author

ନୟାଗଡ଼ରେ ପାଲେଷ୍ଟାଇନ ସଂହତି ଦିବସ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ସଦର ମହକୁମାରେ ସି.ପି.ଆଇ.(ଏମ୍) ନେତୃତ୍ବରେ ପଟୁଆର ସହିତ ନୟାଗଡ଼ ସହର ପରିକ୍ରମା ପୂର୍ବକ ପାଲେଷ୍ଟାଇନ ସଂହତି ଦିବସ ପାଳନ କରାଯାଇଛି। ଆମେରିକା ମଦତପୁଷ୍ଟ ଯୁଦ୍ଧଖୋର ଇସ୍ରାଏଲ ଯେଭଳି ବର୍ଷାଧିକ କାଳ ପାଲେଷ୍ଟାଇନକୁ କବଳିତ କରିବାପାଇଁ ଆକ୍ରମଣ ଚଳାଇ ରଖିଛି, ବୋମା ଓ କ୍ଷେପଣାସ୍ତ୍ର ମାଡ଼ରେ ହଜାରହଜାର ପାଲେଷ୍ଟାଇନୀୟ ସାଧାରଣ ନାଗରିକ, ଛୋଟଶିଶୁ, ବୃଦ୍ଧ ବୃଦ୍ଧା, ସ୍କୁଲ ଛାତ୍ରଛାତ୍ରୀଙ୍କୁ ହତ୍ୟା କରୁଛି,ତାହାର ପ୍ରତିବାଦରେ ବାମପନ୍ଥୀ ଦଳଙ୍କ ପକ୍ଷରୁ ଆହୂତ ଦେଶବ୍ୟାପୀ କାର୍ଯ୍ୟକ୍ରମର ଆଧାରରେ ଏହି […]

ଆଲୋଚନା ସଫଳ,ଆନ୍ଦୋଳନ ନିଷ୍ପତ୍ତିରୁ ଓହରିଲେ ବସ ମାଲିକ

ଧର୍ମଘଟ ନିଷ୍ପତ୍ତିରୁ ଓହରିଲେ ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ୍ ମାଲିକ ସଂଘ । ଆଜି ସନ୍ଧ୍ୟାରୁ ଆରମ୍ଭ ହେବାକୁ ଥିବା ବସ୍‌ ଧର୍ମଘଟ ଶେଷରେ ପ୍ରତ୍ୟାହୃତ ହୋଇଛି । ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଏପରି ନିଷ୍ପତ୍ତି ଶୁଣାଇଛନ୍ତି ବସ୍‌ ମାଲିକ ସଂଘ କାର୍ଯ୍ୟକର୍ତ୍ତା।ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ସାରା ରାଜ୍ୟ। ଏହି ସମୟରେ ଛୁଟି ରହୁଥିବାରୁ ଲୋକେ ଅଧିକ ବସ୍‌ ଯାତ୍ରା କରିଥାନ୍ତି। ହେଲେ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ସୋମବାର ସନ୍ଧ୍ୟାରୁ ୨୪ […]

ମନ୍ତ୍ରୀଙ୍କ ବାସଭବନରେ ଘରୋଇ ବସ୍‌ ମାଲିକ ସଂଘର ବୈଠକ

ଆରମ୍ଭ ହେଲା ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘ ଓ ପରିବହନ ମନ୍ତ୍ରୀଙ୍କ ବୈଠକ । ବୈଠକରେ ଉପସ୍ଥିତ ଅଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ବିଭାଗର ଜିଲ୍ଲାର ଘରୋଇ ବସ ମାଲିକମାନେ। ସନ୍ଧ୍ୟା ୭ଟାରୁ ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ୍‌ ମାଲିକ ସଂଘ ବନ୍ଦ ଡାକରା ଦେଇଛି। ପୂର୍ବରୁ ସମାଧାନ ପାଇଁ ବୈଠକରେ ମାନସ ମନ୍ଥନ ଚାଲିଛି।ଲକ୍ଷ୍ମୀ ବସ ଚଳାଚଳକୁ ଘରୋଇ […]

ପାର୍ବଣରେ କନ୍ଦାଇଲା ସେଞ୍ଚୁରି ମାରିଲା ଟମାଟୋ ଦର

ଟମାଟୋ ସହ ଅଧିକାଂଶ ପନି ପରିଵା ଦାମ ଵଢିଛି । କଟକ ଛତ୍ରଵଜାର ଅର୍ବାନ ହାଟରେ ଟମାଟୋ କିଲୋ ପ୍ରତି ୭୦ ରୁ ୮୦ଟଙ୍କା ରେ ଵିକ୍ରି ହେଉଥିବା ବେଳେ ଵିନ ଛୁଇଁ କିଲୋ ପିଛା ଶହେ କୋଡ଼ିଏ ଟଙ୍କାରେ ଵିକ୍ରି ହେଉଛି। ଅଧିକାଂଶ ପରିଵା ରେଟ ପଚାଶ, ଷାଠିଏ ଟଙ୍କାରୁ ଅଧିକ ରହିଛି। ତେବେ ଦେଶରେ ବର୍ଷା ‌ଯୋଗୁଁ ଟମା‌ଟୋ ଯୋଗାଣ ଓଡ଼ିଶାକୁ ବାଧାପ୍ରାପ୍ତ ହୋଇଛି। ଏଥିଯୋଗୁ ଦରବୃଦ୍ଧି ଘଟିଥିବା ବ୍ୟବସାୟୀମାନେ ମତ ଦେଉଥିଲେ ମଧ୍ୟ […]

ମୌସୁମୀ ଓଡ଼ିଶା ଛାଡ଼ିବା ବିଳମ୍ବ ହେବ

ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାରେ ପାଗ ମେଘୁଆ ସହ କିଛି ସ୍ଥାନରେ ବର୍ଷା ହୋଇଛି। ଗଞ୍ଜାମର ଆସ୍କାଠାରୁ କଟକ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ଲାଗିରହିଛି। ସୋମବାର ମଧ୍ୟ ଏଭଳି ସ୍ଥିତି ଲାଗି ରହିପା‌ରେ। ତେବେ ରାଜ୍ୟରୁ ମୌସୁମୀ ଫେରିବା ବିଳମ୍ବିତ ହୋଇପାରେ। ଉତ୍ତର ବଙ୍ଗୋପସାଗରରେ ମୌସୁମୀ ନିଷ୍କ୍ରିୟ ଅଛି । ୯ ତାରିଖ ବେଳକୁ ତାମିଲନାଡୁ ପାଖ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରୁ କେରଳ ପାଖ ଦକ୍ଷିଣ ପୂର୍ବ ଆରବସାଗର ଯାଏ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ […]

ଫଳ ଗାଡ଼ିରେ ଗଞ୍ଜେଇ ଚାଲାଣ ।

ଫଳ ବୋଝେଇ ଟ୍ରକ୍‌ରୁ ମିଳିଲା ୮୦୮ କିଲୋରୁ ଅଧିକ ଗଞ୍ଜେଇ। ଭୁବନେଶ୍ୱର ଆସୁଥିବା ବେଳେ ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାନ୍ତ କ୍ରିଷ୍ଣାଭରମରୁ ଧରିଲା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ (DRI) । ଆନ୍ଧ୍ରରୁ ଗଞ୍ଜେଇ ଆଣି ଓଡ଼ିଶାରେ ବିକ୍ରି କରିବାକୁ ଯୋଜନା ରଖିଥିଲେ ଦୃର୍ବୃତ୍ତ। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ରାଜସ୍ବ ଗୁଇନ୍ଦା ନିର୍ଦ୍ଦେଶାଳୟ। ଗତକାଲି ରାତିରେ ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାନ୍ତରେ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟର କର୍ମଚାରୀମାନେ ଛକି ରହିଥିଲେ। ଏହି ସମୟରେ ଫଳ ବୋଝେଇ ଟ୍ରକଟି ସେହି ରାସ୍ତା […]

ପୁଣି ମିଳିବ ସୁଭଦ୍ରା ଟଙ୍କା ତେବେ କେମିତି ଜାଣିବେ ଟଙ୍କା ଆସିବ କି ନାହିଁ ?

ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତିରେ ରାଜ୍ୟର ୪୦ ଲକ୍ଷ ହିତାଧିକାରୀଙ୍କୁ ସରକାର ଟଙ୍କା ପ୍ରଦାନ କରିବେ । ଏହି ଟଙ୍କା ଆସନ୍ତା ୯ତାରିଖରେ ମିଳିବାକୁ ଯାଉଛି। ଏସବୁ ଭିତରେ ସବୁଠୁ ବଡ଼ କଥା ହେଉଛି କେଉଁମାନେ ଟଙ୍କା ପାଇବେ ଓ କେଉଁମାନେ ଟଙ୍କା ପାଇବେ ନାହିଁ ସେ ନେଇ ଏବେ ବି କିଛି ଜଣଙ୍କ ଭିତରେ ଦ୍ୱନ୍ଦ୍ୱ ଲାଗି ରହିିଛି । ଯଦି ଆପଣ ବି ଜଣେ ହିତାଧିକାରୀ ତେବେ ଆସନ୍ତୁ ଜାଣିବା କେମିତି ଚେକ […]

ଭୀମସାରରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ବୁର୍ଲା ଭିମସାରରେ ସଂଘର୍ଷ । ଦୁଇ ଡାକ୍ତରୀ ଛାତ୍ର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଓ ମାରପିଟ୍ ହୋଇଛି। ଏଥିରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗତକାଲି ବୁର୍ଲା ଭୀମସାର ପରିସରରେ UG ଛାତ୍ର ସଂଘର ବାର୍ଷିକ ଉତ୍ସବ ଚାଲିଥଲା। ବିଳମ୍ବିତ ରାତିରେ PG ଛାତ୍ର ଓ ହାଉସ ସର୍ଜନଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। କ୍ରମେ ଏହା ଉଗ୍ର ରୂପ ନେଇଥିଲା। ଉଭୟ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ୩ […]

ଆଜିର ରାଶିଫଳ ଜାଣନ୍ତୁ (୭ ଅକ୍ଟୋବର,୨୦୨୪)

ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।   ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।   ମିଥୁନ: […]

ଓଡ଼ଗାଁରେ ‘ସଙ୍ଗୀତଧାରା’ ପକ୍ଷରୁ ଭକ୍ତିସଙ୍ଗୀତ ଅଡିସନ, ୧୩ ଜଣ ସେମି ଫାଇନାଲକୁ ଉନ୍ନୀତ

ନୟାଗଡ଼,(ଓଡ଼ିଶା ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଆଜି ଓଡ଼ଗାଁରେ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ଅଡିସନ ଓଡ଼ଗାଁ ସାମ୍ବାଦିକ ସଂଘ ସଭାପତି ଅଶୋକ କୁମାର ମହାପାତ୍ରଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ରେସପ୍ଲସ ଶିକ୍ଷାନୁଷ୍ଠାନରେ ଅନୁଷ୍ଠିତ ଏହି ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗିତାରେ ଓଡ଼ଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ,ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର ୨୫ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାରେ ବିଚାରକ ଭାବେ ବେତାର ଏବଂ ଚଳଚ୍ଚିତ୍ର […]

ଆଜିର ରାଶିଫଳ(୬ ଅକ୍ଟୋବର,୨୦୨୪)

ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।   ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]

ମଣ୍ଡଳସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆଗାଁ: ନୂଆଗାଁ ବ୍ଲକ୍ ସଦରମହକୁମା ରେ ଥିବା ନୂଆଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ପଡ଼ିଆରେ ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରିବା ସହ ଏହି କାର୍ଯ୍ୟକ୍ରମ ଦ୍ଵାରା ଲୁକ୍ କାୟିତ ପ୍ରତିଭା କୁ ଛାତ୍ର ଛାତ୍ରୀ ବିକଶିତ କରିବେ ଏବଂ […]