ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଶାନ୍ତ କରିବା ପାଇଁ ଏକ ସମ୍ଭାବ୍ୟ ଚୁକ୍ତିକୁ ନେଇ ବିଶ୍ୱବ୍ୟାପୀ ଚର୍ଚ୍ଚା ଜୋର ଧରିଛି ।ଏହି ପରିପ୍ରେକ୍ଷୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସର ହାଇ-ସିକ୍ୟୁରିଟି ‘ସିଚୁଏସନ୍ ରୁମ୍’ ରେ ପ୍ରାୟ ଦୁଇ ଘଣ୍ଟା ଧରି ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିଛନ୍ତି । ସିଚୁଏସନ୍ ରୁମରେ ଅନୁଷ୍ଠିତ ଏହି ବୈଠକରେ ରାଷ୍ଟ୍ରପତି ଟ୍ରମ୍ପ ଆଞ୍ଚଳିକ ସଂଘର୍ଷର ଅବସାନ ପାଇଁ ପ୍ରସ୍ତୁତ ଚୁକ୍ତିନାମାର ରୂପରେଖ ସମୀକ୍ଷା […]
IPL ଫାଇନାଲରେ ଗୁଜରାଟ ଟାଇଟନ୍ସ। ରାଜସ୍ଥାନ ରୟାଲ୍ସକୁ ୭ ଓ୍ବିକେଟରେ ପରାସ୍ତ କରି ୨ୟ ଥର ପାଇଁ ଆଇପିଏଲ ଫାଇନାଲରେ ସ୍ଥାନ ପକ୍କା କରିଛି ଗୁଜରାଟ। ଶୁକ୍ରବାର ନ୍ୟୁ ଚଣ୍ଡୀଗଡ଼ରେ କ୍ବାଲିଫାୟର-2 ମୁକାବିଲାରେ ମୁହାଁମୁହିଁ ହୋଇଥିଲେ ଗୁଜରାଟ ଟାଇଟନ୍ସ ଏବଂ ରାଜସ୍ଥାନ ରୟାଲ୍ସ। ୨୧୫ ରନକୁ ପିଛା କରୁଥିବାବେଳେ ଗୁଜରାଟର ଦୁଇ ଓପନର ବ୍ୟାଟ୍ସମ୍ୟାନ ସାଇ ସୁଦର୍ଶନ ଏବଂ ଶୁଭମନ ଗିଲ୍ ଦମଦାର ପାଳି ଖେଳିଥିଲେ । ଆରମ୍ଭରୁ ଦୁଇ ବ୍ୟାଟ୍ସମ୍ୟାନ ବଡ଼ ବଡ଼ ସଟ୍ ଖେଳିଥିଲେ […]
ଆଜିଠାରୁ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ବା SIR । ଯାହା ଜୁନ ୨୮ ଯାଏ ଚାଲିବ । ଏହି ସମୟ ମଧ୍ୟରେ ବୁଥସ୍ତରୀୟ ଅଧିକାରୀ-BLO ଭୋଟରଙ୍କ ଘରକୁ ଘର ବୁଲୁଛନ୍ତି। ଗଣନା ଫର୍ମ ବଣ୍ଟନ କରିବା ସହିତ ସଂଗ୍ରହ କରୁଛନ୍ତି। ଜୁଲାଇ ୫ରେ ଚିଠା ଭୋଟର ତାଲିକା ପ୍ରକାଶ ପାଇବ।ଭୋଟରଙ୍କୁ ଦିଆଯାଉଥିବା ଫର୍ମରେ ବ୍ୟକ୍ତିଗତ ବିବରଣୀ, ପରିବାର ସଦସ୍ୟଙ୍କ ସୂଚନା ଓ ୨୦୦୨ ମସିହାର ଭୋଟର ତାଲିକା ସମ୍ବନ୍ଧୀୟ ତଥ୍ୟ ଦେବାକୁ ପଡ଼ିବ। […]
ରିତେଶ ଦେଶମୁଖଙ୍କ ଦ୍ବାରା ନିର୍ଦ୍ଦେଶିତ ଫିଲ୍ମ ରାଜା ଶିବାଜୀ ବକ୍ସ ଅଫିସରେ ବର୍ତ୍ତମାନ ଧମାଲ କରୁଛି । ପାଞ୍ଚ ସପ୍ତାହ ଧରି ସିନେମା ହଲରେ ଏଣ୍ଟ୍ରି କରି ବଡ଼ ସଫଳତା ହାସଲ କରିପାରିଛି ।ରିତେଶ ଦେଶମୁଖଙ୍କ ନିର୍ଦ୍ଦେଶିତ ଏବଂ ଅଭିନୀତ ରାଜା ଶିବାଜୀର ବଜେଟ୍ ୭୫ କୋଟି ବୋଲି ରିପୋର୍ଟ କରାଯାଇଛି । ରାଜା ଶିବାଜୀ ରିଲିଜ ହେବାର ୨୯ତମ ଦିନରେ ଭାରତରେ ୩.୫ ମିଲିୟନ୍ ରୋଜଗାର କରିଥିବାବେଳେ ୨୮ତମ ଦିନରେ ୪.୫ ମିଲିୟନ୍ ରୋଜଗାର କରିଥିଲା […]
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପୁଣି ଥରେ ଖୋଲିବାକୁ ଯାଉଛି । ଆସନ୍ତା ଜୁନ୍ ୧ରେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତ ଏପ୍ରିଲ ୨୭ ତାରିଖରେ ଯେଉଁମାନେ ଅନଲାଇନ୍ ଯୋଗେ ନାମ ଓ ଅଭିଯୋଗ ବାବଦରେ ପଞ୍ଜିକରଣ କରିଥିଲେ, ସେହିମାନେ ହିଁ […]
କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍ ରହିଛି। ଆସନ୍ତା ୬ଦିନ ଅର୍ଥାତ୍ ଜୁନ୍ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଶନିବାର ପଶ୍ଚିମ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏଥିପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କାଳବୈଶାଖୀ ପ୍ରଭାବରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ […]
ମେଷପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ବହୁଦିନରୁ ହଜି ଯାଇଥିବା ବା ଚୋରି ଯାଇଥିବା ଜିନିଷରହଠାତ୍ ଖୋଜ ଖବର ପାଇପାରନ୍ତି। ବୃଷଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣର ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି […]
ଓଡ଼ିଶା ଶିଳ୍ପ ଜଗତ ପାଇଁ ଏକ ଅପୂର୍ବ ସଫଳତା। ରାଜ୍ୟରେ ଏକ ଅତ୍ୟାଧୁନିକ ସେମିକଣ୍ଡକ୍ଟର ମାନୁଫ୍ୟାକ୍ଚରିଂ ଇକୋସିଷ୍ଟମ ଗଠନ ଦିଗରେ ଏକ ଐତିହାସିକ ପଦକ୍ଷେପ ନିଆ ଯାଇଛି। ଭାରତରେ ସବଷ୍ଟ୍ରେଟ୍ ମାନୁଫ୍ୟାକ୍ଚରିଂ ଟେକ୍ନୋଲୋଜିର ବିକାଶ ପାଇଁ ଓଡ଼ିଶା ସରକାର ଓ ଆମେରିକାର ପ୍ରସିଦ୍ଧ ‘ଇଣ୍ଟେଲ୍ କର୍ପୋରେସନ’ (Intel Corporation) ଏବଂ ‘3DGS Inc.’ ମଧ୍ୟରେ ଏକ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଛି।ଏହି ପାର୍ଟନରସିପ୍ ଜରିଆରେ ଦେଶରେ ପ୍ରଥମ ଥର ପାଇଁ ନେକ୍ସଟ୍-ଜେନେରେସନ୍ ‘ଗ୍ଲାସ୍ ସବ୍ ଷ୍ଟ୍ରେଟ୍ […]
ୟୁନେସ୍କୋ ମାନ୍ୟତା ଅପେକ୍ଷାରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ୨୦୨୨ରୁ ୨୦୨୪ ପର୍ଯ୍ୟନ୍ତ ୩ ବର୍ଷ ଧରି ପ୍ରଚେଷ୍ଟା ବିଫଳ ହେବା ପରେ ୨୦୨୫ରେ ସଫଳତାର ସହ ନାମାଙ୍କନ ଦାଖଲ କରିଥିଲା ଶ୍ରୀମନ୍ଦିର ପ୍ରଶାସନ ।ରଥଯାତ୍ରାକୁ ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ମାନ୍ୟତା ମିଳିବ। ଶ୍ରୀମନ୍ଦିର ପ୍ରଶାସନ ରାଜ୍ୟ ସଂସ୍କୃତି ବିଭାଗ ଜରିଆରେ ୟୁନେସ୍କୋକୁ ଚିଠି ଲେଖିଛି। ଆଉ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ମିଳିବା ନେଇ ଆରମ୍ଭ ହୋଇଛି ପ୍ରସ୍ତୁତି। ସେପଟେ ଶେଷ ହୋଇଛି ନାମାଙ୍କନ ଦାଖଲ। ରାଜ୍ୟ […]
ରେଭେନ୍ସା ବିଶ୍ୱବିଦ୍ୟାଳୟର ୟୁଜି ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଚଳିତବର୍ଷ ମୋଟ ପାସ ହାର ୯୧.୯୮ ପ୍ରତିଶତ ରହିଛି । କଳାରେ ପାସ ହାର ୯୦.୯୪ ପ୍ରତିଶତ, ବିଜ୍ଞାନରେ ୯୦.୬୦ ପ୍ରତିଶତ, ବାଣିଜ୍ୟରେ ୯୪.୨୫ ପ୍ରତିଶତ ଓ ପ୍ରଫେସନାଲ ପାଠ୍ୟକ୍ରମରେ ପାସ ହାର ୯୩.୯୬ ପ୍ରତିଶତ ରହିଛି ।ରେଭେନ୍ସା ବିଶ୍ୱବିଦ୍ୟାଳୟର ସ୍ନାତକ ବା UG ବିଭାଗରେ 26ଟି ବିଷୟ ରହିଛି । ଏଥିରେ 26 ଜଣ ଛାତ୍ରଛାତ୍ରୀ ଟପ୍ପର ହୋଇଛନ୍ତି । ତନ୍ମଧ୍ୟରେ 19 […]
ରାୟଗଡ଼, ମେ ୨୯: ରାୟଗଡ଼ ଜିଲ୍ଲାରେ ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାର ତୃତୀୟ ପର୍ଯ୍ୟାୟ ସୁଚାରୁ ଭାବେ କାର୍ଯ୍ୟକରୀ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିସ୍ତୃତ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ଆଶୁତୋଷ କୁଳକର୍ଣ୍ଣୀ ଏହି ସଂଶୋଧନ ପ୍ରକ୍ରିୟା, ଏହାର ସମୟସୀମା ଓ ଜନସାଧାରଣଙ୍କ ଭୂମିକା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଆସନ୍ତା ୦୧ ଜୁଲାଇ ୨୦୨୬ କୁ ଯୋଗ୍ୟତା ଅର୍ଜନ […]
ଏଣିକି ଡିଫଲ୍ଟର ଓମଫେଡ ଡିଲରଙ୍କ ବିରୋଧରେ ନିଆଯିବ କଡ଼ା ଆକ୍ସନ୍ । ଆସନ୍ତା 7 ଦିନ ଭିତରେ ଓମଫେଡର ବକେୟା ପଇସା ପୈଠ ନ କଲେ ରବ୍ଦ ହେବ ଲାଇସେନ୍ସ । ମତ୍ସ୍ୟ ଓ ପ୍ରାଣି ସମ୍ପଦ ବିଭାଗର କଡା ନିଷ୍ପତି । ରାଜ୍ୟରେ ୧୦ରୁ ୧୨ ଜଣ ଡିଲର୍ ପାଖାପାଖି ୫ କୋଟିରୁ ଉର୍ଦ୍ଧ ଟଙ୍କା ବକେୟା ରଖିଛନ୍ତି । ସେମାନେ ନିର୍ଦ୍ଧାରିତ ସମୟ ଭିତରେ ବକେୟା ରାଶି ପୈଠ ନ କଲେ, ବ୍ୟକ୍ତିଗତ ଭାବେ […]
