ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: କହିଲେ ଅନ୍ୟ ଝିଅଙ୍କ ସହ…

ଜୀବନ ପ୍ରତି ବିପଦ ଥିବା କହିଛନ୍ତି କମେଡିଆନ ଗୁଲୁଆ । ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ସହାୟତା ମାଗିଛନ୍ତି । ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା ୟୁଟ୍ୟୁବର ବର୍ଷା ସାହୁ ମୁହଁ ଖୋଛନ୍ତି। ସେ କହିଛନ୍ତି, ବିବାହ ପରେ ଇଛି ଦିନ ଭଲରେ ଚାଲିଥିଲା। କିନ୍ତୁ ତାଙ୍କ ପରକୀୟା ପ୍ରୀତି ଯୋଗୁ ଧୀରେ ଧୀରେ ଆମ ସମ୍ପର୍କ ଖରାପ ହୋଇଥିଲା। ଗୁଲୁଆ ମୋତେ ବାଡ଼େଇକି ଘରୁ ବାହାର କରିଦେଇଥିଲେ। ମୋ ପାଖରେ ମେଡିକାଲ ରିପୋର୍ଟ ଅଛି। ତାଙ୍କ ଫ୍ୟାମିଲି ମୋତେ ଟଚର୍ର୍‌ କରିଛନ୍ତି। ମୁଁ ବର୍ଷେ ହେଲା ଚୁପ୍‌ ଥିଲି। ମୁଁ ତାଙ୍କ ସ୍ତ୍ରୀ ମୋତେ ପଚାରୁନାହାନ୍ତି। ଅନ୍ୟ ଝିଅଙ୍କ ସହ ବହୁତ ଜାଗାରେ ସମୟ ବିତାଉଛନ୍ତି। ମନାଲିରେ ମଧ୍ୟ ଝିଅଙ୍କୁ ନେଇ ସମୟ ବିତାଉଥିଲେ। ଗୁଲୁଆ ଯେତେ ଝିଅଙ୍କ ସହ ସଂପର୍କରେ ଅଛନ୍ତି ସମସ୍ତଙ୍କ ଭିଡିଓ ମୋ ପାଖରେ ଅଛି। ତାଙ୍କ ସବୁ କଳାଚିଠା ମୋ ହାତରେ। ମୁଁ ଏସବୁ କୋର୍ଟରେ ଉପସ୍ଥାପନ କରିବି।

ଅଧିକ ପଢନ୍ତୁ