author

 NEET (UG) ୨୦୨୬ ପରୀକ୍ଷା ବାତିଲ, ଆଉ ଥରେ ହେବ ପରୀକ୍ଷା

ଦେଶର ସର୍ବବୃହତ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET UG 2026 ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। NEET UG ୨୦୨୬ ପରୀକ୍ଷା ବାତିଲ ହୋଇଛି । ପରୀକ୍ଷା ବାତିଲା କଲା ଏନଟିଏ । ପ୍ରଶ୍ନପତ୍ର ଲିକ୍ ନେଇ ଏନଟିଏ ଏଭଳି ନିଷ୍ପତ୍ତି ନେଇଛି । ପରୀକ୍ଷା ୩ ମଇ ୨୦୨୬ରୁ ଚାଲିଥିଲା । ପ୍ରଶ୍ନପତ୍ର ଲିକ୍ ମାମଲାର ତଦନ୍ତ କରିବ ସିବିଆଇ । ପରୀକ୍ଷାର୍ଥୀଙ୍କ ହିତ ଦୃଷ୍ଟିରୁ ଏନଟିଏ ଏଭଳି ନିଷ୍ପତ୍ତି ନେଇଛି ।ନଟିଏ ତଦନ୍ତ […]

ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା

ଲଗାତାର ଦ୍ୱିତୀୟ ଥର ପାଇଁ ଆସାମ ମୁଖ୍ୟମନ୍ତ୍ରୀ ଭାବରେ ହିମନ୍ତ ବିଶ୍ୱ ଶର୍ମା ଶପଥ ଗ୍ରହଣ କରିଛନ୍ତି। ଗୁଆହାଟୀ ନିକଟସ୍ଥ ଖାନପାରା ଭେଟେନାରୀ କଲେଜ ପଡ଼ିଆରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ସେ ଶପଥ ଗ୍ରହଣ କରିଛନ୍ତି।। ବିସିସିଆଇ ସଚିବ ଦେବଜିତ ସାଇକିଆ କହିଛନ୍ତି, ‘ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ତୃତୀୟ ଥର ପାଇଁ ଆସାମରେ ଭାଜପା ସରକାରଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି।’ ହିମନ୍ତଙ୍କ ସହ ୪ ବିଧାୟକ ବି ମନ୍ତ୍ରୀ ପଦର ଶପଥ ନେଇଛନ୍ତି।ହିମନ୍ତଙ୍କ […]

ନ୍ୟାୟ ଦାବିରେ ସାଇକେଲରେ ୧୨ କିମି ବୁହାହେଲା ମୃତଦେହ

ସାଇକେଲରେ ବୁହା ହେଲା ଶବ। ଗତକାଲି ବାଲେଶ୍ବର ହରିପୁର ଗାଁରେ ଛାତ ପକାକୁ କେନ୍ଦ୍ର କରି ଦୁଇ ମହିଳାଙ୍କୁ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିଲା। ପଡୋଶୀ ବାପା-ପୁଅଙ୍କ ଆକ୍ରମଣରେ ନଣନ୍ଦ-ଭାଉଜ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ଖଇରା ମେଡିକାଲ ଓ ପରେ କଟକ ସ୍ଥାନାନ୍ତର କରିଥିଲେ। ସେଠାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ଜଣେ ଏବେ ଜୀବନ ସହିତ ସଂଗ୍ରାମ କରୁଛନ୍ତି। ଏହି ଘଟଣାକୁ ନେଇ ଖଇରା ପୋଲିସ୍ ଜଣଙ୍କୁ ଅଟକ ରଖି […]

ମେ’ ୧୫ରୁ ୫ଟି ଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଶୁକ୍ରବାରଠାରୁ ବିଦେଶ ଗସ୍ତରେ ରହିବେ । ୫ଟି ଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରିପୋର୍ଟ ଅନୁଯାୟୀ, ଏହି ୬ ଦିନିଆ ଯାତ୍ରାରେ ସେ ସଂଯୁକ୍ତ ଆରବ ଏମିରେଟ୍ସ (UAE), ନେଦରଲ୍ୟାଣ୍ଡସ୍, ସ୍ୱିଡେନ୍, ନରୱେ ଏବଂ ଇଟାଲୀ ଯିବେ ।ଏହି ସମୟରେ ଏକାଧିକ ବାଣିଜ୍ୟିକ ଚୁକ୍ତି ସହ ମୁଝାମଣା ପତ୍ର ସ୍ବାକ୍ଷରିତ ହେବ।ଏହାସହ ଦ୍ବିପାକ୍ଷିକ ଆଲୋଚନା ଓ ଶିଖର ସମ୍ମିଳନୀରେ ସାମିଲ ହେବେ ପିଏମ୍। ମେ’ ୧୫ରେ ୟୁଏଇ […]

ଝାରସୁଗୁଡାରେ ଏନକାଉଣ୍ଟର । ପୋଲିସ ଏନକାଉଣ୍ଟରରେ ୨ ଅପରାଧୀ ଆହତ

ଝାରସୁଗୁଡାରେ ଏନକାଉଣ୍ଟର । ପୋଲିସ ଏନକାଉଣ୍ଟରରେ ୨ ଅପରାଧୀ ଆହତ । ଆହତ ଅପରାଧୀ ହେଲେ ସୁନୀଲ ମହାନନ୍ଦ ଓ ଚାନ୍ଦ ବନଛୋର ।ସୂଚନାଯୋଗ୍ୟ, ବେଲପାହାଡ଼ ଫାଟକରେ ମର୍ଡର ଘଟଣାରେ ସମ୍ପୃକ୍ତ ଥିଲେ ୨ ଅଭିଯୁକ୍ତ। ଗତ କାଲି ଗଟରାରେ ଦୁଇ ଅଭିଯୁକ୍ତ ଫେରାର ଥିଲେ। ସୁନୀଲ ମହାନନ୍ଦ ଓରଫ ଟବୁ ଓ ଚାନ୍ଦ ବନଛୋରକୁ ଖୋଜୁଥିଲା ପୋଲିସ୍। ହେଲେ ଦୁଇ ଅଭିଯୁକ୍ତଙ୍କ ଠିକଣା ପାଇ ପୋଲିସ ତାଙ୍କ ପାଖକୁ ପହଁଚିଥିବା ବେଳେ ସେମାନେ ପୋଲିସ ଉପରକୁ […]

ପେଟ୍ରୋଲ ଓ ଡିଜେଲକୁ ନେଇ ଟାଙ୍କିମାନଙ୍କୁ ଆସିଛି ନିର୍ଦ୍ଦେଶ, ଲିମିଟ୍ ଠାରୁ ପକାଇ ପାରିବେନି ଅଧିକ ତେଲ

ଭୁବନେଶ୍ୱରରେ ତେଲକୁ ନେଇ ଦେଖାଦେଇଛି ସମସ୍ୟା।ପେଟ୍ରୋଲ ଓ ଡିଜେଲକୁ ନେଇ ଟାଙ୍କିମାନଙ୍କୁ ଆସିଛି ନିର୍ଦ୍ଦେଶ। ଚାରି ଚକିଆ ବାହାନକୁ ୪୫ ରୁ ୫୦ ଲିଟର ପର୍ଯ୍ୟନ୍ତ ତେଲ ଦିଆଯିବ । ତା ଠାରୁ ଅଧିକ କାହାକୁ ତେଲ ନ ଦେବା ପାଇଁ ନିର୍ଦ୍ଦେଶ ହୋଇଛି । ତେବେ ବସ ଓ ଟ୍ରକମାନଙ୍କୁ ୪୦୦ରୁ ୫୦୦ ଲିଟର ଡିଜେଲରୁ ଅଧିକ ଦିଆଯିବ ନାହିଁ । ଯଦି କୌଣସି ଟାଙ୍କି ଅଧିକ କେଉଁ ଗାଡିକୁ ଦେଉଛନ୍ତି ତେବେ ଟାଙ୍କି ଲକ୍ […]

ଏଥର ସ୍ୱାଭାବିକ ସମୟରେ ଆସିବ ମୌସୁମୀ

ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ। ଏଥର ସ୍ୱାଭାବିକ ସମୟରେ ଆସିବ ମୌସୁମୀ। ପ୍ରତିବର୍ଷ ମେ ୧୮ ରୁ ୧୯ ମଧ୍ୟରେ ପ୍ରାୟତଃ ଆଣ୍ଡାମାନ ଛୁଇଁଥାଏ ମୌସୁମୀ ବାୟୁ । ଏହା ପରେ ଆଗକୁ ବଢ଼ି କେରଳ ନିକଟରେ ଜୁନ୍ ପ୍ରଥମ ସପ୍ତାହରେ ପହଞ୍ଚିଥାଏ। କେରଳ ଛୁଇଁବାର ୧୦ ରୁ ୧୨ ଦିନ ମଧ୍ୟରେ ଓଡିଶାକୁ ଅଗ୍ରସର ହୋଇଥାଏ ମୌସୁମୀ। କିନ୍ତୁ ଚଳିତବର୍ଷ ଏହି ପ୍ରକ୍ରିୟା ସଅଳ ହେବ। ଏପରିକି ସ୍ବାଭାବିକ ଠାରୁ ଅଧିକ […]

ସାକ୍ଷରତା ହାରରେ ୨୮ତମ ସ୍ଥାନରେ ଓଡ଼ିଶା

ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୨୮ ରାଜ୍ୟ ଓ ୮ କେନ୍ଦ୍ରଶାସିତ ଅଞ୍ଚଳର ସାକ୍ଷରତା ହାର ପ୍ରକାଶ ପାଇଛି। ଓଡ଼ିଶା ୨୮ ନମ୍ବର ସ୍ଥାନରେ ରହିଛି। ଓଡ଼ିଶାରେ ସାକ୍ଷରତା ହାର ୭୯ ପ୍ରତିଶତ ରହିଛି । ଅର୍ଥାତ୍ ପ୍ରତି ଶହେ ଜଣଙ୍କ ମଧ୍ୟରୁ ୭୯ ଜଣ ସାକ୍ଷର । । ସାକ୍ଷରତା ହାର ଅଧିକ ଥିବା ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଗୁଡ଼ିକ ମଧ୍ୟରେ ରହିଛି ଚଣ୍ଡିଗଡ଼, ଗୋଆ, ହିମାଚଳ ପ୍ରଦେଶ, ମିଜୋରାମ, ଲଦାଖ, […]

ଆଜି ଆସିବ ସିବିଏସ୍‌ଇ ଦ୍ୱାଦଶ ଫଳ !

ଆଜି ଆସିପାରେ ସିବିଏସ୍‌ଇ ଦ୍ବାଦଶ ଶ୍ରେଣୀ ପରୀକ୍ଷାଫଳ । ମଧ୍ୟାହ୍ନ ୧୨ଟାରେ ଫଳ ବାହାରିବା ପରେ ପରୀକ୍ଷାର୍ଥୀମାନେ ‘cbse.gov.in’, ‘cbseresults.nic.in’ ଓ ‘results.cbse.nic.in’. ମାଧ୍ୟମରେ ସେମାନଙ୍କ ଫଳ ଜାଣିପାରିବେ ।ଏଥିସହ ଡିଜିଲକର୍‌ ଓ ଉମଙ୍ଗ୍‌ ଆପ୍‌, ଆଇଭିଆର୍‌ଏସ୍‌ ଓ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ବି ପରୀକ୍ଷାଫଳ ଉପଲବ୍ଧ ହେବ ।ସୂଚନାନୁଯାୟୀ, ଗତମାସ CBSE ଦଶମ ଶ୍ରେଣୀ ପରୀକ୍ଷା ପ୍ରକାଶ ପାଇବା ପରେ ଏବେ CBSE ବୋର୍ଡର ନିଷ୍ପତ୍ତି ଅନୁଯାୟୀ CBSE ଦଶମ ଶ୍ରେଣୀ ୨ୟ ବୋର୍ଡ଼ ପରୀକ୍ଷା ତାରିଖ […]

ଆଜିର ରାଶିଫଳ(୧୨ ମଇ, ୨୦୨୬)

ମେଷଆଜି କିଛି ପୁରୁଣା ବକେୟା ଅର୍ଥ ପାଇବେ | ଧର୍ମ କାର୍ଯ୍ୟରେ ରୁଚି ବଢ଼ିବ | ଶାରୀରିକ ଓ ମାନସିକ ଭାବେ ସୁସ୍ଥ ରହିବେ | କାର୍ଯ୍ୟସ୍ଥଳୀରେ ହଠାତ କୌଣସି ଜରୁରୀ କାର୍ଯ୍ୟ ପାଇଁ ଦୂରଯାତ୍ରା କରିବାକୁ ପଡିପାରେ | ବ୍ୟାପାରରେ ନୂତନ ଯୋଜନା ଲାଭଦାୟୀ ରହିବ | ପରିବାରରେ ଆମୋଦ-ପ୍ରମୋଦରେ ସମୟ ବିତିବ। ବୃଷଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବାରୁ ନୂଆ କାର୍ଯ୍ୟ କରିବେ | ନିଜ ବାଣୀ ଦ୍ୱାରା ମନ୍ତ୍ରମୁଗ୍ଧ କରି ନୂତନ ସମ୍ପର୍କ […]

ଓଡିଶାରେ ଆଇନର ଶାସନ ନାହିଁ, ଜଙ୍ଗଲରାଜ ଚାଲିଛି: ବିଜେଡି

ରାଜ୍ୟରେ ଦିନକୁ ଦିନ ହିଂସାକାଣ୍ଡ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାର ଘଟଣାକୁ ଅନୁଧ୍ୟାନ କଲେ, ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଓ ଗୃହ ବିଭାଗର ବିଫଳତା ସମ୍ପୂର୍ଣ୍ଣ ପଦାରେ ପଡିଛି କହି ବିଜେପି ସରକାରକୁ କଡା ସମାଲୋଚନା କରିଛି ବିଜେଡି ।ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି ଓ ବିଜୁ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁ […]

ଚାରି ଲେନ ବିଶିଷ୍ଟ ହେବ ଭବାନୀପାଟଣା-ଖରିଆର ରାସ୍ତା : ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭବାନୀପାଟଣାବାସୀଙ୍କ ଦୀର୍ଘଦିନର ଦାବି ପୂରଣ ହେବାକୁ ଯାଉଛି । କାରଣ ଓଡ଼ିଶା ସରକାର ଭବାନୀପାଟଣା-ଖରିଆର ରାସ୍ତାକୁ ଦୁଇ ଲେନରୁ ଚାରି ଲେନ କରିବାକୁ ଯାଉଛନ୍ତି ।ରାଜ୍ୟ ସରକାରଙ୍କ ନିଷ୍ପତ୍ତି ବିଷୟରେ ସୂଚନା ଦେଇ ହରିଚନ୍ଦନ କହିଛନ୍ତି ଯେ ନୂତନ ଭବାନୀପାଟଣା-ଖରିଆର ରାସ୍ତା ଭବାନୀପାଟଣା ଏବଂ ଖରିଆର ଅଞ୍ଚଳର ଲୋକଙ୍କ ପାଇଁ ଅନେକ ସୁଯୋଗ ସୃଷ୍ଟି କରିବ ।ପ୍ରକଳ୍ପ ସମାପ୍ତ ହେବା ପରେ, କଳାହାଣ୍ଡି ଏବଂ ନୂଆପଡା ଜିଲ୍ଲା ମଧ୍ୟରେ ସଂଯୋଗୀକରଣ ଦ୍ରୁତ ଏବଂ ସହଜ ହେବ । […]