ସଂଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ଦିଲ୍ଲୀରେ ରୋଡ ସୋରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁଇଟି ଟିମ୍ ଯାଇଛନ୍ତି । ୟୁରୋପ, ଜାପାନ, ସାଉଥ୍ କୋରିଆ ଟିମ୍ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ଅଛି । ଓଡ଼ିଶାରେ ପୁଞ୍ଜି ନିବେଶ କରିବାକୁ ସେମାନେ ଆଗ୍ରହ ପ୍ରକାଶ କରିଛନ୍ତି । ଓଡ଼ିଶାକୁ ସେମି କଣ୍ଡକ୍ଟର ହବ କରିବାକୁ ଯୋଜନା କରୁଛନ୍ତି ସରକାର ।
