author

ଆରକ୍ଷୀ ପ୍ରଶିକ୍ଷଣର ପାସିଂ ଆଉଟ ସମାରୋହ, ୪୪୬ ପୁଲିସ କନେଷ୍ଟବଳ ପାସ୍ ଆଉଟ୍

ନୟାଗଡ଼,(ଲକ୍ଷ୍ମୀଧର ସାହୁ):ନୟାଗଡ଼ ସ୍ଥିତ ପୁଲିସ ପ୍ରଶିକ୍ଷଣ ବିଦ୍ୟାଳୟରେ ୫୪ତମ ଆରକ୍ଷୀ ପ୍ରଶିକ୍ଷଣ ପାସିଂ ଆଉଟ ସମାରୋହଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ବିଜୁ ପଟ୍ଟନାୟକ ଷ୍ଟେଟ୍ ପୁଲିସ୍ ଏକାଡେମୀର ଆରକ୍ଷୀ ମହାନିର୍ଦ୍ଦେଶକ ସାଇନି ଏସ୍ ଯୋଗ ଦେଇ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ଏସପି ରାହୁଲ୍ ଜୈନ, ପ୍ରଶିକ୍ଷଣ କେନ୍ଦ୍ର ଅଧ୍ୟକ୍ଷ ଭବେଶ କୁମାର ନାୟକ ଏହି ଉତ୍ସବରେ ଯୋଗ ଦେଇଥିଲେ । ୨୦୨୩ ମସିହା ମଇମାସରେ ଏହି ପ୍ରଶିକ୍ଷଣ କେନ୍ଦ୍ରରେ […]

ମାତ୍ର ୧୦୦ ଟଙ୍କାରେ ଭଲ ହେବ କ୍ୟାନସର ଚିକିତ୍ସା

୧୦୦ ଟଙ୍କାରେ କ୍ୟାନସର ଚିକିତ୍ସା । ମୁମ୍ୱାଇର ଟାଟା ଇନଷ୍ଟିଚ୍ୟୁଟ୍ ଗବେଷଣାରେ ଦାବି । କେମୋ ଥେରାପି ବଦଳରେ ରାମବାଣ ସାଜିବ ବଟିକା । ମୁମ୍ବାଇର ଟାଟା ମେମୋରିଆଲ ହସ୍ପିଟାଲ, ଭାରତର ସବୁଠୁ ବଡ ଏବଂ ସର୍ବୋତ୍ତମ କର୍କଟ ଡାକ୍ତରଖାନା। ଭାରତରେ ବଢୁଥିବା କର୍କଟ ରୋଗକୁ ଦୃଷ୍ଟିରେ ରଖି ଟାଟା ଇନଷ୍ଟିଚ୍ୟୁଟ ଅଫ ଫଣ୍ଡାମେଣ୍ଟାଲ ରିସର୍ଚ୍ଚର ବୈଜ୍ଞାନିକମାନେ ଏକ ଟାବଲେଟ ପ୍ରସ୍ତୁତ କରିଛନ୍ତି। ଯାହା କର୍କଟ ରୋଗର ଚିକିତ୍ସା ତଥା ଦ୍ୱିତୀୟ ଥର କର୍କଟ ରୋଗକୁ ରୋକିବାରେ […]

ଜାତୀୟ ବିଜ୍ଞାନ ଦିବସରେ ଆଲୋଚନା ଚକ୍ର ଓ ବିଜ୍ଞାନ ମେଳା

ନୟାଗଡ଼,(ଲକ୍ଷ୍ମୀଧର ସାହୁ):ସ୍ଥାନୀୟ ମଡେଲ ଡିଗ୍ରୀ କଲେଜ ଠାରେ ଜାତୀୟ ବିଜ୍ଞାନମେଳା ଅଧ୍ୟକ୍ଷ ଡ.ମାନସ ରଞ୍ଜନ ଶତପଥୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଅଛି। ନୋବେଲ ବିଜେତା ପଦାର୍ଥ ବିଜ୍ଞାନୀ ସାର ସି. ଭି. ରମଣଙ୍କ ବହୁ ଚର୍ଚ୍ଚିତ ରମଣ ପ୍ରଭାବ ଘୋଷଣା କୁ ମନେ ପକାଇବା ଉଦେଶ୍ୟରେ ସମସ୍ତ ବିଜ୍ଞାନ ଛାତ୍ରଛାତ୍ରୀ ଏକତ୍ରିତ ହୋଇ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ କରିଥିଲେ. ପ୍ରାୟ ୨୫ ଗୋଟି ବିଜ୍ଞାନ ପରିକଳ୍ପନା ଓ ୧୫ ଗୋଟି ତତ ସମ୍ବନ୍ଧୀୟ ପୋଷ୍ଟର ପ୍ରଦର୍ଶିତ ହୋଇଥିଲା। ଅନ୍ତର୍ଜାତୀୟ […]

ଇଡିରେ ହାଜର ହେଲେ ପ୍ରଫୁଲ୍ଲ ସାମଲ

ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବରପଦା ଇଂଜିନିୟରିଂ କଲେଜ ଜମି ମାମଲାରେ ହାଜର ହୋଇଛନ୍ତି । ବିଧାୟକ ପ୍ରଫୁଲ୍ଲ ସାମଲ ଏବଂ ତାଙ୍କ ପୁଅଙ୍କୁ ହାଜର ହେବାକୁ ନୋଟିସ କରିଥିଲା ଇଡି । ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ହାଜର ହେବାକୁ ଇଡି ଫେବୃୟାରୀ ୧୭ ତାରିଖରେ ନୋଟିସ କରିଥିଲା। ସ୍ବାସ୍ଥ୍ୟଗତ ସମସ୍ୟା ଜଣାଇ ଇଡିରେ ହାଜର ହେବାକୁ ଓକିଲ ଜରିଆରେ ସମୟ ମାଗିଥିଲେ ପ୍ରଫୁଲ୍ଲ । ପରବର୍ତ୍ତୀ […]

ପୂର୍ବତନ ଏମ୍‌ପି ଜୟପ୍ରଦାଙ୍କୁ ସ୍ବତନ୍ତ୍ର ଅଦାଲତ ଫେରାର ଘୋଷଣା କରିଛି

ଅଭିନେତ୍ରୀ ତଥା ପୂର୍ବତନ ଏମ୍‌ପି ଜୟପ୍ରଦା ଦୁଇଟି ମାମଲାରେ ଶୁଣାଣି ପାଇଁ ହାଜର ନ ହେବାରୁ ଏକ ସ୍ବତନ୍ତ୍ର ଅଦାଲତ ତାଙ୍କୁ ଫେରାର ଘୋଷଣା କରିଛନ୍ତି। ୨୦୧୯ ଲୋକ ସଭା ନିର୍ବାଚନ ବେଳେ ଆଚରଣ ବିଧିର ଉଲ୍ଲଂଘନ କରିଥିବା ନେଇ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ସେତେବେଳେ ସେ ଭାଜପାରୁ ପ୍ରାର୍ଥୀ ହୋଇଥିଲେ। ଏହି ମାମଲାରେ ଜୟ ପ୍ରଦାଙ୍କ ବିରୋଧରେ ୭ ଥର ଜାମିନି ବିହୀନ ପରୱାନା ଜାରି ହୋଇଥିବା ବେଳେ ସେ କୋର୍ଟରେ ହାଜର […]

 କଟକ ବାରବାଟୀ ଷ୍ଟାଡିୟମ ନବୀକରଣ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 

କଟକ ବାରବାଟୀ ଷ୍ଟାଡିୟମ୍‌ର ନବୀକରଣ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହେବାକୁ ଥିବା ୪୧ଟି କ୍ରିକେଟ୍ ଏକାଡେମୀର ମଧ୍ୟ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି । ଭର୍ଚ୍ଚୁଆଲ ମାଧ୍ୟମରେ ଏହାର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭର୍ଚ୍ଚୁଆଲ ମାଧ୍ୟମରେ ବୁଧବାର ଏହାର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ବାରବାଟୀ ଷ୍ଟାଡିୟମକୁ ୱାଲର୍‌ଡ କ୍ଲାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିବା ସହିତ ନବୀକରଣ କାର୍ଯ୍ୟ ବେଳେ ବାରବାଟୀ […]

୫୮ବର୍ଷରେ ଗର୍ଭବତୀ ହେଲେ ଗାୟକଙ୍କ ମାଆ

ସ୍ୱର୍ଗତଃ ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲା। ବର୍ତ୍ତମାନ ତାଙ୍କ ଘରେ ଖୁସି ଖବର ଆସିବାକୁ ଯାଉଛି। ସିଦ୍ଧୁଙ୍କ ମାଆ ଚରଣ କୌର ସିଂ ଖୁବ୍‌ ଶୀଘ୍ର ମାଆ ହେବାକୁ ଯାଉଛନ୍ତି । ଆସନ୍ତା ମାସରେ ସେ ଏକ ଶିଶୁକୁ ଜନ୍ମ ଦେବେ। , ସିଦ୍ଧୁ ମୁସେୱାଲାଙ୍କ ମା’ ଏକ ସ୍ବତନ୍ତ୍ର କୌଶଳ ମାଧ୍ୟମରେ ଏକ ସନ୍ତାନ ପ୍ରସବ କରିବାକୁ ଯାଉଛନ୍ତି । ସିଦ୍ଧୁ ମୁସେୱାଲାଙ୍କ ମାମୁଁ ଚାମକୌର ସିଂ ନିଜେ ଏହା ନିଶ୍ଚିତ କରିଛନ୍ତି। ସିଦ୍ଧୁ ମୁସେୱାଲାଙ୍କ […]

ଯେଉଁ ପିଲା ସମ୍ପକ୍ତ ପ୍ରଶ୍ନର ଉତ୍ତର ଲେଖିଥିବେ ସେମାନଙ୍କୁ ଗ୍ରେସ୍ ମାର୍କ ମିଳିବ ।

ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସ୍ୱୀକାର କଲା ସିଏଚଏସଇ । ପରୀକ୍ଷା ନିୟନ୍ତ୍ରକ କହିଲେ, ପ୍ରଶ୍ନପତ୍ରରେ ଆଉଟ୍ ଅଫ୍ ସିଲାବସ୍ ନୁହେଁ ବରଂ ଚଏସ୍ ଡେଫିସିଟ୍ ସମସ୍ୟା ଥିଲା । ରେଗୁଲାର ଓ ଏକ୍ସ ରେଗୁଲାର ପିଲାଙ୍କୁ ନେଇ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଥିଲା । କିନ୍ତୁ ଏହି ତ୍ରୁଟି ରେଗୁଲାର ପିଲାଙ୍କ କ୍ଷେତ୍ରରେ ହୋଇଛି କିନ୍ତୁ ଏକ୍ସରେଗୁଲାର ପିଲାଙ୍କ କ୍ଷେତ୍ରରେ ନୁହେଁ ।ପ୍ରଶ୍ନପତ୍ରରେ ୧୯ ମାର୍କର ଚଏସ ଡେଫିସିଟ ସମସ୍ୟା ରହିଛି । ପିଲାଙ୍କୁ […]

 ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ। 

ମିଶନ ଶକ୍ତି ମା’ଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେ ବଡ଼ ଉପହାର । ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏ ଋଣ। ବିନା ସୁଧରେ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ମିଳିବ ମା’ମାନଙ୍କୁ । ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା ଫେରସ୍ତ ହେବ । ଏ ବାବଦରେ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ହେବ । ମହିଳାଙ୍କ […]

ଗଗନଯାନ ମିଶନ: ୪ ମହାକାଶଚାରୀଙ୍କ ସହ ପରିଚିତ ହେଲା ଦେଶ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର କେରଳର ତିରୁଅନନ୍ତପୁରମରେ ଥିବା ବିକ୍ରମ ସାରାଭାଇ ମହାକାଶ କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଗଗନଯାନ ଅଭିଯାନରେ ମହାକାଶକୁ ଯିବାକୁ ଥିବା ୪ ବୀର ମହାକାଶଚାରୀଙ୍କ ସହ ଦେଶକୁ ପରିଚିତ କରାଇଛନ୍ତି। ବିକ୍ରମ ସାରାଭାଇ ସ୍ପେସ ସେଣ୍ଟରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ପ୍ରଶାନ୍ତ ବାଲକ୍ରିଷ୍ଣନ ନାୟାର, ଅଙ୍ଗଦ ପ୍ରତାପ, ଅଜିତ କୃଷ୍ଣନ ଏବଂ ଶୁଭାଂଶୁ ଶୁକ୍ଲା ଗଗନଯାନ ମିଶନ ପାଇଁ ମନୋନୀତ ମହାକାଶଚାରୀ ଅଟନ୍ତି। ସେ ଏହି ୪ଜଣଙ୍କୁ ‘ମହାକାଶଚାରୀ […]

ଓଡ଼ିଶାରେ ମୋଟ ବାଘ ସଂଖ୍ୟା ୩୦। ଏହା ସହ ଅଛନ୍ତି ଆଉ ୮ଟି ଛୁଆ।

ରାଜ୍ୟର ବାଘ ଗଣନା ରିପୋର୍ଟ ସାମ୍ନାକୁ ଆସିଛି ।ଏମାନଙ୍କ ମଧ୍ୟରେ ଏକବର୍ଷରୁ କମ୍‌ ବୟସର ୮ଟି ଶାବକ ରହିଛନ୍ତି। ତେବେ ୨୭ଟି ବାଘକୁ କ୍ୟାମେରା ଟ୍ରାପ୍‌ରେ ଠାବ କରାଯାଇଥିବାବେଳେ ଶିମିଳିପାଳରେ ଆଉ ୩ଟି ବାଘର ଉପସ୍ଥିତି ଥିବା ପ୍ରମାଣ ମିଳିଛି। ଏହି ୩ଟି ବାଘକୁ ମିଶାଇ କେବଳ ଶିମିଳିପାଳରେ ୨୭ଟି ବାଘ ରହିଛନ୍ତି। ଏଥିମଧ୍ୟରୁ ୧୪ଟି ମାଈ ଓ ୧୦ଟି ଅଣ୍ଡିରା ହୋଇଥିବାବେଳେ ବାକି ୩ଟି ସମ୍ପର୍କରେ ତଥ୍ୟ ମିଳିପାରିନାହିଁ। ସେହିଭଳି କେନ୍ଦୁଝର ଟେରିଟୋରିଆଲ ଓ କେନ୍ଦୁଝର […]

ଓଡ଼ିଆ ସ୍କୁବା ଡାଇଭର ବାପା ଓ ଝିଅଙ୍କ ପୁଣି କମାଲ ।

ଦୁବାଇରେ ରହୁଥିବା ବାପଝିଅ ସ୍କୁବା ଡାଇଭିଂ କରି ଆଉ ଏକ ଅନନ୍ୟ ସଫଳତା ହାସଲ କରିଛନ୍ତି। ପ୍ରିୟଦର୍ଶୀ ପାଣିଗ୍ରାହୀ ଓ ତାଙ୍କର ୧୩ ବର୍ଷର ଝିଅ ତିସ୍ୟା ସ୍କୁବା ଡାଇଭିଂ କରି ଜୋର୍ଡାନ ନିକଟବର୍ତ୍ତୀ ଲୋହିତ ସାଗରର ୫୫ ଫୁଟ ତଳେ ଥିବା ହର୍କୁଲସ୍‌ ସି-୧୩୦ ବିମାନ ନିକଟରେ ପହଞ୍ଚତ୍ଥିଲେ। କୁନି ସମୁଦ୍ର ବୁଡ଼ାଳି ତିସ୍ୟା କକପିଟରେ ପଶି ଏହାର ନିୟନ୍ତ୍ରଣ କକ୍ଷରେ ବିଭିନ୍ନ ଉପକରଣ ସହ ଖେଳୁଥିବା ଦେଖିବାକୁ ମିଳିଛି ।ପ୍ରିୟଦର୍ଶୀ ଓ ତିସ୍ୟା ଦୁବାଇର […]