ପ୍ରକାଶ ପାଇଛି ଭାରତର ୩୩୪ ବିଲିୟନେୟାରଙ୍କ ତାଲିକା । ଯେଉଁଥିରେ ପୁଣିଥରେ ବାଜି ମାରିଛନ୍ତି ଶିଳ୍ପପତି ଗୌତମ ଆଦାନୀ ଶୀର୍ଷରେ ରହିଛନ୍ତି । ତାଙ୍କ ପଛକୁ ରହିଛନ୍ତି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ର ମାଲିକ ମୁକେଶ ଅମ୍ବାନୀ । । ହୁରୁନ ଇଣ୍ଡିଆ ପକ୍ଷରୁ ପ୍ରକାଶିତ ଧନୀ ତାଲିକା ୨୦୨୪ ରିପୋର୍ଟରେ ଏହା କୁହାଯାଇଛି। ତାଲିକା ଅନୁସାରେ, ଆଦାନୀଙ୍କ ମୋଟ ସମ୍ପତ୍ତିର ପରିମାଣ ୧୧ ଲକ୍ଷ ୬୦ ହଜାର କୋଟି ଟଙ୍କା। ୨ୟ ସ୍ଥାନରେ ଥିବା ମୁକେଶ ଅମ୍ବାନୀଙ୍କ […]
୧୯୦୫ ମସିହା ଅଗଷ୍ଟ ୨୯ ତାରିଖ ଆହ୍ଲାବାଦ ପ୍ରୟୋଗ ଠାରେ ଜନ୍ମଗ୍ରହଣ କରିଥିଲେ ମେଜର ଧ୍ୟାନଚାନ୍ଦ ବା ହକିର ପୁରୁଷ । ସେ ଏକ ରାଜପୁତ ପରିବାରରେ ଜନ୍ମଗ୍ରହଣ କରିଥଲେ । ତାଙ୍କ ଜନ୍ମଦିବସକୁ ହକିଦିବସ ବା କ୍ରୀଡଦିବସ ଭାବେ ପାଳନ କରାଯାଏ । ଧ୍ୟାନଚାନ୍ଦ ୧୬ ବର୍ଷ ବୟସରେ ଜଣେ ସୈନିକ ଭାବରେ ଭାରତୀୟ ସେନାରେ ଯୋଗ ଦେଇଥିଲେ। ଏହା ସହିତ ସେ ହକି ଖେଳିବା ଆରମ୍ଭ କଲେ। ସେ ରାତିରେ ହକି ଅଭ୍ୟାସ କରୁଥିଲେ। […]
ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।* ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। […]
ମଣିଷ ଦେହରେ ବାର୍ଡ ପ୍ଲୁ ସନ୍ଦେହ । ପୁରୀ ମଙ୍ଗଳପୁର ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଦେହରେ ବାର୍ଡ ଫ୍ଲୁ ଭୂତାଣୁ ଥିବା ସନ୍ଦେହ କରାଯାଉଛି ।ଖୁବଶୀଘ୍ର ସଂପୃକ୍ତ ବ୍ୟକ୍ତି ରିପୋର୍ଟ ଆସିବ। ରିପୋର୍ଟ ଯାଇଥିବା ବ୍ୟକ୍ତିଙ୍କୁ ଥଣ୍ଡା, କାଶ ସହ ଜ୍ୱର ହେଉଥିଲା। ପୁରୀ ଜିଲ୍ଲା ପିପିଲି ଓ ସତ୍ୟବାଦୀରେ ବାର୍ଡ ଫ୍ଲୁ ବ୍ୟାପୁଛି। ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, ସଂକ୍ରମଣ ବ୍ୟାପୁଥିବା ଅଂଚଳର ଗୋଟିଏ କିଲୋମିଟରରୁ ୧୦ କିଲୋମିଟର ଭିତରେ ସର୍ଭେଲାନ୍ସ କରାଯାଉଛି। ସ୍ୱାସ୍ଥ୍ୟ ବିଭାଗ ସଂପୂର୍ଣ୍ଣ ପ୍ରସ୍ତୁତ […]
ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।* ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗି […]
*ମେଷ ଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ।* ବୃଷ ବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍ବେଗ ବଢିପାରେ।* ମିଥୁନ […]
ମେଷ ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।* ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର […]
ସାରା ଦେଶରେ ବହୁଳ ମାତ୍ରାରେ ବିକ୍ରି ହେଉଥିବା କିଛି ନିର୍ଦ୍ଧିଷ୍ଟ ଔଷଧ ଉପରେ ଲାଗିଲା କଟକଣା। ୧୫୬ଟି ଔଷଧ ବ୍ୟାନ୍ କଲେ କେନ୍ଦ୍ର ସରକାର। ଏହି ବ୍ୟାନ ହୋଇଥିବା ଔଷଧ ମଧ୍ୟରେ ରହିଛି ଜ୍ବର ଏବଂ ଥଣ୍ଡା, କାଶ, ଆଲର୍ଜୀ ଏବଂ ଚର୍ମ ରୋଗ ପାଇଁ ବ୍ୟବହାର ହେଉଥିବା ଆଣ୍ଟିବାୟୋଟିକ୍ ତଥା ମଲ୍ଟିଭିଟାମିନ୍ସ। ଗୁରୁବାର ଏସବୁ ଔଷଧକୁ କରିବା ସହ ଏହା ମନୁଷ୍ୟ ଶରୀର ପାଇଁ କ୍ଷତିକାରକ ବୋଲି କୁହାଯାଇଛି। ଦୁଇ ବା ଅଧିକ ସକ୍ରିୟ ଫାର୍ମାସ୍ୟୁଟିକାଲ […]
ଶିଖର ଧାୱନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଘରୋଇ ତଥା ଅନ୍ତର୍ଜାତୀୟ କ୍ରିକେଟ ପାଇଁ ସେ ବିଦାୟ ନେଇଛନ୍ତି। ୩୮ବର୍ଷୀୟ ଶିଖର ଧାୱନଙ୍କ ଅବସରକୁ ନେଇ ଦୀର୍ଘ ଦିନ ଧରି କଳ୍ପନାଜଳ୍ପନା ଲାଗି ରହିଥିଲା। ଶେଷରେ ଅଗଷ୍ଟ ୨୪ ତାରିଖ ସକାଳେ ଏକ ଭିଡ଼ିଓ ଜରିଆରେ ପୋଷ୍ଟ କରି ନିଜେ ଏହି ସୂଚନା ଦେଇଛନ୍ତି। ଭିଡ଼ିଓରେ ଶିଖର କହିଛନ୍ତି ‘ଆଜି ମୁଁ ଏମିତି ଏକ ମୁହୂର୍ତ୍ତରେ ଛିଡା ହୋଇଛି ଯେଉଁଠାରେ […]
ତାମିଲ ଅଭିନେତାରୁ ରାଜନେତା ପାଲଟିଥିବା ଥାଲାପତି ବିଜୟ ନିଜ ନୂଆ ଦଳର ପତାକା ଉନ୍ମୋଚନ କରିଛନ୍ତି। ଏହାପୂର୍ବରୁ ଫେବୃଆରୀରେ ବିଜୟ ତାଙ୍କର ନୂତନ ରାଜନୈତିକ ଦଳ ‘ତାମିଝାଗା ଭେଟ୍ରିକାଜାଗାମ’ (ଟିଭିକେ) ଗଠନ ପାଇଁ ଘୋଷଣା କରିଥିଲେ। ଗୁରୁବାର ଦିନ ସେ ଏହାକୁ ଆହୁରି ଆଗକୁ ନେଇଥିଲେ ଏବଂ ଚେନ୍ନାଇର ପାୟାନୁରସ୍ଥିତ ପାର୍ଟି ମୁଖ୍ୟାଳୟରେ ଏକ ବିଶାଳ କାର୍ଯ୍ୟକ୍ରମରେ ଆନୁଷ୍ଠାନିକ ଭାବେ ପାର୍ଟିର ପତାକା ଏବଂ ସଂଗୀତ ଉନ୍ମୋଚନ କରିଥିଲେ। ଏହି ଅବସରରେ ଦଳର ସଂଗୀତ ମଧ୍ୟ ଲଞ୍ଚ […]
ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।* ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]
ଓଡିଶାରେ ପହଞ୍ଚିଲେ ହକି ହିରୋ । ପ୍ୟାରିସ୍ ଅଲିମ୍ପିକ୍ସରେ ବ୍ରୋଞ୍ଚ ପଦକ ଜିତିଥିବା ପୁରା ହକି ଟିମ୍କୁ ଭୁବନେଶ୍ୱରରେ ଜୋରଦାର ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି । ବିମାନବନ୍ଦରରେ ହକି ଟିମକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜଣାଯାଇଛି। ବିମାନବନ୍ଦରରୁ ରୋଡ୍ ଶୋ’ରେ ହକି ହିରୋ ଯାଇଛନ୍ତି। ଅପରାହ୍ଣରେ ରାଜ୍ୟ ସରକାରଙ୍କ ପକ୍ଷରୁ ହକି ଟିମଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ ପାଇଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରୋଡ଼ ଶୋରେ ଶହ ଶହ ଲୋକ ସାମିଲ ହୋଇଛନ୍ତି। ଏହି ସମୟରେ ଓଡିଶାର […]
