ଆଜି ଥିଲା ମହାନଦୀ ଟ୍ରିବ୍ୟୁନାଲ ଶୁଣାଣି।ଜୁନ ୬ ରେ ପରବର୍ତ୍ତୀ ଶୁଣାଣି

ମହାନଦୀ ଜଳ ବିବାଦଗକୁ ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଅନେକ ପ୍ରସଙ୍ଗରେ ସହମତି ହୋଇଛି। ଟ୍ରିବ୍ୟୁନାଲ ନିକଟରେ ୧୫ଟି ପ୍ରସଙ୍ଗ ଦାଖଲ ହୋଇଥିଲା। ସେଥିରୁ ୧୨ଟି ପ୍ରସଙ୍ଗରେ ଦୁଇଟି ରାଜ୍ୟ ମଧ୍ୟରେ ସହମତି ପ୍ରକାଶ ପାଇଥିବା ଟ୍ରିବ୍ୟୁନାଲ କହିଛନ୍ତି।ଦୁଇ ରାଜ୍ୟ ମଧ୍ୟରେ ଅନେକ ଗୁଡିଏ ବିବାଦୀୟ ପ୍ରସଙ୍ଗରେ ସହମତି ହୋଇଛି। ଜୁନ ୬ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ।ମହାନଦୀ ଟ୍ରିବ୍ୟୁନାଲ ଶୁଣାଣି ପରେ ଏହି ସୂଚନା ଦେଇଛନ୍ତି ଓଡ଼ିଶାର ଆଡଭୋକେଟ୍ ଜେନେରାଲ, ପୀତାମ୍ବର ଆଚାର୍ଯ୍ୟ ।

ଅଧିକ ପଢନ୍ତୁ