ରାଜ୍ୟରେ ଆରମ୍ଭ ହେଲା ଗ୍ରନ୍ଥାଗାର ଅଭିଯାନ। ସୋମବାର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ବିଶ୍ବସ୍ତରୀୟ ଲାଇବ୍ରେରୀରେ ପରିଣତ କରିବାକୁ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡିଶା ଖଣି ନିଗମ (ଓଏମସି)ର ମିଳିତ ଆନୁକୁଲ୍ୟରେ ଗ୍ରନ୍ଥାଳୟକୁ ରୂପାନ୍ତରିକରଣ କରିବା ପାଇଁ ଓଡ଼ିଶା ସରକାର ଏହି ପ୍ରୟାସ ଆରମ୍ଭ କରିଛନ୍ତି । ଏହି ରୂପାନ୍ତରଣ କାର୍ଯ୍ୟର ଶିଳାନ୍ୟାସ ତଥା ନୂତନ ରୂପେ ଭୁବନେଶ୍ବରସ୍ଥିତ […]
ବରୁଣ ଧାୱନ ଏବଂ ନତାଶା ଦଲାଲ୍ ଖୁବ୍ ଶୀଘ୍ର ପିତାମାତା ହେବାକୁ ଯାଉଛନ୍ତି। ଦମ୍ପତିଙ୍କ ଘରକୁ କୁନି ଅତିଥି ଆସିବାକୁ ଯାଉଛି। ଏକ ପଟୋ ସେୟାର କରି ବରୁଣ ଏହା ପ୍ରକାଶ କରିଛନ୍ତି। ଅଭିନେତା ନିଜେ ତାଙ୍କ ପ୍ରଶଂସକଙ୍କୁ ତାଙ୍କ ପତ୍ନୀଙ୍କ ଗର୍ଭଧାରଣ ବିଷୟରେ ସୂଚନା ଦେଇଛନ୍ତି। ବରୁଣ ଏବଂ ନତାଶା ୨୦୨୧ରେ ବିବାହ କରିଥିଲେ, ଯଦିଓ ସେମାନେ ବର୍ଷ ବର୍ଷ ଧରି ପରସ୍ପରକୁ ଜାଣିଥିଲେ।ବରୁଣଙ୍କ ପୋଷ୍ଟ ବାହାରକୁ ଆସିବା ମାତ୍ରେ ଖୁବ୍ ଭାଇରାଲ ହୋଇଛି। ପ୍ରଶଂସକଙ୍କ […]
ଭାଜପା ସଭାପତି ଭାବେ ଜେପି ନଡା କାର୍ଯ୍ୟକାଳ ପୁଣି ବୃଦ୍ଧି କରାଯାଇଛି। ସେ ଆସନ୍ତା ଜୁନ୍ ପର୍ଯ୍ୟନ୍ତ ଦଳର ସଭାପତି ରହିବେ ବୋଲି ଜଣାପଡିଛି। ଜାନୁଆରୀରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିବା ଏହି ନିଷ୍ପତ୍ତି ରବିବାର ଦଳର ଜାତୀୟ ପରିଷଦ ଦ୍ୱାରା ଅନୁମୋଦିତ ହୋଇଛି।ସୂଚନା ମୁତାବକ ନଡ୍ଡାଙ୍କ କାର୍ଯ୍ୟକାଳକୁ ଜୁନ ୨୦୨୪ ପର୍ଯ୍ୟନ୍ତ ବଢା ଯାଇଛି। ଜୁନ ୨୦୨୪ ପର୍ଯ୍ୟନ୍ତ ନଡ୍ଡାଙ୍କ କାର୍ଯ୍ୟକାଳ ବଢାଇବା ପାଇଁ ବିଜେପି ସଂସଦୀୟ ବୋର୍ଡ ଗତବର୍ଷ ନିଷ୍ପତ୍ତି ନେଇଥିଲା। […]
ନ୍ୟାଶନାଲ କ୍ରସ୍ ନାମରେ ପ୍ରସିଦ୍ଧ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଅଳ୍ପକେ ମୃତ୍ୟୁମୁଖରୁ ବଞ୍ଚିଛନ୍ତି। ସେ ଯେଉଁ ବିମାନରେ ଯାତ୍ରା କରୁଥିଲେ ଉକ୍ତ ବିମାନଟିକୁ ତାଙ୍କୁ ଜରୁରୀକାଳୀନ ଅବତରଣ କରିବାକୁ ପଡ଼ିଥିଲା। ରଶ୍ମିକା ମନ୍ଦନା ତାଙ୍କ ଇନଷ୍ଟାଗ୍ରାମ ଷ୍ଟୋରୀରେ ଏକ ପୋଷ୍ଟ ସେୟାର କରିଛନ୍ତି। ଏହି ପୋଷ୍ଟରେ ରଶ୍ମିକା ଅଭିନେତ୍ରୀ ଶ୍ରଦ୍ଧା ଦାସଙ୍କ ସହ ନଜର ଆସିଛନ୍ତି। ଏଥିସହ, ସେ ତାଙ୍କ କ୍ୟାପସନରେ ଲେଖିଛନ୍ତି ଯେ ଏହା କେବଳ ଏକ ସୂଚନା ଯେ ଆମେ ମୃତ୍ୟୁରୁ ଉଦ୍ଧାର ପାଇଛୁ। […]
*ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।* *ବୃଷ : ଆଜି ବାଣିଜ୍ୟ, […]
ପୁରୀ,(ଓଡ଼ିଶା ଦର୍ପଣ):ପୁରୀରେ ହେବ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର। ୩ ବର୍ଷ ମଧ୍ୟରେ ଏହା ସମ୍ପୂର୍ଣ୍ଣ ହେବ । ଜମି ଅଧିଗ୍ରହଣ ପାଇଁ ପରିବେଶ ମଞ୍ଜୁରୀ ମିଳିଥିବା ବେଳେ ବିମାନ ଚଳାଚଳ କରିବା ପାଇଁ ଆବଶ୍ୟକ ପରିବେଶ ଆସେସେମେଣ୍ଟ କ୍ଲିୟରାନ୍ସ ଓ ସିଆରଜେଡ କ୍ଲିୟରାନ୍ସ ସହ ପ୍ରଦୂଷଣ କ୍ଲିୟରାନ୍ସ ସାର୍ଟିଫିକେଟର ଆବଶ୍ୟକତା ରହିଛି ବୋଲି କହିଛନ୍ତି ପରିବେଶବିତ। ଏହାର ନିର୍ମାଣ କାମ ପିପିପି ମୋଡରେ କରାଯିବ। ଏଥିପାଇଁ ୨୨୦୩ କୋଟି ଟଙ୍କାର ଟଙ୍କାର ଟେଣ୍ଡର ଆହ୍ୱାନ […]
ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୨୦ରୁ ଆରମ୍ଭ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତବର୍ଷ ପରୀକ୍ଷା ପରିଚାଳନାରେ ସଂସ୍କାର ଓ ସୁଧାର ଆଣିବା ପାଇଁ ବୋର୍ଡ ପକ୍ଷରୁ ତ୍ରିସ୍ତରୀୟ ସ୍କ୍ବାଡ ବ୍ୟବସ୍ଥା କରାଯାଇଛି। ପରୀକ୍ଷା କେନ୍ଦ୍ର ସହ ନୋଡାଲ ସେଣ୍ଟର ଗୁଡିକରେ ସିସିଟିଭି କ୍ୟାମେରା ଲଗାଯାଇଛି। ଅଧିକ ସମ୍ବେଦନଶୀଳ କେନ୍ଦ୍ରଗୁଡକରେ ସିସିଟିଭି ଆର୍ଟିଫିସିଆଲ୍ ଇଣ୍ଟେଲିଜେନସି(ଏଆଇ) ମାଧ୍ୟମରେ ସ୍କୁଲରେ ବିଭିନ୍ନ ଗତିବିଧି ଉପରେ ନଜର ରଖାଯିବ। ନୋଡାଲ […]
ବଲିଉଡର ଜଣାଶୁଣା ଫିଲ୍ମ ନିର୍ମାତା ରାଜକୁମାର ସନ୍ତୋଷୀଙ୍କ ପାଇଁ ଅଡ଼ୁଆ ବଢିଛି । ତାଙ୍କର ଏକ ଚେକ୍ ବାଉଁସ୍ ମାମଲାରେ ଜାମନଗର କୋର୍ଟ ବଡ଼ ରାୟ ଦେଇଛନ୍ତି । ରାଜକୁମାର ସନ୍ତୋଷୀଙ୍କୁ କୋର୍ଟ ଦୁଇ ବର୍ଷ ଜେଲ୍ ଦଣ୍ଡ ଶୁଣାଇଛନ୍ତି ଏବଂ ଚେକ୍ ଆମାଉଣ୍ଟର ଦ୍ୱିଗୁଣା ରାଶି ଅର୍ଥାତ୍ ଦୁଇ କୋଟି ଟଙ୍କା ଜମା କରିବାକୁ ଆଦେଶ ଦେଇଛନ୍ତି ।ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ନିର୍ମାତା ରାଜକୁମାର ଜାମନଗର ବ୍ୟବସାୟୀ ଅଶୋକ ଲାଲଙ୍କଠାରୁ ୧ କୋଟି ଟଙ୍କା ଋଣ […]
*ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।* *ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।* *ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]
*ମେଷ: କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।* *ବୃଷ: ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ […]
୨୦୨୦ ଆଇପିଏଲରେ ବରୁଣ ୧୩ଟି ମ୍ୟାଚ୍ ଖେଳି ୧୭ ଓ୍ବିକେଟ୍ ନେଇଥିଲେ । ଏହାପର ସିଜିନ୍ରେ ୨୨.୬୬ ଷ୍ଟ୍ରାଇକ୍ ରେଟ୍ରେ ନେଇଥିଲେ ୧୮ଟି ୱିକେଟ୍ । ତାଙ୍କର କ୍ରମାଗତ ଭଲ ପ୍ରଦର୍ଶନ ଯୋଗୁଁ ସେ ଟିମ୍ ଇଣ୍ଡିଆର ଟି -20 ବିଶ୍ୱକପ ୨୦୨୧ ପାଇଥିଲେ । ଟୁର୍ଣ୍ଣାମେଣ୍ଟରେ ଖେଳାଯାଇଥିବା ତିନିଟି ମ୍ୟାଚରେ ବରୁଣ ଭଲ ବୋଲିଂ କରିଥିଲେ ମଧ୍ୟ କୌଣସି ୱିକେଟ୍ ନେଇପାରିନଥିଲେ । ଯେଉଁ କାରଣରୁ ଟିମ୍ ଇଣ୍ଡିଆରୁ ତାଙ୍କୁ ବାହାର କରାଯାଇଥିଲା । ସେଦିନଠାରୁ […]
*ମେଷ: ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।* *ବୃଷ: ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ […]
