ମେଷ: ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।* ବୃଷ : ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା ଓଡ଼ିଶା ମାଧ୍ୟମିକ ଶିକ୍ଷକ ସଂଘ (ଓଷ୍ଟା) ତରଫରୁ ରବିବାର ଦିନ ସ୍ଥାନୀୟ ସାମ୍ବାଦିକ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାର ସମ୍ପାଦକ ପରମାନନ୍ଦ ଦଳାଇ ଶିକ୍ଷକମାନଙ୍କର ସମସ୍ୟାକୁ ରାଜ୍ୟ ସରକାର ତୁରନ୍ତ ସମାଧାନ କରନ୍ତୁ ବୋଲି ଦାବି ଜଣାଇଛନ୍ତି । ପ୍ରକାଶଥାଉକି, ଦୀର୍ଘ ଏକମାସରୁ ଊର୍ଦ୍ଧ୍ୱକାଳ ରାଜ୍ୟ ଓଷ୍ଟା ଆହ୍ବାନରେ ଲୋୟର ପିଏମ୍ଜିଠାରେ ଚାଲିଥିବା ଅହୋରାତ୍ର ଗଣଧାରଣାରେ ଶହ ଶହ ଶିକ୍ଷକ, ଶିକ୍ଷୟିତ୍ରୀ, ଓ ଶିକ୍ଷାକର୍ମଚାରୀ ପ୍ରତିଦିନ ଯୋଗ ଦେଉଛନ୍ତି । […]
*ମେଷ:-ଅନେକ ଦିନରୁ ଚେଷ୍ଟା କରୁଥିବା କାମରେ ଆଜି ସଫଳତା ମିଳିବ।ସାହସିକ ପଦକ୍ଷେପ ନେଇ ପ୍ରସଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।* *ବୃଷ:-ଆଜି ଧାର୍ମିକ ଅନୁଷ୍ଠାନରେ କିମ୍ବା ବନ୍ଧୁବର୍ଗଙ୍କ ସକାଶେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଭ୍ରମଣ ହେତୁ ମନ ପ୍ରଫୁଲ୍ଲ ରହିବ। ଏକ ନୂତନ ପରିବେଶ ମଧ୍ୟରେ ମିତ୍ରତା ବନ୍ଧନରେ ଆବଦ୍ଧ […]
ନୟାଗଡ଼ : ବଦଳୁଛି ନୟାଗଡ଼ ସହର, ରୂପାନ୍ତରିତ ହେଉଛି ଅନେକ କିଛି । ନୟାଗଡ଼ ସହରକୁ ଏକ ଭିନ୍ନ ଋପରେ ପରିକଳ୍ପନା କରୁଛନ୍ତି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ । ନୟାଗଡ଼ ସହରରେ ରାସ୍ତାଘାଟଠାରୁ ଆରମ୍ଭ କରି ସରକାରୀ କାର୍ଯ୍ୟାଳୟ ପ୍ରଭୃତିକୁ ନୂଆଋପ ଦେବାକୁ ଚେଷ୍ଟା ଚାଲିଛି । ଯୁବକ ଅବସ୍ଥାରେ ପହଞ୍ଚିଥିବା ନୟାଗଡ଼ ଜିଲ୍ଲାକୁ ସୈାନ୍ଦର୍ଯ୍ୟମୟ କରାଯାଉଛି । ଆଜି ନୟାଗଡ଼ ସହରରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ବିଦ୍ୟାଳୟ ଗୁଡ଼ିକର ରୂପାନ୍ତରିତ ମୁଖଶାଳାକୁ […]
ଲୋକପ୍ରିୟ ଧାରାବାହିକ ମହାଭାରତ ଷ୍ଟାର (କୃଷ୍ଣ ଭୂମିକାରେ) ନୀତୀଶ ଭରଦ୍ୱାଜ ଏବଂ ତାଙ୍କ ପତ୍ନୀ ସ୍ମିତା ଭରଦ୍ୱାଜଙ୍କ ମଧ୍ୟରେ ବିବାଦ କୌଣସି ଗୁପ୍ତ କଥା ନୁହେଁ। ଗତ କିଛି ମାସ ମଧ୍ୟରେ ଦୁହେଁ ପରସ୍ପର ବିରୋଧରେ ଅନେକ ଅଭିଯୋଗ ଆଣିଛନ୍ତି। ତାଙ୍କ କହିବା ମୁତାବକ, ‘ମୋତେ ବିବାହରେ ସବୁ ପ୍ରକାର ଅତ୍ୟାଚାରର ସମ୍ମୁଖୀନ ହେବାକୁ ପଡିଛି। ଯଦି ମୁଁ ମୋ ୧୧ବର୍ଷର ଝିଅ କହିଥିବା କଥା ଆପଣଙ୍କୁ କୁହେ, ତେବେ ଆପଣମାନେ ଆଶ୍ଚର୍ଯ୍ୟ ହୋଇଯିବେ | ମୋ […]
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କରିଛନ୍ତି।ସୂଚନାଯୋଗ୍ୟ ଯେ ଉଭୟ ସହରରେ ଆଜି ୧୫ଟି ଲେଖାଏଁ ବସ୍ ଚଳାଚଳ ପାଇଁ ସୁବିଧା କରାଯାଇଛି। ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି ବସ୍ ଚଳାଚଳ କରିବ। ସେହିଭଳି ବ୍ରହ୍ମପୁର ସହରରେ ଏମ୍.କେ.ସି.ଜି ମେଡିକାଲ କଲେଜ- ଇଂଜିନିୟରିଂ ସ୍କୁଲ-ରେଲୱେ ଷ୍ଟେସନ-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ଏହି ବସ୍ ଚଳାଚଳ କରିବ। ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ):ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୬ଟିମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୨୨, ୪୦, ୦୦୦ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୮୨ ଟି ଦେୱାନୀ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଗତ ୧୯୭୮ ମସିହା ମାର୍ଚ୍ଚ ୯ ତାରିଖରେ ଭୁବନେଶ୍ୱରଠାରେ ଶିକ୍ଷକମାନଙ୍କ ବିଭିନ୍ନ ଦାବି ନେଇ ଶିକ୍ଷକ ମହାସଂଘର ଆନ୍ଦୋଳନ ଡାକରା ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲାରୁ ବିଭିନ୍ନ ବର୍ଗର ଶିକ୍ଷକମାନେ ଆନ୍ଦୋଳନରେ ସାମିଲ ହେବାକୁ ବସ ଯୋଗେ ଯାଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଟିକାତାଳଠାରେ ଦୁର୍ଘଟଣାରେ ଶିକାର ହୋଇ ମୋଟ ୬ଜଣ ଶିକ୍ଷକ ପ୍ରାଣ ହରାଇଥିଲେ । ସେମାନଙ୍କ ମଧ୍ୟରେ ନୟାଗଡ଼ ଜିଲ୍ଲାର ୪ଜଣ ଶିକ୍ଷକ ପ୍ରାଣ ହରାଇଥିଲେ । ପ୍ରାଣ ହରାଇଥିବା ଶିକ୍ଷକମାନେ ଥିଲେ […]
ଓଡ଼ଗାଁ(ଓଡ଼ିଶା ଦର୍ପଣ):ଓଡ଼ଗାଁ ବ୍ଲକ୍ କୁରାଳ କ୍ଲଷ୍ଟର ଅନ୍ତର୍ଗତ ସରକାରୀ ଉ.ପ୍ରା. ବିଦ୍ୟାଳୟ,ଦଣ୍ଡୋର ପ୍ରତ୍ୟେକ ଶିକ୍ଷାବର୍ଷରେ ବିଭିନ୍ନ କ୍ଷେତ୍ରରେ ନିଜ ଛାତ୍ରଛାତ୍ରୀଙ୍କ କୄତି ଓ ସଫଳତା ପାଇଁ ସ୍ୱତନ୍ତ୍ର ପରିଚୟ ସୄଷ୍ଟି କରିପାରିଛି।ଖେଳ,ନୄତ୍ୟ,ବିଜ୍ଞାନ ମେଳା, ସୁରଭି ଆଦି କ୍ଷେତ୍ରରେ ଚଳିତ ବର୍ଷ ଉଭୟ ଜିଲ୍ଲା ଓ ରାଜ୍ୟ ସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ବେଳେ ଗତକାଲି ପୁଣି ଦୁଇଟି ସଫଳତା ସମସ୍ତଙ୍କୁ ଉତ୍ସାହିତ କରିଛି।ପ୍ରକାଶ ଥାଉକି, ଗତକାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ଜାତୀୟ ଆର୍ଥିକ ଅନଗ୍ରସର […]
ଶ୍ରୀମନ୍ଦିରରୁ ଖସିଛି ପଥର। ଶ୍ରୀମନ୍ଦିର ଭିତରେ ଥିବା ଏକାଦଶୀ ମନ୍ଦିରର ଉପର ଭାଗରୁ ପଥର ଖସିଥିବା ନେଇ ସୂଚନା ମିଳିଛି। ତେବେ ମନ୍ଦିରରୁ ପଥର ଖସିଥିଲେ ମଧ୍ୟ ଏଥିରେ କାହାର କିଛି ବି କ୍ଷତି ଘଟିନି।ବର୍ତ୍ତମାନ ପାଇଁ ପଥରଟିକୁ ଶ୍ରୀମନ୍ଦିର ଗାରଦରେ ଜମା କରାଯାଇଛି । ତେବେ ପଥରଟି ପ୍ରକୃତରେ କେଉଁଠୁ ପଡିଛି ସେ ନେଇ ଏଏସଆଇ ଯାଞ୍ଚ ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି । ଏଏସଆଇ ପକ୍ଷରୁ ଦକ୍ଷିଣ ଘର ପଛପଟୁ ଅନେକ ପଥର […]
ଟେଲିଭିଜନ ଜଗତରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଟେଲିଭିଜନ ଅଭିନେତ୍ରୀ ଡୋଲି ସୋହିଙ୍କ ଶୁକ୍ରବାର ମୃତ୍ୟୁ ହୋଇଥିବାର ଖବର ଆସିଛି।ଡଲି ୨୦୨୩ ଗର୍ଭାଶୟ କ୍ୟାନ୍ସରରେ ଆକ୍ରାନ୍ତ ହୋଇଥିଲେ। ଜାନୁଆରୀରେ ଡଲି ସୋହି ପ୍ରକାଶ କରିଥିଲେ ଯେ ଗର୍ଭାଶୟ କ୍ୟାନ୍ସର ହେତୁ ତାଙ୍କୁ ସିରିଏଲ ‘ଝନକ’ର ସୁଟିଂରୁ ବିରତି ନେବାକୁ ପଡିଥିଲା। ଡଲି ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ସିରିଏଲର ଏକ ଅଂଶ ହୋଇଆସୁଛନ୍ତି। ସେ ‘ଭାବି’, ‘କଳଶ’, ‘ମେରୀ ଆଶିକି ତୁମ ସେ ହାଏ’, ‘ଖୁବ୍ ଲଡି […]
*ମେଷ:-ଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।* *ବୃଷ:-ଆଜି ଧନ ଓକାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ […]
