ସକାଳୁ ସକାଳୁ ଭୁବନେଶ୍ବର ଓ କଟକରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଏହାରି ଭିତରେ ଆଗକୁ ବର୍ଷାର ପରିମାଣ ଆହୁରି ବଢ଼ିପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି। ତେବେ ବର୍ଷା ଯୋଗୁଁ ପରିବେଶ ଥଣ୍ଡା ହେବା ସହ ତାପମାତ୍ରାରେ ହ୍ରାସ ଘଟିଛି । ପାଣିପାଗରେ ଆସିଥିବା ଏହି ପରିବର୍ତ୍ତନ ଲୋକଙ୍କୁ ଖରା ଓ ଗୁଳୁଗୁଳିରୁ ସାମୟିକ ମୁକ୍ତି ଦେଇଛି । ଆଗାମୀ କିଛି ଘଣ୍ଟା ଯାଏଁ କଟକ ଓ ଭୁବନେଶ୍ୱର ସମେତ ଆଖପାଖ […]
ସରିଲା ସ୍ନାନଯାତ୍ରା, ଆଜିଠୁ ଅଣସର ଦର୍ଶନ । ଗତକାଲି ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ଦିବ୍ୟ ସ୍ନାନ କରିବା ପରେ ବିଳମ୍ବିତ ରାତି ଯାଏଁ ହାତୀବେଶରେ ଲକ୍ଷ ଲକ୍ଷ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ଶ୍ରୀଜିଉ । ଆଜିଠୁ ୧୫ଦିନ ଅଣସର ଦର୍ଶନ ଚାଲିବ । ଏହି ୧୫ ଦିନ ବ୍ରହ୍ମଗିରିର ପ୍ରସିଦ୍ଧ ଅଲାରନାଥଙ୍କ ପୀଠରେ ଲାଗିବ ଭକ୍ତ ମାନଙ୍କ ଗହଳିଚହଳି ।ଏଥିପାଇଁ ପ୍ରଶାସନ ତରଫରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ମନ୍ଦିର ପରିଚାଳନା […]
ମେଷଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ। ବୃଷଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ […]
ରାୟଗଡା ତା ୨୯/୦୬/୨୬ (ନିପ୍ର) ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ସକାଳ ୯ଟାରେ ମାଜିଷ୍ଟ୍ରେଟ ଓ ପୋଲିସ ଉପସ୍ଥିତିରେ ମନ୍ଦିର ପରିଚାଳନା କମିଟି ତରଫରୁ ହୁଣ୍ଡି ଖୋଲାଯାଇ ଗଣତି ଆରମ୍ଭ ହୋଇଥିଲା। ଏହି ଗଣତି କାର୍ଯ୍ୟରେ ବ୍ୟାଙ୍କ କର୍ମଚାରୀଙ୍କ ସମେତ ପ୍ରାୟ ୨୫୦ ଜଣ ସ୍ୱେଚ୍ଛାସେବୀ ସାମିଲ ହୋଇଥିଲେ। ହୁଣ୍ଡି ଖୋଲିବା ଓ ଗଣତି ବେଳେ ପୋଲିସ ଓ ମନ୍ଦିର ସୁରକ୍ଷା କର୍ମୀଙ୍କ ଦ୍ବାରା […]
ଉତ୍ତରପ୍ରଦେଶ ଅଲିଗଡ଼ରେ ଏକ ପ୍ରଶିକ୍ଷଣ ବିମାନ କାସଗଞ୍ଜ ପୋଲିସ୍ ଲାଇନ ପଛପଟ ହାଇୱେ ଉପରେ ଖସି ପଡିଛି। ଏହି ଦୁର୍ଘଟଣାରେ ବିମାନ ଚାଳନା କରୁଥିବା ମହିଳା ପାଇଲଟ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଏୟାରକ୍ରାଫ୍ଟରେ ଜଣେ ମହିଳା ଟ୍ରେନି ପାଇଲଟ୍ ଥିଲେ । ଦୁର୍ଘଟଣାରେ ସେ ଗୁରୁତର ଭାବେ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକଙ୍କ ସୂଚନା ପରେ ପୋଲିସ ଓ ପ୍ରଶାସନ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତ ପାଇଲଟଙ୍କୁ ପ୍ରଥମିକ ଚିକିତ୍ସା ପରେ ଜିଲ୍ଲା […]
୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି ପିଛା ପେଟ୍ରୋଲ-ଡିଜେଲ ବିକ୍ରି ଉପରେ ଲାଗିଥିବା ୨୦୦ ଲିଟରର ସର୍ବାଧିକ ସୀମାକୁ ହଟାଇବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ଗତ ୧୨ ଜୁନ୍ରେ ଏକ ନିର୍ଦ୍ଦେଶ ଜାରି କରି ରିଟେଲ୍ ପେଟ୍ରୋଲ ପମ୍ପଗୁଡ଼ିକରୁ ହେଉଥିବା ପେଟ୍ରୋଲ ଏବଂ ଡିଜେଲ ବିକ୍ରିକୁ ସୀମିତ କରିଦେଇଥିଲେ। ଏହି ନିୟମ ଅନୁଯାୟୀ, ଯେକୌଣସି ଗୋଟିଏ ଗାଡ଼ି ପାଇଁ ଗୋଟିଏ ଦିନରେ […]
ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଆସନ୍ତା ଜୁଲାଇ ୪ ତାରିଖରେ ସେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଗୃହମନ୍ତ୍ରୀଙ୍କର ଏହି ଗସ୍ତକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର୍ ଧରିଛି। ଶାହା ଜୁଲାଇ ୪ରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ବରଗଡ଼ ଯିବେ। ବରଗଡ଼ରେ ୧୭୫୦ କୋଟି ଟଙ୍କାର ଇଥାନଲ ପ୍ଲାଣ୍ଟ ଉଦଘାଟନ ସହିତ ସାଧାରଣ ସଭାରେ ଉଦବୋଧନ ଦେବେ ଶାହା। ଏହାପରେ ସମ୍ବଲପୁର ଯାଇ ରାତ୍ରିଯାପନ କରିବେ। ୫ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ଏବଂ ନବକଳେବର ରଥ ଚକ ସ୍ଥାପନ କମିଟିର ମିଳିତ ଆନୁକୂଲ୍ୟରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଦିନ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ ଉପଲକ୍ଷେ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ କଳାକାର ମାନଙ୍କୁ ନେଇ ଏକ ଭବ୍ୟ ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ, ପ୍ରାଣକୃଷ୍ଣ ମହାରଣା,କଣ୍ଠଶିଳ୍ପୀ ଜୟଶ୍ରୀ ଦେବୀ, ସୁର ଗନ୍ଧର୍ବ କଣ୍ଠଶିଳ୍ପୀ ନବକିଶୋର ମିଶ୍ର,ଡ.ଆଶୁତୋଷ ମିଶ୍ର, ମାଧବ ଡାକୁଆ,ବିଷ୍ନୁପ୍ରିୟା ବେହେରା, ଓମ ପ୍ରକାଶ ମହାରଣା,ଶୁଚିସ୍ମିତା ଦୋରା ପ୍ରମୁଖ […]
ଅଯୋଧ୍ୟା ରାମ ମନ୍ଦିର ଦାନ ଚୋରି ମାମଲାରେ ଗିରଫ ଅଭିଯୁକ୍ତଙ୍କ ମାମଲା ଲଢ଼ିଲେ ୫ ଲକ୍ଷ ଟଙ୍କା ଜୋରିମାନା ଦେବାକୁ ପଡ଼ିବ ବୋଲି ଫୈଜାବାଦ ବାର୍ ଆସୋସିଏସନ୍ ପକ୍ଷରୁ ଏହାର ଓକିଲମାନଙ୍କୁ କଡ଼ା ଚେତାବନୀ ଜାରି କରାଯାଇଛି।ବୈଠକରେ ଓକିଲମାନେ ଚମ୍ପତ ରାୟ, ଅନିଲ ମିଶ୍ର ଏବଂ ଗୋପାଳ ରାଓଙ୍କୁ ତିନି ଦିନ ମଧ୍ୟରେ ଅଯୋଧ୍ୟା ଛାଡ଼ିବାକୁ ଦାବି କରିଥିଲେ। ଏହା ନ କଲେ ସହର ଅବରୋଧ କରାଯିବ ବୋଲି ମଧ୍ୟ ସେମାନେ ଚେତାବନୀ ଦେଇଛନ୍ତି। ଚମ୍ପତ ରାୟ […]
ଇରାନର ପୂର୍ବତନ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖେମିନିଙ୍କ ଅନ୍ତିମ ସଂସ୍କାରରେ ଭାରତ ଯୋଗ ଦେବ।ଖାମେନେଇଙ୍କ ପାଇଁ ଆୟୋଜିତ କାର୍ଯ୍ୟକ୍ରମ ଆରମ୍ଭ ୪ ଜୁଲାଇରୁ ହେବ । ଏଥିରେ ସାମିଲ ହେବାକୁ ଭାରତ ପକ୍ଷରୁ ବିହାରର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ସୟୈଦ ଅତା ହସନେନ୍ ଓ ବୈଦେଶିକ ରାଷ୍ଟ୍ର ମନ୍ତ୍ରୀ ପବିତ୍ରା ମାର୍ଗାରେଟ୍ ସାମିଲ ହେବେ । ଇରାନର ବହୁ ସହରରେ ୪ ରୁ ୯ ଜୁଲାଇ ପର୍ଯ୍ୟନ୍ତ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ହେବାକୁ ଯାଉଛି । […]
CBSEର ଥ୍ରୀ-ଲାଙ୍ଗୁଏଜ ପଲିସି ସମ୍ପର୍କରେ ଛାତ୍ରୀଛାତ୍ର ଏବଂ ସେମାନଙ୍କ ଅଭିଭାବକମାନଙ୍କର ଅନେକ ପ୍ରଶ୍ନ ଥିଲା, ଯାହାକୁ ବୋର୍ଡ ଏବେ ସମାଧାନ କରିଛି।ବର୍ତ୍ତମାନର ଦଶମ ଶ୍ରେଣୀ ଏବଂ ୨୦୨୬-୨୭ ବର୍ଷର ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ପାଇଁ କୌଣସି ପରିବର୍ତ୍ତନ ହେବ ନାହିଁ। ସେମାନେ ପୂର୍ବ ପରି ଦୁଇଟି ଭାଷା ପଢ଼ିବେ। କିନ୍ତୁ ୨୦୨୬-୨୭ ଶିକ୍ଷାବର୍ଷରୁ ନବମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ତିନୋଟି ଭାଷା ପଢ଼ିବାକୁ ପଡ଼ିବ, ଯେଉଁଥିରୁ ଅତିକମରେ ଦୁଇଟି ଭାରତୀୟ ଭାଷା ହେବା ବାଧ୍ୟତାମୂଳକ। ଏହି ଶ୍ରେଣୀ ପାଇଁ […]
ବର୍ଷର ପ୍ରଥମ ଗ୍ରୀଷ୍ମ ପୂର୍ଣ୍ଣିମା, “ଷ୍ଟ୍ରବେରୀ ମୁନ୍”, ଆକାଶରେ ଦେଖାଯିବ ।ଏହି ପୂର୍ଣ୍ଣିମା ଚନ୍ଦ୍ର ଦିଗବଳୟର ବହୁତ ନିକଟତର ଦେଖାଯିବ। ଫଳସ୍ୱରୂପ, ଏହା ସାଧାରଣ ଅପେକ୍ଷା ବଡ଼, ଉଜ୍ଜ୍ୱଳ ଏବଂ ଫିକା ସୁନା କିମ୍ବା ତମ୍ବା ରଙ୍ଗରେ ରଙ୍ଗୀନ ଦେଖାଯିବ। ଯଦି ପାଗ ସଫା ରହେ, ତେବେ ଭାରତର ଅନେକ ସ୍ଥାନରେ ଏହି ଦୃଶ୍ୟ ପ୍ରକୃତରେ ମନମୋହକ ହେବ।ଏହି ନାମଟି ଗୋଲାପୀ କିମ୍ବା ଷ୍ଟ୍ରବେରୀ ପରି ଚନ୍ଦ୍ରକୁ ସୂଚାଇପାରେ, କିନ୍ତୁ ତାହା ସତ୍ୟ ନୁହେଁ । ନାସା […]
