ନୂଆ ରୂପ ପାଇବ ଲୋକସେବା ଭବନ। ସମ୍ପୂର୍ଣ୍ଣ ଲୋକସେବା ଭବନର ହେବ ପୁନଃବିନ୍ୟାସ । ଏନେଇ ଡିପିଆର ପ୍ରସ୍ତୁତ ହୋଇସାରିଛି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି । ଚଳିତ ବର୍ଷ ଶେଷ ସୁଦ୍ଧା ପୂରା ଲୋକସେବା ଭବନ ପୁନଃବିନ୍ୟାସ କାର୍ଯ୍ୟ ଆରମ୍ଭ ହେବ । ଏହି ସୂଚନା ଦେଇଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।ଏହି ନବୀକରଣ ଯୋଜନାରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିଗ ହେଉଛି ଅତ୍ୟାଧୁନିକ ଅଣ୍ଡରଗ୍ରାଉଣ୍ଡ ପାର୍କିଂ ବ୍ୟବସ୍ଥା । ଲୋକସେବା ଭବନ ପରିସରରେ ଗାଡ଼ି ପାର୍କିଂ […]
ଆଇପିଏଲ ୨୦୨୬ ନିଲାମରେ ମୁସ୍ତାଫିଜୁର ରହମାନ ଏକମାତ୍ର ବାଂଲାଦେଶୀ ଖେଳାଳି । ଆଇପିଏଲ୍ ୨୦୨୬ରେ ଅଂଶଗ୍ରହଣ କରିପାରିବେ ନାହିଁ ମୁସ୍ତାଫିଜୁର ରେହମାନ । ବିସିସିଆଇର ସଚିବ ଦେବଜିତ ସାଇକିଆ ଏନେଇ ସ୍ପଷ୍ଟ କରିଛନ୍ତି । ସେ କେକେଆରକୁ କଡ଼ାକଡି ଭାବେ ସ୍ପଷ୍ଟ କରି କହିଛନ୍ତି ଯେ, ତୁରନ୍ତ ବାଂଲାଦେଶୀ କ୍ରିକେଟର ମୁସ୍ତାଫିଜୁର ରହମାନଙ୍କୁ ସେମାନଙ୍କ ଦଳରୁ ରିଲିଜ କରିବାକୁ କହିଛନ୍ତି । ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି ବିସିସିଆଇ କୋଲକାତା ନାଇଟ୍ ରାଇଡର୍ସକୁ ଏପରି କରିବାକୁ ନିର୍ଦ୍ଦେଶ […]
ଗ୍ରୀନ ଷ୍ଟିକର ଗାଡିରେ ଲଗାଇବା ବାଧ୍ୟତାମୂଳକ ନୁହେଁ । ଏନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି । ଏହି ମାସରେ ସମସ୍ତ ଆରଟିଓରେ ପର୍ଯ୍ୟାପ୍ତ ପରିମାଣ ଗ୍ରୀନ ଷ୍ଟିକର ଦିଆଯିବ । ଗ୍ରୀନ ଷ୍ଟିକର କେବଳ ଏକ ସୂଚକ । କୌଣସି ଦେୟ ଦେବାକୁ ପଡିବନି । ଏଥିପାଇଁ କୌଣସି ଅତ୍ୟଧିକ ବୋଝ ନେବାର ଆବ୍ୟକତା ନାହିଁ । ତେବେ ପୂର୍ବରୁ ଏକ ଗୁଜବ ରହିଥିଲା ଯେ, ଗାଡ଼ିରେ ଗ୍ରୀନ ଷ୍ଟିକର ନଲଗାଇଲେ […]
ରାଜ୍ୟ ସରକାର ସ୍ମାର୍ଟ ମିଟର ଲଗାଇବେ। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏଥିନିମନ୍ତେ ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ୨ କିଲୋ ଓ୍ବାଟ ଯାଏ ଥିବା ୮.୭୫ ଲକ୍ଷ ମିଟରକୁ ବଦଳାଇ ସ୍ମାର୍ଟ ମିଟର ଲଗାଯିବ। ନୂଆ ସଂଯୋଗରେ ସ୍ମାର୍ଟ ମିଟର ଲଗାଇବାକୁ ୮୮ କୋଟି ଟଙ୍କା ଖର୍ଚ୍ଚ ହେବ । ସ୍ମାର୍ଟ ମିଟର ଓଡିଶା ସରକାରଙ୍କର ଶକ୍ତି ବିଭାଗ ଅଧୀନରେ […]
ଦେଶର ରାଜଧାନୀକୁ ବି ପଛରେ ପକାଇ ଦେଇଛି ଓଡିଶା । ରାଜ୍ୟରେ ପ୍ରଦୂଷଣ ଭୟଙ୍କର ରୂପ ଧାରଣ କରିଛି । କୁହୁଡ଼ି ଆସ୍ତରଣ ଭିତରେ ବାୟୁରେ ଧୂଳିକଣା ଜମାଟ ବାନ୍ଧିବା ପରି ପ୍ରତିତ ହେଉଛି । । ତାଳଚେର ଓ ଅନୁଗୋଳ ଦେଶର ସବୁଠୁ ପ୍ରଦୂଷିତ ସହର ପାଲଟିଛି। AQI ଅତିଖରାପ ସ୍ତରରେ ଥିବା ଦେଶର ୬ ସହର ମଧ୍ୟରେ ଓଡ଼ିଶାର ୪ ସହର ରହିଛି। ୩୫୫ AQI ସହ ତାଳଚେର ସବୁଠୁ ପ୍ରଦୂଷିତ ସହର ହୋଇଥିବା […]
ନେପାଳରେ ଅବତରଣ ବେଳେ ରନୱେରୁ ଖସିଗଲା ବିମାନ । ଅଳ୍ପକେ ବର୍ତ୍ତିଲେ ୫୧ ଯାତ୍ରୀ ଓ ୪ କ୍ରିଉ ସଦସ୍ୟ । ନେପାଳ ଭଦ୍ରପୁରରେ ଏକ ଟର୍ବୋପ୍ରପ ଯାତ୍ରୀବାହୀ ଏୟାରକ୍ରାଫ୍ଟ ଅବତରଣ ବେଳେ ରନୱେରୁ ଖସି ଯାଇଥିଲା । ବିମାନରେ ୫୧ଜଣ ଯାତ୍ରୀ ଓ ୪ଜଣ କ୍ରିଉ ମେମ୍ବର ଥିଲେ । ତେବେ ଦୁର୍ଘଟଣାରୁ ସମସ୍ତେ ଅଳ୍ପେକ ବର୍ତ୍ତି ଯାଇଛନ୍ତି ।ଯାତ୍ରୀ ଓ କ୍ରିଉମେମ୍ବର ସୁରକ୍ଷତି ଥିବା ବୁଦ୍ଧ ଏୟାରଲାଇନସ ପକ୍ଷରୁ କୁହାଯାଉଛି । ବିମାନଟି କାଠମାଣ୍ଡୁରୁ […]
ଆଜି ପୌଷପୁର୍ଣ୍ଣିମା, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି । ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇ ରାଜ ରାଜେଶ୍ବର ବେଶରେ ଦର୍ଶନ ଦେବେ ଚତୂର୍ଦ୍ଧାମୂର୍ତ୍ତି।ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ । ରତ୍ନ ସିଂହାସନରେ ବର୍ଷକୁ ୪ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ । ସକାଳଧୂପ ପରେ ସ୍ୱର୍ଣ୍ଣ ଓ ରତ୍ନ ଖଚିତ ଅଳଙ୍କାରରେ […]
ଘନ କୁହୁଡ଼ିରେ ଲୁଚିଗଲା ପୁରୀ ଶ୍ରୀମନ୍ଦିର । ଆଜି ପ୍ରବଳ କୁହୁଡ଼ି ହୋଇଥିବା ବେଳେ ଶ୍ରୀମନ୍ଦିର ଓ ନୀଳଚକ୍ର ଦୃଶ୍ୟମାନ ହେଉନି । କୁହୁଡିର ମାତ୍ରା ଏତେ ଅଧିକ ଯେ ଅତିନିକଟରୁ ବି ମନ୍ଦିର ଦେଖିବା ମୁସକିଲ ହୋଇପଡିଛି ।ଆଉ ୪ ଦିନ ଘନ କୁହୁଡ଼ି । ଜଗତସିଂହପୁର, ପୁରୀ, କଟକ ଓ ଖୋର୍ଧାରେ ଘନ କୁହୁଡ଼ିର ଆଶଙ୍କା ରହିଥିବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।ଅନ୍ୟପଟେ ଭୁବନେଶ୍ବରର ପାରଦ ସ୍ତର ଗତକାଲି ରାତିରେ ୧୨.୫ […]
ରାଜ୍ୟରେ ଚଳିତ ଖରିଫ୍ ଋତୁରେ ସରକାରୀ ସ୍ତରରେ ଧାନସଂଗ୍ରହ ଜାରି ରହିଛି । ପଞ୍ଜିକୃତ ଚାଷୀମାନେ ସେମାନଙ୍କ ମଣ୍ଡିକୁ ଆସି ନିଜର ଧାନ ବିକ୍ରୟ ଚାଲୁ ରଖିଛନ୍ତି । ସେମାନଙ୍କ ସୁବିଧା ନିମନ୍ତେ ସମସ୍ତ ମଣ୍ଡିରେ ଅସ୍ଥାୟୀ ଆଶ୍ରୟସ୍ଥଳ, ପାନୀୟ ଜଳ, ସିସିଟିଭି ମୁତୟନ ଭଳି ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି । ପ୍ରତ୍ୟେକ ମଣ୍ଡିରେ ଅଧିକାରୀମାନେ ନିୟୋଜିତ ରହି ଧାନକିଣା ଉପରେ ନଜର ରଖୁଛନ୍ତି । କୌଣସି ମଧ୍ୟସ୍ଥି କଥାକୁ ବିଶ୍ୱାସ ନ କରି କେବଳ ସରକାରୀ […]
ସେୟାର ଟ୍ରେଡିଂ ନାଁରେ ଲୋକଙ୍କୁ ଚୂନ ଲଗାଉଥିଲା । 40 କୋଟି ଟଙ୍କାରୁ ଅଧିକ ମୂଲ୍ୟର ସେୟାର ଟ୍ରେଡିଂ ଠକେଇ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ଆର୍ଥିକ ଅପରାଧିକ ଶାଖା (Economic Offences Wing) । ଡିସେମ୍ବର ୩୧ ତାରିଖ ଦିନ ପଶ୍ଚିମବଙ୍ଗର ବାଙ୍କୁରାରୁ ଉକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ନେଇ ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଶୁକ୍ରବାର ଦିନ ସୂଚନା ଦେଇଛନ୍ତି। ଗିରଫ ପରେ ତାଙ୍କୁ ସେଠାକାର ଏକ ସ୍ଥାନୀୟ କୋର୍ଟରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ପ୍ରୟାସରେ ‘ସଙ୍ଗୀତଧାରା’ ,ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ଭକ୍ତିସଙ୍ଗୀତ ସିଜିନ-୩ ପ୍ରତିଯୋଗିତାର ବ୍ଳକସ୍ତରୀୟ ଅଡିସନ ନୟାଗଡ଼ରେ ଆସନ୍ତା ୧୧ ତାରିଖ ରବିବାର ଦିନ ନୟାଗଡ଼ ନୂଆ ରାଜବାଟୀ ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ର ପରିସରରେରେ ପୂର୍ବାହ୍ନରେ ୧୦ଟା ସମୟରେ ବିନା ବାଦ୍ୟଯନ୍ତ୍ରରେ ପ୍ରତିଯୋଗୀ ମାନଙ୍କ ଅଡିସନ ନିଆଯିବ। ଏଥିରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ପ୍ରତିଯୋଗିତାରେ ଭାଗ […]
ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ମୋଟ୍ ୭ଟି ସେବାର ୩୧୪ଟି ପଦବି ପୂରଣ ପାଇଁ ପରୀକ୍ଷା କରିବାକୁ ନିଷ୍ପତ୍ତି ହୋଇଛି। ହେଲେ ଓଡ଼ିଶା ସିଭିଲ୍ ସର୍ଭିସ୍ ଯେଉଁମାନେ ଦିଅନ୍ତି ସେମାନଙ୍କର ଲକ୍ଷ୍ୟ ଥାଏ ଓଏଏସ୍ ହେବେ। ଆଶ୍ଚର୍ଯ୍ୟର ବିଷୟ ଏଥର ଗୋଟିଏ ବି ଓଏଏସ୍ ପଦବି ନାହିଁ। କେବଳ ଓଏଏସ୍ ନୁହେଁ, ଓଏଫ୍ଏସ୍, ଓଆର୍ଏସ୍ ପାଇଁ ମଧ୍ୟ କୌଣସି ଗୋଟିଏ ପଦ ନାହିଁ।ରାଜ୍ୟର […]
