ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ଵ ସହାୟକ। ବରିଷ୍ଠ ରାଜସ୍ଵ ସହାୟକ ବାସୁଦେବ ଭୋଇଙ୍କ ବାସଭବନରେ ଚଢଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍ ଜାରି ରହିଛି। ବରଗଡ଼ ଓ ସମ୍ବଲପୁରର ୪ଟି ସ୍ଥାନରେ ଚାଲିଛି ରେଡ୍ । ବରଗଡ଼ରେ ଦୁଇ ମହଲା ଘର, ସମ୍ବଲପୁର ଚାରଭାଟିରେ ଥିବା ଘରେ ଯାଞ୍ଚ କରୁଛି ଟିମ୍ । ସେହିପରି ବରଗଡ଼ର ପୈତୃକ ଘର ଓ ସମ୍ବଲପୁର କାର୍ଯାଳୟରେ ରେଡ୍ ହେଉଛି । ଚଢ଼ାଉରେ ୨ଜଣ ଡିଏସପି, ୮ଜଣ ଇନସ୍ପେକ୍ଟର ଓ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି ।ଦୁଇ ଡିଏସ୍ପି ଓ ୮ ଇନ୍ସପେକ୍ଟର ଚଢଉରେ ସାମିଲ ଅଛନ୍ତି।
