author

କଟକ ଜଗତପୁର ଅଞ୍ଚଳରେ ବାଘ ଆତଙ୍କ

କଟକ ଜଗତପୁର ଅଞ୍ଚଳରେ ବାଘ ଆତଙ୍କ । ଜଗତପୁର ଇମାମ୍ ନଗର ଅଞ୍ଚଳରେ କଲରା ପତରିଆ ବାଘ ବୁଲୁଥିବା ଚର୍ଚ୍ଚା । ରବିବାର ରାତି ୧୧ ଟା ସମୟରେ ବାଘ ବୁଲୁଥିବା ସିସିଟିଭିରେ କଏଦ ହୋଇଛି । ବାଘ ବୁଲୁଥିବା ସିସିଟିଭିରେ କଏଦ ହୋଇଛି ।ସେପଟେ ବାଘ ଖବର ପ୍ରଚାର ପରେ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ସୂଚନା ଥାଉକି, ବିଳମ୍ୱିତ ରାତିରେ ହଟାତ୍ କୁକୁର ମାନେ ଜୋର୍ ରେ ଭୋକିବାକୁ ଲାଗିଥିଲେ […]

ସୁଧୁରିବେ କେବେ ? ବାରମ୍ବାର ତାଗିଦ ପରେ ବି ମଞ୍ଚରେ ଅଶ୍ଲୀଳ ନାଚ

ଭଦ୍ରକ ଜିଲ୍ଲା ଭଣ୍ଡାରି ପୋଖରୀ ଥାନା ଭଣ୍ଡାରିପୋଖରୀ ବଜାର ନିକଟରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି । ମଞ୍ଚରେ ଅଶ୍ଲୀଳ ନାଚ । ଯାହାକୁ ଦେଖି ଦର୍ଶକମାନେ ମଞ୍ଚକୁ ଜୋତା ଓ ଚେୟାର ମାଡ଼ କରିଛନ୍ତି । ଭଣ୍ଡାରିପୋଖରୀ ବଜାର ନିକଟରେ ପାର୍ବତୀ ଗଣନାଟ୍ୟ ତାର ନାଟକ ପରିବେଶଣ କରୁଥିଲା । ପ୍ରଥମ ରାତିରେ ନାଟକ ପୂର୍ବରୁ ନିଶା ମହାରଣା ନାଚ ପରିବେଶଣ ନିମନ୍ତେ ପେଣ୍ଡାଲ ଉପରକୁ ଚଢିଥିଲେ । ଆଉ ଆରମ୍ଭ କରିଥିଲେ ତାଙ୍କର […]

DRDO ଦ୍ବାରା ବିକଶିତ EOS-N1 (‘ଅନ୍ୱେଷା’)ର ଉତ୍‌କ୍ଷେପଣ! ମହାକାଶକୁ ଗଲା ଓଡିଶା ନିର୍ମିତ ପ୍ରଥମ ସାଟେଲାଇଟ୍

ସୀମାରେ ଆଉ ଲୁଚିପାରିବେନି ଆତଙ୍କବାଦୀ । ଚୀନ୍‌ ଓ ପାକିସ୍ତାନ ଉପରେ କଡା ନଜର ରଖିବାକୁ ଭରତ ଆଜି ଏକ ଐତିହାସିକ ପରୀକ୍ଷଣ କରିଛନ୍ତି । ଆନ୍ଧ୍ର ଶ୍ରୀହରିକୋଟାରୁ ଉତ୍‌କ୍ଷେପଣ ହେଲା ‘ଅନ୍ୱେଷା’ ଉପଗ୍ରହ । DRDO ଦ୍ବାରା ବିକଶିତ EOS-N1 (‘ଅନ୍ୱେଷା’)ର ଉତ୍‌କ୍ଷେପଣ ହୋଇଛି । PSLV-C 62 ରକେଟ୍ ଜରିଆରେ ମହାକାଶକୁ ଗଲା ‘ଅନ୍ୱେଷା’ ।ତେବେ ଓଡ଼ିଶା ନିର୍ମିତ ଉପଗ୍ରହ CGUSAT-1 -ଆନ୍ଧ୍ର ଶ୍ରୀହରିକୋଟାରୁ PSLV-C62 ରକେଟ ଯୋଗେ ଉତ୍‌କ୍ଷେପଣ କରାଯାଇଛି । ନିର୍ଦ୍ଦାରୀତ […]

ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପରିବହନ ମନ୍ତ୍ରୀଙ୍କ ଅନୁଧ୍ୟାନ

ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପରିବହନ ମନ୍ତ୍ରୀଙ୍କ ଅନୁଧ୍ୟାନ। ଦୁର୍ଘଟଣାକୁ ଅଭାବନୀୟ କହିଲେ ବିଭୂତି ଜେନା । ଘଟଣାର ଯେମିତି ପୁନରାବୃତ୍ତି ନହେବ ସେନେଇ ତଦନ୍ତ ଚାଲିଥିବା କହିଛନ୍ତି ମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶକ୍ରମେ ତଦନ୍ତ ଆରମ୍ଭ ହୋଇଛି । ଦୁର୍ଘଟଣାସ୍ଥଳର ସ୍ଥିତି ପରଖିବା ପରେ ମେଡିକାଲ ଯାଇ ଦୁର୍ଘଟଣାରେ ଆହତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଶନିବାର ଦିନ ଭୁବନେଶ୍ବରରୁ ରାଉରକେଲା ଯିବା ବେଳେ ରାଉରକେଲା ପହଞ୍ଚିବା ପୂବର୍ରୁ ବିମାନ ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । […]

ଆଜି ଜାତୀୟ ଯୁବ ଦିବସ, ଯୁବ ସମାଜର ଆଦର୍ଶ ସ୍ବାମୀ ବିବେକାନନ୍ଦ

କୁହାଯାଏ ଭାରତ ଏକ ଯୁବ ଦେଶ । ଆଜି ହେଉଛି ଜାତୀୟ ଯୁବ ଦିବସ । ପ୍ରତିବର୍ଷ ଜାନୁଆରୀ 12 ତାରିଖରେ ଜାତୀୟ ଯୁବ ଦିବସ ପାଳନ କରାଯାଏ । ଆଜିର ଦିନକୁ ସ୍ବାମୀବିବେକାନନ୍ଦଙ୍କ ଜୟନ୍ତୀ ଭାବେ ପାଳନ କରାଯାଏ ।ଏହି ଦିନଟି ହେଉଛି ଭାରତର ମହାନ ଦାର୍ଶନିକ, ସନ୍ନ୍ୟାସୀ ତଥା ଯୁବ ପ୍ରତିକ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀ । ୧୯୮୪ ମସିହାରେ ଭାରତ ସରକାର ଏହି ଦିନକୁ ଜାତୀୟ ଯୁବ ଦିବସ ଭାବେ ଘୋଷଣା […]

ଆଜିର ରାଶିଫଳ ୧୨ ଜାନୁଆରୀ, ୨୦୨୬

ମେଷକର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ। ବୃଷଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ […]

ସିଟି ଓ ମିନି ହବ୍‌ର ମିଳିତ ବୈଠକ

କନ୍ଧମାଳ : କନ୍ଧମାଳ ଜିଲ୍ଲାର ବ୍ୟବସାୟିକ କ୍ଷେତ୍ରରେ ଏକ ବଡ଼ଧରଣର ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ‘ପିନକୋଡ଼ କାର୍ଟ’ ପ୍ଲାଟଫର୍ମ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ବାଦଲ କୁମାର ପ୍ରଧାନଙ୍କ ଆହ୍ୱାନକ୍ରମେ ଆୟୋଜିତ ଏହି ବୈଠକରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ସିଟିହବ ପରିଚାଳକ,ମିନିହବ ପ୍ରତିନିଧି ଏବଂ ସ୍ଥାନୀୟ ପ୍ରତିନିଧି ଓ ବୁଦ୍ଧିଜୀବୀ ସାମିଲ ହୋଇଥିଲେ।ଏହି ବୈଠକରେ ମୁଖ୍ୟ ଆଲୋଚନା ପ୍ରସଙ୍ଗ ରହିଥିଲା କି ‘ପିନକୋଡ଼ କାର୍ଟ’ କିପରି ଭାବେ ସ୍ଥାନୀୟ ବ୍ୟବସାୟୀଙ୍କୁ ଡିଜିଟାଲ ବଜାର ସହ ଯୋଡ଼ିବ,ଜିଲ୍ଲା […]

ନୟାଗଡ଼ ବ୍ଲକ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ସେମିକୁ ଗଲେ ୧୦

ନୟାଗଡ଼,(ଓଡ଼ିଶା ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ  ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ନୟାଗଡ଼ ବ୍ଲକ ଅଡିସନ ନୂଆରାଜବାଟୀ ସ୍ଥିତ ଶ୍ରୀଅରବିନ୍ଦ ଶିକ୍ଷା ଓ ଗବେଷଣା କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି।  ପ୍ରତିଯୋଗିତାକୁ ସଙ୍ଗୀତଧାରା ସଭାପତି ଡ.ବିଜୟ କୁମାର ଚୌଧୁରୀ, ମୁଖ୍ୟ ପୃଷ୍ଠପୋଷକ ପ୍ରମୋଦ ପଟ୍ଟନାୟକ,ଶିକ୍ଷାକେନ୍ଦ୍ର ପ୍ରଧାନ ଶିକ୍ଷକ ବସନ୍ତ କୁମାର ମିଶ୍ର ଏବଂ ବରିଷ୍ଠ ଶିକ୍ଷକ ନୀଳମାଧଵ ନନ୍ଦ ପ୍ରମୁଖ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦଘାଟନ କରିଥିଲେ। ଏହି ପ୍ରତିଯୋଗିତାରେ ନୟାଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ […]

ଆଜିର ରାଶିଫଳ ୧୧ ଜାନୁଆରୀ, ୨୦୨୬ !

ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ। ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]

ଶରଣକୁଳ ପିଏମଶ୍ରୀ ନାରାୟଣ ହାଇସ୍କୁଲରେ ପଠନ ପ୍ରସାର ସପ୍ତାହ

ଶରଣକୁଳ,(ନୟାଗଡ଼ ଦର୍ପଣ): ପିଏମଶ୍ରୀ ନାରାୟଣ ହାଇସ୍କୁଲ ଶରଣକୁଳ ପରିସର ମଧ୍ୟରେ ପଠନ ପ୍ରସାର ସପ୍ତାହ କାଯ୍ୟର୍କ୍ରମର ଉଦ୍ଯାପନ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ପଠନ ପ୍ରସାର ସପ୍ତାହ କାଯ୍ୟର୍କ୍ରମର ସଫଳ ରୂପାୟନ ନିମନ୍ତେ ମୂଳ, ପ୍ରସ୍ତୁତିମୂଳକ, ମଧ୍ୟମ ଓ ମାଧ୍ୟମିକ ଏହି ପରି ଚାରୋଟି ବିଭାଗରେ ଛାତ୍ରଛାତ୍ରୀମାନଙ୍କୁ ବିଭାଗ କରି ବିଭିନ୍ନ ଭାଷାଗତ ପ୍ରତିଯୋଗୀତା ଯେପରିକି ପୁସ୍ତକ ସମୀକ୍ଷା, ଅନୁଚ୍ଛେଦ ରଚନା, କବିତା ପଠନ, କ୍ଷୁଦ୍ରଗଳ୍ପ ଲିଖନ, ପତ୍ରିକା ଲିଖନ, ଗୁଚ୍ଛ ଫଟୋ ପ୍ରଦର୍ଶନ, ଚିତ୍ରରେ ଚିତ୍ରରେ […]

ସରକାର କମାଇ ପାରନ୍ତି PUCC ଜରିମାନା ଦର

ଆଉ ୧୦ ହଜାର ନୁହେଁ ଦୁଇ କିମ୍ବା ତିନି ହଜାର ଟଙ୍କା ହେବ PUCC ଜୋରିମାନା । ଲୋକଙ୍କ ଆର୍ଥିକ ବୋଝ ଦେଖି ଜୋରିମାନା କମାଇବାକୁ ବିଚାର କରୁଛି ପରିବହନ ବିଭାଗ । ଏଥିପାଇଁ ଦେଶର ବିଭିନ୍ନ ରାଜ୍ୟରେ ଥିବା PUCC ଜୋରିମାନା ରାଶିକୁ ତର୍ଜମା କରୁଛି ବିଭାଗ । କିଛି ଦିନ ତଳେ ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ PUC ସାର୍ଟିଫିକେଟ ଜୋରିମାନାକୁ କୋହଳ କରିବା ସହ ଟୋଲ ଗେଟ ଯାଞ୍ଜ ବେଳେ କଟକଣା କୋହଳ କରାଯାଇଥିଲା […]

ସ୍ଲିପର କୋଚ୍‌ ବସ୍‌ରେ ପାଣି ଟାଙ୍କି ଲାଗିବା ବାଧ୍ୟତାମୂଳକ !

ଏଣିକି ବସ୍‌ରେ ଲାଗିବ ପାଣି ଟାଙ୍କି । ଏହା ବାଧ୍ୟତା ମୂଳକ । ଏଭଳି କହିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା । ଗତ କିଛିଦିନ ମଧ୍ୟରେ ରାଜ୍ୟରେ ବାରମ୍ବାର ସ୍ଲିପର କୋଚ ବସରେ ଆଗ୍ନିକଣ୍ଡ ଘଟି ଅନେକ କ୍ଷୟଖଟି ଘଟିବ ଘଟଣା ସାମ୍ନାକୁ ଆସିଛି । ଯାହାକୁ ନେଇ ବଡ଼ ପଦକ୍ଷେପ ନେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା । ପ୍ରତି ସ୍ଲିପର କୋଚ ବସରେ ପାଣିଟାଙ୍କି ଓ ସ୍ପ୍ରିଙ୍କଲର ରଖିବାକୁ ନିର୍ଦେଶ ଦେଇଛନ୍ତି […]