author

ହୋଟେଲ ରୁମରୁ ଅଙ୍ଗନବାଡି ଦିଦିଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଅଟୋନଗର ଅଞ୍ଚଳରେ ଜଣେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ବୈଶାଳୀ ପାଣ୍ଡେ (୨୬)। ତେବେ ତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ତାଙ୍କ ମା’।ଗତ ଶୁକ୍ରବାର ସନ୍ଧ୍ୟାରେ ରାୟଗଡ଼ା ଅଞ୍ଚଳର ପୁରୁଷ ବନ୍ଧୁ ସଙ୍କେତ ସେନାପତିଙ୍କ ସହ ଆସି ଓୟୋରେ ରୁମ୍ ନେଇ ରହିଥିଲେ । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।ବୈଶାଳୀ ପାଣ୍ଡେଙ୍କ […]

ଆଜିର ରାଶିଫଳ ବିଷୟରେ ଜାଣନ୍ତୁ (୧୪ ଜାନୁଆରୀ,୨୦୨୪)

ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ।*   ବୃଷ :ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି […]

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଦିନ ବିଦେଶରେ ହେବ ଛୁଟି

ଅଯୋଧ୍ୟାରେ ଜାନୁଆରୀ ୨୨ରେ ହେବାକୁ ଥିବା ଭବ୍ୟ ରାମ ମନ୍ଦିର ଲୋକାର୍ପଣରେ ଉତ୍ତର ପ୍ରଦେଶ ସରକାର ଯୋଗୀ ଆଦିତ୍ୟନାଥ ଛୁଟି ଘୋଷଣା କରିଛନ୍ତି। ତେବେ କେବଳ ଭାରତ ନୁହେଁ ରାମ ମନ୍ଦିରକୁ ନେଇ ବିଦେଶରେ ମଧ୍ୟ ଉତ୍ସାହ ଦେଖିବାକୁ ମିଳିଛି।ଏହି କ୍ରମରେ ମରିସସ୍ ସରକାର ଜାନୁଆରୀ ୨୨ ତାରିଖ ଦିନ ଛୁଟି ଘୋଷଣା କରିଛନ୍ତି। ଦେଶର ହିନ୍ଦୁ କର୍ମଚାରୀଙ୍କ ପାଇଁ ଏହି ଦିନ ୨ଘଣ୍ଟା ବିଶେଷ ଅବକାଶ ରଖିବା ନେଇ ସେ ଘୋଷଣା କରିଛନ୍ତି। ଯାହାଦ୍ୱାରା ସେମାନେ […]

ହତ୍ୟାର ୧୧ ଦିନ ପରେ ମିଳିଲା ମଡେଲ ଦିବ୍ୟାଙ୍କ ମୃତଦେହ

ବହୁ ଚର୍ଚ୍ଚିତ ମଡେଲ ଦିବ୍ୟା ପାହୁଜାଙ୍କ ମିଳିଲା ମୃତଦେହ । ହତ୍ୟାର ୧୧ ଦିନ ପରେ ହରିୟାଣାର ଏକ କେନାଲରୁ ମୃତଦେହ ଉଦ୍ଧାର କରିଛି ପୋଲିସ । ପୁଲିସ ମୃତଦେହକୁ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି |ଦିବ୍ୟାଙ୍କ ଶରୀରରେ ଥିବା ଏକ ଟାଟୁ ଦ୍ୱାରା ତାଙ୍କ ମୃତ ଶରୀରକୁ ଚିହ୍ନଟ କରାଯାଇଛି। କେନାଲରୁ ମୃତଦେହ କାଢିବା ପରେ ପୋଲିସ ଏହାର ଏକ ଫଟୋ ତାଙ୍କ ପରିବାର ସଦସ୍ୟଙ୍କ ନିକଟକୁ ପଠାଇବା ପରେ ସେମାନେ ମୃତଦେହକୁ ଚିହ୍ନଟ […]

ପ୍ରେମ ପାଇଁ ପ୍ରେମୀଯୁଗଳଙ୍କ ନିଜ ଜୀବନ ତ୍ୟାଗ କଲେ

କୋରାପୁଟ ଜିଲ୍ଲା ଦଶମନ୍ତପୁରରେ ଅଭାବନୀୟ ଘଟଣା ଘଟିଛି। ଆମ୍ବତୋଟାରୁ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପ୍ରେମିକାଙ୍କ ଓଢ଼ଣୀ ବେକରେ ଲଗାଇ ଆତ୍ମହତ୍ୟା କରିଛନ୍ତି ସେହି ଗ୍ରାମର ମହେନ୍ଦ୍ର ହିକ୍କା ଏବଂ ଯୁବନ୍ତୀ ମୁସ୍କା। ଦୁହେଁ ଦୁହିଁଙ୍କୁ ଭଲ ପାଉଥିଲେ। ଆଜି ଗାଁ ମୁଣ୍ଡ ଆମ୍ବତୋଟା ତେନ୍ତୁଳି ଗଛରେ ଦୁହିଁଙ୍କ ଝୁଲନ୍ତା ମୃତଦେହ ଗ୍ରାମବାସୀ ଦେଖିବାକୁ ପାଇଥିଲେ। ଏହାପରେ ସ୍ଥାନୀୟଲୋକେ ତୁରନ୍ତ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇ ମୃତଦେହକୁ ଜବତ କରିଛି ।ତେବେ […]

ନୂଆ ରେଳଷ୍ଟେସନ ସହ ପାସେଞ୍ଜର ଟ୍ରେନ ଲୋକାର୍ପଣ କଲେ କେନ୍ଦ୍ର ରେଳମନ୍ତ୍ରୀ

ନୀଳଗିରି ବାସୀଙ୍କର ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେଲା। ଆଜି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନୂଆ ଷ୍ଟେସନ ଓ ମେମୁ ଟ୍ରେନ ଶୁଭାରମ୍ଭ କରିଛନ୍ତି।ନୀଳଗିରି ଅଞ୍ଚଳକୁ ପେସେଞ୍ଜର ଟ୍ରେନ ଚାଲିବା ନେଇ ଦାବି ହୋଇ ଆସୁଥିବା ବେଳେ ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ ବାରମ୍ବାର ଦାବି କରିବା ସହ ଚିଠି ଲେଖି ଆସୁଥିଲେ । ଶେଷରେ ତାଙ୍କର ଦାବି ମଧ୍ୟ ପୂରଣ କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରାଳୟ ।ଦୀର୍ଘ ୭୯ବର୍ଷ ପରେ ନୀଳଗିରିରୁ ଗଡ଼ିଲା ପାସେଞ୍ଜର ଟ୍ରେନ। […]

ଚଳିତ ବର୍ଷର ପ୍ରଥମ ଶିକ୍ଷକ-ଅଭିଭାବକ ବୈଠକ ଅନୁଷ୍ଠିତ

ନୟାଗଡ଼,୧୩ା୧: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଏନଏସି ସରକାରୀ ଉଚ୍ଚ ବିଦ୍ୟାଳୟରେ ଚଳିତ ବର୍ଷର ପ୍ରଥମ ତଥା ଶିକ୍ଷାବର୍ଷର ଚତୁର୍ଥ ଶିକ୍ଷକ-ଅଭିଭାବକ ବୈଠକ ଶନିବାର ଦିନ ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ୍‌ଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ବୈଠକରେ ମୋ’ ବିଦ୍ୟାଳୟ କମିଟି ସଭାପତି ଲକ୍ଷ୍ମୀଧର ମହାପାତ୍ର ଅତିଥିଭାବେ ଯୋଗଦାନ କରି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଏହି ଆଲୋଚନାରେ ଛାତ୍ରଛାତ୍ରୀ ମାନଙ୍କ ଶୈକ୍ଷିକ ଅଭିବୃଦ୍ଧି, ଆସନ୍ତା ବାର୍ଷିକ ପରୀକ୍ଷା ପାଇଁ […]

ଆଜିର ରାଶିଫଳ(୧୩ ଜାନୁଆରୀ,୨୦୨୪)

ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା ମିଳିବ। ପାଚନତନ୍ତ୍ରର ସମସ୍ୟାରେ ସ୍ୱାସ୍ଥ୍ୟ ଖରାପ ହେବାର ଆଶଂକା ଅଛି।* ମିଥୁନ:ସମସ୍ତ କାର୍ଯ୍ୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବ କରିବେ। ମାତା ଏବଂ ମହିଳାମାନଙ୍କ ମାମଲାରେ ଅଧିକ ସମ୍ବେଦନଶୀଳ ହେବେ। ବିଚାରର ଭରମାରରେ ମାନସିକ ଆଳସ୍ୟ ଅନୁଭବ କରିବେ। ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ। […]

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ କଣ ରହିଛି ରହିଛି କାର୍ଯ୍ୟସୂଚୀ-

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ। ଆରମ୍ଭ ହୋଇଛି ଅଙ୍କୁରାରୋପଣ। ଶୁକ୍ରବାର ପୌଷ ଶୁକ୍ଳ ତୃତୀୟା ତିଥିରେ ସନ୍ଧ୍ୟା ୫ଟାରୁ ୬ଟା ଭିତରେ ଶ୍ରୀନଅରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ଆଚାର୍ଯ୍ୟବରଣ କରାଯାଇଥିଲା । ଯଜ୍ଞ ମଣ୍ଡପରେ ମଣ୍ଡଳ କଟାଯାଇ ଯଜ୍ଞ ବିଧି ଓ ପୂଜା ଆରମ୍ଭ କରାଯାଇଛି ।୧୭ ତାରିଖ ପୌଷ ଶୁକ୍ଳ ପକ୍ଷ ଶୁଭଦିନରେ ହବ ପୂର୍ଣ୍ଣାହୁତି। ୧୫,୧୬, ୧୭ରେ ହୋମଯଜ୍ଞ ହେବ। ଯଜ୍ଞଶାଳାରେ ୪୮ ବ୍ରାହ୍ମଣ ବରଣ ହେବେ। ଚାରି ଦ୍ବାରରେ […]

ମାଆ ସମଲେଇକୁ ଦର୍ଶନ କରିବା ପରେ ପ୍ରକଳ୍ପର ସମୀକ୍ଷା କଲେ ଭିକେ ପାଣ୍ଡିଆନ୍

ସମ୍ବଲପୁର ଗସ୍ତର ଦ୍ବିତୀୟ ଦିନରେ ଆଜି ଗ୍ରାଉଣ୍ଡ ଜିରୋରେ ସମୀକ୍ଷା କରିଛନ୍ତି ଫାଇଭ-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ । ସକାଳୁ ସକାଳୁ ମା ସମଲେଶ୍ବରୀଙ୍କୁ ଦର୍ଶନ କରିବା ସହିତ ସମଲେଇ ପ୍ରକଳ୍ପର ଶେଷ ସମୀକ୍ଷା କରିଛନ୍ତି |ଏହି ସମୀକ୍ଷା ବୈଠକରେ ଆରଡିସିଙ୍କଠାରୁ ଆରମ୍ଭ କରି ଜିଲ୍ଲାପାଳ, ମହାନଗର ନିଗର କମିଶନର ଉପସ୍ଥିତ ଥିଲେ । ଏହା ପରେ ମା’ ସମଲେଶ୍ୱରୀ ମନ୍ଦିରକୁ ଯାଇଥିଲେ ଫାଇଭ୍-ଟି ଅଧ୍ୟକ୍ଷ । ମା’ଙ୍କୁ ଦର୍ଶନ କରିବା ସହ ସମଲେଇ ସମଲେଇ ପ୍ରକଳ୍ପ […]

ପ୍ରାଞ୍ଜଳ ଭାବେ କ୍ୟାପିଟାଲ ଲେଟର, ଟାଇପ କିମ୍ବା ଗୋଲ ଅକ୍ଷରରେ ଲେଖିବାକୁ ନିର୍ଦେଶ ଦେଲେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ।

ଏବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତତ୍ପର ହୋଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମସ୍ତ ଡାକ୍ତରମାନଙ୍କୁ ପରିଷ୍କାର ଅକ୍ଷରରେ ଲେଖିବାକୁ ବିଭାଗ ନିର୍ଦ୍ଦେଶ ଦେଇଛି।ଏନେଇ ରାଜ୍ୟ ପରିବାର ଓ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ନିର୍ଦେଶ ଜାରି କରିଛି। ଡାକ୍ତରୀ ଚିଠା, ଶବ ବ୍ୟବଚ୍ଛେଦ ରିପୋର୍ଟ ପ୍ରାଞ୍ଜଳ ଭାବେ କ୍ୟାପିଟାଲ ଲେଟର, ଟାଇପ କିମ୍ବା ଗୋଲ ଅକ୍ଷରରେ ଲେଖିବାକୁ କୁହାଯାଇଛି। ଲେଖା ଏମିତି ହେବା ଦରକାର ଯେମିତି କିଛି ସମସ୍ୟା ନ ହେବ ଓ ଭଲ ଭାବେ ବୁଝି ହେବ […]

ଅଟଳ ସେତୁ : ପିଏମ୍‌ ମୋଦୀ କଲେ ଉଦ୍‌ଘାଟନ

ଲୋକାର୍ପିତ ହେଲା ଭାରତର ସବୁଠୁ ଲମ୍ବା ସେତୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଟଳ ସେତୁର ଉଦ୍‌ଘାଟନ କରିଛନ୍ତି। ଏହି ସେତୁ କେବଳ ଭାରତର ସବୁଠୁ ଲମ୍ବା ସେତୁ ନୁହେଁ ବରଂ ଏହା ସବୁଠୁ ଲମ୍ବା ସାମୁଦ୍ରିକ ସେତୁ ମଧ୍ୟ । ୧୭ହଜାର ୮୪୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ସେତୁ ମୁମ୍ବଇକୁ ନଭି ମୁମ୍ବଇ ସହ ଯୋଡ଼ିବ। ଏହି ୨୧.୮ କିଲୋମିଟର ଦୀର୍ଘ ଓ ୬ ଲେନ୍ ବିଶିଷ୍ଟ ସେତୁ ସମୁଦ୍ର ଉପରେ ୧୬.୫ କିଲୋମିଟର […]