author

ଆଜିର ରାଶିଫଳ(୧୦ ମଇ, ୨୦୨୬)

ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷ:-ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରାଇବ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ ସନ ଲାଗି […]

ଭାରତର ସଫଳ ‘ଅଗ୍ନି’ ପରୀକ୍ଷଣ।ଏବେ ଗୋଟିଏ ମିସାଇଲରେ ଧ୍ୱଂସ ହେବ ଶତ୍ରୁର ଅନେକ ସହର

ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ. ଏପିଜେ ଅବଦୁଲ କଲାମ ଦୀପରୁ ମଲ୍ଟିପଲ୍‌ ଇଣ୍ଡିପେଣ୍ଡେଣ୍ଟଲି ଟାର୍ଗେଟେଡ୍‌ ରି-ଏଣ୍ଟ୍ରି ଭେହିକଲ୍‌ (ଏମ୍‌ଆଇଆରଭି) ରୁ ଉନ୍ନତ ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି।ସାଧାରଣତଃ ଗୋଟିଏ ମିସାଇଲ ଗୋଟିଏ ଲକ୍ଷ୍ୟଭେଦ କରିଥାଏ, କିନ୍ତୁ MIRV ଯୁକ୍ତ ଅଗ୍ନି ମିସାଇଲର ବିଶେଷତ୍ୱ ରହିଛି  ।  ଏହି ଗୋଟିଏ ମିସାଇଲ୍ ଆକାଶକୁ ଯିବା ପରେ ଏଥିରୁ […]

ଦୁର୍ଘଟଣାରେ ଆହତ ବ୍ୟକ୍ତିକୁ ଡାକ୍ତରଖାନାରେ କଲେ ଭର୍ତ୍ତି ସ୍ୱାସ୍ଥ୍ୟମନ୍ତ୍ରୀ

ମାନବିକତା ଦେଖାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ । ସଡକ ଦୁର୍ଘଟଣାରେ ଆହତ ବ୍ୟକ୍ତିକୁ ଡାକ୍ତରଖାନାରେ କଲେ ଭର୍ତ୍ତି ।ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଲାଙ୍ଗୀରୁ ଭୁବନେଶ୍ବର ଯିବା ସମୟରେ ଦୁର୍ଘଟଣାର ଶିକାର ହୋଇ ରାସ୍ତାରେ ପଡ଼ି ରହିଥିବା ଜଣେ ଆହତ ବ୍ୟକ୍ତିଙ୍କୁ ସାହାଯ୍ୟର ହାତ ବଢ଼ାଇଛନ୍ତି । ଏହାସହ ସେ ନିଜେ ଡାକ୍ତରଖାନା ଯାଇ ତାଙ୍କର ଉଚିତ୍ ଚିକିତ୍ସା କରାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଯାହାଫଳରେ ଉକ୍ତ ବ୍ୟକ୍ତିର ଜୀବନ ବଞ୍ଚି ଯାଇଛି ।ଏହି ଘଟଣାରେ ମନ୍ତ୍ରୀ ମୁକେଶ […]

ବାଲିଅନ୍ତା ଭିଡ଼ ହତ୍ୟା ଘଟଣା : କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ବାଲିଅନ୍ତା ଅଞ୍ଚଳରେ ହୋଇଥିବା ଭିଡ଼ ହତ୍ୟା ବା ମବ୍‌ ଲିଞ୍ଚିଙ୍ଗ୍ ଘଟଣା ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଘଟଣା ସମ୍ପର୍କରେ ସବିସ୍ତୃତ ଆଲୋଚନା କରିବା ପରେ କ୍ରାଇମ୍‌ବ୍ରାଞ୍ଚ୍‌ ଦ୍ୱାରା ଏହି ଘଟଣାର ସଠିକ୍ ଓ ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରି ଦୋଷୀମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଭଳି ଘଟଣାର ଯେଭଳି […]

ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’: ମଣିଷ ଓ ପରିବେଶର ନିଚ୍ଛକ ଚିତ୍ର ପ୍ରଦର୍ଶିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନଠାରେ ଅନୁଷ୍ଠିତ ‘ମଞ୍ଚାୟନ ନାଟକ ମହୋତ୍ସବ-୨୦୨୬’ର ପ୍ରଥମ ସନ୍ଧ୍ୟାରେ ଭୁବନେଶ୍ୱରର ଅଗ୍ରଣୀ ନାଟ୍ୟ ସଂସ୍ଥା ‘ବାଗଦେବୀ ଲିଟେରେଚର ଟ୍ରଷ୍ଟ’ ପକ୍ଷରୁ ନାଟକ ‘ଓଡ଼ଶ’ ମଞ୍ଚସ୍ଥ ହୋଇଯାଇଛି। ମେ’ ୯ ତାରିଖ ସନ୍ଧ୍ୟାରେ ପରିବେଷିତ ଏହି ନାଟକଟି ସମାଜର ବିଭିନ୍ନ ଦିଗ ଓ ମଣିଷର ଚରିତ୍ରକୁ ଏକ ଭିନ୍ନ ଦୃଷ୍ଟିକୋଣରୁ ଉପସ୍ଥାପନ କରି ଦର୍ଶକଙ୍କ ମନ ଜିଣିପାରିଛି। ନାଟକଟିର ମୂଳ ଭାବଧାରା ‘ପୃଥିବୀରେ ସମସ୍ତଙ୍କର କିଛି ନା କିଛି ଭୂମିକା ରହିଛି’ […]

ମହାନଦୀ ବିବାଦ ଆଉ ଜଟିଳ ନାହିଁ,ସମାଧାନ ଆଡକୁ ଯାଉଛି: ଏଜି ପୀତାମ୍ବର

ମହାନଦୀ ବିବାଦ ଆଉ ଜଟିଳ ନାହିଁ, ସମାଧାନ ଆଡକୁ ଯାଉଛି କହିଲେ ଏଜି । ଓଡିଶାର ସ୍ୱାର୍ଥକୁ ସୁରକ୍ଷା ଦେଇ ବିବାଦର ସମାଧାନ ପାଇଁ ଉଦ୍ୟମ ହୋଇଛି । ମହାନଦୀରେ ଜଳ ରାଶି କେତେ ତାକୁ ନେଇ ରିପୋର୍ଟ ଦାଖଲ ହୋଇଛି । ୨ ରାଜ୍ୟର ଯନ୍ତ୍ରୀ ୧୫ ଥର ବୈଠକ କରି ତଥ୍ୟ ଭିତ୍ତିକ ରିପୋର୍ଟ ରଖିଛନ୍ତି ।ଟ୍ରିବ୍ୟୁନାଲ ଦ୍ବାରା କୌଣସି ଜଳ ବିବାଦ ସାରା ଦେଶରେ ସମାଧାନ ହୋଇନାହିଁ । ଆପୋଷ ବୁଝାମଣା ହିଁ […]

୨ଟି ଫିଲ୍ମ କରି ନିଜକୁ ସୁପରଷ୍ଟାର୍‌ ଭାବନ୍ତୁନି’…ୟଙ୍ଗ୍‌ ଆକ୍ଟ୍ରେସ୍‌ଙ୍କୁ ଅମିଷାଙ୍କ ଟାର୍ଗେଟ୍‌

ଅମିଷା ପଟେଲଙ୍କର ଏକ ବୟାନକୁ ନେଇ ଆଲୋଚନାର ଶିଖରରେ। ଅମିଷା ଏକ୍ସରେ ଏକ ପୋଷ୍ଟ ସେୟାର କରିଛନ୍ତି ଯେଉଁଥିରେ ସେ ନୂଆ ଅଭିନେତ୍ରୀ ଏବଂ ବଲିଉଡର ‘ନକଲି ପିଆର ଗେମ୍’କୁ ଟାର୍ଗେଟ କରିଛନ୍ତି। ଅମିଷା ପଟେଲ ଶନିବାର ସକାଳେ ଏହି ପୋଷ୍ଟ ସେୟାର କରିଛନ୍ତି, ଯେଉଁଥିରେ ସେ ସେହି ନୂଆ ଅଭିନେତ୍ରୀମାନଙ୍କୁ ଟାର୍ଗେଟ କରିଛନ୍ତି ଯେଉଁମାନେ ନିଜକୁ ‘ସୁପରଷ୍ଟାର’ ଏବଂ ‘ନମ୍ବର ୧’ ବୋଲି କହିବାକୁ ପସନ୍ଦ କରନ୍ତି ଯଦିଓ ସେମାନେ ଇଣ୍ଡଷ୍ଟ୍ରିରେ ଅଧିକ ସମୟ ବିତାଇ […]

ଓ୍ବାଟକୋର ବଡ଼ ସଫଳତା: ସମସ୍ତ ୨୯ ସହରାଞ୍ଚଳରେ ୧୦୦% ଜଳ ଯୋଗାଣ ସୁନିଶ୍ଚିତ

ଓଡ଼ିଶା ଜଳ ନିଗମ (WATCO) ସହରାଞ୍ଚଳ ନାଗରିକ ସେବା କ୍ଷେତ୍ରରେ ଏକ ବଡ଼ ସଫଳତା ହାସଲ କରିଛି। ନିଗମ ନିଜ ଅଧୀନରେ ଥିବା ସମସ୍ତ ୨୯ଟି ସହରାଞ୍ଚଳରେ ଶତପ୍ରତିଶତ ଘରୋଇ ପାଇପ୍ ଜଳ ସଂଯୋଗ ସୁନିଶ୍ଚିତ କରି ସାର୍ବଜନୀନ ଜଳ ଯୋଗାଣ ଲକ୍ଷ୍ୟ ପୂରଣ କରିଛି। ଏହି ସଫଳତା ସହ ରାଜ୍ୟର ସହରାଞ୍ଚଳ ଜଳ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟମାନଙ୍କ ମଧ୍ୟରେ ସ୍ଥାନ ସୁଦୃଢ଼ କରିଛି।୨୦୨୬ ମାର୍ଚ୍ଚ ସୁଦ୍ଧା ଓ୍ବାଟକୋ ପ୍ରାୟ ୭,୬୩,୦୮୨ଟି ଘରୋଇ […]

ପୂରଣ ହେଲା ପନ୍ଦର ବର୍ଷର ପଣ। ଦିଦି ହାରିବା ପରେ ଖୁସିରେ ଲଣ୍ଡା ହେଲେ 

ପଶ୍ଚିମବଙ୍ଗରୁ ସାମ୍ନାକୁ ଆସିଛି ଏକ ରୋଚକ ଘଟଣା। ମମତା ବାନାର୍ଜୀଙ୍କ ପରାଜୟ ଅପେକ୍ଷାରେ ଜଣେ ବ୍ୟକ୍ତି ୧୫ ବର୍ଷ ହେଲା ନିଜ ଚୁଟି କାଟିନଥିଲେ ।ଶେଷରେ ୨୦୨୬ ବିଧାନସଭା ନିର୍ବାଚନରେ ଦଳର ପରାଜୟ ପରେ ସେ ଲଣ୍ଡା ହୋଇଥିଲେ। ରିପୋର୍ଟ ଅନୁଯାୟୀ, ୨୦୧୧ ମସିହାରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ ବଙ୍ଗଳାରେ କ୍ଷମତାକୁ ଆସିବା ପରେ ବଙ୍ଗଳାର ବାମନ ପାରା ଗାଁର ବାସିନ୍ଦା ବିଜେପି ସମର୍ଥକ ବନେଶ୍ଵର ବର୍ମନ ଏହି ପ୍ରତିଜ୍ଞା ନେଇଥିଲେ। ତା’ପରେ ସେ […]

ଖୋଲିବ ନୂଆ ସାଇବର କୋର୍ଟ: ପୃଥ୍ୱୀରାଜ

ଓଡ଼ିଶାରେ ୫ଟି ସ୍ୱତନ୍ତ୍ର ସାଇବର କୋର୍ଟ ପ୍ରତିଷ୍ଠା ପାଇଁ ସରକାରଙ୍କ ଯୋଜନା। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ଦିନକୁ ଦିନ ବଢ଼ୁଥିବା ସାଇବର ଠକେଇ ଏବଂ ଅପରାଧ ରୋକିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି  ।   ଏହି ପଦକ୍ଷେପର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସାଇବର ଠକେଇ ମାମଲାର ଶୀଘ୍ର ନ୍ୟାୟ ପ୍ରଦାନ ।   ଏଥିସହ ସାଇବର ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ  । ମହିଳାଙ୍କ […]

ଶୁଭେନ୍ଦୁଙ୍କ ଶପଥ ପରେ ସୋସିଆଲ ମିଡିଆ Xରେ ବଦଳିଲା ମମତାଙ୍କ ପ୍ରୋଫାଇଲ୍

ପଶ୍ଚିମବଙ୍ଗରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଶନିବାର, ୯ ମଇ, ୨୦୨୬ ରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି।ତେବେ ଶନିବାର ଶୁଭେନ୍ଦୁଙ୍କ ଶପଥ ଗ୍ରହଣ ପରେ ବଦଳିଛି ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କ ସୋସିଆଲ ମିଡିଆ ପ୍ରୋଫାଇଲ୍ ।ଶନିବାର ଦିନ ୧୧ଟା ପର୍ଯ୍ୟନ୍ତ ମମତାଙ୍କ ପ୍ରୋଫାଇଲରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ବୋଲି ରହିଥିଲା । ମାତ୍ର ଯେତେବେଳେ ଶୁଭେନ୍ଦୁ ଶପଥ ଗ୍ରହଣ କଲେ ତା’ପରେ ବଦଳିଗଲା ସୋସିଆଲ ମିଡିଆରୁ ପ୍ରୋଫାଇଲ । ତେବେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଲେଖ […]

ଆସନ୍ତା ୧୧ରୁ ପୁଣି ଗଣତି ମଣତି ହେବ ରତ୍ନଭଣ୍ଡାର

ରତ୍ନଭଣ୍ଡାର ପୁଣି ଗଣତି ମଣତି ହେବ । ଆସନ୍ତା ୧୧ ଓ ୧୨ ତାରିଖରେ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ। ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ପାଇଁ ଗଣତି ମଣତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା। ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିବସ ଏବଂ ରବିବାର ଠାକୁରଙ୍କ ହଳଦୀ ପାଣି ନୀତି ରହିଛି। ଏଣୁ ଠାକୁରଙ୍କ ନୀତି କାନ୍ତିରେ ଯେଭଳି କୌଣସି ସମସ୍ୟା ସୃଷ୍ଟି ହେବ […]