ମହାପ୍ରଭୁଙ୍କୁ ମହୋଦଧିରେ ଭସେଇଦେଲେ । ସମୁଦ୍ର ଭିତରେ ମହାପ୍ରଭୁ ଜଗନ୍ନାଥଙ୍କ ବିଗ୍ରହ ଅତି ଦୟନୀୟ ଅବସ୍ଥାରେ ଉଦ୍ଧାର। ଏ ଭିଡିଓ ଦେଖିବାକୁ ଅତି କଷ୍ଟଦାୟକ। ଏହା ପୁରୀ ବେଳାଭୂମିର ଦୃଶ୍ୟ ବୋଲି ଅନୁମାନ କରାଯାଉଛି । ତେବେ କିଏ ଓ କାହିଁକି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂର୍ତ୍ତି ବେଳାଭୂମିରେ ଭସେଇଛି ସେନେଇ କିଛି ସ୍ପଷ୍ଟ ସୂଚନା ନାହିଁ । ବେଳାଭୂମିରେ ମହାପ୍ରଭୁଙ୍କ ମୂର୍ତ୍ତି ଭାସୁଥିବାର ଦେଖି କିଛି ପର୍ଯ୍ୟଟକ ମୂର୍ତ୍ତିକୁ ପାଣି ଭିତରୁ ଆଣୁଥିବା ବେଳେ ଆଉ କିଛି ପର୍ଯ୍ୟଟକ ମାନେ ସେଲଫି ନେଉଛନ୍ତି ।
