ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ । ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସୁଥିବାରୁ ବିପୁଳ ଜନସମାଗମ ହେବାର ଆଶଙ୍କା ରହିଛି । ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି କରାଯାଇଛି । ତେବେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ମୁତୟନ ହେବେ ୮୧ ପ୍ଲାଟୁନ୍ ଫୋର୍ସ । ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ […]
ଅସଲି ବ୍ରାଣ୍ଡ ଭଳି ଦିଶୁଥିବା ବୋତଲରେ ନକଲି ଅପମିଶ୍ରିତ ତେଲ। ବାହାରକୁ ଦେଖିଲେ ଲାଗୁଛି ଏକ ବ୍ରାଣ୍ଡେଡ୍ କମ୍ପାନୀର ନଡ଼ିଆ ତେଲ ଡବା। ଏପରି ଅପମିଶ୍ରିତ ତେଲ ସୃଷ୍ଟି କରୁଥିବା ଅଭିଯୋଗରେ ପୁଲିସ୍ ପ୍ରସ୍ତୁତକର୍ତ୍ତା ବାପପୁଅଙ୍କୁ ଗିରଫ କରିଛି। ଏଥିସହ କମ୍ପାନୀକୁ ସିଜ୍ କରିଛି। ବ୍ରହ୍ମପୁର ଶାସ୍ତ୍ରୀନଗର ଫୋର୍ଥ୍ ଲେନରେ ଚାଲୁଥିଲା ଏହ କାରଖାନା। ମିଳିଥିବା ସୂଚନା ଅନୁଯାୟୀ, ଦୀର୍ଘ ବର୍ଷ ଧରି ଏଭଳି ବେଆଇନ କାରବାର ଜାରି ରହିଥିଲା ଏଠାରେ। ପ୍ରସ୍ତୁତକର୍ତ୍ତା ଶାଲିମାର ନଡିଆ ତେଲ […]
ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବରରେ ଯୋଜନାର ଶୁଭାରମ୍ଭ କରିବେ।ଗତକାଲି ଅନେକ ଆବେଦନକାରୀଙ୍କ ଆକାଉଣ୍ଟକୁ ଡିବିଟି ମାଧ୍ୟମରେ ୧ ଟଙ୍କା ଟ୍ରାନ୍ସଫର କରାଯାଇଛି। ଯେଉଁମାନଙ୍କ ପାଖକୁ ଟଙ୍କା ଯାଇନି, ସେମାନଙ୍କୁ ମଧ୍ୟ ପର୍ଯ୍ୟାୟକ୍ରମେ ଯାଂଚ ପ୍ରକ୍ରିୟା ଶେଷ ହେବା ପରେ ଟଙ୍କା ପଠାଯିବ।ସାରା ରାଜ୍ୟରେ ସୁଭଦ୍ରା ସଚେତନତା ପଦଯାତ୍ରା ବି ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଜନତା ମଇଦାନ ଯାଇ ପ୍ରସ୍ତୁତିର ତଦାରଖ କରିଛନ୍ତି। […]
ଓଡିଶା ରାଜ୍ଯ ବିଦ୍ୟୁତ ନିଗମ ଯନ୍ତ୍ରୀ ସଂଘ ରାୟଗଡା ସର୍କଲ ର ଏକ ବୈଠକ ତା 14/09/2024 ରିଖ ଦିନ ପାରଳାଖେମୁଣ୍ଡି ସ୍ଥିତ ବି,ଏନ ପାଲେସ୍ ଠାରେ ଅନୁଷ୍ଠିତ ହୋଇଥିଲା ।ଏହି ବୈଠକ ରେ ଓଡିଶା ରାଜ୍ଯ ବିଦ୍ୟୁତ ନିଗମ ଯନ୍ତ୍ରୀ ସଂଘ ର ଟି,ପି,ଏସ,ଓ,ଡି,ଏଲ୍ ର ସାଧାରଣ ସମ୍ପାଦକ ଇଂ ରଶ୍ମିରଞ୍ଜନ ଆଚାର୍ଯ୍ଯ ଉପ-ସଭାପତି ଇଂ ସରୋଜ କୁମାର ମିଶ୍ରକୋଷାଧ୍ୟକ୍ଷ ଇଂ ବିଦୁର ବେହେରା ଏବଂ ରାୟଗଡା ସର୍କଲ ର ଅଧିନ ରେ ଥିବା ସମସ୍ତ […]
ଆଜି ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା। ସାରା ରାଜ୍ୟରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି। ମୁଖ୍ୟତଃ କଳକାରଖାନା ସହ ବିଭିନ୍ନ ଅନୁଷ୍ଠାନରେ ଏହି ପୂଜାକୁ ବେଶ୍ ଧୁମଧାମରେ ପାଳନ କରାଯାଉଛି। ଭଗବାନ ବିଶ୍ୱକର୍ମାଙ୍କୁ ପୂଜା କରିବା ଦ୍ୱାରା ବ୍ୟବସାୟରେ ବୃଦ୍ଧି ହେଉଥିବା ବିଶ୍ୱାସ ରହିଛି|ଚଳିତ ବର୍ଷ ଶ୍ରମିକ ସଂଗଠନ ଗୁଡିକ ସମେତ ବନ୍ଦରର ବିଭିନ୍ନ ବିଭାଗ, ଟ୍ରକ ମାଲିକ ସଂଘ, ଟ୍ରଲର ମାଲିକ ସଂଘ ପୂଜା ଧୂମଧାମରେ ଆୟୋଜନ କରିଛନ୍ତି। ଆକର୍ଷଣୀୟ ତୋରଣ […]
ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ପାଣିପାଗ ବିଭାଗର ଆକଳନ ଅନୁସାରେ ଆଜି ଉତ୍ତର ଓଡିଶାରେ ପ୍ରବଳ ବର୍ଷିବ। ଆଜି ସୁନ୍ଦରଗଡ ଓ ଝାରସୁଗୁଡା ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି।ସେହିପରି ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ହେଲା ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଓ ଝାରସୁଗୁଡ଼ା। ସେପଟେ ବାଲେଶ୍ୱର ଜିଲାରେ ପ୍ରବଳ […]
ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।* ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।* ମିଥୁନ: […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସଭାକକ୍ଷରେ ଶ୍ରୀରାମକୃଷ୍ଣ ବିବେକାନନ୍ଦ ଆଶ୍ରମ ନୟାଗଡ଼ ତରଫରୁ ଏକ ଯୁବ ସମ୍ମେଳନ ମାଧ୍ୟମରେ ମୂଲ୍ଯବୋଧ ଭିତ୍ତିକ ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଆଶ୍ରମ ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ପ୍ରତ୍ଯେକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ କାଉ ଓ ଚିଲ ର ଉଦାହରଣ ଦେଇ ପ୍ରତ୍ଯେକ ଛାତ୍ରଛାତ୍ରୀ ହିଂସା ଇର୍ଷା […]
ନୟାଗଡ଼,(ଓଡ଼ିଶା ଦର୍ପଣ): ପରିବେଶକୁ ସ୍ୱଚ୍ଛ,ସୁନ୍ଦର ଓ ପରିଷ୍କାର ରଖିବା ଲକ୍ଷ୍ୟରେ ନୟାଗଡ଼ ଟାଉନ ରେଳ ଷ୍ଟେସନ ଏବଂ ଏହାର ପରିସରକୁ ସଫେଇ କରାଯିବା ସହିତ ସଚେତନତାର ବାର୍ତ୍ତା ବାଣ୍ଟିଲା ‘ନୟାଗଡ଼ ନାଗରିକ ମଞ୍ଚ’ । ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁସାରେ ନାଗରିକ ମଞ୍ଚର ସଦସ୍ୟ ମାନେ ରେଳ ଷ୍ଟେସନ ପରିସରରେ ପଡ଼ିଥିବା ବିଭିନ୍ନ ଅଳିଆ ଆବର୍ଜନା ସଫା କରିବା ସହିତ ଅନାବନା ଅଦରକାରୀ ଗଛ ଗୁଡିକୁ ଉପୁଡ଼ାଇ ପରିବେଶ ସଫା କରିଥିଲେ। ସେହିପରି ରେଳ ଷ୍ଟେସନକୁ ସଫା […]
*ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।* *ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।* *ମିଥୁନ: […]
ପ୍ରଥମ ମଙ୍କିପକ୍ସ ଟିକାକୁ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନର ମଞ୍ଜୁରୀ । ଡେନମାର୍କ ବାୟୋକେଟ୍ କମ୍ପାନି ବାଭାରିଆନ୍ ନର୍ଡିକ୍ର ଏମ୍ଭିଏ-ବିଏନ୍ ଏମ୍ପକ୍ସ ଟିକାକୁ ମଞ୍ଜୁରୀ ମିଳିଛି । ଏହି ଟିକାକୁ ୪ ସପ୍ତାହ ବ୍ୟବଧାନରେ ୧୮ବର୍ଷା କିମ୍ବା ଉର୍ଦ୍ଧ୍ବ ରୋଗୀଙ୍କୁ ଦୁଇଟି ଡୋଜ୍ ଦିଆଯିବ । ବିଶ୍ୱ ସ୍ଥାସ୍ଥ୍ୟ ସଂଗଠନ ଏହି ବିବୃତ୍ତିରେ କହିଛି ଯେ, ପୂର୍ବରୁ ଦିଆଯାଇଥିବା ଏମଭିଏ-ବିଏନର ଗୋଟିଏ ଡୋଜ୍ ଟିକା ପ୍ରାୟ ୭୬ପ୍ରତିଶତ ପ୍ରଭାବଶାଳୀ ଦର୍ଶାଇଥିଲା । ବର୍ତ୍ତମାନ ଦ୍ୱିତୀୟ ଡୋଜ୍ ଟିକା ୮୨ପ୍ରତିଶତ […]
ୟୁନିକ୍ ଆଇଡେଣ୍ଟିଫିକେସନ୍ ଅଥରିଟି ଅଫ୍ ଇଣ୍ଡିଆ (ୟୁଆଇଡିଏଆଇ) ଦ୍ୱାରା ଆଧାର କାର୍ଡର ମାଗଣା ଅପଡେଟ୍ ପାଇଁ ଶେଷ ତାରିଖ ୧୪ ସେପ୍ଟେମ୍ବର ୨୦୨୪ ସ୍ଥିର କରାଯାଇଥିଲା। କିନ୍ତୁ ବର୍ତ୍ତମାନ ଏହାର ତାରିଖ ବୃଦ୍ଧି କରାଯାଇଛି। ୟୁଆଇଡିଏଆଇ ଏହାର ଅଫିସିଆଲ୍ ଏକ୍ସ ଆକାଉଣ୍ଟ ମାଧ୍ୟମରେ ଏନେଇ ସୂଚନା ଦେଇଛି ଯେ ଆଧାରର ମାଗଣା ଅପଡେଟ୍ ପାଇଁ ଶେଷ ତାରିଖ ୧୪ ସେପ୍ଟେମ୍ବରରୁ ୧୪ ଡିସେମ୍ବର ୨୦୨୪କୁ ବୃଦ୍ଧି କରାଯାଇଛି। ଏପରି ପରିସ୍ଥିତିରେ, ଆଧାରରୁ ନାମ, ଠିକଣା କିମ୍ବା ଜନ୍ମ […]
