ଓଡିଶାରେ ବେଲଗାମ୍ ଆଳୁ। ରାଜ୍ୟରେ ଦେଖା ଦେଇଛି ଉତ୍କଟ ଆଳୁ ସଙ୍କଟ । ଯେତେ ଯାହା କଲେ ବି ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଳୁ ଅଟକାଇ ଦେବାରୁ ଓଡ଼ିଶାରେ ଆଳୁ ସଙ୍କଟ ଦେଖାଦେଇଛି। ଆଳୁ ସଂକଟ ଦୂର କରିବା ପାଇଁ ରାଜ୍ୟ ସରକାର ଯେତେ ଯାହା ଉଦ୍ୟମ କଲେ ବି ସଫଳ ହେଉନାହାନ୍ତି। କୁହାଯାଉଛି ଯେ, କିଛି ସ୍ଥାନରେ ଆଳୁ କିଲୋ ୫୦ରୁ ୬୦ ଟଙ୍କାରେ ବିକ୍ରି […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଅର୍ଥାତ୍ ଅଗଷ୍ଟ ୯ କ୍ରାନ୍ତି ଦିବସ ଅବସରରେ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ମିଳିବ ବୋଲି ଘୋଷଣା କରିଛନ୍ତି। ଏନେଇ ଖୁବ୍ ଶୀଘ୍ର ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ। ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତି ପକ୍ଷରୁ କ୍ରାନ୍ତି ଦିବସ ପାଳନ କରାଯାଇଛି । ଏହି ଘୋଷଣାକୁ ନେଇ ବିଭିନ୍ନ ମହଲରେ ଖୁସି ପ୍ରକଟ ହୋଇଛି। ଏହାକୁ ମଧ୍ୟ ସ୍ବାଗତ କରାଯାଇଛି। ଏହାଦ୍ବାରା […]
ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍ର ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ୍ ବନ୍ୟାଜଳ ପ୍ରବାହିତ ହେଉଛି। ଏନେଇ ୧୦ ଜିଲାର ଜିଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି) ସତ୍ୟବ୍ରତ ସାହୁ। ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଳ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ତଳିଆ ଅଞ୍ଚଳ ଉପରେ ନଜର ରଖିବା […]
ରାୟଗଡ: 08/08/2024 ରାୟଗଡ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟବାନ ମହାଜନ ଆଜି ଗୋଟିଏ ପୁତ୍ର ସନ୍ତାନ କୁ ଓଡ଼ିଆ ଦମ୍ପତ୍ତି ଙ୍କୁ ହସ୍ତାନ୍ତର କରିଛନ୍ତି l ପୋଷ୍ୟ ସନ୍ତାନ ଗ୍ରହଣ ପାଇଁ 2020 ମସିହାରେ କେନ୍ଦ୍ର ସରକାରଙ୍କ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଅନୁସନ୍ଧାନ ପ୍ରାଧିକରଣ (କାରା) କର୍ତ୍ତୁପକ୍ଷ ଙ୍କ ନିକଟରେ ଆବେଦନ କରିଥିବା ଓଡ଼ିଆ ଦମ୍ପତ୍ତି ଙ୍କ ଆଶା ପୂରଣ ହୋଇଛି l 4ବର୍ଷ ର ଅପେକ୍ଷା ପରେ ଗତ 4 ମାସ ଧରି ସରକାରଙ୍କ ଦ୍ୱାରା […]
ଉପମୁଖ୍ୟମନ୍ତ୍ରୀ ତଥା ପାଟଣାଗଡ଼ ବିଧାୟକ କନକବର୍ଦ୍ଧନ ସିଂହଦେଓଙ୍କ ନିର୍ବାଚନକୁ ଚ୍ୟାଲେଞ୍ଜ କରି ପରାଜିତ ବିଜେଡି ପ୍ରାର୍ଥୀ ସରୋଜ କୁମାର ମେହେର ଦାୟର କରିଥିବା ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ କରିଛନ୍ତି। ଅଗଷ୍ଟ ୩୦ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଥିବା ଜଣାପଡ଼ିଛି । ଫୌଜଦାରୀ ମାମଲାଗୁଡ଼ିକର ସାନି ସ୍ଥିତି ନେଇ ମଧ୍ୟ ସତ୍ୟପାଠରେ ତଥ୍ୟ ନାହିଁ। ଶ୍ରୀ ସିଂହଦେଓ ନାମାଙ୍କନ ବେଳେ ଦାଖଲ କରିଥିବା ସତ୍ୟପାଠରେ ନିଜ ସ୍ଥାବର, ଅସ୍ଥାବର ସଂପତ୍ତିର […]
ନୂଆ ରୂପ ନେବ ସଂଗଠନ । ଛାମୁଆ ସଂଗଠନରେ ନୂଆ ଉତ୍ସାହ ଭରାଯିବ । ଆଗକୁ ବଢ଼ିବାକୁ କସରତ ଆରମ୍ଭ କରି ଦେଇଛି ଦଳ । ଲୋକଙ୍କ ଆସ୍ଥା ଫେରି ପାଇବାକୁ ବିଜେଡି ତିଆରି କରୁଛି ରଣନୀତି ।ନବୀନ ଆଲୋଚନା ସମୟରେ କହିଛନ୍ତି ଯେ ଓଡ଼ିଶାବାସୀ ଆମକୁ ୨୪ବର୍ଷ ଧରି ନିରନ୍ତର ଭାବେ ଆଶୀର୍ବାଦ ଦେଇଛନ୍ତି। ସେଥିପାଇଁ ଆମେ ସମେସ୍ତ ଓଡ଼ିଶାବାସୀଙ୍କ ନିକଟରେ ଋଣୀ। ଆଗକୁ ଏହି କଠିନ ପରିଶ୍ରମ ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ। […]
ବଜାରରେ ଆଳୁ ଦର ଆକାଶ ଛୁଆଁ। ସରକାରଙ୍କ ହସ୍ତକ୍ଷେପ ପରେ ବି ଦରରେ ଲଗାମ ଲାଗୁନି। କେବେ ସ୍ବାଭାବିକ ହେବ ସ୍ଥିତି ଏହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଖାଉଟି। ରାଜଧାନୀରେ ୬୦ ଟଙ୍କାରେ ବିକ୍ରି ହେଉଛି ଆଳୁ। ତେବେ ନାଫେଡ ମାଧ୍ୟମରେ ଆଳୁ କିଣି ଖାଉଟିଙ୍କୁ ଯୋଗାଇବେ ରାଜ୍ୟ ସରକାର। ଏନେଇ ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଗୁରୁବାର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କେଜି ପିଛା ଆଳୁ ୩୦ ଟଙ୍କାରେ ଦିଆଯିବ । […]
ପଶ୍ଚିମ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ମୌସୁମୀ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଗୁରୁବାର ନୟାଗଡ଼ରେ ସର୍ବାଧିକ ୪୯.୦ ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ ଢେଙ୍କାନାଳରେ ୪୫.୨ ମି.ମି., ତାଳଚେର ୩୫.୦ ମି.ମି., ବାରିପଦା ୩୦.୨ ମିିମି ଏମଂ ନବରଙ୍ଗପୁରରେ ୧୬.୪ ମିମି ବର୍ଷା ହୋଇଛି।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ହେଉଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ […]
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ +୨ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ଆସନ୍ତା ୧୦ ତାରିଖରେ ଶେଷ ହେବ। ନାମଲେଖା ସରିବା ପରେ ସ୍ପଟ୍(ତତ୍କାଳ) ନାମଲେଖା ଅନୁଷ୍ଠିତ ହେବ। ବୁଧବାର ଏସଂକ୍ରାନ୍ତରେ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଉଚ୍ଚମାଧ୍ୟମିକ ସ୍କୁଲ୍ (ଯୁକ୍ତ ଦୁଇ କଲେଜ) ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି । ଆସନ୍ତା ୧୨ ତାରିଖରେ ସ୍ପଟ ଆଡମିଶନ ପ୍ରକ୍ରିୟା ଆରମ୍ଭ ହେବ । ୧୨ ତାରିଖ ସକାଳ ୧୧ଟାରୁ ଚଏସ୍ ଲକିଂ ପାଇଁ ଛାତ୍ରଛାତ୍ରୀମାନେ ଲଗ୍ଇନ୍ […]
ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୬ ଗେଟ୍। ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବାମ ପାର୍ଶ୍ଵରେ ୯ଟି ଏବଂ ଦକ୍ଷିଣ ପାର୍ଶ୍ଵରେ ୫ଟି ଗେଟ୍ ଖୋଲା ରହିଛି। ଜଳ ଭଣ୍ଡାରରୁ ଗେଟ ଖୋଲିବା ପରେ ମହାନଦୀରେ ବଢିଛି ଜଳସ୍ତର। କଟକର ମୁଣ୍ଡଳୀଠାରେ ୫.୭୮ ଲକ୍ଷ୍ୟ କ୍ୟୁସେକ ବନ୍ୟାଜଳ ନିଷ୍କାସିତ ହେଉଛି। ମହାନଦୀ ଅବବାହିକାରେ ଥିବା ୧୦ଟି ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ସକାଳ ୬ଟା ସୁଦ୍ଧା ଜଳଭଣ୍ଡାର […]
ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।* ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।* ମିଥୁନ: […]
ଆସନ୍ତା ସ୍ୱାଧୀନତା ଦିବସରେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା-ଇସ୍ରୋ ଏସଏସଏଲଭି ଜରିଆରେ ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହ ଉତକ୍ଷେପଣ କରିବ। ମହାକାଶକୁ ପୃଥିବୀ ପର୍ଯ୍ୟବେକ୍ଷଣ ଉପଗ୍ରହ ଉତକ୍ଷେପଣ କରି ଇସ୍ରୋ ସ୍ୱାଧୀନତା ଦିବସ ପାଳନ କରିବ।ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ୍ ସ୍ପେସ ସେଣ୍ଟରରୁ ଏହି ଉତ୍କ୍ଷେପଣ ହେବ। ୧୭୫.୫ କିଲୋଗ୍ରାମ ଓଜନର ଏହି ଉପଗ୍ରହଟି ପରିବେଶ ମନିଟରିଂ, ବିପର୍ଯ୍ୟୟ ପରିଚାଳନା ଏବଂ ବୈଷୟିକ ପ୍ରଦର୍ଶନ ପାଇଁ ବ୍ୟବହୃତ ହୁଏ। ଏହି ଫଟୋଗୁଡ଼ିକ ବିପର୍ଯ୍ୟୟ ବିଷୟରେ ସୂଚନା ପ୍ରଦାନ କରିବ। ଜଙ୍ଗଲ […]
