ଓଡ଼ିଶାରେ ସକ୍ରିୟ ହେଉଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଉପକୂଳ ସହ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାକୁ ଛୁଇଁଛି ମୌସୁମୀ ବାୟୁ । ବର୍ତ୍ତମାନ ଏହା ଆଭ୍ୟନ୍ତରୀଣ ଓଡ଼ିଶା ଦେଇ ଗତି କରୁଛି । ଆଗାମୀ ୪-୫ ଦିନ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟ୍କା ପବନ ବହିବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।ବର୍ତ୍ତମାନ ସୁଦ୍ଧା ଦେଶରେ ଜୁନ୍ ମାସରେ ୩୨% ବର୍ଷା […]
ଆମେରିକା ଏୟାରଫୋର୍ସର B-52 ବୋମାବର୍ଷୀ ବିମାନ ଦୁର୍ଘଟଣା ଘଟିଛି । ବିମାନଟି ଦକ୍ଷିଣ କାଲିଫୋର୍ନିଆରେ ଅବସ୍ଥିତ ଏଡୱାର୍ଡସ୍ ଏୟାର ଫୋର୍ସ ବେସରୁ ଉଡ଼ାଣ ଭରିବାର କେବଳ କିଛି ମିନିଟ୍ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ରିପୋର୍ଟ ଅନୁଯାୟୀ, ସୋମବାର ଘଟିଥିବା ଏହି ଭୟାବହ ଦୁର୍ଘଟଣାରେ ବିମାନରେ ଥିବା ୮ ଜଣ କ୍ରୁ ସଦସ୍ୟଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ଘଟଣା ପରେ ସଙ୍ଗେ ସଙ୍ଗେ ଜରୁରୀକାଳୀନ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଓ ସେନା […]
✧ମେଷଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି ବୃଷଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍ ସନ ଲାଗି […]
ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ ଅଧିକ ହ୍ରାସ ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଶକ୍ତି ବୁଝାମଣାକୁ ସ୍ବାଗତ କରିଛନ୍ତି। ସେଭଳି ସେ ଏହି ଡିଲ୍ ପରେ ଭାରତର ପେଟ୍ରୋଲିୟମ୍ ଓ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରଣାଳୟ ବୟାନ ଜାରି କରି କହିଛି, ଦେଶରେ ପେଟ୍ରୋଲ-ଡିଜେଲର କୌଣସି ଅଭାବ ନାହିଁ।ପେଟ୍ରୋଲିୟମ୍ ଓ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରଣାଳୟ […]
ସୁପ୍ରିମକୋର୍ଟରେ ଅନୁଭବ ମହାନ୍ତିଙ୍କ ମାମଲା,ବର୍ଷା ପ୍ରିୟଦର୍ଶିନୀ ଓ ରାଜ୍ୟ ସରକାରଙ୍କୁ ନୋଟିସ୍। ହାଇକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ସୁପ୍ରିମକୋର୍ଟରେ ପହଞ୍ଚିଲେ ଅନୁଭବ। ଓଡ଼ିଶା ହାଇକୋର୍ଟଙ୍କ କିଛି ନିର୍ଦ୍ଦେଶ ବିରୋଧରେ ଆଗତ ଏହି ସ୍ପେଶାଲ ଲିଭ୍ ପିଟିସନ ବା ଏସଏଲପି ମାମଲାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି।ଗତ ଫେବ୍ରୁଆରୀ ୨୭ ତାରିଖରେ ସୁପ୍ରିମକୋର୍ଟରେ ଅନୁଭବଙ୍କ ପକ୍ଷରୁ ମାମଲା ଦାୟର କରାଯାଇଥିଲା। ଅପରାଧିକ ମାମଲାର କ୍ୱାସିଂ ଆପ୍ଲିକେସନ ବା ଚାର୍ଜଫ୍ରେମ୍ ଇତ୍ୟାଦି ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ଅନୁଭବ। ଏଥିରେ ଓଡ଼ିଶା ସରକାର […]
ଟିଭି ଇଣ୍ଡଷ୍ଟ୍ରୀରୁ ଦୁଃଖଦ ଖବର । ଲୋକପ୍ରିୟ ସିରିଅର କୁମକୁମ୍ ଭାଗ୍ୟ ଫେମ୍ ସଂଚିତା ଉଗଲେ ହାରିଲେ ଜୀବନ । ୩୦ ବର୍ଷୀୟ ଅଭିନେତ୍ରୀ ମୁମ୍ବାଇ ସ୍ଥିତ ଅଚେଲେ ପୋଲିସ ଷ୍ଟେସନ ଅଞ୍ଚଳରେ ରହୁଥିଲେ । ଗତକାଲି ସନ୍ଧ୍ୟାରେ ଟିଭି ଅଭିନେତ୍ରୀ ଜଣକ ଜୀବନ ହାରିଥିବା ଜଣାପଡିଛି । ଘରେ ଏକା ଥିବା ସମୟରେ ସିଲିଂ ଫ୍ୟାନରେ ଶାଢ଼ିରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। ଘଟଣା ବିଷୟରେ ସୂଚନା ପାଇବା ପରେ ଏକ ପୁଲିସ ଦଳ ତୁରନ୍ତ […]
ତିଖିରି ପଞ୍ଚାୟତ ଚାମେଲି ଓଝା ଓ ବ୍ଲକ୍ ପ୍ରଶାସନ ବିବାଦ ଘଟଣାରେ ଆକ୍ସନ । ଚାମେଲିଙ୍କ ଅଭିଯୋଗ ଆଧାରରେ ଜଣେ ଗିରଫ । ଗିରଫ ବ୍ୟକ୍ତି ପ୍ରାର୍ଥ ସାରଥୀ ସାମନ୍ତରାୟ । ମୋବାଇଲ ଛଡାଇବା ଓ ଦୁର୍ବ୍ୟବହାର କରିବା ଅଭିଯୋଗରେ ଗିରଫ କଲା ମହାକାଳପଡ଼ା ଥାନା ପୋଲିସ । FIRରେ ୭ ଜଣଙ୍କ ନାମ ଉଲ୍ଲେଖ କରିଥିଲେ ସରପଞ୍ଚ ଚାମେଲି ଓଝା । ଅନ୍ୟପଟେ ଚାମେଲି ଓଝାଙ୍କୁ ଜଗିଛି ପୁଲିସର ସ୍ପାଏ କ୍ୟାମେରା । ଚାମେଲି ଏବେ […]
ରାଜ୍ୟରେ ଆରମ୍ଭ ହେଲା ସରକାରଙ୍କ ସୋମନାଥ ସ୍ୱାଭିମାନ ପର୍ବ । ସରକାରଙ୍କ ସଂସ୍କୃତି ବିଭାଗ ତରଫରୁ ବିଭିନ୍ନ ଜିଲ୍ଲାରୁ ୧୧ ଶହରୁ ଅଧିକ ଲୋକଙ୍କୁ ସରକାର ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ସୋମନାଥ ଭ୍ରମଣରେ ପଠାଇଛନ୍ତି । ୭ ଦିନ ଧରି ପର୍ଯ୍ୟଟକମାନେ ଗୁଜୁରାଟର ପ୍ରସିଦ୍ଧ ସୋମନାଥ ଜ୍ୟୋତିର୍ଲିଙ୍ଗ ଦର୍ଶନ ଅନ୍ୟ ସ୍ଥାନ ବୁଲିବା ପରେ ଫେରିବେ ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହା କେବଳ ଏକ ରେଳ ଯାତ୍ରା ନୁହେଁ, ବରଂ ଆମର ଆସ୍ଥା, ଭକ୍ତି ଏବଂ ସାଂସ୍କୃତିକ […]
ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତ କାଳରେ ସେ ମୟୂରଭଞ୍ଜ ଜିଲ୍ଲାର ଐତିହାସିକ ସ୍ଥଳ ପରିଦର୍ଶନ କରିବା ସହିତ ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହେବାର ପ୍ରମୁଖ କାର୍ଯ୍ୟକ୍ରମ ରହିଛି।୨୦ ତାରିଖ ପୂର୍ବାହ୍ନ ୧୧ଟା ୫ରେ ପାହାଡ଼ପୁର ହେଲିପ୍ୟାଡ୍ରେ ଓହ୍ଲାଇବେ । ୧୧ଟା ୧୫ରେ ଗୋଷାଣୀ ପୀଠରେ ପହଞ୍ଚିବେ, ଘଣ୍ଟାଏ ପାହାଡ଼ପୁରରେ ରହିବେ । ୧୨ଟା ୫୫ ମିନିଟରେ ସଭାସ୍ଥଳରେ ଯୋଗଦେବେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସିଦ୍ଧି ଓ ସାଧନାର ପୀଠ ମାଳିସାହି ଠାରେ ରାଜ୍ୟସ୍ତରୀୟ ଭଞ୍ଜ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉପେନ୍ଦ୍ର ଭଞ୍ଜ ସାହିତ୍ୟ ଓ ସାଂସ୍କୃତିକ ପରିଷଦର ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ପ୍ରମୋଦ କୁମାର ପଟ୍ଟନାୟକ ଯୋଗଦେଇ ଥିବାବେଳେ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଶିକ୍ଷାବିତ୍ ଡ଼ଃ ପବିତ୍ର ସୁବୁଦ୍ଧି, ସମ୍ମାନିତ ଅତିଥି ଭାବେ ପଶ୍ଚିମବଙ୍ଗ […]
ସିଟ୍ ବେଲ୍ଟ ଓ ହେଲମେଟ୍ ଚେକିଂ ହେବ କଡ଼ାକଡ଼ି । ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । କିଛି ଅମାନିଆ ଏହାକୁ ପାଳନ କରୁନାହାନ୍ତି । ଅମାନିଆ ଗାଡ଼ି ଚାଳକଙ୍କୁ ମନ୍ତ୍ରୀଙ୍କ ନିବେଦନ, ସୁରକ୍ଷିତ ଗାଡି ଚଲାନ୍ତୁ ଅନ୍ୟର ଜୀବନ ପ୍ରତି ବିପଦ ସୃଷ୍ଟି ନ କରନ୍ତୁ ।ସେପଟେ, ସରକାରୀ ଅଧିକାରୀଙ୍କ ଗାଡି ବ୍ୟବହାର କଟକଣା ଉପରେ ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି । ମନ୍ତ୍ରୀ କହିଛନ୍ତି ‘ତୈଳ ଖର୍ଚ୍ଚ ୧୦% […]
ଗ୍ରୀଷ୍ମ ଛୁଟି ପରେ ସ୍କୁଲ ଖୋଲିବାକୁ ଅପେକ୍ଷା କରିଥିବା ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ ଆସିଛି ବଡ଼ ଖବର । ଆସନ୍ତା ଜୁନ୍ ୧୮ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଯଦି ୧୮ ଯାଏଁ ବେଶୀ ଖରା ହୁଏ ତାହାଲେ ଚିନ୍ତା କରାଯିବ । ବର୍ତ୍ତମାନ ସୁଦ୍ଧା ଅନ୍ୟ କୌଣସି ନିଷ୍ପତ୍ତି ହୋଇନି ବୋଲି କହିଛନ୍ତି ମନ୍ତ୍ରୀ । ପୂର୍ବରୁ ପ୍ରବଳ ଖରା ହେବା […]
