ରାଉରକଲା ବିମାନ ଦୁର୍ଘଟଣାର ଆସିଲା ପ୍ରାଥମିକ ରିପୋର୍ଟ

ରାଉରକଲା ବିମାନ ଦୁର୍ଘଟଣାର ଆସିଲା ପ୍ରାଥମିକ ରିପୋର୍ଟ । ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ଏଏଆଇବି ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି । ରାଉରକେଲାରେ ପହଞ୍ଚିବା ପୂର୍ବରୁ ବିମାନରୁ ତେଲ ସରିଆସୁଥିବା ସୂଚନା ମିଳିଛି ।ଫଳର ଇଞ୍ଚିନରେ ସମସ୍ୟା ଯୋଗୁଁ ବିମାନ ଦୁର୍ଘଟଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ଗତ ଜାନୁଆରୀ ୧୦ ତାରିଖରେ ଏୟାର ଇଣ୍ଡିଆ ୱାନର ବିମାନ କ୍ରାସ ହୋଇଥିଲା ।ଏହି ଦୁର୍ଘଟଣାରେ ଦୁଇ ଜଣ କ୍ରିଉ ସଦସ୍ୟଙ୍କ ସମତେ ୪ ଜଣ ଯାତ୍ରୀ ଆହତ ହୋଇଥିଲେ।

ଅଧିକ ପଢନ୍ତୁ