author

ପୁଣି ଚାଲିବ ଆସ୍କା ଚିନି କଳ

ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ। ଏହି ଟାସ୍କ ଫୋର୍ସ ମହାରାଷ୍ଟ୍ର ଏବଂ ଅନ୍ୟ ରାଜ୍ୟଗୁଡିକୁ ପରିଦର୍ଶନରେ ଯାଇ ସେଠାକାର ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରି ସେମାନଙ୍କ ସୁଚିନ୍ତିତ ମତାମତ ଦେବା ପରେ ଏହାର […]

ଆସନ୍ତା ୧୭ ତାରିଖରୁ ରତ୍ନଭଣ୍ଡାର ମରାମତି ଆରମ୍ଭ

ଆସନ୍ତା ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ। ମଙ୍ଗଳବାର ବସିଥିବା ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି ଆରମ୍ଭ ହେବ। ଏଥିପାଇଁ ଦ୍ବାର ଫିଟା ନୀତି ରାତି ୨ଟାରୁ ଆରମ୍ଭ ହେବ ବୋଲି କୁହାଯାଇଛି।ଦିନକୁ ଚାରିରୁ ପାଞ୍ଚ ଘଣ୍ଟା ପର୍ଯ୍ୟନ୍ତ କାମ ଚାଲିବ । ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ମରାମତି କାର୍ଯ୍ୟ । ଭିଡ଼କୁ ଦୃଷ୍ଟିରେ ରଖି କାର୍ଯ୍ୟ […]

ଆଜିର ରାଶିଫଳ(୧୧ ଡିସେମ୍ବର, ୨୦୨୪)

ମେଷ ଆଜି କୌଣସି କାରଣ ରୁ ଆପଣ ଖୁସି ରେ ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ। ବୃଷ : ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା […]

ରାୟଗଡ଼ ଜିଲ୍ଲା ଚଇତି ୨୪କ୍ରୀଡା ପ୍ରତିଯୋଗିତା ମହୋତ୍ସବ ଶୁଭ ଉଦଘାଟନ ।

ରାୟଗଡା/୧୦/୧୨/୨୪: ରାୟଗଡା ଜିଲ୍ଳା ଲୋକ ମହୋତ୍ସବ ‘ଚଇତି ଓ ପଲ୍ଳିଶ୍ରୀ ମେଳା-୨୦୨୪’ ପାଳନ ଉପଲେକ୍ଷ ଆଜି ଠାରୁ ଆରମ୍ଭ ହୋଇଛି ଚଇତି କ୍ରୀଡା ମହୋତ୍ସବ । ଚଇତି ପାଳନ କମିଟି ଅଧ୍ୟକ୍ଷା ତଥା ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ପ୍ରତ୍ୟେକ୍ଷ ତାତା ବଧାନରେ ଚଇତି ମହୋତ୍ସବର ବିଭିନ୍ନ କାର୍ଯ୍ୟକ୍ରମ ଆଗେଇ ଚାଲିଛି | ୩୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ସ୍ଥାନୀୟ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରୁ ଅନୁଷ୍ଠିତ ଚଇତି କ୍ରୀଡା ମହୋତ୍ସବର ଉଦଘାଟନୀ କାର୍ଯ୍ୟକ୍ରମରେଅତିରିକ୍ତ […]

ରାୟଗଡ଼ ଜିଲ୍ଲା ଚଇତି ୨୪କ୍ରୀଡା ପ୍ରତିଯୋଗିତା ମହୋତ୍ସବ ଶୁଭ ଉଦଘାଟନ ।

ରାୟଗଡା/୧୦/୧୨/୨୪: ରାୟଗଡା ଜିଲ୍ଳା ଲୋକ ମହୋତ୍ସବ ‘ଚଇତି ଓ ପଲ୍ଳିଶ୍ରୀ ମେଳା-୨୦୨୪’ ପାଳନ ଉପଲେକ୍ଷ ଆଜି ଠାରୁ ଆରମ୍ଭ ହୋଇଛି ଚଇତି କ୍ରୀଡା ମହୋତ୍ସବ । ଚଇତି ପାଳନ କମିଟି ଅଧ୍ୟକ୍ଷା ତଥା ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ପ୍ରତ୍ୟେକ୍ଷ ତାତା ବଧାନରେ ଚଇତି ମହୋତ୍ସବର ବିଭିନ୍ନ କାର୍ଯ୍ୟକ୍ରମ ଆଗେଇ ଚାଲିଛି | ୩୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ସ୍ଥାନୀୟ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରୁ ଅନୁଷ୍ଠିତ ଚଇତି କ୍ରୀଡା ମହୋତ୍ସବର ଉଦଘାଟନୀ କାର୍ଯ୍ୟକ୍ରମରେଅତିରିକ୍ତ […]

୧୨ ଲକ୍ଷ ଦେବାକୁ କହି ୩୯ ହଜାର ଟଙ୍କାର କୁକୁଡା ଖାଇଲେ ବ୍ୟାଙ୍କ ମ୍ୟାନେଜର

ଛତିଶଗଡ଼ର ବିଳାସପୁରର ଏକ ଘଟଣା ସଭିଁଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ଏଠାରେ ଜଣେ ବ୍ୟାଙ୍କ ଅଧିକାରୀ ଋଣ ଦେବା ନାଁରେ ୩୯୦୦୦ ଟଙ୍କାର ଦେଶୀ କୁକୁଡ଼ା ଖାଇ ଯାଇଛନ୍ତି । ଜଣେ କୁକୁଡ଼ା ଫାର୍ମ ପରିଚାଳକ ଏସବିଆଇ ବ୍ୟାଙ୍କର ମ୍ୟାନେଜରଙ୍କ ବିରୋଧରେ ଏଭଳି ଗୁରୁତର ଅଭିଯୋଗ ଆଣିଛନ୍ତି।ଉକ୍ତ ବ୍ୟକ୍ତିଙ୍କ କହିବା ଅନୁଯାୟୀ, ୧୨ ଲକ୍ଷ ଋଣ କରାଇଦେବାକୁ କହି ବ୍ୟାଙ୍କ ମ୍ୟାନେଜର ଏବଂ କର୍ମଚାରୀମାନେ ପ୍ରତ୍ୟେକ ଶନିବାର ଦିନ ଏକ ପାର୍ଟି କରି ମୋଟ ୩୯ ହଜାର […]

୨୦ଟି ସ୍ଥାନରେ ହେବ ମେଟ୍ରୋ ଷ୍ଟେସନ ।

୨୦ଟି ସ୍ଥାନରେ ହେବ ମେଟ୍ରୋ ଷ୍ଟେସନ । ମେଟ୍ରୋ ରେଳ ପ୍ରକଳ୍ପ ନେଇ ବିଧାନସଭାରେ ବିସ୍ତୃତ ତଥ୍ୟ ରଖିଛନ୍ତି ରାଜ୍ୟ ସରକାର । ଆସନ୍ତା ଚାରି ବର୍ଷ ମଧ୍ୟରେ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଥିବା ମନ୍ତ୍ରୀ କହିଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରକଳ୍ପ ସାରିବା ଲକ୍ଷ୍ୟ ରଖାଯାଇଥିବା ବେଳେ ୨୦ଟି ପ୍ରମୁଖ ସ୍ଥାନରେ ମେଟ୍ରୋ ରେଳ ଷ୍ଟେସନ କରାଯିବ।ଭୁବନେଶ୍ୱର ବିମାନ ବନ୍ଦର, କ୍ୟାପିଟାଲ ହସ୍ପିଟାଲ, ବାପୁଜୀ ନଗର, ଭୁବନେଶ୍ୱର ରେଳ ଷ୍ଟେସନ, ରାମ ମନ୍ଦିର ଛକ, ବାଣୀ […]

କୋହଳ ହେବ କଏଦୀଙ୍କ ସଜା ।

କୋହଳ ହେବ କଏଦୀଙ୍କ ସଜ୍ଜା । ଜେଲ୍‌ ପ୍ରତିଷ୍ଠା ଦିବସରେ ଜେଲ୍ ବିଭାଗ ପକ୍ଷରୁ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ୪୦୦ କଏଦୀଙ୍କର କୋହଳ ହେବ ସଜ୍ଜା । ଜେଲ୍ ଡିଜିଙ୍କ କ୍ଷମତା ବଳରେ ରାଜ୍ୟର ୮୭ ଜେଲରେ ଥିବା ୪୦୦ରୁ ଅଧିକ କଏଦୀଙ୍କ ସଜା କମ୍‌ ହେବାକୁ ଯାଉଛି । ଜେଲ୍‌ରେ ସଜା କାଟୁଥିବା କଏଦୀଙ୍କ ଉତ୍ତମ ବ୍ୟବହାର ପ୍ରଦର୍ଶନ କ୍ଷେତ୍ର‌ରେ ଡିଜି ତାଙ୍କ କ୍ଷମତା ପ୍ରୟୋଗ କରି ୬୦ଦିନର ସଜା କମାଇ ପାରିବେ। […]

ଭାରତୀୟ ଜଳ ସୀମାରେ ଧରାପଡ଼ିଲେ ୭୮ ଜଣ ବାଂଲାଦେଶୀ

ଭାରତୀୟ ଜଳ ସୀମାରେ ଧରାପଡ଼ିଲେ ୭୮ ଜଣ ବାଂଲାଦେଶୀ । ଦୁଇଟି ମାଛଧରା ବୋଟ୍ ରେ‌ ଅଛନ୍ତି ୭୮ ଜଣ ବାଂଲାଦେଶୀ। ସେମାନେ ଭାରତୀୟ ଜଳ ସୀମାରେ ପ୍ରବେଶ କରି ଭାରତ ଆଡ଼କୁ ଆସୁଥିବା ବେଳେ କୋଷ୍ଟଗାର୍ଡ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲା। ସମସ୍ତ ବାଂଲାଦେଶୀଙ୍କୁ କୋଷ୍ଟଗାର୍ଡ ପାରାଦୀପ ଆଣୁଥିବା ସୂଚନା ମିଳିଛି । ସେମାନଙ୍କର ପ୍ରାଥମିକ ଚିକିତ୍ସା କରାଯାଇଛି ଏବଂ ସେମାନେ ସୁସ୍ଥ ଥିବା ଜଣାପଡ଼ିଛି । ମାଛ ଧରିବାକୁ ଆସିଥିବା ବେଳେ ଭାରତୀୟ ସୀମାକୁ […]

ଭୁବନେଶ୍ବରରେ ବଢୁଛି ବସ୍ତି ସଂଖ୍ୟା

ବସ୍ତି ଲୋକଙ୍କ ସଂଖ୍ୟା ବଢ଼ୁଛି । ପାଞ୍ଚ ମହାନଗର ନିଗମରେ ରହୁଛନ୍ତି ୧ ଲକ୍ଷ ୯୫ ହଜାର ୯୫ ବସ୍ତି ପରିବାର । ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ବସ୍ତିରେ ରହୁଛନ୍ତି ୮୦ ହଜାର ୫୨୦ ପରିବାର । ସେହିପରି ବ୍ରହ୍ମପୁର ମହାନଗର ନିଗମ ଅଧୀନ ବସ୍ତିରେ ୧୫ ହଜାର ୫୬୪ ପରିବାର । କଟକ ମହାନଗର ନିଗମ ଅଧୀନ ବସ୍ତିରେ ୨୩ ହଜାର ୨୯୬ ପରିବାର ଓ ରାଉରକେଲା ମହାନଗର ନିଗମ ଅଧୀନ ବସ୍ତିରେ ୩୮ […]

ଭୁବନେଶ୍ୱର, କଟକ ଓ ପୁରୀରେ ଚାଲିବ ଡବଲ୍ ଡେକର ଇ-ବସ୍ ।

ରାଜଧାନୀରେ ଗଡ଼ିବ ଡବଲ୍ ଡେକର୍ ବସ୍ । ଡବଲ୍ ଡେକର୍ ଇ-ବସ୍ ପାଇଁ ଟେଣ୍ଡର ଆହ୍ବାନ କଲା CRUT । ଘରୋଇ ସଂସ୍ଥା ଗୁଡ଼ିକ ଠାରୁ CRUT ଟେଣ୍ଡର୍ ଆହ୍ବାନ କରିଥିବା ଜଣାପଡିଛି । ଖୋର୍ଦ୍ଧା, ପୁରୀ, କଟକ ଜିଲ୍ଲାରେ ଚଳାଚଳ କରିବା ପାଇଁ CRUT ଯୋଜନା କରିଛି । ପ୍ରଥମ ପର୍ଯ୍ୟାୟରେ ୫ଟି ଡବଲ୍ ଡେକର୍ ବସ୍ ଆସିବ । ଏହି ଇ-ବସ୍ ପାଇଁ ୧୦ ବର୍ଷିଆ ଚୁକ୍ତି ହେବ । ସଂପୃକ୍ତ ସଂସ୍ଥା ସପ୍ଲାଏ, […]

ଆସନ୍ତା ମାସରେ ଆରମ୍ଭ ହେବ ହେବ ପକ୍ଷୀ ଗଣନା

ଆସନ୍ତା ମାସରେ ରାଜ୍ୟରେ ପକ୍ଷୀ ଗଣନା ଆରମ୍ଭ ହେବ ହେବ I ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ନଭେମ୍ବର ସୁଦ୍ଧା ଓଡ଼ିଶା ଆସିଛନ୍ତି ୪ ଲକ୍ଷ ୯୪ ହଜାର ୩୬୬ ସଂଖ୍ୟକ ବିଦେଶାଗତ ପକ୍ଷୀ। ଏଥିମଧ୍ୟରୁୁ କେବଳ ନଳବଣକୁ ୨ ଲକ୍ଷ ୧୭ ହଜାର ୧୭୦ ଗୋଟି ବିଦେଶାଗତ ପକ୍ଷୀ ଆସିଛନ୍ତି।ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀମାନେ ଚିଲିକାର ଚତୁଃପାର୍ଶ୍ଵରେ ଥିବା […]