ଆଜିର ଖବର ଛତିଶଗଡ଼ ଵିଜାପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ By odishadarpan January 17, 2026January 17, 2026 ଛତିଶଗଡ଼ ଵିଜାପୁର ଜିଲ୍ଲାରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ । DRG, STF ଏବଂ CRPF କୋବ୍ରା ଜବାନ ଅପରେସନ ବେଳେ ଏହି ସଫଳତା ମିଳିଛି । ଘଟଣା ସ୍ଥଳରେ ମାଓ ସଂଗଠନ ର ଶିର୍ଷ ନେତା ପାପା ରାଓ ଥିବା ସୂଚନା । ଏବେ ବି ଗୁଳିବିନିମୟ ଜାରି ରହିଛି ।
ଆଜିର ଖବର ୫ ଦିନିଆ ରିମାଣ୍ଡ ପରେ ଗୁରୁବାର କୋର୍ଟରେ ହାଜର ହେବେ ଜ୍ୟୋତି By odishadarpan May 22, 2025May 22, 2025