ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଏହାକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡା ଏହି ପ୍ରସଙ୍ଗରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଏହି ରିପୋର୍ଟ ଆନ୍ଧ୍ର ପ୍ରଦେଶ ରାଜନୀତିରେ ହଇଚଇ ସୃଷ୍ଟି କରିଛି । ଏହା ବ୍ୟତୀତ ତିରୁପତି ପ୍ରସାଦର ଶୁଦ୍ଧତା ସହ ସାଲିସ୍ କରି କିପରି କୋଟି କୋଟି ହିନ୍ଦୁଙ୍କ ସହ […]
ତରାୟଗଡା ତା ୨୦.୯.୨୦୨୪ରାୟଗଡା ରେଳବାଇ ଖେଳ ପଡିଆ ଠାରେ ତିନି ଦିନିଆ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦଘାଟିତ ହୋଇଯାଇଛି। ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ରାଷ୍ଟ୍ର ମନ୍ତ୍ରୀ (ସ୍ଵାଧୀନ) ଶ୍ରୀଯୁକ୍ତ ଗଣେଶ ରାମ ସିଂ ଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ରାୟଗଡା ଜିଲ୍ଲାପାଳ ପାରୁଲ ପଟାୱରି ସଭାପତିତ୍ଵ କରିଥିଲେ। ସମ୍ମାନିତ ଅତିଥି ରୂପେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ […]
ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଅସଦାଚରଣ ଘଟଣାରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଛି। ୪ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇ ମାମଲା ରୁଜୁ କରାଯାଇଛି। କାର୍ଯ୍ୟାନୁଷ୍ଠାନ ନେବାକୁ ପଛଘୁଞ୍ଚା ଦେବେନି ସରକାର । ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଆବଶକ୍ୟ ପଦକ୍ଷେପ ନେଉଛୁ । ଆମ ସରକାର ସଚେତନ ଅଛି ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ।ଏହି ଘଟଣାରେ ଲିଙ୍କ୍ ଥିବା ୭ ଜଣ […]
ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି କିଛି ନାହିଁ, ତେବେ ‘ସୁଭଦ୍ରା’ ଯୋଜନାରେ ମିଳିବ ୫୦୦ ଟଙ୍କାର ବୋନସ୍। ଶୁକ୍ରବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏହା କହିଛନ୍ତି । ଆଜି ଗଣମାଧ୍ୟମକୁ ଏକ ସ୍ୱତନ୍ତ୍ର ସାକ୍ଷାତକାର ଦେଇ ପ୍ରଭାତୀ କହିଛନ୍ତି, ଯେଉଁ ମହିଳାମାନେ […]
ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି। ପୀଡ଼ିତାଙ୍କ କଥା ଠିକ ନା ଡିସିପିଙ୍କ କଥା ଠିକ ତାକୁ ନେଇ ଚର୍ଚ୍ଚା ହେଉଛି।ଲୋକଙ୍କୁ ସୁରକ୍ଷା ଦେବାକୁ ରହିଥିବା ପୁଲିସ କିପରି ନିଜେ ଭକ୍ଷକ ସାଜୁଛି ତାହାର ଜ୍ବଳନ୍ତ ଉଦାହରଣ ଏହି ଘଟଣାରୁ ଦେଖିବାକୁ ମିଳିଛି। କେବଳ ତଳିଆ ପୁଲିସ କର୍ମଚାରୀ ନୁହନ୍ତି, ଆଇପିଏସ ସ୍ତରର ଅଧିକାରୀଙ୍କ ଭୂମିକା ବି ସନ୍ଦେହଘେରରେ […]
ଲଘୁଚାପ ଜନିତ ବର୍ଷାରେ ବେଶୀ କ୍ଷତିଗ୍ରସ୍ତ ହୋଇଛି ମାଲକାନଗିରି, ମୟୁରଭଞ୍ଜ,ସୁନ୍ଦରଗଡ,ଭଦ୍ରକ ଓ ବାଲେଶ୍ବର । ଭାଙ୍ଗିଛି କେତେ ଘର ? ନଷ୍ଟ ହୋଇଛି କେତେ ଫସଲ ? ରିପୋର୍ଟ ପ୍ରସ୍ତୁତ ପାଇଁ ଅଣ୍ଟା ଭିଡିଛି ରାଜସ୍ବ ବିଭାଗ । ୭ଦିନ ମଧ୍ୟରେ ଆକଳନ କରି କ୍ଷୟକ୍ଷତିର ରିପୋର୍ଟ ଦେବାକୁ ପ୍ରଭାବିତ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ରିପୋର୍ଟ ଆସିବା ମାତ୍ରେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଦିଆଯିବ । ତେବେ ରିଲିଫ୍ […]
ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଏହାକୁ ନିନ୍ଦନୀୟ କହିବା ସହ ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି।ଏହି ନାରକୀୟ ଘଟଣାର ବିଜୁ ଜନତା ଦଳ ଦୃଢ଼ ଭାବରେ ନିନ୍ଦା କରିବା ସହ ଘଟଣା ରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧ ରେ କଠୋର କାର୍ଯ୍ୟାନୁଷ୍ଠାନ ବିଜେପି ସରକାର ଗ୍ରହଣ କରିବେ ବୋଲି ଶ୍ରୀ ପଟ୍ଟନାୟକ […]
ଭୁବନେଶ୍ୱର(ରାଜ୍ୟକାହାଣୀ) ବିଏସଏଫ୍ ଯବାନଙ୍କୁ ମିଳିଛି ସଫଳତା। ଫୁଟିବା ପୂର୍ବରୁ ଗଛ ମୂଳରେ ଖଞ୍ଜା ଯାଇଥିବା ଟିଫିନ ବୋମାକୁ ନିଷ୍କ୍ରିୟ କରିଛନ୍ତି ବିଏସଏଫ ଯବାନ। ଏପରି ଘଟଣା ଘଟିଛି ମାଲକାନଗିରି ଜିଲ୍ଲାରେ ଭେଜେଙ୍ଗୱାଡା ଜଙ୍ଗଲରେ ନକ୍ସଲମାନେ ଗଛ ମୂଳରେ ଟିଫିନ ବୋମା ଖଞ୍ଜିଥିଲେ। ଗତକାଲି ବିଏସଏଫ୍ ଯବାନମାନେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଥିଲେ। ଏହି ସମୟରେ ଟିଫିନ ବୋମା ସହ ଡିଟୋନେଟର ଓ ବିଦ୍ୟୁତ୍ ତାର ଉଦ୍ଧାର କରିଥିଲେ। ପରେ ସୁରକ୍ଷାକର୍ମୀନେ ତାକୁ ନିଷ୍କ୍ରିୟ କରିଦେଇଥିଲେ।ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ […]
ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରିବ ଏଏସଆଇ। ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୨୧,୨୨ ଓ ୨୩ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ । ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏହା କରାଯିବ । ତେଣୁ ଏହି ତିନି ଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ […]
ଅସ୍ମିତା ଓ ବିକାଶର ନାରା ଦେଇ ରାଜ୍ୟରେ ଶାସନକୁ ଆସିଥିବା ବିଜେପି ସରକାର ଏକ ବିଫଳ ଓ ପ୍ରତାରଣାର ସରକାର ବୋଲି ଆଜି ଶଙ୍ଖଭବନଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେଡି ମୁଖପାତ୍ର ଡ. ଲେନିନ ମହାନ୍ତି । ବିଜେପିର ଏହି ୧୦୦ ଦିନ ସରକାରରେ ରାଜ୍ୟରେ ଆଇନ ଶୃଙ୍ଖଳା ଭୁଶୁଡିବା ସହ ସାଧାରଣ ଲୋକଙ୍କ ଜୀବନଯାପନ ଦୁର୍ବିସହ ହୋଇଯାଇଛି । ଅସ୍ମିତା ନାଁରେ ସେମାନେ ରାଜ୍ୟ ଶାସନର ଦୁଇ ମୁଖ୍ୟ ପଦ ଯଥା ଡିଜିପି ଓ […]
ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍.ଭି ହରିହର ରାଓଙ୍କ ଘରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। କୁକୁଡ଼ା ପଦା ସ୍ଥିତ ଅଫିସରେ ରେଡ୍ କରୁଛି ଭିଜିଲାନ୍ସ । ବ୍ରହ୍ମପୁର ଓ ଭୁବନେଶ୍ବରରେ ମଧ୍ୟ ଚଢାଉ ସୂଚନା ।ଏହି ଚଢ଼ାଉରେ ୧୧ ଜଣ ଡିଏସ୍ପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ଏବଂ ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ସାମିଲ ହୋଇଛନ୍ତି। […]
ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା। ଅନୁଗୋଳ ଜିଲା ଯୋଜନା ଓ ମନିଟରିଂ ୟୁନିଟ(ଡିପିଏମୟୁ)ରେ ଭାବେ କାର୍ଯ୍ୟରତ ଲମ୍ବୋଦର ବେହେରାଙ୍କୁ ଦୁର୍ନୀତି ଅଭିଯୋଗରେ ଚାକିରିରୁ ବରଖାସ୍ତ କରାଯାଇଛି। ବିଜେଡି ସରକାର ଅମଳରେ ବିଗତ ୫ବର୍ଷ ମଧ୍ୟରେ ମୋଟ ୪୭ଜଣ ଦୁର୍ନୀତିଗ୍ରସ୍ତ ଅଫିସର ଓ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା । ଭିଜିଲାନ୍ସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଛେଣ୍ଡିପଦା […]
