author

SCB ସର୍ଜରୀ ୱାର୍ଡରେ ଅଗ୍ନିକାଣ୍ଡ, କେବୁଲ ସର୍ଟ ସର୍କିଟ୍‌ରୁ ଲାଗିଲା ନିଆଁ

ଗୁରୁବାର କଟକ ଏସ୍‌ସିବି ମେଡିକାଲ ସର୍ଜରୀ ୱାର୍ଡରେ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି । ବିଦ୍ୟୁତ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଜଣାପଡିଛି।ତେବେ ଏସ୍‌ସିବି କର୍ମଚାରୀ ଏବଂ ସୁରକ୍ଷାକର୍ମୀଙ୍କ ତ୍ୱରିତ ପଦକ୍ଷେପ କାରଣରୁ ନିଆଁ ଆୟତ୍ତ ହୋଇପାରିଛି । ଅବଶ୍ୟ ଖବର ପାଇ ଦମକଳ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ । ସେତେବେଳକୁ ନିଆଁ ଆୟତ୍ତ ହୋଇସାରିଥିବାରୁ କୌଣସି ପ୍ରକାରର କ୍ଷୟକ୍ଷତି ହୋଇନାହିଁ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ବିଦ୍ୟୁତ କେବୁଲ ଉପରେ ଅତ୍ୟଧିକ […]

ଦେବାଶିଷ ସାମନ୍ତରାୟ ରାଜ୍ୟସଭା ପ୍ରାର୍ଥୀ,ପ୍ରାର୍ଥୀ ଘୋଷଣା କଲା ବିଜେପି

ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ ।ଓଡିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନ ସକାଳେ ପ୍ରାର୍ଥୀ ଘୋଷଣା କରାଯାଇଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧ ଭାବେ ପ୍ରାର୍ଥୀ ଘୋଷଣା କରାଯାଇଛି । ୧୮ ଜୁନରେ ହେବ ରାଜ୍ୟସଭା ଉପ ନିର୍ବାଚନ ।ଦେବାଶିଷ ସାମନ୍ତରାୟ ବିଜେପିର ଟିକେଟ୍ ପାଇବା ପରେ ରାଜ୍ୟସଭା ଲଢ଼େଇ ଏବେ ସମ୍ପୂର୍ଣ୍ଣ ରୋଚକ ମୋଡ଼କୁ ଚାଲିଆସିଛି । ସଂଖ୍ୟାବଳ ଏବଂ ବର୍ତ୍ତମାନର ରାଜନୈତିକ ପରିସ୍ଥିତିକୁ ଦେଖିଲେ ଦେବାଶିଷଙ୍କ ଦିଲ୍ଲୀ […]

ନଦୀରେ ଗାଧୋଇବା ବେଳେ କୁମ୍ଭୀର ସହ ଲଢ଼ିଲେ ଜୀବନ ବଞ୍ଚାଇଲେ ଯୁବକ

କେନ୍ଦ୍ରାପଡାଜିଲ୍ଲା ରାଜନଗର ବ୍ଲକ ରାଜପୁର ପଂଚାୟତ ବାଲିଚନ୍ଦ୍ରପୁର ଗାଁର କ୍ଷମାନିଧି ଦାସ ଆଜି କୁମ୍ଭୀର ସହ ଲଢ଼ି ଜୀବନ ବଞ୍ଚାଇଛନ୍ତି | ବନବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ବାଥିଙ୍ଗ ଘାଟ ଭିତରେ ଗାଧୋଉଥିବାବେଳେ ସେ କୁମ୍ଭୀର ଆକ୍ରମଣର ଶିକାର ହୋଇଥିଲେ |୨୫ ଫୁଟ ଲମ୍ବର କୁମ୍ଭୀର ଆକ୍ରମଣ କରିଥିଲା । ସାହସର ସହ ଲଢିଥିଲେ କ୍ଷମାନିଧି । ତାଙ୍କୁ ସହଯୋଗ କରିଥିଲେ ନିକଟରେ ଗାଧୋଉଥିବା ଲୋକମାନେ । ସେମାନେ ବାଉଁଶ ଆଣି କୁମ୍ଭୀରକୁ ବାଡେଇବାରୁ ଛାଡି ପଳାଇଥିଲା […]

ମୁଜାଫରପୁର ପ୍ରସାଦ ହସ୍ପିଟାଲରେ ଅଗ୍ନିକାଣ୍ଡରେ ବୁଢ଼ୀ ମା’ ନିଜ ଅକ୍ସିଜେନ ମାସ୍କ କାଢି ଅନେକ ରୋଗୀଙ୍କୁ ବଞ୍ଚାଇଲେ

ମୁଜାଫରପୁରର ପ୍ରସାଦ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୫ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ବଞ୍ଚିବାକୁ ଆସି ଜଳିଗଲେ ରୋଗୀ ।, ରାତି ଅଧରେ ଲାଗିଗଲା ନିଆଁ ଆଉ ଦୁର୍ଘଟଣା ନେଇଗଲା ୫ ଜଣଙ୍କ ଜୀବନ । ମୃତ୍ୟୁର ତାଣ୍ଡବ ଏବଂ ଭୟାବହତା ଭିତରେ ହସ୍ପିଟାଲର ସୁରକ୍ଷା ବ୍ୟବସ୍ଥା ଉପରେ ଏବେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଆଉ ଏହାରି ଭିତରେ ଏମିତି ଏକ କାହାଣୀ ସାମ୍ନାକୁ ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ,ଚକିତ କରିଛି । […]

ପରଲୋକରେ ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସ ! ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ବିଶିଷ୍ଟ କବି, ଔପନାସିକ, ନାଟ୍ୟକାର, ସମାଲୋଚକ, ଅନୁବାଦକାର ତଥା କଳା-ସଂସ୍କୃତି ଗବେଷକ ଜଗନ୍ନାଥ ପ୍ରସାଦ ଦାସଙ୍କର ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ବାସଭବନରେ ମୃତ୍ୟୁ ହୋଇଛି । ମୃତ୍ୟୁ ସମୟରେ ତାଙ୍କୁ 90 ବର୍ଷ ହୋଇଥିଲା ।ଓଡ଼ିଶାରେ କଳା ଓ ସଂସ୍କୃତିର ବଡ଼ ଗବେଷକ ଭାବେ ସେ ବେଶ୍‌ ସୁପରଚିତ ଥିଲେ। ସବୁଠାରୁ ବଡ଼ କଥା ହେଉଛି ଭାରତୀୟ ପ୍ରଶାସନିକ ସେବା (IAS) ଚାକିରି ଛାଡ଼ି ସାହିତ୍ୟ ସାଧନା କରିଥିଲେ। ଐତିହାସିକ ଉପନ୍ୟାସ ‘ଦେଶ କାଳ […]

ହଜିଗଲା ମାନବିକତା,ବାକି ଟଙ୍କା ନ ଦେବାରୁ ନାବାଳିକାର ଯୋଡିଥିବା ହାଡ଼କୁ ଭାଙ୍ଗିଦେଲେ ଡାକ୍ତର

ଉତ୍ତରପ୍ରଦେଶ ମୁଜଫରନଗର ସ୍ଥିତ ଜିଲ୍ଲା ହସପିଟାଲରେ ଅଭାବନୀୟ ଘଟଣା । ଟଙ୍କା କେଇଟା ପାଇଁ ଡାକ୍ତର ସାଜିଲା ନରରାକ୍ଷସ । ବାକି ଟଙ୍କା ନମିଳିବାରୁ ଭାଙ୍ଗିଦେଲା ନୀରିହର ଗୋଡ଼ ।ଉତ୍ତରପ୍ରଦେଶ ମୁଜଫରନଗର ସ୍ଥିତ ଜିଲ୍ଲା ହସପିଟାଲରେ ଅଭାବନୀୟ ଘଟଣା । ଟଙ୍କା କେଇଟା ପାଇଁ ଡାକ୍ତର ସାଜିଲା ନରରାକ୍ଷସ । ବାକି ଟଙ୍କା ନମିଳିବାରୁ ଭାଙ୍ଗିଦେଲା ନୀରିହର ଗୋଡ଼ ।ମହିଳାଙ୍କ ଅଭିଯୋଗ ଅନୁଯାୟୀ, ପ୍ରାୟ ଦେଢ ମାସ ତଳେ ଜିଲ୍ଲା ହସ୍ପିଟାଲରେ ତାଙ୍କ ଝିଅର ଡାହାଣ ଗୋଡ […]

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ଅସ୍ୱୀକାର କଲେ ସୌମ୍ୟଙ୍କ ମହିଳା ବନ୍ଧୁ

ସୌମ୍ୟଙ୍କ ମହିଳା ବନ୍ଧୁଙ୍କୁ NHRC ର ପଚରା ଉଚରା ଶେଷ । ସାଢ଼େ ଚାରି ଘଣ୍ଟା ଧରି ଚାଲିଥିଲା ପଚରା ଉଚରା । ସୋମ୍ୟଙ୍କ ନାଁରେ ପୂର୍ବରୁ ମହିଳା ଥାନାରେ ଯେଉଁ ଅଭିଯୋଗ କରିଥିଲେ, ସେ ବାବଦରେ ପଚରା ଯାଇଥିବା ସୂଚନା । କହିଲେ ମୁଁ ଗଣ ମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ଚାଁହୁନି । ସୁରକ୍ଷା ବଳୟରେ ଜଣେ ଲେଡି କନ୍ସଟେବଳଙ୍କ ସହ ଗୋଟିଏ ଗାଡ଼ିରେ ଫେରିଗଲେ ଯୁବତୀ । ସୂଚନାନୁଯାୟୀ, ପୂର୍ବରୁ ବାଲିଅନ୍ତା ଥାନାର ତତ୍କାଳୀନ […]

ଓଡ଼ିଶା ସମୁଦ୍ର ତଟ ସୁରକ୍ଷାକୁ ନେଇ ବଡ଼ ବ୍ଲୁପ୍ରିଣ୍ଟ , ୧୫୦ କୋଟି ଟଙ୍କା ଅନୁଦାନ

କଡ଼ାକଡ଼ି ହେଲା ଓଡ଼ିଶାର ତଟ ସୁରକ୍ଷା । ପଶ୍ଚିମବଙ୍ଗ- ବାଂଲାଦେଶ ସୀମାରେ ସୁରକ୍ଷା ବଢ଼ିବା ପରେ ଓଡ଼ିଶାର ତଟ ସୁରକ୍ଷାକୁ ଆହୁରି କଡ଼ାକଡ଼ି କରାଯାଇଛି । ଅପରାଧୀ ଓ ଅନୁ ପ୍ରବେଶକାରୀଙ୍କ ଉପରେ ତୀକ୍ଷ୍ଣ ନଜର ରହିଥିବା କହିଲେ ପୁଲିସ୍‌ ଡିଜି ଯୋଗେଶ ବାହାଦୁର୍‌ ଖୁରାନିଆ । ଓଡ଼ିଶା ସମୁଦ୍ର ତଟ ସୁରକ୍ଷାକୁ ସୁଦୃଢ କରିବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି । ଓଡ଼ିଶାକୁ ସଂଯୋଗ ହେଉଥିବା ଅନ୍ୟ ରାଜ୍ୟ ଓ ବିଭିନ୍ନ ଦେଶରୁ ଅନେକ ବେଆଇନ […]

ଥାଇଲାଣ୍ଡରେ ଫସିଲେ ଚାରି ଓଡ଼ିଆ ଶ୍ରମିକ, ମୁକୁଳାଇବା ପାଇଁ ଓଡ଼ିଶା ସରକାରଙ୍କୁ ନିବେଦନ

ଥାଇଲାଣ୍ଡରେ ଫସିଛନ୍ତି ଚାରି ଓଡ଼ିଆ ଶ୍ରମିକ । ଭୋକ ଉପବାସରେ କଟୁଛି ଜୀବନ । ପାଖରେ ନାହିଁ ପାସପୋର୍ଟ, ଚାରିମାସ ହେବ ମିଳୁନି ଦରମା । ମୁକୁଳାଇବା ପାଇଁ ଭିଡିଓ ବାର୍ତ୍ତା ମାଧ୍ୟମରେ ଗୁହାରି କରିଛନ୍ତି ଶ୍ରମିକମାନେ। ଓଡ଼ିଶା ସରକାର ଓ କେନ୍ଦ୍ରାପଡା ସାଂସଦଙ୍କୁ ଉଦ୍ଧାର ପାଇଁ ଅନୁରୋଧ କରିଛନ୍ତି। ବର୍ଷେ ତଳେ ଏକ ଠିକାଦାର ମାଧ୍ୟମରେ ଏକ ପ୍ଲାଏଉଡ୍ କମ୍ପାନୀରେ କାମକରିବା ପାଇଁ ଥାଇଲାଣ୍ଡ ଯାଇଥିଲେ। ହେଲେ ଏବେ ୩/୪ ମାସ ହେବ କମ୍ପାନୀ ମାଲିକ […]

 କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

କେରଳମ୍ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମେ’୨୬ ମୌସୁମୀ କେରଳମ୍ ଛୁଇଁବା ନେଇ ଆକଳନ କରିଥିଲା IMD । କିନ୍ତୁ ଏହା ନିର୍ଦ୍ଧାରିତ ସମୟଠାରୁ ପ୍ରାୟ ନଅ ଦିନ ବିଳମ୍ବରେ ପହଞ୍ଚିଥିଲା।ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗକୁ ବଢ଼ିବା ପାଇଁ ପାଗ ଅନୁକୂଳ ରହିଥିଲା । ଯାହା ଫଳରେ ମୌସୁମୀ ବାୟୁ କେରଳମ୍ ଠାରେ ଦେଶର ମୁଖ୍ୟ ଭୂ-ଭାଗକୁ ଛୁଇଁଛି । ଏଥିଯୋଗୁଁ ତାମିଲନାଡୁର ପଶ୍ଚିମ […]

ପୁରୀ ବ୍ରିକ୍ସ ରାଷ୍ଟ୍ର ସମୂହ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ! ବିଶ୍ୱକୁ ଓଡିଶାର ବିପର୍ଯ୍ୟୟ ପରିଚାଳନା ସଫଳ ମଡେଲ୍ ଦେଖାଇଲେ ରାଜସ୍ୱ ମନ୍ତ୍ରୀ

ବ୍ରିକ୍ସ ରାଷ୍ଟ୍ର ସମୂହ ସମ୍ମିଳନୀର ଦ୍ବିତୀୟ ଦିନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମ୍ମିଳନୀକୁ ଆଜି ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି । ବ୍ରିକ୍ସ ‘ଡିଜାଷ୍ଟର୍ ରିଡକ୍ସନ୍ ୱାର୍କିଂ ଗ୍ରୁପ’ର ଦ୍ବିତୀୟ ବୈଷୟିକ ସମ୍ମିଳନୀରେ 11ଟି ଦେଶର ପ୍ରତିନିଧି ସାମିଲ ହୋଇଛନ୍ତି ।କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦବୋଧନ ଦେଇ କହିଛନ୍ତି, ପୁରୀରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହୋଇଥିବାରୁ ଖୁସି ପ୍ରକଟ କଲେ ମୁଖ୍ୟମନ୍ତ୍ରୀ । ୧୯୯୯ ମହାବାତ୍ୟା କଥା ମନେ […]

ତିନି ବର୍ଷର ପ୍ରେମ ସଂପର୍କରେ ଅଧା ରହିଲା ବାହାଘର, ସ୍ତ୍ରୀକୁ ବେଦୀରୁ ଛାଡ଼ି ପଳେଇଗଲା ବର

ଅଧା ବିବହାରୁ ବଦଳିଗଲା ବରର ମନ । ସ୍ତ୍ରୀକୁ ବେଦୀରୁ ଛାଡ଼ି ପରିବାର ଲୋକଙ୍କ କଥାରେ ପଡି ପଳେଇଗଲା । ଘଟଣା ଘଟିଛି ବାଲେଶ୍ୱର ସହଦେବଖୁଣ୍ଟା ଥାନା ରାଧା କୃଷ୍ଣ ମନ୍ଦିରରେ । ସୂଚନା ଅନୁସାରେ, ପ୍ରେମୀ ଯୁଗଳଙ୍କ ମଧ୍ୟରେ ଥିଲା ୩ ବର୍ଷର ପ୍ରେମ ସମ୍ପର୍କ। ଉଭୟ ୩ ମାସ ହେବ ଘର ଛାଡ଼ି ବାଲେଶ୍ଵର ସହରରେ ଏକ ଭଡ଼ାଘରେ ମଧ୍ୟ ରହୁଥିଲେ। ବୁଧବାର ଉଭୟଙ୍କ ସହମତିରେ ରେଜିଷ୍ଟ୍ରି ବିବାହ କରିବା ପରେ ବିଧି ଅନୁସାରେ […]