କଳିଙ୍ଗନଗର ଅଞ୍ଚଳର ଜଣେ ମହିଳା ଗଣଦୁଷ୍କର୍ମ ଶିକାର ହୋଇଛନ୍ତି । ସ୍ୱାମୀଙ୍କର ଦୁର୍ଘଟଣା ହୋଇଥିବା କହି ମହିଳାଙ୍କୁ ଡାକି ନେଇ ଚଣ୍ଡିଖୋଲସ୍ଥିତ ଏକ ପରିତ୍ୟକ୍ତ ଗୃହରେ ଗଣଦୁଷ୍କର୍ମ କରାଯାଇଛି ।ଏଭଳି ଏକ ଚାଞ୍ଚଲ୍ୟକର ଖବର ପୁଣିଥରେ ମହିଳା ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି କଳିଙ୍ଗନଗର ପୁଲିସ । ସୂଚନା ଅନୁଯାୟୀ ଗତ ୧ ତାରିଖରେ ସ୍ୱାମୀଙ୍କ ଦେହ ଖରାପ ଓ ସେ ଚଣ୍ଡିଖୋଲରେ […]
କଟକସ୍ଥିତ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲଠାରେ ଆୟୋଜିତ ଗୁରୁ ଦିବସ ସମାରୋହରେ ଯୋଗଦେଇ ପିଲାମାନଙ୍କ ସହିତ ବାର୍ତ୍ତାଳାପ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ନିଜର କ୍ୟାରିୟର ଗଢିବା ଉପରେ ଫୋକସ୍ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଛାତ୍ର ଭାବରେ ତୁମ ମାନଙ୍କର ପ୍ରଥମ ଦାୟିତ୍ୱ ହେଉଛି ଭଲ ପାଠ ପଢି ଦକ୍ଷତା ହାସଲ କରିବ ଏବଂ ନିଜର ଓ ଦେଶର ବିକାଶରେ ଯୋଗଦାନ ରଖିବ। ଏହା ହେଉଛି ଆମ ଶିକ୍ଷା ପ୍ରକ୍ରିୟାର ମୂଳ ଉଦ୍ଦେଶ୍ୟ। ତେଣୁ, […]
ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍ ପାଇଁ ଗର୍ଜିଲେ ରାଜ୍ୟର ହଜାର ହଜାର ଶିକ୍ଷକ ଓ କର୍ମଚାରୀ।ସଂଗଠନର ପ୍ରମୁଖ ଦାବି ରହିଛି, 25ରୁ 30 ବର୍ଷ ଧରି ନିରନ୍ତର ଶିକ୍ଷାଦାନ କରି ଆସୁଥିବା ଅନୁଦାନରୁ ବଞ୍ଚିତ ୧୯୪ ଓ ଅନ୍ୟ ବିଦ୍ୟାଳୟକୁ ତୁରନ୍ତ ଅନୁଦାନର ବ୍ୟବସ୍ଥା କରିବା।ବିଶେଷକରି ଅବସର ନେଇଥିବା ଅନେକ ଶିକ୍ଷକ ଓ କର୍ମଚାରୀ ପେନଶନ ଏବଂ ଅନ୍ୟାନ୍ୟ ଅବସରକାଳୀନ ସୁବିଧାରୁ ବଞ୍ଚିତ […]
ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ୨୦୨୬ର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକମାନଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶିକ୍ଷା କ୍ଷେତ୍ରରେ ସେମାନଙ୍କ ଅବଦାନ, ଅଭିଜ୍ଞତା ଏବଂ ନୂଆ ପିଢ଼ିକୁ ଗଢ଼ିବାରେ ଶିକ୍ଷକଙ୍କ ଭୂମିକା ନେଇ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ। ଶିକ୍ଷକମାନେ କିଭଳି ନିଜ ଅଭିନବ ପଦକ୍ଷେପ ଓ ଶିକ୍ଷାଦାନ ପ୍ରଣାଳୀ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ […]
ବନ୍ୟା ପାଣିରେ ଅଣ୍ଟାଏ ବୁଡ଼ି ଚର୍ଚ୍ଚକୁ ଆସିଲେ କନ୍ୟା, ଭାଇରାଲ ହେଉଛି ଫିଲିପାଇନ୍ସର ଏହି ବିବାହ। ଫିଲିପାଇନ୍ସରେ ପ୍ରବଳ ବର୍ଷା ଯୋଗୁଁ ବ୍ୟାପକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଚାରିଆଡ଼େ କେବଳ ପାଣି ଆଉ ପାଣି। ଚର୍ଚ୍ଚ ଭିତରେ ମଧ୍ୟ ବନ୍ୟାଜଳ ଜମି ରହିଛି। ଏଭଳି ଭୟାବହ ପରିବେଶ ସତ୍ତ୍ବେ ଏହି ନବଦମ୍ପତି ନିଜର ପୂର୍ବ ନିର୍ଦ୍ଧାରିତ ବିବାହ ତାରିଖକୁ ବଦଳାଇବାକୁ ସମ୍ପୂର୍ଣ୍ଣ ମନା କରିଦେଇଥିଲେ।ବନ୍ୟାର ଏଭଳି ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ହାର ନମାନି ନିଜ ଜୀବନର […]
ଶନିବାର ବଡ଼ଦେଉଳରେ ଶ୍ରୀକୃଷ୍ଣ ଲୀଳା ଅବସରରେ ନନ୍ଦୋତ୍ସବ ଓ ବିଜୁଳି କନ୍ୟା ନୀତି ଅନୁଷ୍ଠିତ ହେବ । ସକାଳେ ରାମ କୃଷ୍ଣ ଜଗମୋହନରେ ଥିବା ଦୋଳିରେ ବିଜେ ହେବେ । ସନ୍ଧ୍ୟାରେ ରାମକୃଷ୍ଣ ଓ ମଦନମୋହନ ପୁଣି ଖଟରେ ବିଜେ ହେବେ । ତିନି ବିଗ୍ରହଙ୍କ ପୂଜାବିଧି ଅନୁଷ୍ଠିତ ହେବ ।ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ। ମଙ୍ଗଳାର୍ପଣ ଓ […]
ରାଜ୍ୟରେ ବର୍ତ୍ତମାନ ବିଶେଷ ବର୍ଷା ସମ୍ଭାବନା ନାହିଁ । ପାଗ ମୁଖ୍ୟତଃ ଶୁଖିଲା ରହିବ। ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୮ ତାରିଖରେ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ। ୯ରୁ ବର୍ଷା ପରିମାଣ ସାମାନ୍ୟ ବଢ଼ିବା ସମ୍ଭାବନା ଅଛି। ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।୧୦/୧୧ ତାରିଖ ବେଳକୁ ଏକ ଘୃଷ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ଘନୀଭୂତ ହୋଇ ୧୩ ତାରିଖ ବେଳକୁ ଲଘୁଚାପ ରୂପ […]
ସାପ କାମୁଡ଼ିବା ପରେ ଭୟଭୀତ ନହୋଇ ସାପଟିକୁ ଧରି ମେଡିକାଲରେ ପହଞ୍ଚିଲେ ଯୁବକ। ଏଭଳି ଏକ ଘଟଣା ମୟୂରଭଞ୍ଜ ଜିଲ୍ଲା ଉଦଳା ଅଞ୍ଚଳରେ ଘଟିଛି।ଉଦଳା ଏନଏସି ୱାର୍ଡ ନଂ ୧୦ରେ ସ୍ଥିତ ଉଠା ଜଳସେଚନ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଜଗୁଆଳିଭାବେ କାର୍ଯ୍ୟ କରୁଥିବା ମୋଚିରାମ ଟୁଡୁଙ୍କୁ ଗତକାଲି ସଂଧ୍ୟା ପ୍ରାୟ ୮ ସମୟରେ ତାଙ୍କ ଗୋଡ଼ରେ ଏକ ସାପ କାମୁଡ଼ିଥିବାର ଜାଣିବାକୁ ପାଇଥିଲେ ତୁରନ୍ତ ମୋଚିରାମ ଉକ୍ତ ସାପକୁ ଧରିବା ସହିତ ମାରି ଦେଇଥିଲେ। ତେବେ ସାପଟିକୁ […]
ଆଜି ସେପ୍ଟେମ୍ବର ୫ ତାରିଖ। ଗୁରୁ ଦିବସ। ମହାନ ଶିକ୍ଷାବିତ୍, ଦାର୍ଶନିକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜନ୍ମଦିନ। ତାଙ୍କର ଜନ୍ମଦିନକୁ ସାରା ଦେଶରେ ଗୁରୁ ଦିବସ ରୂପେ ପାଳନ କରାଯାଉଛି।ଡକ୍ଟର ରାଧାକ୍ରିଷ୍ଣନ ଏକାଧାରରେ ଜଣେ ଶିକ୍ଷକ, ଶିକ୍ଷାବିତ୍, ଦାର୍ଶନୀକ ଓ କୁଟନୀତିଜ୍ଞ ଭାବେ ବେଶ ଖ୍ୟାତି ଅର୍ଜନ କରିଥିଲେ । ଏହି ଅବସରରେ ବିଭିନ୍ନ ସ୍କୁଲ, କଲେଜ୍ ଓ ଶିକ୍ଷାନୁଷ୍ଠାନ ମାନଙ୍କରେ ଶିକ୍ଷକ ତଥା ଅଧ୍ୟାପକ ମାନଙ୍କୁ ପୂଜା କରାଯାଇଥାଏ […]
ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ। ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]
Nayagarh, (Odisha Darpan): On the instructions of District Legal Services Authority Chairperson Ajanta Sadangi, under the supervision of Secretary, Anjali Machkhand, Brahmani Sethi, an old woman who was in a helpless condition in Brajsundarpur village of Brundabanpur panchayat of Ranpur block, was rescued by Adhikar Mitra,Prafulla Kumar Behera and Manas Ranjan Balawantray and registered at […]
ନୟାଗଡ଼,(ଓଡ଼ିଶା ଦର୍ପଣ):ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷା ଅଜନ୍ତା ଷଡ଼ଙ୍ଗୀଙ୍କ ନିର୍ଦ୍ଦେଶ କ୍ରମେ ସଚିବ, ଅଞ୍ଜଳୀ ମଛଖଣ୍ଡ ଙ୍କ ତତ୍ତ୍ୱାବଧାନରେ ରଣପୁର ବ୍ଲକ ବୃନ୍ଦାବନପୁର ପଞ୍ଚାୟତ ର ବ୍ରଜସୁନ୍ଦର ପୁର ଗ୍ରାମର ଅସହାୟ ଅବସ୍ଥାରେ ଥିବା ବ୍ରାହ୍ମଣୀ ସେଠୀ ଙ୍କୁ ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା ଓ ମାନସ ରଞ୍ଜନ ବଳବନ୍ତ ରାୟ ଙ୍କ ଦ୍ଵାରା ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ପଞ୍ଜୀକୃତ କରାଯାଇଛି l ପ୍ରକାଶ ଥାଉକି, ଖବର କାଗଜ ରେ […]
