ତିରୁପତିରେ ଅପମିଶ୍ରିତ ଭୋଗକୁ ନେଇ ସାରା ଦେଶରେ ଚର୍ଚ୍ଚା ଥମିନି । ଏହି ସମୟରେ କେନ୍ଦ୍ରାପଡ଼ାରୁ ଆସିଛି ଆଉ ଏକ ସାଙ୍ଘାତିକ ଘଟଣା । ଅପମିଶ୍ରିତ ଘିଅରେ ହେଉଛି ପ୍ରଭୁ ବଳଦେବଜିଉଙ୍କ ଭୋଗ । ଠାକୁରଙ୍କ ରୋଷ ଘର ଗୋଦାମରେ ଅଛି ଡବା ଘିଅ। ଯେଉଁଥିରେ ନାଁ ଅଛି ପ୍ରସ୍ତୁତିର ତାରିଖ ନା ବ୍ୟାଚ୍ ନମ୍ବର ।ଘିଅରୁ ଦୁର୍ଗନ୍ଧ ମଧ୍ୟ ବାହାରୁଛି । ଆଉ ଏଭଳି ଅମମିଶ୍ରିତ ଘିଅରେ ପ୍ରସ୍ତୁତ କରାଯାଉଛି ପ୍ରସାଦ । ଭକ୍ତଙ୍କୁ ମଧ୍ୟ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶ୍ରୀମଦଭାଗବତଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଚଳିତ ମାସ ଶେଷ ସପ୍ତାହରେ ଆରମ୍ଭ ହେବ। ଜୁନିୟର ଏବଂ ସିନିୟର ଦୁଇଟି ବିଭାଗରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଚିନ୍ମୟ ମିଶନ ପକ୍ଷରୁ ପ୍ରମାଣ ପତ୍ର ସହିତ ପୁରସ୍କୃତ କରାଯିବ। ଏ ନେଇ ଏକ ପ୍ରସ୍ତୁତି ବୈଠକ ଚିନ୍ମୟ ମିଶନ, ନୟାଗଡ଼ ଶାଖା ସଭାପତି ସୁରେନ୍ଦ୍ରନାଥ […]
ରାଜ୍ୟରେ ଗତ କିଛି ଦିନ ହେଲା ଭିଜିଲାନ୍ସ ବିଭାଗର ଧରପଗଡ଼ ପରେ ବି କମୁନି ଲାଞ୍ଚ କାରବାର । ଏହାରି ଭିତରେ ଲାଞ୍ଚ ନେଇ ପୁଣି ଜଣେ ସରକାରୀ କର୍ମଚାରୀ ଧରାପଡ଼ିଛନ୍ତି । କନିଷ୍ଠ ଯନ୍ତ୍ରୀ ଜଣକ ୭ ହଜାର ଟଙ୍କା ଲାଞ୍ଚ ନେଇଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି । ଭିଜିଲାନ୍ସ ଟିମ୍ ତାଙ୍କୁ ବରଗଡ଼ ନେଇ ଯାଇଥିବା ସୂଚନା ମିଳିଛି । ମନରେଗାରେ ହୋଇଥିବା ଏକ କାର୍ଯ୍ୟର ବିଲ କରାଇ ଦେବାକୁ ଶ୍ରୀ ସାହୁ […]
ଶିମିଳିପାଳ ଜଙ୍ଗଲରେ ବୁଲୁଛି ବିରଳ କଳା ବାଘ। ବାଘ ବୁଲୁଥିବା ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ଏହି ଭିଡ଼ିଓକୁ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି ପିସିସିଏଫ ୱାଇଲ୍ଡ ଲାଇଫ୍ ସୁଶାନ୍ତ ନନ୍ଦ। ଅଭାୟରଣ୍ୟ ଭିତରେ ଦେଶର ପ୍ରଥମ କଳାବାଘ ସଫାରି ପ୍ରକଳ୍ପ କାର୍ଯ୍ୟ ଆଗକୁ ବଢୁଥିବା ବେଳେ ଏବେ କଳାବାଘ ଚିତ୍ର ସାମ୍ନାକୁ ଆସିବା ପରେ ପଶୁ ପ୍ରେମୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି।କଳା ବାଘ ସଫାରୀକୁ ପୂର୍ବରୁ ଏନଟିସିଏ ଅନୁମୋଦନ କରିଥିବା ବେଳେ […]
ହବିଷ୍ୟାଳୀ ଯୋଜନାରେ ଆସନ୍ତା ୬ ତାରିଖରୁ ଆବେଦନ ହେବ ବୋଲି ପୁରୀ ଜିଲ୍ଲାପାଳ କହିଛନ୍ତି । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ ସହ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ରାଜ୍ୟ ସରକାର ହବିଷ୍ୟାଳୀ ଶିବିର ଆୟୋଜନ କରୁଥିବା ବେଳେ ଏହାକୁ ସଫଳ କରିବା ପାଇଁ ପୁରୀ ଜିଲା ପ୍ରଶାସନ ଓ ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହା ଅନୁଯାୟୀ, ହବିଷ୍ୟାଳୀମାନେ ଅନଲାଇନରେ ଆବେଦନ କରିପାରିବେ । ଆବେଦନ କରିଥିବା ହବିଷ୍ୟାଳୀଙ୍କୁ ସମସ୍ତ […]
ଭୁବନେଶ୍ୱର ବିମାନବନ୍ଦରରେ ନୂଆ ଟର୍ମିନାଲ ନିର୍ମାଣ କରାଯିବ । ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସୂଚନା ଦେଇଛନ୍ତି ।ଏବେ ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ବର ଏୟାରପୋର୍ଟ ସଂଯୋଗ କରୁଛି । ଏବେ ଭୁବନେଶ୍ବରରେ ଯେଉଁ ଟର୍ମିନାଲ ଅଛି ପ୍ରତିବର୍ଷ ୪୦ ଲକ୍ଷ ଯାତ୍ରୀ ଯାତାୟତ କରନ୍ତି । ଯାତ୍ରୀ ସଂଖ୍ୟା ୮୦ ଲକ୍ଷରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି । ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ […]
ନିଲାମ ହେଲା ଅର୍ପଣ ଚାଉଳ। କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ। ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳ ନିଲାମ ହେଲା । ୨ କୋଟି ୮୬ ଲକ୍ଷ ଟଙ୍କାରେ ସମୁଦାୟ ଚାଉଳ ନିଲାମ ହୋଇଛି ।ଦୀର୍ଘଦିନ ଧରି ଅର୍ପଣ ଚାଉଳକୁ ନେଇ ଲାଗିରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିବାକୁ ଯାଉଛି। ଅର୍ପଣ ଚାଉଳକୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ବ୍ୟବହାର କରାଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗଚ୍ଛିତ ଥିବା ଅର୍ପଣ […]
ଓଡ଼ିଶାରେ ରକ୍ତ କର୍କଟ ରୋଗୀଙ୍କୁ ଉତ୍ତମ ଚିକିତ୍ସା ପ୍ରଦାନ ଓ ହେମାଟୋ ଅଙ୍କୋଲଜିକାଲ୍ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାରେ ଅଗ୍ରଣୀ ହସ୍ପିଟାଲ୍ ଭାବେ ପରିଚିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲ୍ରେ ଯୁଗାନ୍ତକାରୀ ଚିମେରିକ ଆଂଟିଜେନ୍ ରିସେପ୍ଟର-ଟି ସେଲ୍ (କାର ଟି-ସେଲ) ଥେରାପି ଚିକିତ୍ସା ଉପଲବ୍ଧ ହୋଇଛି। ମୟୁରଭଞ୍ଜ ଜିଲ୍ଲାର ଜଣେ ୧୫ ବର୍ଷୀୟା ଝିଅର ଶରୀରରେ ଏହି ଚିକିତ୍ସା ପ୍ରୟୋଗ କରାଯାଇଥିବା ବେଳେ ଏହା ଫଳପ୍ରଦ […]
ଘରେ କେହି ନଥିବାର ସୁଯୋଗ ନେଇ ଲୁଟିଲେ ଦୁର୍ବୃତ୍ତ। ମୟୂରଭଞ୍ଜ କପ୍ତିପଦା ଥାନା ଗଡ଼ସାହି ଗାଁରେ ଏଭଳି ଲୁଟ୍ ହୋଇଛି । ବିଳମ୍ବିତ ରାତିରେ ଘରେ ପଶି ସିସିଟିଭିରେ ଗାମୁଛା ଗୁଡ଼ାଇ ଲୁଟି କରିଛନ୍ତି ।ଚୋରମାନେ ଘରେ ଥିବା ଆଲମାରିରୁ ନଗଦ ୨୦ ହଜାରରୁ ଅଧିକ ଟଙ୍କା ଓ ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟିନେଇଥିବା ଘର ମାଲିକ ଥାନରେ ଅଭିଯୋଗ କରିଛନ୍ତି। ପୁଲିସ ଆଖପାଖ ଲୋକଙ୍କୁ ପଚରାଉଚରା କରିବା ସହ ଘଟଣାର ତଦନ୍ତ କରୁଛି।କପ୍ତିପଦା […]
ରାୟଗଡ଼ା : ତା : ୦୩/୧୦/୨୪ ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ୬ ଦଫା ଦାବି ପତ୍ର ପ୍ରଦାନ ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘର ଦୀର୍ଘ ଦିନର ଦାବି ପୁରଣ ହୋଇନଥିବା ଯୋଗୁଁ କେନ୍ଦ୍ର ଏବଂ ରାଜ୍ୟ ସଂଘର ନିଷ୍ପତ୍ତି କ୍ରମେ ସମସ୍ତ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୬ ଦଫା ଦାବି ପତ୍ର କରାଯାଇଛି […]
ରେଳ କର୍ମଚାରୀଙ୍କ ଉତ୍କୃଷ୍ଟ ପ୍ରଦର୍ଶନକୁ ସ୍ୱୀକୃତି ଦେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୧୧,୭୨,୨୪୦ ରେଳ କର୍ମଚାରୀଙ୍କ ଲାଗି ୨୦୨୮.୫୭ କୋଟି ଟଙ୍କାର ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ୍ (ପିଏଲବି) ପ୍ରଦାନକୁ ଅନୁମୋଦନ ଓ ଘୋଷଣା କରିଛି।ରେଳ କର୍ମଚାରୀଙ୍କ ଭଲ ପ୍ରଦର୍ଶନ ଆଧାରରେ ଏହି ବୋନସ୍ ମିଳିବ ବୋଲି ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ । ଏହାବ୍ୟତୀତ ଚେନ୍ନାଇ ମେଟ୍ରୋ ଫେଜ୍-ଟୁ’କୁ ମଧ୍ୟ ମଞ୍ଜୁରୀ ମିଳିଛି । […]
ବରଗଡ଼ ଜିଲା କାରାଗାରରେ ଶୁକ୍ରବାର ସକାଳୁ ପୋଲିସ ଅତର୍କିତ ଚଢ଼ାଉ କରିଛି। ଏସ୍ପି ପି. ଏସ୍ ମୀନାଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ କାରାଗାର ଭିତରୁ ବିପୁଳ ପରିମାଣର ଭାଙ୍ଗ, ଖଇନି, ଗୁଟ୍ଖା ଜବତ ହୋଇଛି।କେମିତି ଓ କେଉଁ ପରିସ୍ଥିତିରେ ଜେଲ ମଧ୍ୟକୁ ଏସବୁ ମାଦକ ଦ୍ରବ୍ୟ ପ୍ରବେଶ କରାଯାଉଛି ସେ ଉପରେ ଯାଞ୍ଚ କରାଯାଉଛି । ତେବେ ଗତକାଲି ବିଳମ୍ବିତ ରାତିରେ ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ଚଢ଼ାଉ କରାଯାଇଛି |ଟେନିସ୍ ବଲ୍ ଭିତରେ ତମାଖୁ […]
