author

ବିବାହ ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ସହ ଭିଡିଓ ପ୍ରଘଟ ଅଭିଯୋଗ

କେନ୍ଦୁଝର ଜିଲ୍ଲାର ଅମୀୟ ଚକ୍ର ରାଜଧାନୀ ଭୁବନେଶ୍ୱରରେ ଏକ କମ୍ପାନୀରେ ଆକାଉଣ୍ଟାଣ୍ଟ୍‌ ଭାବେ ଚାକିରି କରୁଛନ୍ତି। ସେଠାରେ ଚାକିରି କରୁଥିଲେ କଟକ ଜିଲ୍ଲା ବାଙ୍କୀ ଅଞ୍ଚଳର ଲିମା(ଛଦ୍ମନାମ)। ପ୍ରଥମ ଦେଖାରେ ଲିମାଙ୍କୁ ମନ ଦେଇ ବସିଥିଲେ ଅମୀୟ। ଆଉ ପ୍ରପୋଜ ମାରିଥିଲେ। ହେଲେ ଲିମା ମନା କରିଥିଲେ। ଉଭୟଙ୍କ ଜାତି ଭିନ୍ନ ହୋଇଥିବାରୁ ଅମୀୟଙ୍କ ପ୍ରପୋଜକୁ ଅସ୍ୱୀକାର କରିଥିଲେ ଲିମା।ପ୍ରେମରେ ଜାତିପ୍ରଥା ପ୍ରତିବନ୍ଧକ ସାଜିବ ନାହିଁ ବୋଲି କଥା ଦେଇଥିଲେ। ପରବର୍ତ୍ତୀ ସମୟରେ ଉଭୟ ପରସ୍ପରକୁ ଭଲ […]

କ’ଣ ଆଧାର ସହ ଲିଙ୍କ୍‌ କରିବାକୁ ହେବ QR କୋଡ୍‌ ଥିବା ପାନ୍‌ କାର୍ଡ?

ଆପଣଙ୍କର ବର୍ତ୍ତମାନର ପାନ୍‌ କାର୍ଡ ବନ୍ଦ ହେବ ନାହିଁ କିନ୍ତୁ ଏହା ଅପଗ୍ରେଡ ହେବ। ଏହାକୁ ଅପଡେଟ୍‌ କରିବା ପାଇଁ ଆପଣଙ୍କୁ କୌଣସି ଦେୟ ଦେବାକୁ ପଡିବ ନାହିଁ | ସର୍ବପ୍ରଥମେ, ଜାଣନ୍ତୁ ଯେ ଆପଣଙ୍କୁ ଏକ ନୂତନ କାର୍ଡ ତିଆରି କରିବାକୁ ପଡିବ ନାହିଁ, କେବଳ ପୁରୁଣା ପାନ୍‌ କାର୍ଡକୁ ଅପଡେଟ କରିବାକୁ ପଡିବ। ନୂତନ କାର୍ଡରେ ମୁଦ୍ରିତ QR ଅନେକ କାର୍ଯ୍ୟ କରିପାରିବ। ସରକାରୀ ସଂଗଠନର ସମସ୍ତ ଡିଜିଟାଲ ସିଷ୍ଟମରେ ପାନ୍‌କୁ ଏକ ସାଧାରଣ […]

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ମୋଦି । ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ମୋଦି । ବିମାନବନ୍ଦରରେ ପହଞ୍ଚିବା ପରେ ପିଏମ ମୋଦିଙ୍କୁ ବିପୁଳ ସ୍ୱାଗତ ।ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ବିମାନ ବନ୍ଦରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ, […]

କାର୍‌ରୁ ବାହାରିଲା ୮୮ କେଜି ରୂପା ଇଟା

ଗଞ୍ଜାମ ଖଲ୍ଲିକୋଟରେ ବିପୁଳ ପରିମାଣର ରୁପା ଜବତ ହୋଇଛି । ଜିଏସ୍‌ଟି ଫାଙ୍କି ଅଭିଯୋଗରେ ବ୍ରହ୍ମପୁରରୁ କୋଲକାତାକୁ ଚାଲାଣ ବେଳେ ଧରିଲା ଖଲ୍ଲିକୋଟ ପୋଲିସ । ଗୋଟିଏ କାରରୁ ୭୩ ଟି ରୂପା ଇଟା ସହିତ ନଗଦ ପାଞ୍ଚ ଲକ୍ଷ ୪୨ ହଜାର ୬୦୦ଟଙ୍କା ଜବତ ହୋଇଛି । ଖଲ୍ଲିକୋଟ ଥାନା ଗୁରାପଲ୍ଲୀ ଟୋଲପ୍ଲାଜା ନିକଟରେ ଆଜି ଖଲ୍ଲିକୋଟ ପୁଲିସ ପକ୍ଷରୁ ଚେକିଂ ଚାଲିଥିଲା। ଏହି ସମୟରେ ଏକ କାର୍‌ ଗୁରାପଲ୍ଲୀ ଟୋଲପ୍ଲାଜା ନିକଟରେ ପହଞ୍ଚିଥିଲା। ତାହାକୁ […]

ଜଙ୍ଗଲରେ ପାଟ୍ରୋଲିଂ କରିବ ଅଲ୍-ଟେରେନ୍ ମୋଟର ଯାନ

ଜଙ୍ଗଲ ସୁରକ୍ଷାରେ ଗଡିବ ୧୩୯ ଗାଡ଼ି । ଜଙ୍ଗଲ ସୁରକ୍ଷାକୁ ମଜବୁତ କରିବା ଉଦ୍ଦେଶ୍ୟରେ ଏହି ଯୋଜନା କରାଯାଇଛି । ଏହି ଯୋଜନାରେ ବିଭିନ୍ନ ଜଙ୍ଗଲ ଓ ବନ୍ୟପ୍ରାଣୀ ବିଭାଗକୁ ୩ ପ୍ରକାରର ୧୩୯ ଟି ଯାନ ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି ।ଏହି ଯାନ ଗୁଡ଼ିକ ମଧ୍ୟରେ ରହିଛି ୫୧ ଟି ଅଲ-ଟେରେନ୍ ଯାନ, ୪୧ଟି ଜଳ ସିଞ୍ଚନ ଅଗ୍ନି ନିର୍ବାପକ ଏବଂ ୪୭ ଟି ଅଗ୍ନି ନିରାକରଣ ସହାୟତା ଯାନ । ରାଜ୍ୟରେ ଥିବା ୧୯ […]

ଭୁୁବନେଶ୍ୱରରେ ଆରମ୍ଭ ହେଲା ଡିଜିପି ସମ୍ମିଳନୀ ।

ଭୁବନେଶ୍ୱରରେ ଆରମ୍ଭ ହେଲା ଡିଜିପି ସମ୍ମିଳନୀ । ସମ୍ମିଳନୀରେ ଉପସ୍ଥିତ ଅଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ । ୩ ଦିନ ଧରି ହେବାକୁ ଥିବା ଏହି ସମ୍ମିଳନୀରେ ଯୋଗଦେବାକୁ ସାମିଲ ହୋଇଛନ୍ତି ସବୁ ରାଜ୍ୟର ଡିଜିପି ।ଏନେଇ ଭୁବନେଶ୍ୱର ଏମ୍‌ପି ହିସାବରେ ମୁଁ ଗର୍ବିତ ବୋଲି ଅପରାଜିତା ଷଡ଼ଙ୍ଗୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।ଅନ୍ୟପକ୍ଷେ ସମ୍ମିଳନୀରେ ଯୋଗଦେବା ପାଇଁ ଶୁକ୍ରବାର ଭୁବନେଶ୍ବରରେ ପହଞ୍ଚିଛନ୍ତି ଏନଏସ୍‌ଏ ଅଜିତ ଡୋଭାଲ। ଏହି ଅବସରରେ କମିଶନରେଟ ପୋଲିସ ପକ୍ଷରୁ ବିମାନବନ୍ଦରରେ ତାଙ୍କୁ […]

ଭୁବନେଶ୍ବରରେ ଟ୍ରାଫିକ୍ କଟକଣା

ଶୁକ୍ରବାରଠାରୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି ହୋଇଛି। ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହାନ ମନା ହୋଇଛି। ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍ ଜି ଛକ, ରାଜଭବନ ଛକ, ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକ […]

ହାଇବ୍ରିଡ୍ ମଡେଲ ପାଇଁ ରାଜି ନହେଲେ ହାତରୁ ଖସିବ ଚାମ୍ପିଅନ୍ସ ଟ୍ରଫି ।

ପାକିସ୍ତାନ କ୍ରିକେଟ୍ ବୋର୍ଡ(ପିସିବି) ଚାମ୍ପିଅନ୍ସ ଟ୍ରଫିକୁ ନେଇ ଆଇସିସି ସହ ମୁକାବିଲା କରିବାକୁ ମନସ୍ଥ କରି ନେଇଛି। ପିସିବି ଗୁରୁବାର ଆଇସିସିକୁ ସ୍ପଷ୍ଟ ଶବ୍ଦରେ ଜଣାଇ ଦେଇଛି ଯେ, ବୋର୍ଡ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ‘ହାଇବ୍ରିଡ ମୋଡେଲ୍’ ଆଦୌ ସ୍ଵୀକାର କରିବ ନାହିଁ। ଏଥିସହ ପିସିବି ଟୁର୍ଣ୍ଣାମେଣ୍ଟକୁ ନେଇ ଆଇସିସି ସହ କୌଣସି ପ୍ରକାରର ବିକଳ୍ପ ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ ନୁହେଁ। ଶୁକ୍ରବାର ହେବାକୁ ଥିବା ବୋର୍ଡ ବୈଠକରେ ଏହି ବିକଳ୍ପ ଉପରେ ଆଲୋଚନା […]

ତାମିଲନାଡ଼ୁକୁ ନାହିଁ ବାତ୍ୟା ଭୟ କିନ୍ତୁ ଓଡ଼ିଶାରେ ହେବ …..

ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଥିବା ଗଭୀର ଅବପାତ ଧୀରେ ଧୀରେ ଉପକୂଳ ମୁହାଁ ହେଉଛି। ଘଣ୍ଟା ପ୍ରତି ୧୦ କିମି ‌ବେଗରେ ଆଗକୁ ବଢ଼ିବା ସହ ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ଏହା ନାଗାପ୍ପଟ୍ଟିନମ୍‌ଠାରୁ ୩୪୦ କିମି, ପୁଡ଼ୁଚେରୀଠାରୁ ୪୧୦ କିମି ଓ ଚେନ୍ନାଇଠାରୁ ୪୭୦ କିମି ଦୂରରେ ରହିଛି। ଆସନ୍ତାକାଲି ସୁଦ୍ଧା ତାମିଲନାଡୁ ଓ ପଣ୍ଡିଚେରୀ ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିମି ଯାଏ ରହିବ । ଝଟକା […]

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାଥିରେ ମହିଳା ଏସପିଜି କମାଣ୍ଡୋ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାଥିରେ ମହିଳା ଏସପିଜି କମାଣ୍ଡୋ । ଯାହାର ଫଟୋ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି । ଏସପିଜିରେ ମହିଳା କମାଣ୍ଡୋ ରହିବା ନୂଆ କଥା ନୁହେଁ । କିନ୍ତୁ ମହିଳା କମାଣ୍ଡୋ ଜଣକ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅଛନ୍ତି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ । ଏହି ମହିଳା କମାଣ୍ଡୋମାନଙ୍କୁ ଅତୀତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସୁରକ୍ଷାରେ ମଧ୍ୟ ଦେଖିବାକୁ ମିଳିଛି। ବିଜେପିର ଅନେକ ସାଂସଦ ଏହି ଫଟୋକୁ ସେୟାର କରୁଛନ୍ତି […]

ଅଗ୍ନିକାଣ୍ଡ ,ପ୍ରାକୃତିକ ବିପର୍ଯ୍ୟୟ ଉପରେ ଛାତ୍ର ଛାତ୍ରୀ ଙ୍କୁ ସଚେତନ କଲା ଅଗ୍ନିଶମ ବିଭାଗ

ନୂଆଗାଁ: (ପୁଷ୍ପଲତା ପ୍ରଧାନ):ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ହାଇସ୍କୁଲ୍ ପରିସରରେ ଅଗ୍ନିଶମ ବିଭାଗ ପକ୍ଷରୁ ନୂଆଗାଁ ହାଇସ୍କୁଲ୍ ଏବଂ ଆଦର୍ଶ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଅଗ୍ନିକାଣ୍ଡ ଓ ପ୍ରାକୃତିକ ବିପର୍ଯ୍ୟୟ ରୁ କିପରି ସୁରକ୍ଷିତ ରଖିପାରିବା ସେ ଉପରେ ମକ୍ ଡ୍ରିଲ ଅନୁଷ୍ଠିତ ହୋଇଥିଲା।ନୂଆଗାଁ ଅଗ୍ନିଶମ ବିଭାଗ ଅଧିକାରୀ ଅପୂର୍ବ ରଞ୍ଜନ ସାହୁ ଙ୍କ ତତ୍ବାବଧାନରେ ନିଆଁ ଲାଗିବା ସମୟରେ ଏବଂ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିପରି ନିଜକୁ […]

୩୦ ଟଙ୍କାରେ ବିକ୍ରି ହେବ ଆଳୁ ନଚେତ କାର୍ଯ୍ୟାନୁଷ୍ଠାନ ନିଆଯିବ

ଆଳୁ ଟ୍ରକ ବନ୍ଦ ନେଇ ନବୀନଙ୍କ ଆଡକୁ ଦୋଷ ଠେଲିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ବର୍ଡର ଡେଇଁ ଆଳୁ ଯେପରି ଓଡ଼ିଶାକୁ ନଯାଏ, ସେଥିପାଇଁ ଦିଦିଙ୍କ ନିର୍ଦ୍ଦେଶରେ ଚାଲିଛି କଡ଼ା ପାଟ୍ରୋଲିଂ। ରାଜ୍ୟକୁ ଆଳୁ ଟ୍ରକ୍ ଆସିବା କମିବାରୁ ଦର ବି ଉପରମୁହାଁ ହେଲାଣି। ଯାହାକୁ ନେଇ ଚିନ୍ତାରେ ଖାଉଟୀ ଓ ବ୍ୟବସାୟୀ। ଏସବୁ ଭିତରେ ଭାଇ-ଭଉଣୀ ସଂପର୍କ ପ୍ରସଙ୍ଗ ଉଠାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ […]