author

ନୂଆଗାଁ ରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ନୂଆଗାଁ: ଭିନ୍ନକ୍ଷମ ଛାତ୍ର ଛାତ୍ରୀ କୌଣସି କ୍ଷେତ୍ରରେ କମ୍ ନୁହନ୍ତି ଏପରିକି ସେମାନଙ୍କୁ ସବୁ ସୁବିଧା ସୁଯୋଗ ମିଳିଲେ ସେମାନେ ସବୁ କ୍ଷେତ୍ରରେ ପାରିର୍ଶିତା ଦେଖାଇଥାନ୍ତି।ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଶ୍ଵ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ବି ଆର୍ ସି ସି ଜ୍ୟୋତ୍ସ୍ନାରାଣୀ ସେଠୀ ଙ୍କ ତତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ଗ୍ରାମ ପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା, […]

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫିଡନାବିସ

ମୁଖ୍ୟମନ୍ତ୍ରୀ ପଦ ଦୌଡ଼କୁ ନେଇ ସମସ୍ତ ସନ୍ଦେହ ଓ ଅଶାନ୍ତି ପରେ ଭାଜପା ଶେଷରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ଏହି ନାମ ମହାରାଷ୍ଟ୍ର ଭାଜପାର ସୁପରଷ୍ଟାର ନେତା ଦେବେନ୍ଦ୍ର ଫଡନାଭିସଙ୍କ ବ୍ୟତୀତ ଅନ୍ୟ କେହି ନୁହେଁ। ମହାୟୁତି ବୈଠକରେ ଏକନାଥ ସିନ୍ଦେ ଏବଂ ଅଜିତ ପାୱାରଙ୍କୁ ମହାରାଷ୍ଟ୍ରର ଡେପୁଟି ସିଏମ୍ କରିବାକୁ ସହମତି ପ୍ରକାଶ ପାଇଛି । ଏହି ନିଷ୍ପତ୍ତି ପରେ ବର୍ତ୍ତମାନ ଦେବେନ୍ଦ୍ର ଫଡନବୀସ ମହାରାଷ୍ଟ୍ରର ରାଜ୍ୟପାଳଙ୍କୁ ଭେଟି ତାଙ୍କ ସମର୍ଥକ ତଥା […]

ବିପଦପୂର୍ଣ୍ଣ ଖାଦ୍ୟ ତାଲିକାରେ ପ୍ୟାକେଜ ପାଣି

ଘରୁ ବାହାରିଲେ ବିଭିନ୍ନ ନାମୀଦାମୀ କଂପାନୀର ଠିପି ବନ୍ଦ ପାଣି ବୋତଲ ଉପରେ ଆଖି ବନ୍ଦ କରି ଆମେ ଭରସା କରୁଛୁ। ତେବେ ୨୦ ଟଙ୍କାରେ ମିନେରାଲ ୱାଟର ନାଁରେ ବିକ୍ରି ହେଉଥିବା ବୋତଲ ପାଣି କେତେ ଶୁଦ୍ଧ ? ଏହି ପ୍ରଶ୍ନ ଏଥିପାଇଁ ଉଠୁଛି ଯେ, ପାଣି ବୋତଲକୁ ହାଇ ରିସ୍କ ଫୁଡ୍ କ୍ୟାଟେଗୋରିରେ ସାମିଲ କରାଯାଇଛି। ସୂଚନାମୁତାବକ ଭାରତର ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ (FSSAI) ପ୍ୟାକେଜ୍ ପାଣି ଏବଂ ମିନେରାଲ ପାଣିକୁ […]

ଛୁଆ ସହ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇଲା ମା’।

କଟକ ସାଲେପୁର ଜଗତପୁର ଥାନା ଅଧୀନ ଆତୋଡା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ପାରିବାରିକ ଅଶାନ୍ତି କାରଣରୁ ଘର ବନ୍ଦ ଛୁଆ ସହ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇଲା ମା । ସୂଚନା ମୁତାବକ ଗତକାଲି ସନ୍ଧ୍ୟା ଶୁଚିଶ୍ମିତା ତାଙ୍କ ଦୁଇ ବର୍ଷର ଝିଅକୁ ଘର କବାଟ ବନ୍ଦ କରି ନିଜ ଦେହରେ କିରୋସିନ ଢାଳି ଆତ୍ମ ହତ୍ୟା ଉଦ୍ୟମ କରିଥିଲେ । ଚିତ୍କାର ଶୁଣି ପଡିଶା କବାଟ ଭାଙ୍ଗି ମା ଓ […]

ପ୍ରବାସୀ ଭାରତୀୟ ଦିବସ,ଅତିଥିଙ୍କ ପାଇଁ ୩୭୦୦ଟି ରୁମ ବୁକିଂ

ଓଡ଼ିଶାରେ ପ୍ରଥମଥର ପାଇଁ ଅନୁଷ୍ଠିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ପାଇଁ ଭବ୍ୟ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜଧାନୀ ଭୁବନେଶ୍ୱରକୁ ସଜେଇବା ସହ ପ୍ରବାସୀଙ୍କୁ ଭବ୍ୟ ସ୍ୱାଗତ ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଭୁବନେଶ୍ୱରର ବିଭିନ୍ନ ହୋଟେଲରେ ୩୭୦୦ଟି ରୁମ ବୁକିଂ ହୋଇଛି । ପ୍ରସ୍ତୁତି ସଂପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମୀକ୍ଷାରୁ ସୂଚନା ମିଳିଛି ।ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି ପ୍ରବାସୀ ଭାରତୀୟ ଦିବସ ଆୟୋଜନ ପାଇଁ ସମୀକ୍ଷା ବୈଠକ । […]

ପୁରୀରେ ପଥର ଛେଚି ଛେଚି ନିର୍ମମ ଭାବେ ହତ୍ୟା

ପୁରୀରେ ହତ୍ୟାକାଣ୍ଡ । ପଥର ଛେଚି, ଛେଚି ନିର୍ମମ ଭାବେ ହତ୍ୟା । ମୃତ ବ୍ୟକ୍ତି ହେଲେ ଖଣ୍ଡିଆବନ୍ଧ ଗାଁର ସୁଦର୍ଶନ ସାହୁ । ଖବର ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇ ବନ୍ଧୁଙ୍କ ସହ ଦୋକାନରୁ ଫେରୁଥିଲେ ସୁଦର୍ଶନ । ଏହି ସମୟରେ ଖଣ୍ଡିଆ ବନ୍ଧ ଗାଁର ସୁଦର୍ଶନ ସାହୁଙ୍କ କେହି ହତ୍ୟା କରିଛି । କିଏ ହତ୍ୟା କରିଛି, ଏନେଇ ଅସ୍ପଷ୍ଟ ରହିଛି । ହେଲେ ସୁଦର୍ଶନଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସୂଚନା […]

ଶ୍ରୀମନ୍ଦିରରେ ଆଜି ସର୍ବସାଧାରଣ ଦର୍ଶନ ବନ୍ଦ । ଜାଣନ୍ତୁ କାହିଁକି ?

ଶ୍ରୀମନ୍ଦିରରେ ଆଜି ସର୍ବସାଧାରଣ ଦର୍ଶନ ବନ୍ଦ । ପୁରୀରେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇଛି । ପୁରୀରେ ପହଞ୍ଚିଛନ୍ତି ମହାମହିମ ରାଷ୍ଟ୍ରପତି । କଡା ସୁରକ୍ଷା ମଧ୍ୟରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୂର୍ମୁ । ପ୍ରଥମେ ଜଗନ୍ନାଥଙ୍କ ଦର୍ଶନ କରିବେ । ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ କରିବେ ମହାମହିମ । ଏହା ସହିତ ପୁରୀ ପୌରପାଳିକାର ସମସ୍ତ ସରକାରୀ, ବେସରକାରୀ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ଅନୁଷ୍ଠାନ ବନ୍ଦ ରହିଛି […]

ବଢିବ ବିଧାୟକଙ୍କ ଦରମା ଓ ପେନସନ ! ଗଠିତ ହେଲା କମିଟି

ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପାଇଁ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଏ ନେଇ ଉପଦେଷ୍ଟା କମିଟି ଗଠନ କରାଯାଇଥିବା ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ। ବିଧାୟକ ଭାସ୍କର ମଢେଇଙ୍କ ଅଧ୍ୟକ୍ଷତାରେ ଉପଦେଷ୍ଟା କମିଟି ଗଠନ ହୋଇଛି। ଏହି କମିଟି ଦରମା ଓ ପେନସନ ବୃଦ୍ଧି ନେଇ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବ। ବିଧାନସଭା ଶୂନ୍ୟକାଳରେ ଉଠିଥିଲା ବିଧାୟକ ମାନଙ୍କର ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ୍ ବୃଦ୍ଧି ପ୍ରସଙ୍ଗ […]

ଆଜି ନୌସେନା ଦିବସରେ ବିଶ୍ୱ ଦେଖିବ ଭାରତୀୟ ନୌବାହିନୀର ପରାକ୍ରମ

ଆଜି ନୌସେନା ଦିବସ। ପୁରୀ ବ୍ଲୁ ଫ୍ଲାଗ ବିଚ୍ ରେ ନୌସେନା ଦିବସ ଅବସରରେ ଯବାନମାନେ ଜଳ, ସ୍ଥଳ ଓ ଆକାଶ ପଥରେ ବିଭିନ୍ନ ଦୁଃସାହସିକ ଯୁଦ୍ଧ କୌଶଳ ପ୍ରଦର୍ଶନ କରିବେ । କରାଚି ଉପରେ ଆକ୍ରମଣ ସ୍ମୃତିରେ ଆଜିର ଦିବସକୁ ପାଳନ କରୁଛି ନୌସେନା । ତେବେ ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଗରେ ଯୁଦ୍ଧକୌଶଳ ଦେଖାଇବେ ନୌସେନାର ୧୫ଟି ଯୁଦ୍ଧ ଜାହାଜ ଓ ୪୦ଟି ଏୟାରକ୍ରାଫ୍ଟ। ଓଡ଼ିଶାରେ ପ୍ରଥମଥର ଅନୁଷ୍ଠିତ ହେବାକୁ ଯାଉଥିବା […]

ପୁଣି ପଶ୍ଚିମବଙ୍ଗରୁ ଓଡ଼ିଶା ଆସିବ ଆଳୁ ।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜ ରାଜ୍ୟର ଆଳୁର ଅଭାବ ଓ ବଜାର ଦର ନିୟନ୍ତ୍ରଣ ଲାଗି ଓଡ଼ିଶା ସମେତ ଭିନ୍ନ ରାଜ୍ୟକୁ ଆଳୁ ରପ୍ତାନି ବନ୍ଦ ଲାଗି ପ୍ରଶାସନକୁ କଡା ନିର୍ଦ୍ଦେଶ ଦେବାପରେ ୬ ଦିନ ଧରି ଓଡ଼ିଶାରେ ଆଳୁର ଅଭାବ ଓ ବଜାର ଦର ପ୍ରଭାବିତ ହୋଇଛି । ତେବେ ଗତକାଲି ଆନ୍ଦୋଳନରୁ ଓହରିଲେ ପଶ୍ଚିମବଙ୍ଗ ଆଳୁ ବ୍ୟବସାୟୀ। କୃଷି ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ। ଶୀତଳଭଣ୍ଡାର କର୍ମଚାରୀ ମଧ୍ୟ ଆନ୍ଦୋଳନରୁ […]

ଆଜିର ରାଶିଫଳ(୪ ଡିସେମ୍ବର, ୨୦୨୪)

ମେଷ : ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ […]

ରାଜ୍ୟରେ ରେଳ ବିକାଶ ପାଇଁ ର ୭୩,୭୨୩ କୋଟି ଟଙ୍କା ମଞ୍ଜୁର

ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ରଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସୋଶାଲ ମିଡ଼ିଆ ଏକ୍ସରେ କୃତଜ୍ଞତା ଜଣାଇବା ସହ ବିସ୍ତୃତ ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ।ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ ‘ଏକ୍ସ’ରେ ଲେଖିଛନ୍ତି ଯେ, ‘ଓଡ଼ିଶାରେ ପ୍ରସ୍ତାବିତ ରାୟଗଡା ରେଳ ମଣ୍ଡଳକୁ ମଞ୍ଜୁର ମିଳିଛି । ରେଳ ମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ ୧୦୭ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । […]