author

ଝାରସୁଗୁଡ଼ା ଏମଏସପି ପ୍ଲାଣ୍ଟରେ ପୁଣି ଦୁର୍ଘଟଣା ।

ଝାରସୁଗୁଡ଼ା ଜିଲା ବୁଢିପଦର ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ମଙ୍ଗଳବାର ଏକ ଅଘଟଣ ଘଟିଛି। କାରଖାନାରେ ଷ୍ଟ୍ରକ୍ଚର ପଡ଼ି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଏକ ଘରୋଇ କାରଖାନାରେ ଭର୍ତ୍ତି କରାଯାଇଛି।ଅନ୍ୟପଟେ ୨ ଜଣକ ମୃତ୍ୟ ହୋଇଥିବା ଜଣାପଡିଛି । ମୃତକମାନେ ହେଲେ ପୂର୍ଣ୍ଣଚନ୍ଦ୍ର ଜେନା ଓ ଅଲେଖ ଦେବା । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।ସୋମବାର କାରଖାନାରେ ଧୁମ୍‌ଧାମ୍‌ରେ ଦେବଶିଳ୍ପୀ […]

କାଠପାଳ ବନ୍ଧରେ ବୁଡ଼ି ୨ ଆଇଟିଆଇ ଛାତ୍ର ମୃତ

ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ସଦର ଥାନା ଅଧୀନ କାଠପାଳ ବନ୍ଧରେ ବୁଡି ୨ଜଣ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ ଯେ, ମଙ୍ଗଳବାର ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବେଳେ ଅଘଟଣ ଘଟିଛି । ନଦୀରେ ବୁଡ଼ି ଦୁଇ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ଜଣ ହେଲେ ବାଦାମପାହାଡ଼ ଅଞ୍ଚଳର ଭଣ୍ଡନ ଗ୍ରାମର ଠାକୁର ସୋରେନ ଓ ଟାଟୋ ଅଞ୍ଚଳର ବଡ଼ଗାଁ ଗ୍ରାମର ଭାଗ୍ୟ ପ୍ରକାଶ […]

୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି ଟଙ୍କା

‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କଲେ ମୋଦି |ବ୍ୟାଙ୍କ୍‌ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରଥମ କିସ୍ତି ଭାବେ ୫ ହଜାର ଟଙ୍କା ପଞ୍ଜୀକୃତ ମହିଳାଙ୍କ ଆକାଉଣ୍ଟକୁ ଯାଇଛି । ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଯାଇଛି ।ଏହାସହ ଆଜି ଭୁବନେଶ୍ୱର ଗାଡକଣରେ ପ୍ରଧାନମନ୍ତ୍ରୀ ଆବାସ୍ ଯୋଜନା -୨.୦ […]

ପ୍ରଧାନମନ୍ତ୍ରୀ ପିଏମ୍ ଆବାସ ଯୋଜନାର ହିତାଧିକାରୀଙ୍କ ଘରେ ଖାଇଛନ୍ତି କ୍ଷୀରି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରୁ ସିଧାସଳଖ ଗାଡ଼କଣାରେ ପହଞ୍ଚିଛନ୍ତି। ସେଠାରେ ସେ ନିଜ ଜନ୍ମଦିନରେ କ୍ଷୀରି ଖାଇଛନ୍ତି। ରାଜଧାନୀ ନିକଟ ଗାଡ଼କଣ ଗାଁରେ ପ୍ରଧାନମନ୍ତ୍ରୀ ପିଏମ୍ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ ଖାଇଛନ୍ତି କ୍ଷୀରି। ସୂଚନାଯୋଗ୍ୟ, ପିଏମ୍‌ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ କ୍ଷିରୀ ପ୍ରସ୍ତୁତି ହୋଇଥିଲା। ଅନ୍ତର୍ଯ୍ୟାମୀଙ୍କ ବୋହୂ ବୋହୂ ସୁସ୍ବାଦୁ କ୍ଷିରୀ ପ୍ରସ୍ତୁତ କରିଥିଲେ। ଏ ନେଇ ସେ ବେଶ ଖୁସି ଥିଲେ। ତାଙ୍କ ହାତର କ୍ଷିରୀ […]

ଅଢ଼େଇ ହଜାର ଦ୍ବୀପରେ ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ଏହି ଅବସରରେ ବାଲୁକାକଳାରେ ଶୁଭେଚ୍ଛା ଜଣାଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ୨୫୦୦ ଦୀପ ବ୍ୟବହାର କରି ସେ ଏହି ବାଲୁକା କଳା କରିଛନ୍ତି । ଏହି ଆକର୍ଷଣୀୟ କଳାକୃତିରେ ସେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ନ୍ୟାସନାଲ ଗ୍ୟାଲେରି ଅଫ ମର୍ଡନ ଆର୍ଟରେ ଏହି ବାଲୁକା କଳା କରାଯାଇଛି ।ତେବେ ଆଜି ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ […]

୭୪ ବର୍ଷରେ ପାଦ ଥାପିଲେ ପ୍ରଧାନମନ୍ତ୍ରୀ

ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ । ୭୪ ବର୍ଷ ବୟସରେ ପ୍ରଧାନମନ୍ତ୍ରୀ ମୋଦୀ ପଦାର୍ପଣ କରିଛନ୍ତି । ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ଅଛି । ମୋଦୀଙ୍କ ଜନ୍ମଦିନ ପାଇଁ ଭାରତୀୟ ଜନତା ପାର୍ଟି ଅନେକ ପ୍ରକାରର କାର୍ଯ୍ୟକ୍ରମ ଆୟୋଜନ କରିଛି । ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଗୁଜରାଟର ଭେଡନଗରରେ ଜନ୍ମ ଗ୍ରହଣ କରିଥିଲେ ମୋଦି। ଲଗାତାର ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇ ପୂର୍ବତନ ପ୍ରଧାନମନ୍ତ୍ରୀ […]

ଆଜିଠୁ କମିବ ବର୍ଷା କିନ୍ତୁ ୨୩ରେ ପୁଣି ଲଘୁଚାପ

ମୟୁରଭଞ୍ଜ , ବାଲେଶ୍ବର ପରେ ଏବେ ସୁନ୍ଦରଗଡ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷିବ। ସମ୍ଭାବନ୍ୟ ବର୍ଷାକୁ ଦେଖି ଆଜି ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ସତର୍କତା ଜାରି କରାଯାଇଛି। ତେବେ ଅଧିକାଂଶ ଜିଲା ରେ ପାଗ ସାମାନ୍ୟ ଶୁଖିଲା ରହିବ |୧୭ ଓ ୧୮ ତାରିଖରେ ବିଶେଷ ବର୍ଷା ନାହିଁ ଓ ଅଳ୍ପ କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ। ଆସନ୍ତା ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସୋଆ ଜଳବାୟୁ […]

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସ୍କାନରରେ ରାଜଧାନୀ

ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭୁବନେଶ୍ୱର ଆସୁଛନ୍ତି। ଏଥିପାଇଁ ରାଜଧାନୀରେ ବିପୁଳ ଜନସମାଗମ ହେବାର ଆଶଙ୍କା ଥିବାରୁ ଏହାକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସ ପକ୍ଷରୁ ସୋମବାର ଯାତାୟାତ କଟକଣା ଜାରି ହୋଇଛି। ପିଏମ୍‌ଙ୍କ କାରକେଡ୍ ଯେଉଁବାଟେ ଯିବ ସବୁଠି ବ୍ୟାରିକେଡ୍ ଲାଗିଛି, ପୋଲିସ୍ ସଜାଗ। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ କଟକଣା ଜାରି […]

ବିପଦ ସଂକେତ ଉପରେ ଜଳକା ଓ ବୈତରଣୀ

ଫୁଲୁଛି ନଦୀ , ବଢୁଛି ଜଳସ୍ତର । ଅବପାତ ପ୍ରଭାବରେ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ବୈତରଣୀ ନଦୀ ଆଖୁଆପଦା ଆନିକଟ୍ ଠାରେ ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ସୋମବାର ବିଳମ୍ବିତ ରାତିରେ ସତର୍କ ସଙ୍କେତ ୧୭.୮୩ ମିଟର ଅତିକ୍ରମ କରି ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ବିପଦ ସଙ୍କେତ ୧୭.୮୩ ମିଟର ଥିବା ବେଳେ ମଙ୍ଗଳବାର ସକାଳ ୭ଟା ସୁଦ୍ଧା ୧୮.୧୪ […]

ଆଜିର ରାଶିଫଳ(୧୭ ସେପ୍ଟେମ୍ବର,୨୦୨୪)

ମେଷ ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ବହୁଦିନରୁ ହଜି ଯାଇଥିବା ବା ଚୋରି ଯାଇଥିବା ଜିନିଷରହଠାତ୍‌ ଖୋଜ ଖବର ପାଇପାରନ୍ତି। ବୃଷ ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣର ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି […]

ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ଦଶପଲ୍ଲା ଯୁବ ବିଧାୟକ

ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ର ବିଭିନ୍ନ ନିର୍ମାଣ ଶ୍ରମିକ ସଂଘ ,ଗ୍ୟାରେଜ,ବିଦ୍ୟୁତ୍ କାର୍ଯ୍ୟାଳୟ ଆଦି ସ୍ଥାନରେ ବିଶ୍ଵକର୍ମା ଙ୍କ ପୂଜା ମହା ସମାରୋହ ରେ ପାଳିତ ହୋଇଯାଇଛି। ପ୍ରତ୍ୟେକ ଅନୁଷ୍ଠାନ ରେ ବିଶ୍ୱକର୍ମା ମୂର୍ତ୍ତି ସ୍ଥାପନ କରି ରୀତି ନୀତି ଅନୁଯାୟୀ ହୋମ ଯଜ୍ଞ, ନାମ, ସଂକୀର୍ତ୍ତନ କରାଯାଇ ପୂଜର୍ଚ୍ଚନା କରଯାଇଥିଲା। ମାଳିସାହି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଂପଡା ଗ୍ରାମ କାରିଗର ସଂଘ, ମାଇଛେଳି ପଞ୍ଚାୟତ ସଂପଡା ଗ୍ରାମ ଭାରତ ନିର୍ମାଣ ସଂଘ ,ନୂଆଗାଁ […]

ସୁଭଦ୍ରା ଯୋଜନା ନାମରେ ଓଡ଼ିଶାର ମହିଳାଙ୍କୁ ପ୍ରବଞ୍ଚନା କରିଛି ବିଜେପି

ସୁଭଦ୍ରା ଯୋଜନାକୁ ନେଇ ଆଜି ଶଙ୍ଖ ଭବନରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିକୁ ସମାଲୋଚନା କରିଛନ୍ତି ବିଜେଡି ନେତ୍ରୀ ଲୋପାମୁଦ୍ରା ବକ୍ସିପାତ୍ର । ସେ କହିଛନ୍ତି ଯେ, ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ, କର୍ମକର୍ତ୍ତା ଏବଂ କେନ୍ଦ୍ରୀୟ ନେତାମାନେ ଓଡ଼ିଶାର ପ୍ରତ୍ୟେକ ମହିଳାଙ୍କୁ ବିଜେପି ସରକାର ଆସିଲେ ବର୍ଷକୁ ୫୦ ହଜାର ଟଙ୍କା ଦିଆଯିବ ବୋଲି ବିଭିନ୍ନ ସଭା, ସମିତିରେ ପ୍ରତିଶ୍ରୁତି ଦେଇଥିଲେ। ବିଜେପି ତା’ର ନିର୍ବାଚନୀ ଇସ୍ତାହାରରେ ୨ ବର୍ଷରେ ଓଡ଼ିଶାର […]