ବିଗିଡ଼ିଲା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା

ଅଭିଜିତ ମଜୁମଦାର ପରେ ଓଲିଉଡ୍ ଇଣ୍ଡଷ୍ଟ୍ରିର ଚର୍ଚ୍ଚିତ କଣ୍ଠଶିଳୀ ହ୍ୟୁମାନ ସାଗରଙ୍କ ବିଗିଡ଼ିଲା ସ୍ବାସ୍ଥ୍ୟବସ୍ଥା। ସିଙ୍ଗର୍ ହ୍ୟୁମାନ ସାଗର କିଡନି ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ପ୍ରଥମେ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ, ଏବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବର ଏମ୍ସ କୁ ସ୍ଥାନାନ୍ତର କରାଯାଇଛି ।

ଅଧିକ ପଢନ୍ତୁ

Odisha Darpan Digital