ଓଟିଟିରେ ଯେଉଁଠି ପୂର୍ବରୁ ନେଟଫ୍ଲିକ୍ସ, ଜିଓ ସିନେମା, ଆମାଜନ ପ୍ରାଇମ ଭିଡିଓ ଏବଂ ଡିଜ୍ନୀ ପ୍ଲସ୍ ହଟଷ୍ଟାର ଭଳି ପ୍ଲାଟଫର୍ମ ଭରି ରହିଥିବାବେଳେ ଏବେ ଆଉ ଏକ ଓଟିଟି ଆପ୍ ଆସିଯାଇଛି। ଭାରତ ସରକାର ଆଣିଛନ୍ତି ଏକ ନୂଆ ଆପ୍, ଯାହାର ନାଁ ରହିଛି ଓ୍ବେଭ୍ସ(Waves)। ଏହାକୁ ଗୋଆରେ ଆୟୋଜିତ ଭାରତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ଲଞ୍ଚ୍ କରାଯାଇଛି। ଏଥିରେ ଆପଣ ମନୋରଞ୍ଜନର ସମ୍ପୂର୍ଣ୍ଣ ଖୋରାକ ପାଇପାରିବେ।ପ୍ରସାର ଭାରତୀର ଆପ୍ Wavesକୁ ‘ପାରିବାରିକ ମନୋରଞ୍ଜନର ନୂତନ ତରଙ୍ଗ’ […]
ଆଜି ବିଶ୍ବ ଟେଲିଭିଜନ ଦିବସ । କଳାଧଳା ଯୁଗରୁ ଆରମ୍ଭ ହୋଇ ଟେଲିଭିଜନ ଏବେ ସ୍ମାର୍ଟ ଏଲଇଡି ସ୍ତରରେ ପହଞ୍ଚିଲାଣି। ୧୯୯୬ ନଭେମ୍ବର ୨୧ରେ ବିଶ୍ବରେ ପ୍ରଥମ ଟେଲିଭିଜନ ଫୋରମ୍ ଆୟୋଜିତ ହୋଇଥିଲା। ୧୯୯୭ ଡିସେମ୍ବରରେ ଜାତିସଂଘ ନଭେମ୍ବର ୨୧ତାରିଖକୁ ଆନୁଷ୍ଠନିକ ଭାବେ ଟେଲିଭିଜନ ଦିବସ ପାଳନ କରିବାକୁ ଘୋଷଣା କଲା। ଜନ୍ ବେଆର୍ଡ ୧୯୨୫ ଅକ୍ଟୋବର ୨ରେ ଟେଲିଭିଜନ ମାଧ୍ୟମରେ ପ୍ରଥମେ ଚିତ୍ର ପ୍ରସାରଣ ଆରମ୍ଭ କରିଥିଲେ। ଆଜି ଟିଭି ସମସ୍ତଙ୍କ ଦୈନିକ ଜୀବନର ଏକ […]
ଡେଣ୍ଟାଲ ସର୍ଜନ ନିଯୁକ୍ତି ଅନିୟମିତତା ମାମଲାରେ ବ୍ୟକ୍ତିଗତ ହାଜିର ପାଇଁ OPSC ଅଧ୍ୟକ୍ଷଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବାରମ୍ବାର ତାଗିଦ ସତ୍ତ୍ୱେ ରିଭାଇଜ୍ ମେରିଟ୍ ଲିଷ୍ଟ ଦାଖଲ ନ କରିବାରୁ ଗୁରୁବାର କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।ନିଯୁକ୍ତିରେ ଅନିୟମିତତା ନେଇ ହୋଇଛି ଅଭିଯୋଗ। ଡେଣ୍ଟାଲ ସର୍ଜନ ମେରିଟ ଲିଷ୍ଟ ମଗାଇଥିଲେ ହାଇକୋର୍ଟ। ତାହା ଦେବାରେ ସକ୍ଷମ ହୋଇ ନଥିଲା ଓପିଏସସି। ଭୀଷଣ ବିରକ୍ତ ପ୍ରକାଶ କଲେ ମୁଖ୍ୟ ବିଚାରପତି। ମେରିଟ ଲିଷ୍ଟ ସହିତ ଓପିଏସସି ଅଧ୍ୟକ୍ଷ ବ୍ୟକ୍ତିଗତ […]
ଆମେରିକାରେ ଭାରତର କୋଟିପତି ବ୍ୟବସାୟୀ ଗୌତମ ଆଦାନୀଙ୍କ ନାମରେ ଲାଞ୍ଚ ଏବଂ ଠକେଇ ଅଭିଯୋଗ ହେବାର କିଛି ଘଣ୍ଟା ପରେ କଂଗ୍ରେସ ଏହି ମାମଲାର ମିଳିତ ସଂସଦୀୟ କମିଟି (ଜେପିସି) ଯାଞ୍ଚ ପାଇଁ କହିଛି। ପ୍ରଧାନମନ୍ତ୍ର ନରେନ୍ଦ୍ର ମୋଦୀଙ୍କୁ ପରିହାସ କରି କଂଗ୍ରେସ କହିଛି ଯେ ଆଦାନୀ ହେଉଛନ୍ତି ମୋଦୀଙ୍କ ପ୍ରିୟ ବ୍ୟବସାୟୀ। ଏହି ଘଟଣା ପରେ ଆଦାନୀ ଗ୍ରୁପ୍ର ଶେୟାରରେ ବହୁତ ହ୍ରାସ ଘଟିଛି। ଆଦାନୀ ଏଣ୍ଟରପ୍ରାଇଜେସ, ଆଦାନୀ ଗ୍ରୀନ ଏନର୍ଜି ଏବଂ ଆଦାନୀ ଏନର୍ଜି […]
ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ସମାରୋହ ଗୁରୁବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ପାଳିତ ହୋଇଯାଇଛି। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଥିଲେ। ଡକ୍ଟର ହରେକୃଷ୍ଣ ମହତାବଙ୍କ ସମ୍ମାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏକ ସ୍ବତନ୍ତ୍ର ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚନ […]
ଆସନ୍ତା ୨୩ ତାରିଖରେ ମନ୍ତ୍ରୀ ପରିଷଦ ବୈଠକ । ସେହିଦିନ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ରାଜ୍ୟର ଅତିରିକ୍ତ ବଜେଟ୍ ଉପରେ ଆଲୋଚନା କରାଯିବ । ମନ୍ତ୍ରୀମାନଙ୍କ ମଧ୍ୟରେ ଆଲୋଚନା ପରେ ଏହି ବଜେଟ୍କୁ ମନ୍ତ୍ରୀ ପରିଷଦର ଅନୁମୋଦନ ମିଳିବ। ବିଧାନସଭାର ଆଗାମୀ ଶୀତ ଅଧିବେଶନର ପ୍ରଥମ ଦିନ ଅର୍ଥାତ୍ ନଭେମ୍ବର ୨୬ରେ ମୁଖ୍ୟମନ୍ତ୍ରୀ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ। ତାହା ୫ ତାରିଖରେ […]
ରାଜ୍ୟରେ ଦିନକୁ ଦିନ ଦୁଷ୍କର୍ମ ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବିଶେଷ କରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ଯାତନା କରାଯାଉଥିବାର ଘଟଣା ନଜରକୁ ଆସୁଛି । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟରେ ଖୁବଶୀଘ୍ର ମହିଳା କୋର୍ଟ ପ୍ରତିଷ୍ଠା କରିବାକୁ ଯାଉଛନ୍ତି।ମହିଳାଙ୍କ ଉପରେ ହେଉଥିବା ସମସ୍ତ ନିର୍ଯାତନା ସମ୍ପର୍କିତ ମାମଲା ଏହି କୋର୍ଟରେ ବିଚାର କରାଯିବ । ସବୁଠାରୁ ବଡ଼ କଥା ହେଲା ଯେ, ଏହି ସ୍ଵତନ୍ତ୍ର ମହିଳା କୋର୍ଟରେ ଜଜ୍ଙ୍କ ସମେତ ସରକାରୀ […]
ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ବାମୀ ଓ ସ୍ତ୍ରୀ ଙ୍କ ମୂଲ୍ୟବାନ ଜୀବନ । ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀ ଙ୍କ ନିଜ ଘରେ ଆତ୍ମହତ୍ୟା | ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ ସ୍ତ୍ରୀ ଙ୍କୁ ବଞ୍ଚେଇବାକୁ ଉଦ୍ୟମ କରି ବିଫଳ ହେବା ପରେ ଅନ୍ୟ ଏକ କୋଠରୀ ରେ ସ୍ବାମୀ ମଧ୍ୟ ଆତ୍ମହତ୍ୟା କରିଥିଲେ । ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲିଗୁଡା […]
ଜଣେ ୨୦ ବର୍ଷର ଆଦିବାସୀ ଯୁବତୀଙ୍କ ସହ ଘଟିଥିଲା ଏକ ନିନ୍ଦନୀୟ ଘଟଣା । ତାଙ୍କୁ ଗାଳିଗୁଲଜ କରି ବିଷ୍ଠା ଆଣି ମୁହଁରେ ଘସିବା ସହ ଖୁଆଇ ଦେଇଥିବା ନେଇ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଥାନାରେ ହୋଇଥିଲା ଅଭିଯୋଗ ।ଅଭିଯୁକ୍ତକୁ ଗିରଫ ଦାବିରେ ପୀଡ଼ିତାଙ୍କ ପରିବାର ଲୋକେ ଥାନାର ଦ୍ୱାରସ୍ଥ ହୋଇଥିଲେ । ହେଲେ ବଙ୍ଗୋମୁଣ୍ଡା ଥାନା ଅଧିନସ୍ଥ ଜୁରାବନ୍ଧ ଗାଁ ର ଆଦିବାସୀ ଯୁବତୀଙ୍କୁ ଶାରୀରିକ ମାନସିକ ନିର୍ଯାତନା ଏବଂ ବିଷ୍ଠା ବୋଳି ଖୁଆଇ ଦେବା […]
ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡେଟ୍ । ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା । ଆଗାମୀ ଦିନରେ ପ୍ରଦାନ ହେବାକୁ ଥିବା ତୃତୀୟ ପର୍ଯ୍ୟାୟରେ ସମସ୍ତ ଅଙ୍ଗନବାଡି କର୍ମୀଙ୍କୁ ସାମିଲ କରାଯିବ । ଏଥିପାଇଁ ସମସ୍ତଙ୍କର ଆବେଦନ ପତ୍ର ଯାଞ୍ଚ ସରିଛି । ପାଖାପାଖି ୨୦ ଲକ୍ଷ ମହିଳାକୁ ଏଥିରେ ସାମିଲ କରାଯିବ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତି […]
ଆକ୍ସନ ମୋଡ଼ରେ ଫୁଡ୍ ସେଫ୍ଟି ଟିମ୍ । କଟକ ବାଲିଯାତ୍ରାରେ କଟକ ମହାନଗର ନିଗମର ଫୁଡ୍ ସେଫ୍ଟି ଟିମ୍ ପକ୍ଷରୁ ଚାଲିଛି ଚଢାଉ । ସକାଳୁ ସକାଳୁ ଖାଦ୍ୟ ଷ୍ଟଲରେ ଅଚାନକ ଚଢାଉ କରାଯାଇଛି । ବାସି ଖାଦ୍ୟ ଗଚ୍ଛିତ ରଖିଥିବା ଅଭିଯୋଗରେ କିଛି ଦୋକାନୀଙ୍କୁ ଫାଇନ ମଧ୍ୟ କରାଯାଇଛି । ନିୟମିତ ବ୍ୟବଧାନରେ ବାଲିଯାତ୍ରା ସରିବା ଯାଏ ଏଭଳି ଯାଞ୍ଚ ଚାଲିବ ବୋଲି କୁହାଯାଇଛି। ପ୍ରତିଦିନ ବାଲିଯାତ୍ରାକୁ ଲକ୍ଷାଧିକ ଲୋକ ଆସିଥାନ୍ତି। ତେଣୁ ସମସ୍ତଙ୍କ ସ୍ୱାସ୍ଥ୍ୟକୁ […]
ଭାରତୀୟ ଶିଳ୍ପପତି ଗୌତମ ଆଦାନୀ ଆମେରିକାରେ ଲାଗିଛି ବଡ ଝଟ୍କା । ତାଙ୍କ ଉପରେ ଅଭିଯୋଗ ଆସିଛି କି, ସେ ତାଙ୍କ କମ୍ପାନୀ ନିବେଶକଙ୍କୁ ଦେଇଛି ଧୋକ୍କା । ଆମେରିକାରେ ତାଙ୍କ କମ୍ପାନୀ ପାଇଁ କଣ୍ଟ୍ରାକ୍ଟ ପାଇବା ଏବଂ ଏହାକୁ ଲୁଚାଇବା ପାଇଁ ସେ ୨୬୫ ମିଲିୟନ ଡଲାର ବା ୨୨୩୬ କୋଟି ଟଙ୍କା ଲାଞ୍ଚ ଦେଇଥିବାର ଅଭିଯୋଗ ହୋଇଛି। ଏହି ସମଗ୍ର ବିଷୟ ଆଦାନୀ ଗ୍ରୁପ୍ କମ୍ପାନୀ ଆଦାନୀ ଗ୍ରୀନ୍ ଏନର୍ଜି ଲିମିଟେଡ୍ ଏବଂ ଅନ୍ୟ […]
