ପୀତବାସ ପଣ୍ଡା ହତ୍ୟା ମାମଲାରେ ୬ ଅଭିଯୁକ୍ତଙ୍କ ଜାମିନ ଖାରଜ

ପୀତବାସ ପଣ୍ଡା ହତ୍ୟା ମାମଲାରେ ୬ ଅଭିଯୁକ୍ତଙ୍କ ଜାମିନ ଖାରଜ । ମଳୟ ବିଷୋୟୀ, ସୁନୀଲ ହୋତା, ବିପିନ ସ୍ୱାଇଁ, ସୀମାଞ୍ଚଳ ନାୟକଙ୍କ ଜାମିନ ଖାରଜ କରିଛନ୍ତି କୋର୍ଟ ।୨ ବିହାରୀ ଅପରାଧି ଶିଶୁପାଳ ପାଶୱାନ, କୁନ୍ଦନ କୁମାରଙ୍କ ଜାମିନ ମଧ୍ୟ ଖାରଜ କରିଛନ୍ତି କୋର୍ଟ ।ସୂଚନାଯୋଗ୍ୟ ଯେ, ଅକ୍ଟୋବର ୬ ତାରିଖରେ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା । ଏହି ମାମଲାରେ ପୋଲିସ ୧୬ ଜଣଙ୍କୁ ଗିରଫ କରିଥିବା ବେଳେ ୫ ଜଣଙ୍କ ଜାମିନ ପାଇଁ ଆବେଦନ ହୋଇଥିଲା ।ସମ୍ପ୍ରତି ଏହି ହତ୍ୟା ଘଟଣାର ପ୍ରାୟ ୩୦ ହଜାରରୁ ଅଧିକ ପୃଷ୍ଠାର ଚାର୍ଜ ସିଟ୍ ଦାଖଲ କରିଥିଲା ବ୍ରହ୍ମପୁର ପୋଲିସ ।

ଅଧିକ ପଢନ୍ତୁ