ରାୟଗଡ:-ତା. ୧୭/୧୧-ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ,ମାନ୍ୟବର ମନ୍ତ୍ରl, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଶଶକ୍ତି କରଣ ବିଭାଗ,ଓଡିଶା ଦୁଇଦିନିଆ ରାୟଗଡ ଗସ୍ତରେ ଆସି ବିଭନ୍ନ କାର୍ଯ୍ୟକ୍ରମରେ ଯୋଗେଇଥିଲେ ଓ କାର୍ଯ୍ୟକ୍ରମ ସମୀକ୍ଷା କରିଥିଲେ l ଆଜି ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟlୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କରିଥିଲେ l ସାମ୍ମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର […]
ଆଚାର୍ଯ୍ୟ ବିଶ୍ୱରଂଜନ ସଭାପତି ଓ ପ୍ରଶାନ୍ତ ଜେନା ସମ୍ପାଦକ। ନୟାଗଡ଼,୧୭/୧୧ — ନୟାଗଡ଼ ଜିଲ୍ଲା ୟୁନିଅନ ଅଫ୍ ଜର୍ଣାଲିଷ୍ଟ ର ଦ୍ୱିବାର୍ଷିକ ସମ୍ମିଳନୀ ଓ ଛାଡଖାଇ ଭେଟଭାଟ ନୟାଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ନଭେମ୍ବର ୧୭ ତାରିଖ ରେ ଅନୁଷ୍ଠିତ ହୋଇଯାଇଛି। ତତ୍ ସହିତ ସାଙ୍ଗଠନିକ ନିର୍ବାଚନ ଉପଦେଷ୍ଟା ସଞ୍ଜୟ ସ୍ବାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଯାଇଅଛି। ସମ୍ମିଳନୀରେ ପରିବର୍ତ୍ତନଶୀଳ ଗଣମାଧ୍ୟମ ରୂପ ଉପରେ ଆଲୋଚନା କରାଯାଇଥିଲା। ମୂଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଅରୁଣ […]
ନୟାଗଡ଼,୧୭। ୧୧: ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ,ଖଣ୍ଡପଡ଼ା ଠାରେ ଅନୁଷ୍ଠିତ ହୋଇଯାଇଛି। ଏହାକୁ ଅନୁଷ୍ଠାନର ସଭାପତି ଡ. ବିଜୟ କୁମାର ଚୌଧୁରୀ ଏବଂ ଶିକ୍ଷାକେନ୍ଦ୍ର ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ମିଶ୍ର ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଏହି ପ୍ରତିଯୋଗିତାରେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର କଣ୍ଠଶିଳ୍ପୀ ମାନେ ଅଂଶ ଗ୍ରହଣ […]
ନୟାଗଡ଼,୧୭ା୧୧ : ଦୈନିକ ଖବରକାଗଜ ‘ସକାଳ’ ୪ର୍ଥ ସ୍ୱନ୍ନକ୍ଷତ୍ର ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକ ସଭାଗୃହରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବରିଷ୍ଠ ଓ କନିଷ୍ଠ ବିଭାଗରେ ଅନେକ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ । କନିଷ୍ଠ ବର୍ଗରେ ବିଚାରକ ଭାବେ ଅବସରପ୍ରାପ୍ତ ମହାବିଦ୍ୟାଳୟ ଅଧ୍ୟକ୍ଷ ମହମ୍ମର ଓମାର ମଲ୍ଲିକ, ସାମ୍ବାଦିକ ରାମକୃଷ୍ଣ ରଥ, ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟ ଓଡ଼ିଆ ଅଧ୍ୟାପକ ଶୁଭ୍ରାଂଶୁ ବିଶ୍ୱାଳ ଦାୟିତ୍ୱ ନିର୍ବାହ କରିଥିଲେ […]
ଆଚାର୍ଯ୍ୟ ବିଶ୍ୱରଂଜନ ସଭାପତି ଓ ପ୍ରଶାନ୍ତ ଜେନା ସମ୍ପାଦକ ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲା ୟୁନିଅନ ଅଫ୍ ଜର୍ଣାଲିଷ୍ଟ ର ଦ୍ୱିବାର୍ଷିକ ସମ୍ମିଳନୀ ଓ ଛାଡଖାଇ ଭେଟଭାଟ ନୟାଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ନଭେମ୍ବର ୧୭ ତାରିଖ ରେ ଅନୁଷ୍ଠିତ ହୋଇଯାଇଛି। ତତ୍ ସହିତ ସାଙ୍ଗଠନିକ ନିର୍ବାଚନ ଉପଦେଷ୍ଟା ସଞ୍ଜୟ ସ୍ବାଇଁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଯାଇଅଛି। ସମ୍ମିଳନୀରେ ପରିବର୍ତ୍ତନଶୀଳ ଗଣମାଧ୍ୟମ ରୂପ ଉପରେ ଆଲୋଚନା କରାଯାଇଥିଲା। ମୂଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଅରୁଣ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ,ଖଣ୍ଡପଡ଼ା ଠାରେ ଅନୁଷ୍ଠିତ ହୋଇଯାଇଛି। ଏହାକୁ ଅନୁଷ୍ଠାନର ସଭାପତି ଡ. ବିଜୟ କୁମାର ଚୌଧୁରୀ ଏବଂ ଶିକ୍ଷାକେନ୍ଦ୍ର ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ରଥ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଏହି ପ୍ରତିଯୋଗିତାରେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର କଣ୍ଠଶିଳ୍ପୀ ମାନେ ଅଂଶ ଗ୍ରହଣ […]
ମେଷଆଜି ଆଗରୁ ବାକିରହିଥିବା କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ବୃଥା ବିବାଦ, ଟଣା ଓଟରା ମଧ୍ୟରେ ଆଗକୁ ଯାଇପାରିବେ ନାହିଁ। ବୃଷବାଣିଜ୍ୟ, ସନ୍ତାନଙ୍କ ସମସ୍ୟା ସମାଧାନ ହେବ । ବିବାଦ, ଚୋରି, ବୃଥାଟନଜନିତ ଅପବ୍ୟୟର ସୀମା ଟପିଯିବ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍ବେଗ ବଢିପାରେ। ମିଥୁନଆଜି ଆକସ୍ମିକ ଭାବରେ […]
ରାୟଗଡା/୧୬/୧୧/୨୪ : ରାୟଗଡା ଜିଲ୍ଳା ପ୍ରଶାସନ ଓ ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜିଲ୍ଳା ପରିଷଦ ସ୍ୱଭାଗୃହ ଠାରେ ଜିଲ୍ଳାସ୍ତରୀୟ ଜାତୀୟ ପ୍ରେସ୍ ଦିବସ-୨୦୨୪ ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ରାୟଗଡା ଅତିରିକ୍ତ ଜିଲ୍ଳାପାଳ ଭାସ୍କର ରଇତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପ ଜିଲ୍ଳାପାଳ କଲ୍ୟାଣୀ ସଂଘମିତ୍ରା ଦେବୀ, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଡ଼ଃ ଦୟାନିଧି ବାଗ, ଅଧ୍ୟକ୍ଷା ରାୟଗଡ ସ୍ୱୟଂ ଶାସିତ ମହାବିଦ୍ୟାଳୟ, ଡ଼ଃ ବବିଲତl ସରାଫ,ସମ୍ମାନିତ ଅତିଥି […]
ସମଗ୍ର ଦେଶର ଶ୍ରେଷ୍ଠ ଥାନା ଭାବେ ୨୦୨୪ ଆର୍ଥିକ ବର୍ଷ ତାଲିକାରେ ଗଞ୍ଜାମ ଜିଲା ପାଟପୁର ଥାନା ସ୍ଥାନ ପାଇଛି। ଆସନ୍ତା ୨୯ରୁ ଡିସେମ୍ବର ୧ ଯାଏ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜାତୀୟସ୍ତରୀୟ ଡିଜିପି ସମ୍ମିଳନୀରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ପାଟପୁର ଥାନାକୁ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ କରାଯିବ। ଏହା ଗଞ୍ଜାମ ଜିଲ୍ଲା ପୋଲିସ ପାଇଁ ସୌଭାଗ୍ୟ ଓ ଗୌରବର ବିଷୟ ବୋଲି କହିଛନ୍ତି ଗଞ୍ଜାମ ଏସ୍ପି । ଉତ୍କୃଷ୍ଟ କାର୍ଯ୍ୟଦକ୍ଷତା ବଳରେ […]
ଅବକାରୀ ବିଭାଗର ବଡ ପଦକ୍ଷେପ । ୮ ଜଣ ଅବକାରୀ କର୍ମଚାରୀ ଚାକିରିରୁ ବହିଷ୍କୃତ ହୋଇଛନ୍ତି । ୨୦ଜଣ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ବହିଷ୍କୃତ ୩ ଏଏସ୍ଆଇଙ୍କ ମଧ୍ୟରେ ଔରପଲକ ଦାସ, ସୁଦୀପ୍ତ ଦାସ ଓ ନିରଞ୍ଜନ ଖଟୁଆ ରହିଥିବା ବେଳେ ୫ କନଷ୍ଟେବଳଙ୍କ ମଧ୍ୟରେ ଦୀପକ ପାଣିଗ୍ରାହୀ, ତ୍ରିଲୋଚନ ରାଇଚିତା, ଆର୍ ଭେଙ୍କେଟସ କୁମାର, ତ୍ରିନାଥ ସବର ଓ ରାଜୀବ ଭଞ୍ଜ।ଅବକାରୀ ବିଭାଗର ୨୧ କର୍ମଚାରୀଙ୍କ ବିରୁଦ୍ଧରେ ବିଭନ୍ନ ଅଭିଯୋଗରେ ମାମଲାର ତଦନ୍ତ ଚାଲିଥିଲା । […]
ଏଥର ରେଳଟ୍ରାକରେ ହେଉ ଅବା ଟ୍ରେନ ଭିତରେ ରିଲ୍ସ କରିବା ପଡିବ ମହଙ୍ଗା । ଏଥିପାଇଁ ରେଲୱେ ପକ୍ଷରୁ ନୋଟିସ ଜାରି କରାଯାଇଛି । ରେଳ ସୁରକ୍ଷା ପାଇଁ ବିପଦ ଆଣୁଥିବା ଲୋକଙ୍କ ଉପରେ ଏଥର କେସ୍ କରାଯିବ ।ଭାଇରାଲ ହେବା ମୋହରେ କେତେବେଳେ ଟ୍ରାକ୍ ଉପରେ ଯୁବ ପିଢ଼ି ଶୋଇ ପଡ଼ି ରିଲ୍ କରୁଛନ୍ତି ତ କେତେବେଳେ ଚଳନ୍ତା ଟ୍ରେନ୍ ଆଗରେ ଶୁଟ୍ କରୁଛନ୍ତି ଭିଡିଓ । ଫଳରେ ଅକାଳରେ ଚାଲି ଯାଉଛି ବହୁ ଜୀବନ […]
ଦରଦାମ ବୃଦ୍ଧି ପ୍ରସଙ୍ଗକୁ ନେଇ ଶ୍ୱେତପତ୍ର ପ୍ରକାଶ କଲା ବ୍ୟବସାୟୀ ସଂଘ। ଖାଉଟିଙ୍କ ସ୍ୱାର୍ଥକୁ ଆଖି ଆଗରେ ରଖି ସରକାରଙ୍କ ଭୁଲ ଭଟକା ସାମ୍ନାକୁ ଅଣାଯାଉଛି। ଏହା ପରେ ବି ସରକାର ପଦକ୍ଷେପ ନ ନେବାରୁ ଏଭଳି ପଦକ୍ଷେପ ନେଇଛି ବ୍ୟବସାୟୀ ସଂଘ। ଆସନ୍ତା ୨୧ ଓ ୨୨ ତାରିଖ ପରେ ୧୪୭ ବିଧାନସଭା ନିର୍ବାଚନ ମଣ୍ଡଳୀ ବୁଲି ଅଭିଯାନ ଆରମ୍ଭ କରିବ ରାଜ୍ୟ ବ୍ୟବସାୟୀ ସଂଘ।ଦରଦାମ ବୃଦ୍ଧିର ପ୍ରକୃତ କାରଣ ଓ କିଏ ଦାୟୀ ଏହାକୁ […]
