author

ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ ।୫ ହଜାର ଦିଅ ବକେୟା ଦରମା କରାଇଦେବି 

ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ ଦାସ ।ସ୍କୁଲର ନାଇଟ ୱାଚ ମ୍ୟାନକୁ ମଧ୍ୟ ଛାଡିଲେନି । କହିଲେ ୫ ହଜାର ଦିଅ ବକେୟା ଦରମା କରାଇଦେବି । ଆଉ ତାପରେ ଏହି ଅଭିଯୋଗରେ ଭିଜିଲାନ୍ସରେ ହାତରେ ଧରାପଡିଲେ ପ୍ରଧାନ ଶିକ୍ଷକ । ସୂଚନା ଅନୁସାରେ କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଚଢେଇଗୁଆଁ ସ୍ଥିତ ଯୁଗରୂପା ବିଦ୍ୟାଭବନ ସ୍କୁଲର ପ୍ରଧାନ […]

ହାଇକୋର୍ଟକୁ ସାଇକେଲରେ ଆସିଲେ ୩ ବିଚାରପତି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଇନ୍ଧନ ସଞ୍ଚୟ କରିବା ଅପିଲ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ଓଡ଼ିଶା ଉପରେ ପଡ଼ିଛି । ଓଡ଼ିଶା ହାଇକୋର୍ଟର ୩ ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି ଜୁଡ଼ିସିଆଲ ଏକାଡେମୀ ନିକଟରୁ ହାଇକୋର୍ଟକୁ ସାଇକେଲରେ ଆସିଥିଲେ। । ସାମ୍ପ୍ରତିକ ତୈଳ ସଙ୍କଟ ସମୟରେ ସଚେତନତା ସୃଷ୍ଟି ଉପଲକ୍ଷେ ବିଚାରପତିମାନେ ସାଇକେଲରେ ଆସିଥିଲେ । ତୈଳ ସଙ୍କଟ ଦୃଷ୍ଟିରୁ ତେଲର ଅପବ୍ୟବହାର ନକରିବା ପାଇଁ […]

ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ +୨ ପରୀକ୍ଷା ଫଳାଫଳ

ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଯୁକ୍ତ +୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷା ଫଳାଫଳ ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ । ଫଳାଫଳ ଘୋଷଣା ହେବା ପରେ, ଛାତ୍ରଛାତ୍ରୀମାନେ ନିଜର ମାର୍କସିଟ୍ ଅନ୍‌ଲାଇନରେ ଚେକ୍ କରିପାରିବେ । ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ସୂଚନା ମିଳିଛି ଏବଂ ସଠିକ ସମୟରେ ରେଜଲ୍ଟ ପ୍ରକାଶ ପାଇବା ନେଇ ଅଧିକାରୀମାନେ ନିଶ୍ଚିତ କରିଛନ୍ତି ।ଫଳାଫଳ ପ୍ରକାଶ […]

ନ୍ୟାୟ ନ ପାଇ ଆତ୍ମହତ୍ୟା କଲେ ଗଣବଳାତ୍କାର ପୀତିତା ୨ ଭଉଣୀ

ରାଜସ୍ଥାନର ଯୋଧପୁର ସହରରେ ଏକ ଯୌନ କେଳେଙ୍କାରୀ ଘଟଣା ସାମନାକୁ ଆସିବା ପରେ ସ୍ଥାନୀୟ ପୁଲିସ ତତ୍ପରତା ପ୍ରକାଶ କରିଛି। ଦୁଇ ଭଉଣୀଙ୍କୁ ଗଣ ବଳାତ୍କାର ଓ ବ୍ଲାକ୍‌ମେଲ କରାଯାଇଥିବାବେଳେ ସେମାନେ ଆତ୍ମହତ୍ୟା କରିଥିବା ଜଣାପଡିଛି। ପୁଲିସ ଏହି ଘଟଣାରେ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।ଏହି ଘଟଣାକୁ ନେଇ ଯୋଧପୁର ଗ୍ରାମାଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ପୋଲିସର ଅବହେଳା ଏବଂ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ବିଫଳତାକୁ ବିରୋଧ କରି ସ୍ଥାନୀୟ ଲୋକେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। […]

ଗତକାଲି ଏକ୍ସପ୍ରେସ୍ ଆଜି ଜଳିଲା ପାସେଞ୍ଜର ଟ୍ରେନ୍, ଜୀବନ ବିକଳରେ ଟ୍ରେନ୍‌ରୁ ଡେଇଁଲେ ଯାତ୍ରୀ

ଗତକାଲି ଏକ୍ସପ୍ରେସ୍ ଆଜି ଜଳିଲା ପାସେଞ୍ଜର ଟ୍ରେନ୍ । ସକାଳୁ ସକାଳୁ ବଡ଼ ଅଘଟଣ ଘଟିଛି । ବିହାରର ରୋହତାସ ଜିଲ୍ଲା ସାସାରାମ ରେଳ ଷ୍ଟେସନରେ ଆତଙ୍କ ଖେଳିଯାଇଛି । ଭାବୁଆ-ସାସାରାମ ଇଣ୍ଟରସିଟି ଏକ୍ସପ୍ରେସରେ ହଠାତ୍ ନିଆଁ ଲାଗିଛି । ଫଳରେ ଷ୍ଟେସନ୍ ପରିସରରେ ଆତଙ୍କ ଖେଳିଯାଇଛି । ଜୀବନ ବିକଳରେ ଟ୍ରେନ୍ରୁ ଡେଇଁ ପଡିଛନ୍ତି ଯାତ୍ରୀ ।ଘଟଣାର ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଘଟଣାରେ କେହି ମୃତାହତ […]

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଆଜି ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ ରାଜ୍ୟର ୟୁଡିଏଫ ସରକାରଙ୍କ ଦାୟିତ୍ୱ ଗ୍ରହଣ କରିବେ। ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ତେବେ ନୂଆ ସରକାରରେ ସତୀଶନଙ୍କ ବ୍ୟତୀତ ପି.କେ.କୁହ୍ନାଲୀ କୁଟ୍ଟି, ରମେଶ ଚେନ୍ନିଥଲା, ସନି ଜୋସେଫ, କେ.ମୂରଲୀଧରନ, ମାନ୍ସ ଜୋସେଫ, ଶିବୁ ବେବି ଜନ, ଅନୂପ ଜ୍ୟାକବ, ସି.ପି.ଜନ, ଏ.ପି. ଅନିଲ […]

ପୁନଃ ମୂଲ୍ୟାୟନ ଫି କମାଇଲା ସିବିଏସଇ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ପରୀକ୍ଷା ଫଳର ପୁନଃ ମୂଲ୍ୟାୟନ ସହ ପରୀକ୍ଷା ଖାତା ନକଲ ଓ ମାର୍କ ଯାଞ୍ଚ ପାଇଁ ଫି ହ୍ରାସ କରିଛି ସିବିଏସ୍ଇ । ରବିବାର ଶିକ୍ଷା ମନ୍ତ୍ରଣାଳୟ ସଚିବ ସଞ୍ଜୟ କୁମାର ଏକ ସାମ୍ବାଦିକ ସମ୍ମିଳନୀରେ ଏହା ସ୍ପଷ୍ଟ କରିଛନ୍ତି। ଶ୍ରୀ କୁମାର କହିଛନ୍ତି, ପରୀକ୍ଷାର୍ଥୀ ଉତ୍ତର ଖାତାର ସ୍କାନ କପି ପାଇବା ପାଇଁ ପୂର୍ବରୁ ପ୍ରତି ବିଷୟ […]

ଏୟାର ସୋ’ ସମୟରେ ଦୁଇଟି ଆମେରିକୀୟ ଲଢ଼ୁଆ ବିମାନ ମଝି ଆକାଶରେ ଧକ୍କା

ଆମେରିକାରେ ଏକ ଏୟାର ସୋ’ ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଦୁଇଟି ଆମେରିକୀୟ ଲଢ଼ୁଆ ବିମାନ ମଝି ଆକାଶରେ ଧକ୍କା ଖାଇ ନିଆଁରେ ଜଳିଛି ।ପାରାଚୁଟ୍ ସାହାଯ୍ୟରେ ବିମାନରୁ ବାହାରକୁ ବାହାରି ଆସିଛନ୍ତି ୪ କ୍ରିଉ ମେମ୍ବର। କ୍ରିଉ ମେମ୍ବର ସୁରକ୍ଷିତ ଅଛନ୍ତି । ନୌସେନା ପକ୍ଷରୁ ତଦନ୍ତ ଜାରି ରହିଛି । ଗୁନଫାଇଟର ସ୍କାଇଜ୍ ଏୟାର ଶୋ’ ର ଶେଷ ଦିନରେ ଦିଦ ୧୨ ଟା ୧୦ ବେଳେ ଏହି ଦୁର୍ଘଟଣା ଘଟିଥିଲା […]

ସାରା ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜାରି। ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସାରା ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜାରି ରହିଛି  । କାଳବୈଶାଖୀ ପ୍ରଭାବ ରହୁଥିଲେ ମଧ୍ୟ ଅଧିକାଂଶ ସ୍ଥାନରେ ପାରଦ ଉପରମୁହାଁ ହୋଇଛି ।  ଆଗାମୀ ୩ ଦିନରେ ବଢିବ ଦିନ ତାପମାତ୍ରା । ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବଢିପାରେ ପାରଦ। ୧୯ ଓ ୨୦ ତାରିଖ ବେଳକୁ ବଲାଙ୍ଗିର, ଟିଟିଲାଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ତାପମାତ୍ରା ୪୪ ଡିଗ୍ରୀ ଛୁଇଁପାରେ ।  ଏହି ସମୟରେ ଉପକୂଳ ଓଡ଼ିଶାରେ ପାରଦ ୪୨ ଡିଗ୍ରୀ […]

ଆଜିର ରାଶିଫଳ(୧୮ ମଇ, ୨୦୨୬)

ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। […]

ବହୁ ଚର୍ଚ୍ଚିତ ନିଖିଲ ହତ୍ୟାକାଣ୍ଡରେ ଗିରଫ ହେଲେ ୯ ଅଭିଯୁକ୍ତ

ରାୟଗଡ଼ ତା ୧୭/୦୫ (ନିପ୍ର) ଧରା ପଡ଼ିଲେ ରାୟଗଡ଼ା ସହରରେ ଗତ ୯ ତାରିଖ ରାତିରେ ଘଟିଥିବା ବହୁ ଚର୍ଚ୍ଚିତ ହାଡପା ନିଖିଲ ହତ୍ୟାକାଣ୍ଡ ରେ ସମ୍ପୃକ୍ତ ଥିବା ୯ ଅଭିଯୁକ୍ତ । ଉକ୍ତ ଅଭିଯୁକ୍ତ ମାନେ ହେଲେ ରାୟଗଡା ସହର ରୋହିତ କଲୋନୀର ଉମେଶ ଚନ୍ଦ୍ର ହିଆଲ (୩୨), ଦୋରାଗୁଡା ଥାନା ଅନ୍ତର୍ଗତ କମ୍ପର ଗ୍ରାମର ରାଜ ସେମିଳି(୨୪) , ରାୟଗଡ଼ା ସ୍ଥିତ ଆର କେ ନଗରର ଅକ୍ଷୟ ସାମଲ(୩୨) ରାୟଗଡ଼ା ସହରର ତୁମ୍ବିଗୁଡା ର […]

ଆଜିର ରାଶିଫଳ(୧୭ ମଇ, ୨୦୨୬)

ମେଷଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି। ବୃଷଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ମିଥୁନଆଜି ନୂତନ […]