ପ୍ରିମାଟ୍ରିକ୍ ସ୍କଲାରସିପ୍‌ରେ ମିଳିବ ୧୬ ହଜାର ଟଙ୍କା। ୧୦ ହଜାର ୫୦୦ରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର। ଅନ୍ୱେଷା ଯୋଜନାରେ ଛାତ୍ରଛାତ୍ରୀମାନଙ୍କୁ ମିଳିବ ୧୭ ହଜାର ଟଙ୍କା। ପୋଷ୍ଟ ମାଟ୍ରିକ ସ୍କଲାରସିପ୍‌ରେ ଛାତ୍ରମାନଙ୍କୁ ୧୬ ହଜାର ଟଙ୍କା ମିଳିବ। ସେହିପରି ପୋଷ୍ଟ ମାଟ୍ରିକ ସ୍କଲାରସିପ୍‌ରେ ଛାତ୍ରୀମାନଙ୍କୁ ମିଳିବ ୧୭ ହଜାର ଟଙ୍କା।

ଅଧିକ ପଢନ୍ତୁ

Odisha Darpan Digital