ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO) ଏବେ ‘ସେବା ତୀର୍ଥ’ ଭାବରେ ପରିଚିତ ହେବ

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (PMO) ଏବେ ‘ସେବା ତୀର୍ଥ’ ଭାବରେ ପରିଚିତ ହେବ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ ନୀତି ଏବଂ ଜନସେବା ପ୍ରତି ସମର୍ପଣକୁ ସ୍ବୀକୃତି ଦେଇ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହାର ଉଦ୍ଦେଶ୍ୟ ଶାସନରେ ସେବାର ଭାବନକୁ ବଢାଇବା । ଏହି ପରିବର୍ତ୍ତନ କେବଳ ଗୋଟିଏ ନୁହେଁ, ଦେଶର ଅନେକ ସରକାରୀ ଭବନ ଏବଂ ରାସ୍ତାର ନାମକୁ କିଛି ଦିନ ଭିତରେ ପରିବର୍ତ୍ତନ କରାଯିବ ।

ସେହିପରି କେନ୍ଦ୍ର ସଚିବାଳୟର ମଧ୍ୟ ନୂଆ ନାମ ହୋଇଛି । ଏବେ କେନ୍ଦ୍ରୀୟ ସଚିବାଳୟର ନାମ କର୍ତ୍ତବ୍ୟ ଭବନ ନାମରେ ଜଣାଶୁଣା ହେବ ।

ଅଧିକ ପଢନ୍ତୁ