ଆମେରିକା ଓ ଇରାନ ଭିତରେ ଭାଙ୍ଗିଲା ଯୁଦ୍ଧବିରାମ। ହୋର୍ମୁଜରେ ଘମାଘୋଟ ଯୁଦ୍ଧ। ଇରାନର ଏୟାର ଡିଫେନ୍ସ, ଗ୍ରାଉଣ୍ଡ କଣ୍ଟ୍ରୋଲ ଷ୍ଟେସନ ଏବଂ ରାଡାର ସାଇଟସ୍ ଉପରେ ବମ୍ ବର୍ଷା କଲା ଆମେରିକା। ୟୁଏସ୍ ର ସୈନ୍ୟ ହେଲିକପ୍ଟରକୁ ତେହରାନ୍ ଟାର୍ଗେଟ୍ କରିବା ପରେ ଟ୍ରମ୍ପ ଭଡକିଯାଇଛନ୍ତି। ଇରାନ ଉପରେ ଜବାବମୂଳକ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି।ହ୍ୱାଇଟ୍ ହାଉସ କହିଛି ଯେ, ଆମେରିକାର ସେଣ୍ଟ୍ରାଲ୍ କମାଣ୍ଡ ଖୁବ୍ ଶୀଘ୍ର ଇରାନ ଉପରେ ସୈନ୍ୟ କାରବାର ଆରମ୍ଭ କରିଦେଇଛନ୍ତି । ନିଜର ସୁରକ୍ଷା […]
କୁକୁଡ଼ା ଗାଡ଼ିଠାରୁ ବଟି ନେବାକୁ ପୁଲିସ ବାୟା ହୋଇଥିଲା । ଏପରିକି ମାନବିକତା ଭୁଲି ଦୁର୍ଘଟଣାରେ ଆହତ ଜଣେ ଯୁବକଙ୍କୁ ପିସିଆର୍ରେ ନେବାକୁ ମନା କରିଦେଇଥିଲା । କେବଳ ମନା କରିନଥିଲା ଓଲଟି ଆହତ ଯୁବକଙ୍କୁ ମାଡ଼ ମାରିବାକୁ ଧମକ ଦେବା ସହ ତାଙ୍କଠାରୁ ପଇସା ଆଦାୟ କରିଥିବା ଜଣାପଡ଼ିଛି । ପୋଲିସ ଅଧିକାରୀ ଜଣକ ହେଉଛନ୍ତି ଭଦ୍ରକ ପାଟ୍ରୋଲିଂ ଦାୟିତ୍ୱରେ ରହିଥିବା ସ୍ପେସିଆଲ ପୋଲିସ ଅଫିସର ।ସୂଚନା ମୁତାବକ ଏକ କୁକୁଡ଼ା ଗାଡ଼ିଠାରୁ ବଟି ନେବାକୁ […]
ରାଜ୍ୟରେ ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ । ଅପରାଧ ପ୍ରବଣ ଚିହ୍ନଟ ହୋଇଥିବା ୧୭ଟି ଜିଲ୍ଲା ଜଗିବେ୧୫ଆଇପିଏସ ଅଫିସର ।ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଜଗତସିଂହପୁର , ରେଳବାଇ ଏଡିଜି ଅରୁଣ ବୋଥ୍ରାଙ୍କୁ ଅନଗୋଳ, ଆଇନ ଓ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କୁ ସମ୍ବଲପୁର , ଏଡିଜି ରାଜେଶ କୁମାରଙ୍କୁ ନୟାଗଡ଼, ଏଡିଜି ପ୍ରତୀକ ମହାନ୍ତିଙ୍କୁ ଯାଜପୁର, ଏଡିଜି ଯତୀନ୍ଦ୍ର କୋଏଲଙ୍କୁ କଳାହାଣ୍ଡି, ଏଡିଜି ଏସ. ସାଇନିଙ୍କୁ ବଲାଙ୍ଗୀର , ଆଇଜି ଏସ.ପ୍ରବୀଣ […]
ସ୍ୱାଧୀନ ଭାରତରେ ସବୁଠୁ ଦୀର୍ଘ ସମୟ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଭାବେ ଜବାହରଲାଲ ନେହରୁଙ୍କ ରେକର୍ଡ ଭାଙ୍ଗିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଦେଶର ସବୁଠୁ ଲମ୍ବା କାର୍ଯ୍ୟକାଳ ପର୍ଯ୍ୟନ୍ତ ନିର୍ବାଚିତ ପ୍ରଧାନମନ୍ତ୍ରୀ ବିବେଚିତ ହୋଇଛନ୍ତି । ଜୁନ୍ ୧୦ ତାରିଖରେ ଲଗାତାର ଭାରତର ସର୍ବାଧିକ ଦିନ ପ୍ରଧାନମନ୍ତ୍ରୀ ପଦରେ ଥିବା ବ୍ୟକ୍ତିଙ୍କ ତାଲିକାର ମୋଦୀ ସର୍ବାଗ୍ରେ ପହଞ୍ଚିଛନ୍ତି । ଲଗାତାର ୪ ହଜାର ୩୯୯ ଦିନ ପ୍ରଧାନମନ୍ତ୍ରୀ ପଦରେ ରହି ଆଜି ଏକ ନୂଆ ଇତିହାସ ଲେଖିଛନ୍ତି […]
ମେଷଆଜି ବିଭିନ୍ନ ଦିଗରୁ ଅର୍ଥର ସମାଗମ ହେବ, କିନ୍ତୁ ସମସ୍ୟା ଛାଡ଼ିବ ନାହିଁ । ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସୂଚନା ରହିଛି । ବୃଷଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭକରିବା କଷ୍ଟକର ହୋଇପାରେ। ଫଳରେ ନିକଟ ସମ୍ପର୍କୀୟମାନଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରିବହନ ଓ […]
ବଢିଲା ଗୃହରକ୍ଷୀଙ୍କ ଦୈନିକ ଭତ୍ତା । ଗୃହରକ୍ଷୀଙ୍କ ଦୈନିକ ଭତ୍ତାକୁ ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ବର୍ଦ୍ଧିତ ଭତ୍ତା ୨୦୨୬ ଜାନୁଆରୀ ୧ ତାରିଖରୁ ପିଛିଲା ଭାବେ ଲାଗୁ ହେବ। ସୂଚନାଯୋଗ୍ୟ ଯେ, ୨୦୨୫ ଜୁଲାଇ ପହିଲାରେ ଗୃହରକ୍ଷୀଙ୍କ ଦୈନିକ ଭତ୍ତା ୬୨୩ରୁ ୬୩୯ ଟଙ୍କାକୁ ବୃଦ୍ଧି କରାଯାଇଥିଲା । ଇତିମଧ୍ୟରେ ରାଜ୍ୟ ସରକାରଙ୍କ ନିୟମିତ କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା […]
ପୁଣି ପରଦାରେ ଧମାକା କରିବାକୁ ଯାଉଛନ୍ତି ସନ୍ନି ଦେଓଲ। ‘ବର୍ଡର’ ସହିତ ବକ୍ସ ଅଫିସରେ ସୁପରହିଟ୍ ହେବା ପରେ ସନ୍ନିଙ୍କ କ୍ରେଜ୍ ଆହୁରି ବଢିଯାଇଛି। ଦର୍ଶକ ତାଙ୍କୁ ଏବେ ‘ବଣ୍ଟୱାରା ୧୯୪୭’ ଦେଖିବାକୁ ପାଇବେ। ସନ୍ନି ଇନଷ୍ଟାଗ୍ରାମରେ ସିନେମାର ପ୍ରଥମ ଝଲକ ଶେୟାର କରିଛନ୍ତି।ଏହି ଫିଲ୍ମରେ ସନି ଦେଓଲଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ପାଇବେ ଦର୍ଶକ । ତୀବ୍ର, ରୋମାଞ୍ଚକର ଏବଂ ସ୍ପଷ୍ଟ ହୃଦୟସ୍ପର୍ଶୀ, ଏହି ମୋସନ୍ ପୋଷ୍ଟରଟି କ୍ରୋଧ, ଭାବନା ଏବଂ ଦୃଢ଼ ସଂକଳ୍ପରେ ପରିପୂର୍ଣ୍ଣ […]
ଚଳଚ୍ଚିତ୍ର ନିର୍ଦ୍ଦେଶକ ଶ୍ରୀ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କରମୁକ୍ତ ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ ଓଡିଶାର ହସ୍ତତନ୍ତ ବୁଣାକାର ସଂପ୍ରଦାୟଙ୍କ ଜୀବନ, ସଂଘର୍ଷ, ସହନଶୀଳତା ଓ ସଫଳତା ଉପରେ ଆଧାରିତ ଏହି ଚଳଚ୍ଚିତ୍ର ୨୦୨୬ ମେ ୧୫ ତାରିଖରେ ମୁକ୍ତିଲାଭ କରିଛି। ଓଡିଶାର ମହାନ ପାରମ୍ପରିକ ଐତିହ୍ୟ ଓ କାରିଗରୀ କୌଶଳକୁ […]
ଓଡ଼ିଶା ସରକାର OPSC ପଦବୀରେ ଅଦଳବଦଳ କରିଛନ୍ତି । ମଙ୍ଗଳବାର ଦିନ ଓଡ଼ିଶା ସରକାର ଓଡ଼ିଶା ଲୋକସେବା ଆୟୋଗରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରିଛନ୍ତି । ଯେଉଁଥିରେ ଦୁଇଜଣ ବରିଷ୍ଠ OAS ଅଧିକାରୀଙ୍କୁ ନୂତନ ପଦବୀ ମିଳିଛି । କଟକର OPSCର ଅତିରିକ୍ତ ସଚିବ ସତ୍ୟବ୍ରତ ରାୟ, OAS (SS),ଙ୍କୁ ଓଡ଼ିଶା ଲୋକସେବା ଆୟୋଗର ସଚିବ ଭାବରେ ବଦଳି କରାଯାଇଛି । କଟକର OPSCର ସହକାରୀ ପରୀକ୍ଷା ନିୟନ୍ତ୍ରକ ଶ୍ରୀମତୀ ସଞ୍ଜିବୀତା ରାୟ, OAS (SAG), କଟକର […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛିଦିନ ତଳେ ପେଟ୍ରୋଲ, ଡିଜେଲର ବ୍ୟବହାର କମ୍ କରିବା ପାଇଁ କହିବା ପରଠାରୁ ସାଧାରଣରେ ଲୋକଙ୍କ ଭିତରେ ଏକ ପ୍ରକାର ଭୟ ରହିଛି। ସମାନଭାବେ ବର୍ତ୍ତମାନ ରାଜ୍ୟର ପେଟ୍ରୋଲ ପମ୍ପଗୁଡ଼ିକୁ ଆବଶ୍ୟକତା ଅନୁଯାୟୀ ତୈଳ ପହଞ୍ଚି ପାରୁ ନ ଥିବା ଲକ୍ଷ୍ୟ କରାଯାଉଛି। ରାଜ୍ୟ ସରକାର ଖର୍ଚ୍ଚ କମ୍ କରିବା ପାଇଁ ସରକାରୀ ବାବୁମାନଙ୍କ ଗାଡ଼ି ବ୍ୟବହାର ଉପରେ ଏକପ୍ରକାର କଟକଣା ଲଗାଇ ସାରିଛନ୍ତି। ପୂର୍ବଭଳି ଜଣେ ଅଧିକାରୀ ଏକୁଟିଆ ଗୋଟିଏ ସରକାରୀ […]
ନିର୍ବାଚନରେ ବିଜେଡିର ପରାଜୟ ପରେ ରାଜନୀତିରୁ ସନ୍ୟାସ ଘୋଷଣା କରିଥିବା ଭି କେ ପାଣ୍ଡିଆନଙ୍କ ପତ୍ନୀ ତଥା ପୂର୍ବତନ ଆଇଏଏସ୍ ଅଧିକାରୀ ସୁଜାତା ଆର କାର୍ତ୍ତିକେୟନ ଖୁବଶୀଘ୍ର ବିଜୁ ଜନତା ଦଳରେ ଯୋଗ ଦେବେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି। କିନ୍ତୁ ଏହି ଚର୍ଚ୍ଚାକୁ ଉଡା ଖବର ବୋଲି କହିଛନ୍ତି ବଦ୍ରି ପାତ୍ର।ପାଣ୍ଡିଆନଙ୍କୁ ନେଇ କେଉଁ କର୍ମୀ ଉତ୍ସାହିତ ଅଛନ୍ତି ପଚାରିଲେ । କିଏ ଜଣେ ଅଧେ କହିଦେଲେ ସମ୍ଭାବନା ବୋଲି କୁହାଯାଇପାରିବ ନାହିଁ । ଦେବାଶିଷ […]
ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ ଏବଂ ଏହାର ନୂତନ ନାମ ‘ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର’ ରଖାଯିବ।ଶୁଭେନ୍ଦୁ ଅଧିକାରୀ କହିଛନ୍ତି ଯେ, ପୂର୍ବ ସରକାର ଦୀଘା ମନ୍ଦିର ନାମ ସହ ‘ଧାମ’ ଶବ୍ଦ ଯୋଡ଼ିଥିଲେ, ଯାହା ସନାତନ ପରମ୍ପରା ଓ ଧାର୍ମିକ ଭାବନା […]
