ଓଡିଶାରେ ୪ ବର୍ଷରେ ୧୨୪ କେଜି ୯୯୨ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖୁଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ୪ବର୍ଷରେ ମଧ୍ୟରେ ୧୪୨୬ ମାମଲା ରୁଜୁ ହଇଛି । ୧୫୨୨ ଅଭିଯୁକ୍ତ ଗିରଫ ହୋଇଛନ୍ତି । ଚଳିତବର୍ଷ ନଭେମ୍ବର ସୁଦ୍ଧା ୨୯ କେଜି ବ୍ରାଉନସୁଗାର ଜବତ ହଇଛି । ୩୩୧ ଅଭିଯୁକ୍ତ ଗିରଫ ହୋଇଛନ୍ତି ।
