ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍ । ଭୁବନେଶ୍ୱର ଖଣ୍ଡଗିରି ଥାନା ମଧୁସୂଦନ ନଗର ଅଞ୍ଚଳରେ ସେକ୍ସ୍ ରାକେଟ ଠାବ ହୋଇଛି । ୪ ଯୁବତୀଙ୍କୁ ଉଠାଇ ନେଲା ଖଣ୍ଡଗିରି ଥାନା ପୋଲିସ । ଖଣ୍ଡଗିରି ଅଞ୍ଚଳର ଏକ ଘରେ ଏହି ସେକ୍ସ କାରବାର ଚାଲିଥିଲା ।ସୂଚନାଥାଉକି, ଖଣ୍ଡଗିରି ଥାନା ଅନ୍ତର୍ଗତ ଏକ ଭଡା ଘରେ ସେକ୍ସ ରାକେଟ୍ ଚାଲିଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଏହାପରେ ପୋଲିସ ଉକ୍ତ ଭଡା ଘରେ ଚଢାଉ କରିଥିଲା। ଚଢାଉ ବେଳେ […]
୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ ପ୍ରକ୍ରିୟା। ଯେଉଁମାନେ ଯୋଗ୍ୟ ହିତାଧିକାରୀ ହୋଇଥିବେ, ସେମାନେ ଟଙ୍କା ପାଇବେ। ଆଜି ଏହି ନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା।ମାଲକାନଗିରି, ଗଜପତି, କୋରାପୁଟରେ ଅଧିକ ରିଜେକ୍ସନ ହୋଇଛି। ମାଲକାନଗିରିରେ ବୁଧବାର ଠାରୁ ଭେରିଫିକେସନ ଆରମ୍ଭ ହୋଇଛି।ଅନ୍ୟପକ୍ଷରେ ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି ଆବେଦନର ଶେଷ ତାରିଖ। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା […]
ଚିକେନ୍ କାଟିବାରେ ମାହିର ଥିଲେ ଯୁବକ । କାରଣ ଏକ ଚିକେନ କାଉଣ୍ଟରରେ କଂସାଇ କାମ କରୁଥିଲେ। ରାତି ପାହିଲେ ଚିକେନକୁ ଖଣ୍ଡ ଖଣ୍ଡ କରୁଥିଲେ। ଆଉ ଶେଷରେ ନିଜ ଲିଭ-ଇନ୍- ପାର୍ଟନରଙ୍କୁ ବି ହାଣି ଖଣ୍ଡ ଖଣ୍ଡ କରିଦେଲେ। ଝାଡ଼ଖଣ୍ଡର ଖୁଣ୍ଟି ଜିଲ୍ଲାର ଏକ ଲୋମଟାଙ୍କୁରା ଘଟଣା ଘଟିଛି । ଅଭିଯୁକ୍ତ ଯୁବକଜଣକ ୨୫ ବର୍ଷୀୟ ନରେଶ ଭେଙ୍ଗର ବୋଲି ଜଣାଯାଇଛି। ସେ ତାମିଲନାଡ଼ୁର ଏକ ଚିକେନ୍ କାଉଣ୍ଟରରେ କଂସାଇ ଭାବେ କାମ କରୁଥିଲେ। ସେଠାରେ […]
ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । କାରଣ ନୂଆ ବର୍ଷରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡାଣ ଭରିବ ଆଉ ୫ଟି ନୂଆ ବିମାନ । ନୂଆ ସ୍ଥାନକୁ ଭୁବନେଶ୍ୱରରୁ ଏହି ବିମାନ ଯିବ । ଇନ୍ଦୋର, ଡେରାଡୁନ, ଲକ୍ଷ୍ନୌ, ଜୟପୁର ଓ କୋଚିନକୁ ଉଡିବ ବିମାନ । । ଇଣ୍ଡିଗୋ ବିମାନ ଇନ୍ଦୋରକୁ ସପ୍ତାହରେ ୪ ଦିନ ଓ ଡେରାଡୁନ, ଜୟପୁର କୁ ସପ୍ତାହରେ ୩ ଦିନ ଯାତାୟତ କରିବ । ସେହିପରି […]
ଆବାସ ଘର ପାଇଁ ନିଜ ଘର ପାଇଁ ନିଜେ ସର୍ଭେ କରିବେ ଲୋକ । କେହି ଯୋଗ୍ୟ ହିତାଧିକାରୀ ଅଣଦେଖା ହେବେନି । ଖୋଜି ଖୋଜି ଯୋଗ୍ୟ ହିତାଧିକାରୀଙ୍କୁ ଘର ଦିଆଯିବ ।ପ୍ର କୃତ ହିତାଧିକାରୀ ପାଇବେ ଘର। ନିଜେ ଯୋଗ୍ୟ କି ନୁହେଁ ନିଜେ କରିବେ ସର୍ଭେ ।ଏହା ସହ ଆସନ୍ତା ଡ଼ିସେମ୍ବର ମାସରେ ଗାଁ ଗାଁ ରେ କ୍ୟାମ୍ପ କରାଯିବ। ଲୋକ ଏହି କର୍ମଶାଳାରେ ଯୋଗ ଦେବେ। ଏହା ସହ ଦିବ୍ୟାଙ୍ଗ ଓ ବିଧବାମାନଙ୍କୁ […]
୫୯ତମ ସର୍ବଭାରତୀୟ ଡିଜିପି ସମ୍ମିଳନୀ ପାଇଁ ତିନି ଦିନିଆ ଗସ୍ତରେ ଭୁବନେଶ୍ଵର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହ ମନ୍ତ୍ରୀ ଅମିତ୍ ଶାହ। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଲାଗୁ କରାଯାଇଛି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟରେ ଏହି ସମୟ ଭିତରେ ଶାହା ମଧ୍ୟ ରହିବେ। ତେବେ ଦଳୀୟ କାର୍ଯ୍ୟକ୍ରମ ନେଇ ଭାଜପା ରାଜ୍ୟ […]
ଓଡ଼ିଶାକୁ ପଶ୍ଚିମବଙ୍ଗ ସୀମାରେ ପୁଣି ଆଳୁ ଗାଡ଼ି ଅଟକାଇଛନ୍ତି। କିଛିଦିନ ପୂର୍ବରୁ ଆଳୁ ରାଜନୀତି ତେଜିଥିବାବେଳେ ଆଜି ପୁଣି ମମତାଙ୍କ ଗାଡି ଅଟକାଇଦେବା ମୋହନ ସରକାରଙ୍କ ମୁଣ୍ଡବିନ୍ଧାର କାରଣ ସାଜିଛି।ପଶ୍ଚିମବଙ୍ଗ ବେଲଦାରେ ଗତକାଲି ରାତିରୁ ଶତାଧିକ ଆଳୁ ଟ୍ରକ ଅଟକି ରହିଛି । ଗାଡିକୁ ଜଗି ରହିଛନ୍ତି ପଶ୍ଚିମବଙ୍ଗ ପୋଲିସ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକି ଆଳୁ ଏବଂ ପିଆଜର ମୂଲ୍ୟ ବୃଦ୍ଧି ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେତାବନୀ […]
ବରଗଡ଼ ଜିଲ୍ଲା ପଦ୍ମପୁର ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ବିର୍ଜାମ ଗାଁରେ ଜଳିଗଲା ୧୦ ଏକର ଧାନ ଫସଲ । ହୁତୁ ହୁତୁ ହୋଇ ଜଳିଯାଇଥିଲା ଧାନ ଫସଲ । ଧାର କରଜ କରି ବହୁ ପରିଶ୍ରମରେ ଚାଷ କରିଥିଲେ, ହେଲେ ଘରକୁ ପହଞ୍ଚିବା ଆଗରୁ ନିଆଁରେ ପୋଡ଼ି ପାଉଁଶ କରିଦେଲା । ଗତକାଲି ରାତିରେ କେହି ଦୁର୍ବୃତ୍ତ ନିର ମେହେରଙ୍କ ଚାଷ ଜମିରେ ନିଆଁ ଲଗାଇଦେଇଥିବା ଅଭିଯୋଗ ହୋଇଛି ।ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। […]
ବୈକୁଣ୍ଠ ଧାମ ଆଶ୍ରମରେ ପତ୍ନୀଙ୍କୁ ବନ୍ଧକ ରଖିବା ଅଭିଯୋଗ ଘଟଣାରେ ଟ୍ବିଷ୍ଟ୍। ସାମ୍ନାକୁ ଆସିଲେ ସହିଦ୍ ନଗର ଥାନାରେ ଅଭିଯୋଗ କରିଥିବା ଜିତେନ୍ ଗିରିଙ୍କ ପତ୍ନୀ। କହିଲେ ସ୍ବଇଚ୍ଛାରେ ସେ ବୈକୁଣ୍ଠ ଧାମ ଆଶ୍ରମରେ ରହିଛନ୍ତି। ତାଙ୍କୁ କେହି ବାଧ୍ୟ କରିନାହାନ୍ତି। ଓଲଟା ସ୍ବାମୀଙ୍କ ସହ କୋର୍ଟରେ ଛାଡ଼ପତ୍ର ମାମଲା ଚାଲିଥିବା କହିଛନ୍ତି। କାହାର ପ୍ରରୋଚନାରେ ନୁହେଁ ବରଂ ସ୍ବାମୀ ଜୀତେନ ତାଙ୍କ ଉପରେ ଅନେକ ଅତ୍ୟାଚାର ମାର ପିଟ କରୁଥିଲେ ଡରେଇ ଧମକେଇ ରଖୁଥିଲେ। ଏପରିକି […]
ମଣ୍ଡିରେ ବେଆଇନ କାର୍ଯ୍ୟ ହେଲେ ତୁରନ୍ତ ହେବ ଆକ୍ସନ। ମଣ୍ଡିରେ ଅସୁବିଧାର ସମ୍ମୁଖୀନ ହେଉଥିଲେ ସରକାରଙ୍କୁ ସିଧାସଳଖ ଅଭିଯୋଗ କରିପାରିବେ ଚାଷୀ। ଏଥିପାଇଁ ଏକ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି।କଣ୍ଟ୍ରୋଲ ରୁମ୍ ମାଧ୍ୟମରେ ସବୁ ମଣ୍ଡି ଉପରେ ନଜର ରଖିବ ଯୋଗାଣ ବିଭାଗ। କଣ୍ଟ୍ରୋଲ ସେଣ୍ଟର ଦ୍ୱାରା ସବୁ ମଣ୍ଡିର ସିସିଟିଭି ଅନୁଧ୍ୟାନ ହେବ। ଯୋଗାଣ ବିଭାଗ ଏହା ଉପରେ ୨୪ ଘଣ୍ଟା କାଳ ନଜର ରଖିବ । ଏଥିସହ ଧାନମଣ୍ଡିରେ ହେଉଥିବା ଅବ୍ୟବସ୍ଥା ରୋକିବାକୁ […]
ମେଷ : ଆଜି କୋର୍ଟ-କଚେରୀ ବିଷୟରେ ନ ପଡ଼ିବା ଉତ୍ତମ ହେବ। ମଧ୍ୟାହ୍ନ ପରେ ଆପଣ ଭଲ ଅନୁଭବ କରିବେ। ପରିବାରରେ ସୁଖ-ଶାନ୍ତି ରହିବ।କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ବୃଷ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାର ବରିଷ୍ଠ ସାମ୍ବାଦିକ ତଥା ଦୈନିକ ଖବର କାଗଜ ‘ପ୍ରଗତିବାଦୀ’ର ଜିଲ୍ଲା ପ୍ରତିନିଧି ସୁବାସ ଚନ୍ଦ୍ର ମହାପାତ୍ରଙ୍କ ମାତା ହାର ଦେବୀଙ୍କ ବିୟୋଗ ଘଟିଛି। ଗତକାଲି ରାତ୍ର ୧୨ଟା ବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଉଥିଲା। ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ୫ ପୁଅ, ବୋହୁ ଏବଂ ନାତିନାତୁଣୀ ମାନେ ଉପସ୍ଥିତ ଥିଲେ। […]
