ରାଶନକାର୍ଡ ହିତାଧୀକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଲେଖାଏଁ ଚାଉଳ

ରାସନ କାର୍ଡ ହିତାଧିକାରୀଙ୍କୁ ମିଳିପାରେ ଅଧିକ ୫ କେଜି ଲେଖାଏଁ ଚାଉଳ । ଆଶା ଦେଖାଇଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଚୂଡାନ୍ତ ନିଷ୍ପତ୍ତି ହୋଇନି , ଚିନ୍ତା କରାଯାଉଛି । ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ। ସମସ୍ତ ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ଦେବାକୁ ଚିନ୍ତା କରାଯାଉଛି। ଆମେ ଚାହୁଁଛୁ ଗରିବ ଲୋକମାନେ ଅଧିକ ଚାଉଳ ପାଆନ୍ତୁ। ରାଜ୍ୟ ସରକାର ନିଜସ୍ବ ଖର୍ଚ୍ଚରେ ଚାଉଳ ଦେବାକୁ ଚିନ୍ତା କରୁଛନ୍ତି ବୋଲି କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି।

ଅଧିକ ପଢନ୍ତୁ

Odisha Darpan Digital