ତାମିଲନାଡୁ ମୁଖ୍ୟମନ୍ତ୍ରୀ ତଥା ଟିଭିକେ ମୁଖ୍ୟ ଥାଲାପତି ବିଜୟଙ୍କ ଆଜି ୫୨ ତମ ଜନ୍ମଦିନ । ତାମିଲ ସିନେମାର ସୁପରଷ୍ଟାର ଥଲାପାତି ବିଜୟ ବର୍ତ୍ତମାନ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି । ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ । ତାଙ୍କ ଜନ୍ମ ଦିନକୁ ନେଇ ରାଜ୍ୟବ୍ୟାପୀ ତାଙ୍କ ସମର୍ଥକ ଏବଂ ଦଳୀୟ କର୍ମୀଙ୍କ ମଧ୍ୟରେ ଯଥେଷ୍ଟ ଉତ୍ସାହ ଦେଖିବାକୁ ମିଳିଛି । ଲୋକ ସଭାରେ […]
ରାଜ୍ୟର ଲକ୍ଷାଧିକ ଭତ୍ତା ହିତାଧିକାରୀଙ୍କ ପାଇଁ ଖୁସି ଖବର । ରାଜ୍ୟର ୧୭ ଲକ୍ଷ ୬୦ ହଜାର ୪୩୫ ଜଣ ଭତ୍ତା ହିତାଧିକାରୀଙ୍କୁ ଏକାଥରେ ଏପ୍ରିଲ୍ ଓ ମେ ମାସର ଭତ୍ତା ରାଶି ପ୍ରଦାନ କରାଯାଇଛି । ଜୁନ୍ ମାସର ଭତ୍ତା ପ୍ରଦାନ ପ୍ରକ୍ରିୟା ମଧ୍ୟ ଜାରି ରହିଛି । ଏନେଇ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ନିର୍ଦ୍ଧାରିତ ସମୟ ମଧ୍ୟରେ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ଖାତାରେ ଭତ୍ତା […]
ଚେନ୍ନାଇରେ ପହଁଚିଲେ ଓଡିଶା ଟିମ୍ । ଚେନ୍ନାଇରେ ଘଟିଥିବା ଗ୍ୟାସ ଲିକ୍ ଘଟଣା ପରିପ୍ରେକ୍ଷୀରେ ଓଡ଼ିଶା ସରକାରଙ୍କ ଟିମ୍ ଚେନ୍ନାଇରେ ପହଞ୍ଚିଥିବା ସୂଚନା ମିଳିଛି। ଟିମର ନେତୃତ୍ୱ ନେଉଛନ୍ତି ଶ୍ରମ ଓ ଇଏସଆଇ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀ ରାଜେଶ ଅଗ୍ରୱାଲା । ସଚିବଙ୍କ ସୂଚନା ଅନୁଯାୟୀ, ‘‘ଜଣେ ମୃତ ଓଡ଼ିଆ ଶ୍ରମିକଙ୍କ ମୃତଦେହ ଗତକାଲି ରାତିରେ ଚେନ୍ନାଇକୁ ଅଣାଯାଇଥିବାବେଳେ ଆଜି ବ୍ୟବଚ୍ଛେଦ କରାଯିବ। ଏହି ପ୍ରକ୍ରିୟାକୁ ସୂଚାରୁ ରୂପେ ସମ୍ପନ୍ନ କରିବା ପାଇଁ ଟିମ୍ର ସଦସ୍ୟ […]
ସମ୍ବଲପୁର ସହରରେ ଗୋଟିଏ ଦିନରେ ଦୁଇଟି ଭିଡ଼ ହିଂସାକୁ ନେଇ ଆଲୋଡ଼ନ ସୃଷ୍ଟି ହୋଇଛି। ବଡ଼ବଜାରରେ ପିଲାଚୋର ସନ୍ଦେହରେ କେରଳର ପ୍ରବାସୀ ଶ୍ରମିକ ବିଷ୍ଣୁ କୈସ (୩୧)ଙ୍କୁ ଘେରିଯାଇ କିଛି ଲୋକ ଆକ୍ରମଣ କରିଥିଲେ। ତେବେ ପୁଲିସ ଘଟଣାସ୍ଥଳରେ ପହଞ୍ଚିଯିବାରୁ ଏହି ଅଣଓଡ଼ିଆ ଯୁବକ ଲୋକଙ୍କ ଆକ୍ରୋଶରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପଚରା ଉଚରା ପରେ ବ୍ୟକ୍ତିଙ୍କ ପରିଚୟ ମିଳିଛି ବୋଲି ପୋଲିସ ସୂଚନା ଦେଇଛି l ବ୍ୟକ୍ତି ଜଣକ କେରଳି ଭାଷାରେ କଥା ହେଉଛନ୍ତି |ସେ ହୁଏତ […]
ସାରା ରାଜ୍ୟରେ ବଦଳିଛି ପାଗର ମିଜାଜ । ମେଘୁଆ ଆକାଶ ସାଙ୍ଗକୁ ଝିପିଝିପି ବର୍ଷାରେ ଭିଜୁଛି ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ।ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି । ଆସନ୍ତାକାଲି ଓଡ଼ିଶାର ଆଉ କିଛି ଅଞ୍ଚଳକୁ ଛୁଇଁବ ମୌସୁମୀ । ଓଡ଼ିଶାରେ ମୌସୁମୀ ପହଞ୍ଚି ସାରଥିଲେ ବି ଏପର୍ଯ୍ୟନ୍ତ ସବୁ ଅଞ୍ଚଳକୁ ଛୁଇଁ ନାହିଁ । ଆସନ୍ତାକାଲି ଆଡ଼କୁ ମହରାଷ୍ଟ୍ର, ତେଲେଙ୍ଗାନା, ଓଡ଼ିଶା, ଝାଡ଼ଖଣ୍ଡ, ବିହାରର ଏବଂ ଛତିଶଗଡ଼ର ଆଉ କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର […]
ମେଷବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ । ବୃଷ ଆକସ୍ମିକ ଧନଲାଭ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । […]
ଅଦ୍ୟ 21_6_2026 ଦିନ,ରାୟଗଡ ଜିଲ୍ଲା, ଅଲ ଓଡ଼ିଶା ଇ .ପି .ଏଫ୍ ପେନସନରସ ଆସୋସିଏସନ୍ ଆନୁକୁଲ୍ୟରେ, ବନ ଉନ୍ନୟନ ନିଗମ ର ଅନେକ ଅବସର ପ୍ରାପ୍ତ କର୍ମଚାରୀ ସମେତ ଅନ୍ୟ ସଂସ୍ଥା ର ପେନସନ ଭୋଗୀ ଙ୍କୁ ନେଇ ଏକ ସଭା ରାୟଗଡ,ଗାୟତ୍ରୀ ମନ୍ଦିର ହଲରେ ଅନୁଷ୍ଠିତ ହେଇଯାଇଛି,ଶ୍ରୀ ପ୍ରଶାନ୍ତ ପଟ୍ଟନାୟକ ସଭା ଦାୟିତ୍ୱ ତୁଲାଇଥିଲେ।ଆଲୋଚନାରେ ସୁପ୍ରିମ କୋର୍ଟ ର ଆଦେଶ ସତ୍ତ୍ୱେ ବର୍ଦ୍ଧିତ ପେନସନ ଦୀର୍ଘ 3 ବର୍ଷଧରି ମୁନିଗୁଡା ଡିଭିଜନର କୌଣସି କର୍ମଚାରୀଙ୍କୁ,ବର୍ଦ୍ଧିତ ପେନସନ […]
ନୟାଗଡ଼, (ଓଡ଼ିଶା ଦର୍ପଣ):ବିଶ୍ୱ ଯୋଗଦିବସ ନୟାଗଡ଼ ପୁରୁଣା ସହର ସାଗର ପୁଷ୍କରିଣୀ ନିକଟରେ ଥିବା ଥିବା ମୁନିସିପାଲିଟି ବୁଦ୍ଧ ମଣ୍ଡପ ଠାରେ ରେଡ଼କ୍ରସ ଓ ରେଡ଼କ୍ରସ ଭଲ୍ୟୁଣ୍ଟାରୀ ଫୋରମ ସହଯୋଗରେ ଶ୍ରୀରାଘୁନାଥ ଯୋଗାପୀଠରେ ନାମିତ ଯୋଗ ଶିବିରରେ ସକାଳ ୬ଘଣ୍ଟା ସମୟରେ ବିଶ୍ୱ ଯୋଗ ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ତଥା ଜିଲ୍ଲା ସାମ୍ବାଦିକ ସଙ୍ଗ ସଭାପତି ପ୍ରମୋଦ ପଟ୍ଟନାୟକ ଯୋଗ ଦେଇଥିଲେ।ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନିବେଦିତା ପତି, ଜିଲ୍ଲାର ୧୫ ଟି […]
ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ […]
ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା ଦେଖାଯାଇଛି । ଭୂମିର ପ୍ରତ୍ୟେକ କୋଣରୁ ଏକ ନୂତନ ସୁଗନ୍ଧି ଉଠୁଛି । ଏହା ଅନୁଭବ କରୁଛି ଯେପରି ବଙ୍ଗଳା ତାର ଶିକୁଳିରୁ ମୁକ୍ତ ହୋଇଛି ଏବଂ ଏହାର ଗୌରବର ପୁନରୁଦ୍ଧାର ଆରମ୍ଭ ହୋଇଛି। ଆଜିର କାର୍ଯ୍ୟକ୍ରମ ଏହି ସତ୍ୟର ସାକ୍ଷ୍ୟ ଦିଏ ଯେ ଆମର ବଙ୍ଗଳା ଏକ ନୂତନ […]
ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ ଅବସରରେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ବାଲୁକା କଳା । ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି, ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ସୁଦର୍ଶନ ପଟ୍ଟନାୟକ ।ଏହି ବାଲୁକା କଳାରେ “ଜୟ ଜଗନ୍ନାଥ” ଏବଂ “ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା, ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୀ” ବୋଲି ବାର୍ତ୍ତାକୁ ମଧ୍ୟ ସ୍ଥାନ ଦେଇଥିଲେ ।ଏହି ୬ […]
ରାୟଗଡ଼ା ଭିଡ଼ ହିଂସାକୁ ବିଜେଡିର କଡ଼ା ନିନ୍ଦା। ପ୍ରେସମିଟ୍ ରେ ବର୍ଷିଲା ବିରୋଧୀ ଦଳ। ।ଶଙ୍ଖ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟସଭା ସାଂସଦ ଶ୍ରୀମତୀ ସୁଲତା ଦେଓ ଓ ବରିଷ୍ଠ ସାଧାରଣ ସମ୍ପାଦିକା ଡ. ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟରେ ପ୍ରତିଦିନ ଘଟୁଥିବା ଅମାନବୀୟ ଘଟଣା ଓ ରାଜ୍ୟ ସରକାରଙ୍କ ଦାୟିତ୍ୱହୀନତାକୁ ନେଇ ସମାଲୋଚନା କରିଥିଲେ ।ଶ୍ରୀମତୀ ସୁଲତା ଦେଓ କହିଛନ୍ତି, ଆଜି ରାଜ୍ୟ ସରକାର ଦୁଇ ବର୍ଷ ପୂର୍ତ୍ତି ପାଇଁ ବିଭିନ୍ନ ଉତ୍ସବ ପାଳନ, ଯୋଜନାର […]
