author

ଆସନ୍ତା ଜାନୁଆରୀ ୨୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଆସନ୍ତା ଜାନୁଆରୀ ୨୬ ତାରିଖରେ ସରକାରୀ ଛୁଟି ଦିବସ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସରକାରୀ ଛୁଟି ଥିବାରୁ ଆସନ୍ତା ସୋମବାର ଜାନୁଆରୀ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ […]

ବନ୍ଦେ ମାତରମ୍ ସାମୁହିକ ଗାନ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ

ରାୟଗଡ଼ ତା 22.1.2026ରାୟଗଡ଼ ବ୍ଳକ ତରଫରୁ ଗୁରୁବାର ଦିନ ସ୍ଥାନୀୟ ବିଜୁ ପଟ୍ଟନାୟକ ପ୍ରେକ୍ଷ୍ୟାଳୟ ଠାରେ ବନ୍ଦେ ମାତରମ୍ ସାମୁହିକ ଗାନ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳ ରମେଶ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ।ବିଡିଓ ସୁଜିତ କୁମାର ମିଶ୍ର, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଭଜନଲାଲ ମାଝୀ , ଜିଲ୍ଲା ସଂସ୍କୃତି ଅଧିକାରୀ ସୁସ୍ମିତା ବାଉରୀ, ଉପନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ […]

ଜାନୁଆରୀ ୨୪ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ କରିବେ ଘରୋଇ ବସ ମାଲିକ ସଂଘ

ଜାନୁଆରୀ ୨୪ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ କରିବେ ଘରୋଇ ବସ ମାଲିକ ସଂଘ। ପୂର୍ବରୁ ସଂଘର କର୍ମକର୍ତ୍ତାମାନେ କଟକସ୍ଥିତ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (STA) କାର୍ଯ୍ୟାଳୟରେ ପରିବହନ କମିଶନରଙ୍କ ସହ ଆଲୋଚନା କରିଥିଲେ। ସେଠାରେ ଜିଲାପାଳ, RTO ଓ OSRTC ପ୍ରତିନିଧିଙ୍କୁ ନେଇ ଜିଲା ସ୍ତରୀୟ କମିଟି ଗଠନ ପାଇଁ ନିଷ୍ପତ୍ତି ହୋଇଥିଲେ ସୁଦ୍ଧା ସଂଘ ଏଥିରେ ସନ୍ତୁଷ୍ଟ ହୋଇନାହିଁ। ରାଜ୍ୟ ସରକାରଙ୍କ ଦ୍ୱାରା ବ୍ଲକରୁ ଜିଲା ସଦର ମହକୁମା ପର୍ଯ୍ୟନ୍ତ ଚାଲୁଥିବା ‘ମୁଖ୍ୟମନ୍ତ୍ରୀ ବସ୍ ସେବା’କୁ […]

ଉଡାବାଲି ଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ ;ସୁରକ୍ଷା ସଚେତନତା ବାର୍ତ୍ତା ପ୍ରଦାନ ଲକ୍ଷ୍ୟ: ଡିଜିପି

୭୭ତମ ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ଓଡ଼ିଶା ପୁଲିସ ପକ୍ଷରୁ ଗୁରୁବାର ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଧାମରା ବନ୍ଦର ନିକଟସ୍ଥ ଜନବସତି ବିହୀନ ଉଡାବାଲି ଦ୍ୱୀପରେ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।ଏହି ଅବସରରେ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଦେଶର ଉପକୂଳ ସୁରକ୍ଷାରେ ନିରନ୍ତର ସେବା ଯୋଗାଉଥିବା ସୁରକ୍ଷା ବାହିନୀଙ୍କ […]

ମତ୍ସ୍ୟ-ପ୍ରାଣୀ ସମାବେଶ, ଓଡ଼ିଶା- ୨୦୨୬ ରେ ମୁଖ୍ୟ ଆକର୍ଷଣ କାଂକ୍ରେଜ୍ ଷଣ୍ଢ

ମତ୍ସ୍ୟ-ପ୍ରାଣୀ ସମାବେଶ, ଓଡ଼ିଶା- ୨୦୨୬ ରେ ମୁଖ୍ୟ ଆକର୍ଷଣ କାଂକ୍ରେଜ୍ ଷଣ୍ଢ |ବିଶେଷ ଲାୟର୍ ଆକୃତିର ଶିଙ୍ଗ। ଦୃଢ଼ ଓ ସନ୍ତୁଳିତ ଶରୀର। ମୁଖମଣ୍ଡଳ ଶାନ୍ତ ଅଥଚ ଚାହାଣୀରେ ନିଆରା ଅନ୍ଦାଜ୍। ‘ସୱାଇ ଚାଲ୍’ ବା ରାଜକୀୟ ଚାଲି ପାଇଁ ସାରା ବିଶ୍ଵରେ ପରିଚିତ କାଂକ୍ରେଜ୍ ଷଣ୍ଢକୁ ଦେଖିବା ପାଇଁ ଜନତା ମୈଦାନରେ ଅଭୂତପୂର୍ବ କୌତୁହଳ ଦେଖିବାକୁ ମିଳିଛି। ଭାରତର ସବୁଠାରୁ ଭାରି ପ୍ରଜାତିର ଗୋରୁ ଭାବେ ଏହାର ଅନନ୍ୟ ପରିଚୟ ରହିଛି। ଏହାର ବୟସ ଏବେ […]

ପୀୟୂଷ ହେଉଛି ସାଇଲେଣ୍ଟ ଆକ୍ଟର: ରାଣୀ ପଣ୍ଡା

ଆଜିକାଲି ଯିଏ ଯେତେ କଣ୍ଟ୍ରୋଭର୍ସିକୁ ଯାଉଛି, ତାର କ୍ରେଜ୍ ସେତେ ବଢ଼ୁଛି। ପୀୟୁଷ ହେଉଛି ସାଇଲେଣ୍ଟ ଆକ୍ଟର।ଏଭଳି କହିଛନ୍ତି ଅଭିନେତ୍ରୀ ରାଣୀ ପଣ୍ଡା ।ଆଗକୁ ଆସୁଛି ଖଣ୍ଡଗିରି ଯାତ୍ରା, ସେଇଠି ହିଁ ଭେଟ ହେବ କ୍ରେଜ ଜଣାପଡିବ ବୋଲି କହିଛନ୍ତି ରାଣୀ।ସେପଟେ ପ୍ରତିକ୍ରିୟା ରଖିଛନ୍ତିି ପୀୟୂଷ। କିଏ କଣ କହୁଛି ମୋର ସେଥିରେ କିଛି ଯାଏ ଆସେ ନାହିଁ। ଏଠି ଭଗବାନଙ୍କ ଇଚ୍ଛାରେ ସବୁ ଚାଲିଛି। ଭଗବାନ ଯାହା ଚାହିଁବେ ସେଇଆ ହେବ। ଯାଜପୁର ଜିଲ୍ଲା ବିଞ୍ଝାରପୁରର […]

ଅଭିଯୋଗକୁ ଖୋଲା ଚ୍ୟାଲେଞ୍ଜ୍ କଲେ ଅରବିନ୍ଦ

ବିଜେଡିରୁ ନିଲମ୍ବନ ସମ୍ପର୍କିତ ଅଭିଯୋଗକୁ ଚ୍ୟାଲେଞ୍ଜ୍ କଲେ ଅରବିନ୍ଦ ମହାପାତ୍ର । ଭିନ୍ନ ଭିନ୍ନ ଆରୋପକୁ ନେଇ ସେ ଖୋଲା ଚ୍ୟାଲେଞ୍ଜ କରିଛନ୍ତି । ନବୀନ ପଟ୍ଟନାୟକ ଅରବିନ୍ଦଙ୍କ ନାଁ ନାନେଇ ଯେଉଁ ପ୍ରକାର ଟାର୍ଗେଟ କରିଥିଲେ, ଆଜି ଅରବିନ୍ଦ ପାଟକୁରାବାସୀଙ୍କୁ ହଇରାଣ ଆରୋପକୁ ନେଇ ଖୋଲା ଚାଲେଞ୍ଜ କରିଛନ୍ତି । ଅରବିନ୍ଦ କହିଛନ୍ତି, କେତେବେଳେ ଆଣ୍ଟିପାର୍ଟି, କେତେବେଳେ ମିଡ୍‌ ଡେ ଅପରେସନ ଆରୋପ । ଏମପି ପ୍ରାର୍ଥୀଙ୍କୁ ହରାଇବା ଓ ପାଟକୁରାବାସୀଙ୍କୁ ହଇରାଣ ଆରୋପ ।ଏହା […]

ଜମ୍ମୁ କଶ୍ମୀର ଡୋଡାରେ ୨୦୦ ଫୁଟ ଖାଇକୁ ଖସିଲା ସେନା ଗାଡ଼ି, ୧୦ ଯବାନ ସହିଦ

ଜମ୍ମୁ କଶ୍ମୀର ଡୋଡା ଜିଲ୍ଲାରେ ବଡ଼ ଅଘଟଣ । ସେନା ବାହାନ ଖାଇରେ ଖସିପଡିବା ଯୋଗୁଁ ଅତିକମରେ ୧୦ ଜଣ ସୈନିକ ସହିଦ ହୋଇଛନ୍ତି ଏବଂ ଦଶଜଣ ଆହତ ହୋଇଥିବା ସୂଚନା ରହିଛି । ଡୋଡାର ଭାଦରୱାହ-ଚମ୍ବା ରାସ୍ତା ଦେଇ ଯାଉଥିବା ବେଳେ ଦୁର୍ଘଟଣା ହୋଇଛି । କାସପର ଗାଡ଼ିଟି ୨୦୦ ଫୁଟ ଗଭୀର ଖାଇରେ ଖସି ପଡ଼ିଥିଲା। ସୈନିକମାନଙ୍କୁ ଉଦ୍ଧାର କରିବା ପାଇଁ ଏକ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।ତେବେ ବଡ କଥା ହେଉଛି […]

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି।

ଭିଜିଲାନ୍ସ ଜାଲରେ ଆରଆଇ, ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

ଭିଜିଲାନ୍ସ ଜାଲରେ ଆରଆଇ ।  କଟକ ସଦର କଖଡି ଆରଆଇ ଜାନକୀ ରଞ୍ଜନ ମଲ୍ଲିକ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ ।  ଜମି ପଟ୍ଟା କରାଇ ଦେବାକୁ ନେଉଥିଲେ ଏହି ଲାଞ୍ଚ ।  ସୂଚନା ମୁତାବକ, ଆଜି କଟକ ସଦର ତହସିଲ ଅନ୍ତର୍ଗତ କଖାଡି ସର୍କଲର ରାଜସ୍ୱ ନିରୀକ୍ଷକ ଜାନକୀ ରଞ୍ଜନ ମଲ୍ଲିକ ଜଣେ ଜମି ମାଲିକଙ୍କ ସପକ୍ଷରେ ଅନୁକୂଳ ରିପୋର୍ଟ ଦାଖଲ କରିବା ପାଇଁ […]

ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ

ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ହ୍ରାସ ପାଇଁ କଠୋର ହେଲେ କେନ୍ଦ୍ର ସରକାର। ଟ୍ରାଫିକ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କଲେ କେନ୍ଦ୍ର ସଡ଼କ ଓ ଜାତୀୟ ରାଜପଥ ମନ୍ତ୍ରାଳୟ।କେନ୍ଦ୍ରୀୟ ମୋଟର ଯାନ ନିୟମାବଳୀ, 1989ର ନିୟମ 167 ଓ 167A ସଂଶୋଧନ କଲେ କେନ୍ଦ୍ର ସରକାର। କେନ୍ଦ୍ର ସରକାର ଦ୍ୱାରା Central Motor Vehicles Rules, 2026 ନେଇ ଗେଜେଟ ନୋଟିଫିକେସନ ଜାରି। ଏହି ନୂଆ ଆଇନ 1 ଜାନୁଆରୀ 2026 ରୁ ଲାଗୁ।କୌଣସି […]

SI କେଳେଙ୍କାରୀ ମାମଲା, ଘୁଞ୍ଚିଲା ୯ ଜଣଙ୍କ ଜାମିନ ଆବେଦନର ଶୁଣାଣି

ପୁଲିସ ଏସଆଇ ନିଯୁକ୍ତି ଜାଲିଆତି ମାମଲାରେ ଆଜି କୋର୍ଟରେ ଶୁଣାଣି ହୋଇଛି । ଏହି ମାମଲାର ଶୁଣାଣି କରି କୋର୍ଟ ମୋଟ୍ ୯ ଜଣଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚାଇଛନ୍ତି । ଆସନ୍ତା ଫେବୃଆରୀ ୧୬ ତାରିଖରେ ହେବ ପରବର୍ତ୍ତୀ ଶୁଣାଣି ।ପୋଲିସ ଏସଆଇ ପରୀକ୍ଷା ସ୍କାମ ଘଟଣାରେ ଗିରଫ ୯ ଜଣ ଜାମିନ ଆବେଦନ କରିଥିଲେ। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ମୋଟ ୯ ଜଣ ଅଭିଯୁକ୍ତ ଜାମିନ ଆବେଦନ କରିଥିଲେ। ମାନ୍ୟବର ହାଇକୋର୍ଟ ମାମଲାର ଶୁଣାଣି […]