ଭିତରକନିକା ଜାତୀୟ ଉଦ୍ୟାନର ନଦୀ, ନାଳ ମାନଙ୍କରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ବସା ଚିହ୍ନଟ ପକ୍ରିୟା ଜାରି ରହିଛି । ପ୍ରତିବର୍ଷ ମଇ ୧ ତାରିଖ ଠାରୁ ଜୁଲାଇ ୩୧ ତାରିଖ ଯାଏଁ ଦୀର୍ଘ ୩ମାସ ଧରି ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ପକ୍ରିୟା ଜାରି ରହିଥାଏ । ମାଆ କୁମ୍ଭୀର ଅଣ୍ଡା ଦେବା ପାଇଁ ନିରାପଦ ସ୍ଥାନ ଖୋଜିଥାଏ । ନାଳଠୁ ଉଚ୍ଚା ସ୍ଥାନରେ ବସା କରିଥାଏ । ଖରଖରି ପତ୍ର ଓ […]
ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ ଭାବରେ ନାମିତ କରିଛନ୍ତି। ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ଗେଜେଟ ବିଜ୍ଞପ୍ତିରେ ସେମାନଙ୍କ ନାମ UAPA ର ଚତୁର୍ଥ ସୂଚୀରେ ଅନ୍ତର୍ଭୁକ୍ତ କରାଯାଇଛି। ୟୁଏପିଏ ଅଧୀନରେ ୨୩ ଜଣ ଜୈଶ-ଏ-ମହମ୍ମଦ ଏବଂ ଲସ୍କର-ଏ-ତୋଏବଙ୍କୁ ଆତଙ୍କବାଦୀ ଘୋଷଣା କରିଛନ୍ତି । ସେମାନଙ୍କ ଉପରେ ଆତଙ୍କବାଦୀ କାର୍ଯ୍ୟକଳାପ, ଆତଙ୍କବାଦୀଙ୍କୁ ନିଯୁକ୍ତି, ଅନୁପ୍ରେବଶ, […]
ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ ଓ ବହିଷ୍କାର ପାଇଁ ନିର୍ଦ୍ଦେଶ ଦେବା ସତ୍ତ୍ୱେ ଦାବି ପୂରଣ ଜିଦ୍ରେ ଓଡ଼ିଶା ମେଡିକାଲ ସର୍ଭିସ୍ ଆସୋସିଏଶନ (ଓମ୍ସା) ଅଟଳ ରହିଛି। ଫଳରେ ୪ ଦିନ ହେବ ସରକାରୀ ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲ ସମେତ ଡାକ୍ତରଖାନାରେ ରୋଗୀସେବା ଗୁରୁତର ପ୍ରଭାବିତ ହୋଇଛି। କଟକ ବଡ଼ ମେଡିକାଲର ପ୍ରତ୍ୟେକ ୱାର୍ଡ […]
ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଛି । ଚିକିତ୍ସା ପାଇଁ ତାଙ୍କୁ ଥାଣେ ଜୁପିଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଉପରେ ଲଗାତାର ଡାକ୍ତରଙ୍କ ଦଳ ନଜର ରଖିଛନ୍ତି ।ଅତ୍ୟଧିକ ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଏବଂ ବଢୁଥିବା କାର୍ଯ୍ୟ ଚାପର ପ୍ରଭାବ ଏକନାଥ ଶିନ୍ଦେଙ୍କ ସ୍ବାସ୍ଥ୍ୟ ଉପରେ ପଡ଼ିଛି। ବିଧାନସଭା ଅଧିବେଶନ ସମୟରେ ସେ ଜ୍ୱର ଏବଂ ଦୁର୍ବଳ ଅନୁଭବ କରିବାକୁ ଲାଗିଥିଲେ। ଏହା ସତ୍ତ୍ୱେ, ସେ ତାଙ୍କର ନିର୍ଦ୍ଧାରିତ କାର୍ଯ୍ୟରେ ଯୋଗ ଦେବାକୁ […]
କଟକର ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ମହିଳା ଇନ୍ସପେକ୍ଟର-ଇନ୍-ଚାର୍ଜ (IIC) ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।ଘଟଣା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । ତେବେ ପୋଲିସ ପକ୍ଷରୁ ତଦନ୍ତ ଶେଷ ହେବା ପରେ ଘଟଣାର ପ୍ରକୃତ କାରଣ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିବ ବୋଲି ଆଶା କରାଯାଉଛି।ସବୁଠୁ ବଡ କଥା ଯେ, ଆଇଆଇସି ବିୟୁଟି ମହାନ୍ତି ମହିଳା ଥାନାରେ ଥାନା ଅଧିକାରୀ ଭାବେ ଅନେକ ଦିନ ଧରି ଦାୟିତ୍ୱ ତୁଲାଇଛନ୍ତି । ଯଦିଓ ମୃତ୍ୟୁର […]
ରାମ ମନ୍ଦିରରେ ଦାନଅର୍ଥ ଚୋରି ମାମଲା ପରେ ଶ୍ରୀ ବଦ୍ରିନାଥ ଏବଂ କେଦାରନାଥ ମନ୍ଦିର ସମିତି ନିଜ ଅଧିନରେ ଥିବା ସମସ୍ତ ମନ୍ଦିରକୁ ହେଉଥିବା ଦାନ, ଅର୍ପଣ ଏବଂ ରାଜସ୍ବ ସମ୍ବନ୍ଧୀ ସମସ୍ତ ପ୍ରବନ୍ଧନ ପାଇଁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି । ଏହି ନିର୍ଦ୍ଦେଶରେ ଦାନ, ଅର୍ପଣ ହେଉଥିବା ଜିନିଷର ସଂଗ୍ରହ, ସୁରକ୍ଷା ଏବଂ ପୂର୍ଣ୍ଣ ପାରିଦର୍ଶିତାକୁ ବାଧ୍ୟତାମୂଳକ କରାଯାଇଛି । ଭବିଷ୍ୟରେ ଏଭଳି କିଛି ଅନିୟମିତତା ନ ହେବାକୁ ଏଭଳି ନିଷ୍ପତ୍ତି ନିଆଯାଇଛି ।ଡେରାଡୁନର […]
ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଭୀଷଣ ବର୍ଷା ଆଶଙ୍କାରେ ୫ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । କଟକ, ଢେଙ୍କାନାଳ, କେନ୍ଦୁଝର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଦିଆଯାଇଛି । ଉପକୂଳ ଓଡ଼ିଶା, ଦକ୍ଷିଣ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଲାଗି ରହିବ । ଉତ୍ତର […]
ସ୍ନାନଯାତ୍ରା ପରେ ଅଣସର ଘରେ ଅସୁସ୍ଥ ଦାରୁବ୍ରହ୍ମଙ୍କ ଅନବସର ତଥା ଗୁପ୍ତ ସେବା। ପଞ୍ଚମ ଦିନର ବିଳମ୍ବିତ ରାତିରେ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ଫିଟିଛି । ଆଜି ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ନିକଟରେ ଲାଗି ହେବ ଫୁଲୁରୀ ତେଲ। ଏନେଇ ବଡଓଡିଆ ମଠ ପକ୍ଷରୁ ଚାଲିଛି ତେଲ ପ୍ରସ୍ତୁତି। ଆଜି ମଧ୍ୟାହ୍ନ ଧୂପ ପରେ ଏହି ଫୁଲୁରି ତେଲ ଶ୍ରୀମନ୍ଦିରକୁ ବିଜେ କରିବା ସହିତ ରାତିରେ ମହାପ୍ରଭୁଙ୍କୁ ଲାଗି କରିବେ ଦଇତାପତି ସେବକ। ଜ୍ୱରରେ ପୀଡ଼ିତ ମହାପ୍ରଭୁଙ୍କ ଏବେ […]
ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ। ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]
ଚଳିତ ୨୦୨୬ ଫିଫା ବିଶ୍ୱକପ୍ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି। ଯଦି ଆମେରିକା ପୁରୁଷ ଫୁଟବଲ ଦଳ ଚଳିତ ବିଶ୍ୱକପ ଟ୍ରଫି ହାସଲ କରେ, ତେବେ ସଂସ୍ଥା ପକ୍ଷରୁ ଚନ୍ଦ୍ରପୃଷ୍ଠକୁ ଏକ ଫୁଟବଲ ପଠାଯିବ ବୋଲି ନାସାର ପ୍ରଶାସକ ଜାରେଡ ଆଇଜାକ୍ମ୍ୟାନ ମଙ୍ଗଳବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଘୋଷଣା କରିଛନ୍ତି।ବର୍ତ୍ତମାନ ନାସା ଚନ୍ଦ୍ରରେ ମାନବ ବସତି ବା ‘ଇନସାନୀ ବେସ୍’ ସ୍ଥାପନ […]
ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ସ୍ୱାଭାବିକ କରିବା ପାଇଁ ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି । ଓଡ଼ିଶା ମେଡିକାଲ ସେବା ସଂଘ (OMSA)ର ବିଭିନ୍ନ ଦାବି ସମ୍ପର୍କରେ ଆଲୋଚନା କରିବା ପାଇଁ ରାଜ୍ୟ ସରକାର ସଂଘର କର୍ମକର୍ତ୍ତାଙ୍କୁ ଆମନ୍ତ୍ରଣ କରିଛନ୍ତି ।ଆସନ୍ତାକାଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଓମ୍ସାର ବିଭିନ୍ନ ଦାବି ସମ୍ପର୍କରେ ସ୍ୱାସ୍ଥ୍ୟମନ୍ତ୍ରୀ ଆସୋସିଏସନର ରାଜ୍ୟ […]
ରାଜଧାନୀ ଉପକଣ୍ଠ ବାଲିଅନ୍ତାରେ ଜିଆରପି କନଷ୍ଟେବଳ ସୌମ୍ୟରଞ୍ଜନ ସ୍ୱାଇଁ ହତ୍ୟା ଘଟଣାର ଖୋଳତାଡ଼ ଚଳାଇଛି କ୍ରାଇମବ୍ରାଞ୍ଚ । ସୌମ୍ୟଙ୍କ ସାଙ୍ଗ ଓମ୍ ପ୍ରକାଶ ରାଉତଙ୍କ ଆଜି (ଶୁକ୍ରବାର) ଲାଏ ଡିଟେକ୍ସନ୍ ଟେଷ୍ଟ୍ ହୋଇଛି ।ରାଜ୍ୟ ଫରେନ୍ସିକ ସାଇନ୍ସ ଲାବୋରେଟୋରୀରେ କଡ଼ା ସୁରକ୍ଷା ମଧ୍ୟରେ ଓମ୍ଙ୍କୁ ସାମ୍ନା କରିବାକୁ ପଡ଼ିଛି ବିଶେଷଜ୍ଞଙ୍କ ପ୍ରଶ୍ନବାଣ । ଓମ୍ଙ୍କ ପରୀକ୍ଷା ପରେ ହତ୍ୟାକାଣ୍ଡର ଅସଲ ରହସ୍ୟ ଖୋଲିବ ବୋଲି ଆଶା କରାଯାଉଛି ।ଓମ୍ ପ୍ରକାଶଙ୍କ ଉପରେ ସୌମ୍ୟଙ୍କ ପରିବାର ଲୋକ ସନ୍ଦେହ […]
