ଓଡିଶାରେ ପହଞ୍ଚିଲେ ହକି ହିରୋ । ପ୍ୟାରିସ୍ ଅଲିମ୍ପିକ୍ସରେ ବ୍ରୋଞ୍ଚ ପଦକ ଜିତିଥିବା ପୁରା ହକି ଟିମ୍କୁ ଭୁବନେଶ୍ୱରରେ ଜୋରଦାର ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି । ବିମାନବନ୍ଦରରେ ହକି ଟିମକୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜଣାଯାଇଛି। ବିମାନବନ୍ଦରରୁ ରୋଡ୍ ଶୋ’ରେ ହକି ହିରୋ ଯାଇଛନ୍ତି। ଅପରାହ୍ଣରେ ରାଜ୍ୟ ସରକାରଙ୍କ ପକ୍ଷରୁ ହକି ଟିମଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ ପାଇଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରୋଡ଼ ଶୋରେ ଶହ ଶହ ଲୋକ ସାମିଲ ହୋଇଛନ୍ତି। ଏହି ସମୟରେ ଓଡିଶାର […]
*ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।* *ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]
ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ପୁରୁଷ ହକି ଟିମ୍ ବୁଧବାର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଭାରତୀୟ ହକି ଦଳ ଆସିବା ନେଇ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସୂଚନା ଦେଇଛନ୍ତି। ଆସନ୍ତାକାଲି ୧୨ଟା ୩୦ ମିନିଟ୍ ସମୟରେ ଭୁବନେଶ୍ୱରରେ ପହଞ୍ଚିବେ । ଏୟାରପୋର୍ଟରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ। ପରବର୍ତ୍ତୀ ସମୟରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ସେମାନଙ୍କୁ ସମ୍ବର୍ଦ୍ଧନା ସହ ରାଜ୍ୟ ସରକାର ଘୋଷଣା କରିଥିବା […]
ଏମପକ୍ସର ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ଜୋରଦାର ପ୍ରସ୍ତୁତି। ଏହାକୁ ବୈଶ୍ୱିକ ସ୍ୱାସ୍ଥ୍ୟସଙ୍କଟ ଘୋଷଣା କରାଯିବା ସହ ମୁକାବିଲା ପାଇଁ ସର୍ତକତା ମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଆଫ୍ରିକୀୟ ରାଷ୍ଟ୍ରଗୁଡିକରେ ଏମପକ୍ସ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଏହାକୁ ନେଇ ବିଶ୍ବବ୍ୟାପୀ ଉଦ୍ବେଗ ପ୍ରକାଶ ପାଇଛି। କଙ୍ଗୋରେ ୧୫,୬୦୦ ସଂକ୍ରମିତ ହୋଇଥିବାବେଳେ ୫୩୭ଜଣ ପ୍ରାଣ ହରାଇଲେଣି। ଏହା କରୋନା ଭୂତାଣୁ ଭଳି ଦ୍ବିତୀୟ ମହାମାରୀର ରୂପ ନେବ ବୋଲି ଚେତାବନୀ ଦିଆଯାଇଛି। ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏହାକୁ ବୈଶ୍ବିକ […]
ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।* ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]
ନୂଆଗାଁ_ ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ସଦର ମହକୁମାରେ ବାବା ବିରୁପାଖେଶ୍ୱର ସେବାଶ୍ରମ ପକ୍ଷରୁ ବୋଲ ବମ୍ ଭକ୍ତ ମାନଙ୍କ ପାଇଁ ସବୁ ବର୍ଷ ପରି ଏବର୍ଷ ଶ୍ରାବଣ ମାସର ଶେଷ ରବିବାର ଦିନ ନୂଆଗାଁ ବଜାରରେ ଅବସ୍ଥିତି ଦାଶରଥି ସ୍ମୃତି ମଣ୍ଡପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଶତାଧିକ କାଉଡ଼ିଆ ନିଜର ମାନସିକ ପୂରଣ ନିମନ୍ତେ ଗଣିଆ ନିକଟସ୍ଥ ରାଉତପଡ଼ା ଘାଟରୁ ପାଣିଭାର ଧରି ରାସ୍ତା ଅତିକ୍ରମ କରି ନୂଆଗାଁ ବାବା ବିରୁପାଖେଶ୍ୱରଙ୍କ ନିକଟକୁ ପାଣି […]
ନୂଆଗାଁ:ଅଖିଳ ଓଡ଼ିଶା ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ ,ଓଡ଼ିଶା ଆନୁକୂଲ୍ୟରେ ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଜାକେଡା ପଞ୍ଚାୟତ ଅନ୍ତର୍ଗତ ଆଦିବାସୀ ଗ୍ରାମ ବଡଜିରି ରେ ଛତା ବଣ୍ଟନ କରାଯାଇଛି।ନୟାଗଡ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସଂଘର ସଂଯୋଜକ ତଥା ନୟାଗଡ ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ ପ୍ରିତମ ମହାରଣା ଏବଂ ନୂଆଗାଁ ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରିଣୀ ସ୍ଵର୍ଣ୍ଣ ସାରିକା ଜେନା ଙ୍କ ଦ୍ଵାରା ୫୦ ଜଣ ଲୋକଙ୍କୁ ଛତା ବଣ୍ଟନ କରାଯାଇଛି। ଆଦିବାସୀ […]
ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଏହି ଦିନରେ ଭାଇ ହାତରେ ରାଖୀ ବାନ୍ଧି ଶୁଭ ମନାସୁଛନ୍ତି ଭଉଣୀ। ଏହି ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତରେ ରାଖୀ ବାନ୍ଧିଛନ୍ତି ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର। ଏହାସହିତ ଆଜି ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ. ଶ୍ରୀ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା ଗ୍ରହଣ କରି […]
ପିଆଜ କିଲୋପ୍ରତି ୫୦ରୁ ୫୫ ଟଙ୍କାରେ ବିକ୍ରି ହେଉଥବାବେଳେ ଏବେ ଚିନ୍ତାରେ ଖାଉଟି। ଦର ବୃଦ୍ଧି ଉପରେ ଲାଗୁନାହିଁ ଲଗାମ । ହାଟରେ ବା ଛୋଟ ଛୋଟ ଦୋକାନରେ ପିଆଜ କିଲୋ ପିଛା ୫୦ ରୁ ୫୫ ଟଙ୍କା ବିକ୍ରି ହେଉଥିବାବେଳେ ଗୋଦାମରେ ପିଆଜ କିଲୋ ମାତ୍ର ୩୭ଟଙ୍କା ରହିଛି । ଏହି ଦର ହେଉଛି ଭୁବନେଶ୍ୱର ଆଇଗିଣିଆ ଗୋଦାମର ।ଭୁବନେଶ୍ୱର ଏକ ନମ୍ୱର ହାଟକୁ ଏହି ଗୋଦାମରୁ ଯାଉଛି ପିଆଜ । ଆଇଗିଣିଆରୁ ଏକ ନମ୍ୱର […]
ଭାରତୀୟ ମସଲାର ଚାହିଦା ୟୁରୋପ, ଏସିଆ ଏବଂ ଉତ୍ତର ଆମେରିକାରେ ରହିଛି । ରିୟଟର୍ସ ହାତରେ ଲାଗିଥିବା ଆର୍ଟିଆଇ ଡାଟା ମୁତାବକ, ମେରୁ ଜୁଲାଇ ମଧ୍ୟରେ ପରୀକ୍ଷଣ ଲାଗି ସଂଗ୍ରହ କରାଯାଇଥିବା ୪୦୫୪ ମସଲା ନମୁନା ମଧ୍ୟରୁ ୪୭୪ଟି ଗୁଣବତ୍ତା ଏବଂ ସୁରକ୍ଷା ମାନକ ପରୀକ୍ଷାରେ ବିଫଳ ହୋଇଥିଲା । କେଉଁ ବ୍ରାଣ୍ଡ୍ଗୁଡିକର ମସଲା ଏହି ପରୀକ୍ଷାରେ ବେଶି ମାତ୍ରାରେ ବିଫଳ ହୋଇଛି ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଭାରତୀୟ ମସଲା ଶିଳ୍ପ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ବିଦ୍ଯାଳୟର ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସମ୍ବାଦ, ଆମ ଓଡିଶା ଓ ସମ୍ବାଦ ସାହିତ୍ୟ ଘର ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ପୌରପରିଷଦର ପୌରାଧ୍ୟକ୍ଷା ନିରୁପମା ଖଟେଇ ଯୋଗଦେଇ ଥିଲା ବେଳେ ମୁଖ୍ଯ ବକ୍ତା ଭାବେ ନାଟ୍ଯ ଭୂଷଣ ଡକ୍ଟର ବିଜୟ କୁମାର ଚୌଧୁରୀ , ସମ୍ମାନିତ ଅତିଥି ଭାବେ ସମାଜସେବୀ ପ୍ରମୋଦ ପଟ୍ଟନାୟକ, […]
୫୦୦ ଆଦିବାସୀ ଗାଁକୁ ଉନ୍ନତି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଆକ୍ସନ ମୋଡ଼ରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ। ରୋଡ଼ମ୍ୟାପ ପ୍ରସ୍ତୁତ କଲା ବିଭାଗ। ଯେଉଁ ଗାଁଗୁଡିକରେ ୮୦ ରୁ ୯୦ ପ୍ରତିଶତ ଆଦିବାସୀ ରହିଛନ୍ତି ସେହି ସବୁ ଗାଁ ଗୁଡିକୁ ଚିହ୍ନଟ କରାଯାଇ ଖୁବଶୀଘ୍ର କାମ ଆରମ୍ଭ କରିବା ପାଇଁ ଯୋଜନା କରୁଛି ବିଭାଗ। ରାସ୍ତା, ପାନୀୟ ଜଳ, କୃଷି, ପଶୁ ପାଳନ, ଜଳସେଚନ, ଜଙ୍ଗଲଜାତ ଦ୍ରବ୍ୟର ବିକ୍ରି, ଯୁବକ ମାନଙ୍କୁ ବିଭିନ୍ନ […]
