ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ସ୍କୁଲ ଛୁଟି ନେଇ ଆଜି ନିଆଯିବ ନିଷ୍ପତ୍ତି

ଓଡ଼ିଶାର ଅଧାରୁ ଅଧିକ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି।ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ। ସ୍କୁଲ ଛୁଟି ନେଇ ଗୁରୁବାର ଦିନ ନିଆଯିବ ନିଷ୍ପତ୍ତି । ଏସଆରସିଙ୍କ ସହ ବୈଠକ ପରେ ପରବର୍ତ୍ତୀ ନିଷ୍ପତ୍ତି ନେବ ଗଣଶିକ୍ଷା ବିଭାଗ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।ତାପମାତ୍ରା ବଢୁଥିବା ଲାଗି ୧୮ରୁ ଅଧିକ ଜିଲ୍ଲାରେ ଛୁଟି ଘୋଷଣା ହୋଇସାରିଲାଣି । ଏପିରିକି କିଛି କିଛି ଜିଲ୍ଲା ମଧ୍ୟ ନିଜ ନିଜ ଅଞ୍ଚଳରେ ଛୁଟି ଅବଧିକୁ ବୃଦ୍ଧି କରୁଛନ୍ତି  ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଅଧିକ ପଢନ୍ତୁ