ଆମେରିକା ରୁଷିଆରୁ ତେଲ କିଣିବା ପାଇଁ ଭାରତ ଉପରେ ୨୫% ଶୁଳ୍କ ଲାଗୁ କରିଛି। ଏହି ସମୟରେ, ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ ଦାବି କରିଛନ୍ତି ଯେ ଭାରତ ରୁଷିଆରୁ ଆମଦାନୀ ହ୍ରାସ କରିଛି, ଯାହା ଫଳରେ ଶୀଘ୍ର ୨୫% ଶୁଳ୍କ ଉଠାଇ ଦିଆଯାଇପାରେ।ୟୁକ୍ରେନ ଯୁଦ୍ଧ ପରେ ଭାରତକୁ ଋଷରୁ ତେଲ କିଣିବାରୁ ରୋକିବା ପାଇଁ ଟ୍ରମ୍ପ ପ୍ରଶାସନ ଦ୍ୱାରା ଏହି ଶୁଳ୍କ ଲାଗୁ କରାଯାଇଥିଲା । ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ ସମୟରେ, ସେ କହିଥିଲେ, ଭାରତ ଉପରେ ଶୁଳ୍କ ଲଗାଇବାର ଉଦ୍ଦେଶ୍ୟ ସଫଳ ହୋଇଛି ଏବଂ ଏବେ ଏହାକୁ ଉଠାଇ ଦିଆଯାଇପାରିବ ।
