ମୟୂରଭଞ୍ଜ ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ନାବାଳିକାଙ୍କୁ ଟେକିନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ।ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇନଥିବା ଏସ୍ପି ସ୍ପଷ୍ଟ କରିଥିବା ବେଳେ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି । ପକ୍ସୋ ଆକ୍ଟରେ ମାମଲା ରୁଜୁ କରି ଛାନଭିନ୍ ଚଳାଇଛି ପୁଲିସ ।ମାମଲାରେ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ରାଇରଙ୍ଗପୁର ପୁଲିସ। ନାବାଳିକା ଜଣଙ୍କୁ ତାଙ୍କର ଜଣେ ପୁରୁଷ ବନ୍ଧୁ ମୋଟର ସାଇକେଲରେ ଏକ ନିଛାଟିଆ ସ୍ଥାନକୁ ନେଇ ଯୌନ ନିର୍ଯାତନା ଦେଇଥିଲେ […]
ରଜରେ ରେକର୍ଡ ପର୍ଯ୍ୟଟକ ବୁଲିଲେ ନନ୍ଦନକାନନ । ପହିଲି ରଜରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ୨୯ ହଜାର ୩୮୦ ପର୍ଯ୍ୟଟକଙ୍କ ଆଗମନ ହୋଇଛି । ଯାହା ନନ୍ଦନକାନନର ପୁରୁଣା ପର୍ଯ୍ୟଟକଙ୍କ ରେକର୍ଡ ଭାଙ୍ଗିଛି ।ସେଥିରେ ପ୍ରାଣୀ ଉଦ୍ୟାନରେ ୨୭ ହଜାର ୧୯୨ ଜଣ ଓ ଉଦ୍ଭିଦ ଉଦ୍ୟାନରେ ୨ ହଜାର ୧୮୮ ପର୍ଯ୍ୟଟକ ବୁଲିଥିଲେ । ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁ ଦେଖିବା ପାଇଁ ପର୍ଯ୍ୟଟକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଥିଲା […]
ଉପକୂଳ ଓଡ଼ିଶାର କିଛି ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଥିବାବେଳେ ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଫଳରେ ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ଗ୍ରୀଷ୍ମପ୍ରବାହ କମିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ଗଜପତି ଏବଂ ଗଞ୍ଜାମ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏଥିସହ ଉପକୂଳ, ପଶ୍ଚିମ, ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ କାଳବୈଶାଖୀ ପ୍ରଭାବରେ ବିଜୁଳି […]
ରଜ ଦୋଳିରେ ଝୁମୁଛି ଓଡ଼ିଶା! । ଗତକାଲି ‘ପହିଲି ରଜ’ର ଉତ୍ସାହ ପରେ ଆଜି ‘ରଜ ସଂକ୍ରାନ୍ତି’ ରେ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ନାରୀତ୍ୱ, ସୃଜନଶୀଳତା ଏବଂ ଆଗାମୀ ବର୍ଷାର ଆଗମନକୁ ସ୍ୱାଗତ କରି ମା’ ବସୁନ୍ଧରାଙ୍କୁ ବିଶ୍ରାମ ଦେବାର ଏହି ଅନନ୍ୟ ପରମ୍ପରା ଓଡ଼ିଆ ସଂସ୍କୃତିର ଏକ ଶ୍ରେଷ୍ଠ ନିଦର୍ଶନ। ରାଜ୍ୟର କୋଣ ଅନୁକୋଣରେ ଝିଅ ଓ ମହିଳାମାନେ ନୂଆ ପୋଷାକ ପିନ୍ଧି, ପାଦରେ ଅଳତା ଲଗାଇ ସୁସଜ୍ଜିତ ରଜ ଦୋଳିରେ ଝୁଲୁଛନ୍ତି […]
ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ ଆମେରିକା ପରେ ଇରାନ ମଧ୍ୟ ଶାନ୍ତି ଚୁକ୍ତିକୁ ନିଶ୍ଚିତ କରିଛି । ଇରାନର ଆଇନଗତ ଏବଂ ଆନ୍ତର୍ଜାତୀୟ ବ୍ୟାପାର ଉପ-ବୈଦେଶିକ ମନ୍ତ୍ରୀ କାଜେମ ଘାରିବାବାଦୀ ଆମେରିକା ସହିତ ଶାନ୍ତି ଚୁକ୍ତିକୁ ନିଶ୍ଚିତ କରିଛନ୍ତି । ଫଳରେ ହର୍ମୋଜ୍ ଷ୍ଟ୍ରେଟ୍ ରାସ୍ତା ଖୋଲିଛି । ପରସ୍ପର ନିଜର ନୌସେନାକୁ ଅପସାରଣ କରିଛନ୍ତି । ତେବେ ଆମେରିକା ଏବଂ ଇରାନ ମଧ୍ୟରେ୧୪ଟି ସର୍ତ୍ତ ଉପରେଚୁକ୍ତି ଆଧାରିତ ହୋଇଛି । ଅନ୍ତର୍ଜାତୀୟ ମିଡିଆ ରିପୋର୍ଟ ଅନୁସାରେ, […]
ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ପୁଲିସକୁ ମାଓବାଦୀ ବିରୋଧୀ ଅଭିଯାନରେ ଏକ ସଫଳତା ମିଳିଛି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ପଚରାଉଚରା ବେଳେ ମିଳିଥିବା ସୂଚନା ଆଧାରରେ ପୁଲିସ ଏକ ଜଙ୍ଗଲରେ ଚଢ଼ାଉ କରି ମାଓବାଦୀଙ୍କ ଦ୍ୱାରା ଲୁଚାଯାଇଥିବା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ବିସ୍ଫୋରକ ଏବଂ ଅନ୍ୟାନ୍ୟ ଦୈନନ୍ଦିନ ବ୍ୟବହାର୍ଯ୍ୟ ସାମଗ୍ରୀ ଉଦ୍ଧାର କରିଛି। ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଏସପି ରାଜ ପ୍ରସାଦ।ସୂଚନା ଅନୁଯାୟୀ, ଅମ୍ବାଦଳା ଥାନା ଅନ୍ତର୍ଗତ ଜଗଦଲପୁର ଆଉଟପୋଷ୍ଟ ଅଧୀନରେ ଥିବା ଢେପାଗୁଡ଼ା […]
ନୟାଗଡ଼,(ଓଡ଼ିଶା ଦର୍ପଣ): ସ୍ଥାନୀୟ ଶିକ୍ଷକ ଭବନ ଠାରେ ‘ନିଖିଳ ଓଡ଼ିଆ ପାଠକ ମଞ୍ଚ’ର ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଶିଷ୍ଟ ନାଟ୍ୟକାର ତଥା ସମାଜ ସେବୀ କମ୍ରେଡ୍ ବିଶ୍ବନାଥ ମହାପାତ୍ର ଓ ବରିଷ୍ଠ ସାହିତ୍ୟ ସଂଗଠକ ନିର୍ମଳ ଚନ୍ଦ୍ର ଶୂରଦେଓ ପ୍ରଦୀପ ପ୍ରଜ୍ବଳନକରି ସାହିତ୍ୟ ଆସର ଶୁଭାରମ୍ଭ କରିଥିଲେ । ଅନୁଷ୍ଠାନର ପ୍ରତିଷ୍ଠାତା ଅଧ୍ୟକ୍ଷ ପ୍ରଭାତ କୁମାର ମିଶ୍ର ‘ନିଖିଳ ଓଡ଼ିଆ ପାଠକ ମଞ୍ଚ’ର ଲକ୍ଷ୍ୟ ଓ ଗତ ୧୫ ବର୍ଷ […]
ଆଜି ପହିଲି ରଜ । ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ ।ବଡ଼ ଧୂମଧାମରେ ଆରମ୍ଭ ହୋଇଯାଇଛି ରଜ ମଉଜ।ପହିଲି ରଜ’ରେ ସାରା ଓଡ଼ିଶା ଉତ୍ସବମୁଖର। ରଜ ପର୍ବ ହେଉଛି ଧରଣୀ ମା’ଙ୍କ ଉର୍ବରତା ଏବଂ ନବଯୌବନର ପ୍ରତୀକ। ଏହି ତିନି ଦିନ ମାଟି ମା’ ରଜସ୍ୱଳା ହୋଇ ବିଶ୍ରାମ ନିଅନ୍ତି ବୋଲି ବିଶ୍ବାସ ରହିଛି। ତେଣୁ ଆଗାମୀ ଚାଷ ଅନୁକୂଳ ପାଇଁ ମାଟିକୁ ପ୍ରସ୍ତୁତ କରିବା ସହ ପ୍ରକୃତିକୁ ସମ୍ମାନ ଜଣାଇ ଏହି ଦିନମାନଙ୍କରେ […]
ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]
ବାରିମୂଳ ଜେଲ ଯାଇଥିବା ତିଖିରୀ ପଞ୍ଚାୟତର ଚର୍ଚ୍ଚିତ ମହିଳା ସରପଞ୍ଚ ଚାମେଲି ଓଝାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ି ଯାଇଛି। ଜେଲ୍ ମଧ୍ୟରେ ସେ ଗୁରୁତର ଅସୁସ୍ଥ ଅନୁଭବ କରିବାରୁ ଜେଲ୍ କର୍ତ୍ତୃପକ୍ଷ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲ ସ୍ଥାନାନ୍ତର କରିଛନ୍ତି। ସେଠାରେ ତାଙ୍କର ଜରୁରୀକାଳୀନ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଉଛି।ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ମେଡିକାଲ ଯାଇ ସରପଞ୍ଚ ଚାମେଲି ଓଝାଙ୍କୁ ଭେଟିଛନ୍ତି। ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ଭକ୍ତ। ଏଥିସହ ରାଜ୍ୟ ସରପଞ୍ଚ ସଂଘ […]
ନୂଆଦିଲ୍ଲୀରେ ଶୁକ୍ରବାର ଇଣ୍ଡିଆନ ରେଳବାଇର ବରିଷ୍ଠ ଅଧିକାରୀମାନଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳବାଇ ନିଯୁକ୍ତି ବୋର୍ଡ (RRB) ର ନିଯୁକ୍ତି ପ୍ରକ୍ରିୟାକୁ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ରେଳମନ୍ତ୍ରୀ ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ, ସଠିକ କରିବା ଏବଂ ପ୍ରଯୁକ୍ତିବିଦ୍ୟା (ଟେକ୍ନୋଲୋଜି) ଆଧାରିତ ବ୍ୟବସ୍ଥା ଲାଗୁ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ରେଲୱେର ସମସ୍ତ ବିଭାଗୀୟ ପରୀକ୍ଷା କମ୍ପ୍ୟୁଟର-ଆଧାରିତ ହେବ। ଟାବଲେଟ୍-ଆଧାରିତ ପରୀକ୍ଷାକୁ ବିସ୍ତାର କରିବ ରେଲୱେ। ୨୦୨୫-୨୬ରେ ୪୩ ହଜାର ୭୮୧ ଜଣଙ୍କୁ […]
