ନଭେମ୍ବର ୨୭ ତାରିଖରେ ବିଧାନସଭା ଶୀତକାଳୀନ ଅଧିବଶନ ଆରମ୍ଭ ହୋଇପାରୋ ଅତିରିକ୍ତ ବଜେଟ ଉପସ୍ଥାପିତ ହେବା ସମ୍ଭାବନା ରହିଛି। ନୂଆପଡା ଉପନିର୍ବାଚନ ଫଳାଫଳ ଆସିବା ପରେ ବିଧାନସଭା ବସିପାରୋ ବିଭିନ୍ନ ପ୍ରସଙ୍ଗକୁ ନେଇ ବେଶ ସରଗରମ ହୋଇପାରେ ବିଧାନସଭା ଅଧିବେଶନ । ତେବେ ବିଧାନସଭା ଶୀତ ଅଧିବେଶନକୁ ଆସିପାରନ୍ତି ରାଷ୍ଟ୍ରପତି । ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା’ । ପୂରା କାର୍ଯ୍ୟକ୍ରମ ଆସିନାହିଁ, ଆସିବାର ସମ୍ଭାବନା ରହିଛି ।
